ରାଜନୀତି ରାଜ୍ୟ ଜୟନାରାୟଣ ମିଶ୍ରଙ୍କ ମନ୍ତବ୍ୟ ଉପରେ ମତାମତ ଦେବେ ଉପମୁଖ୍ୟମନ୍ତ୍ରୀ କେଭି ସିଂ ଦେଓ March 10, 2025 Nirvay ବିଜେପି ବିଧାୟକ ଜୟନାରାୟଣ ମିଶ୍ରଙ୍କ ମନ୍ତବ୍ୟକୁ ନେଇ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ପ୍ରତିକ୍ରିୟା । ଜୟନାରାୟଣଙ୍କ ମନ୍ତବ୍ୟ ବିଷୟରେ ଉପମୁଖ୍ୟମନ୍ତ୍ରୀ କେଭି ସିଂ ଦେଓ ମତାମତ ଦେବେ, ତାଙ୍କୁ ଦଳ ତରଫରୁ ଅଥରାଇଜ୍ କରାଯାଇଛି ବୋଲି କହିଛନ୍ତି ମନମୋହନ…
ତାଜା ଖବର ଦେଶ ରାଜନୀତି ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଘରେ ଇଡି March 10, 2025 Papirani ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ଭୂପେଶ ବାଘେଲ ଘରେ ଇଡି। ଟଙ୍କା କାରବାର ମାମଲାରେ ଭୂପେଶଙ୍କ ବାସଭବନ ସମେତ ୧୪ଟି ସ୍ଥାନରେ ଇଡି ପକ୍ଷରୁ ସକାଳୁ ସକାଳୁ ଚଢାଉ କରିଥିବା ଜଣାପଡିଛି । ଆଜି ସକାଳୁ ଆର୍ଥିକ…
ବିଶ୍ୱ ରାଜନୀତି ମାର୍କ କାର୍ନି ହେବେ କାନାଡାର ନୂଆ ପ୍ରଧାନମନ୍ତ୍ରୀ March 10, 2025 Papirani ମାର୍କ କାର୍ନି ଲିବେରାଲ ପାର୍ଟିର ଅଧ୍ୟକ୍ଷ ନିର୍ବାଚନ ଜିତିବା ସହିତ କାନାଡ଼ାର ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ହୋଇଛନ୍ତି । ୫୯ ବର୍ଷୀୟ କାର୍ନି ସମୁଦାୟ ୮୬ ପ୍ରତିଶତ ଭୋଟ ହାସଲ କରି ବିତ୍ତମନ୍ତ୍ରୀ କ୍ରିଷ୍ଟିଆ ଫ୍ରିଲାଣ୍ଡଙ୍କୁ ପରାଜିତ କରିଛନ୍ତି । ଏବେ…
ତାଜା ଖବର ଦେଶ ରାଜନୀତି ଉପ ରାଷ୍ଟ୍ରପତି ଜଗଦୀପ ଧନଖଡ଼ ଅସୁସ୍ଥ; ଏମ୍ସରେ ଭର୍ତ୍ତି March 9, 2025 Papirani ଉପ ରାଷ୍ଟ୍ରପତି ଜଗଦୀପ ଧନଖଡ଼ ଅସୁସ୍ଥ । ସ୍ୱାସ୍ଥ୍ୟ ଅବସ୍ଥା ଖରାପ ହୋଇପଡ଼ିବାରୁ ତାଙ୍କୁ ନୂଆଦିଲ୍ଲୀସ୍ଥିତ ଅଖିଳ ଭାରତୀୟ ଆର୍ୟୁ ବିଜ୍ଞାନ ସଂସ୍ଥା ତଥା ଏମସ୍ ରେ ଭର୍ତ୍ତି କରାଯାଇଛି । ଗତକାଲି ବିଳମ୍ବିତ ରାତି ପ୍ରାୟ ୨ଟା ସମୟରେ ଛାତିରେ…
ତାଜା ଖବର ରାଜନୀତି ରାଜ୍ୟ ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ନବୀନ ପଟ୍ଟନାୟକ March 9, 2025 Papirani ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ବିୟୋଗରେ ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ସ୍ବର୍ଗତ ଦାସଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇ ନବୀନ ପଟ୍ଟନାୟକ କହିଛନ୍ତି ଯେ ସ୍ବର୍ଗତ ଦାସ ଜଣେ ଦକ୍ଷ…
ତାଜା ଖବର ରାଜନୀତି ରାଜ୍ୟ ପରଲୋକରେ ପୂର୍ବତନ ବିଧାୟକ ଅନନ୍ତ ଦାସ March 9, 2025 Papirani ପରଲୋକରେ ଭୋଗରାଇର ପୂର୍ବତନ ବିଧାୟକ ଅନନ୍ତ ଦାସ । ଭୋର ସାଢେ ୩ଟା ସମୟରେ ଭୁବନେଶ୍ୱରସ୍ଥିତ ବାସଭବନରେ ପରଲୋକ ଘଟିଥିବା ନେଇ ପରିବାର ପକ୍ଷରୂ ସୂଚନା ମିଳିଛି ।ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ହୋଇଥିଲା । ସେ ଦୀର୍ଘ ଦିନ…
ରାଜନୀତି ରାଜ୍ୟ ଶଙ୍ଖ ଭବନରେ ନିର୍ମାଣ ହେବ ବିଜୁ ବାବୁଙ୍କ ବିଶାଳ ପ୍ରତିମୂର୍ତ୍ତି March 8, 2025 Nirvay ଭାରତୀୟ ଜନତା ପାର୍ଟିର ଅଭିଯୋଗ ପରେ ଚେତିଲା ବିଜେଡି । ଶଙ୍ଖ ଭବନରେ ବିଜୁ ପଟ୍ଟନାୟକଙ୍କ ଏକ ବିଶାଳ ପ୍ରତିମୂର୍ତ୍ତି ନିର୍ମାଣ ଯୋଜନା ରହିଛି କହିଲେ ବିଜେଡି ନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ । ବିଜୁ ବାବୁଙ୍କୁ ସମ୍ମାନ କଥା କହୁଥିବା ଦଳର…
ବ୍ୟବସାୟ ରାଜନୀତି ରାଜ୍ୟ ମାର୍ଚ୍ଚ ୧୦ରେ ରାଜରାସ୍ତାକୁ ଓହ୍ଲାଇବ କଂଗ୍ରେସ March 7, 2025 Papirani ମାର୍ଚ୍ଚ ୧୦ରେ ରାଜରାସ୍ତାକୁ ଓହ୍ଲାଇବ କଂଗ୍ରେସ । ନାରୀ ନିର୍ଯାତନାକୁ ବିରୋଧ କରି ରାଜ୍ୟବ୍ୟାପୀ ଆନ୍ଦୋଳନ ଡାକରା ଦେବ କଂଗ୍ରେସ । ଏନେଇ ଆଜି ସୂଚନା ଦେଇଛନ୍ତି କଂଗ୍ରେସ ନେତା ନବଜ୍ୟୋତି ପଟ୍ଟନାୟକ । ସେ କହିଛନ୍ତି ଆସନ୍ତା ୧୦ ତାରିଖରେ…
ତାଜା ଖବର ରାଜନୀତି ରାଜ୍ୟ ଦ୍ବିତୀୟ ପର୍ଯ୍ୟାୟ ବଜେଟ୍ ଅଧିବେଶନରରେ ହଟ୍ଟଗୋଳ; ୧୨ଟା ଯାଏଁ ଗୃହ ମୁଲତବୀ March 7, 2025 Papirani ଦ୍ବିତୀୟ ପର୍ଯ୍ୟାୟ ବଜେଟ୍ ଅଧିବେଶନର ପ୍ରଥମ ଦିନରୁ ଦେଖାଯାଇଛି ହଟ୍ଟଗୋଳ। ଅଧିବେଶନ ଆରମ୍ଭରୁ ବିରୋଧୀ ପ୍ରବଳ ହଟ୍ଟଗୋଳ କରିଥିଲେ । ତେବେ ବାଚସ୍ପତି ସମସ୍ତ ବିଧାୟକଙ୍କୁ ଅନୁରୋଧ କରିବା ସତ୍ତ୍ବେ ମଧ୍ୟ ସେମାନେ ଶୁଣି ନଥିଲେ । ଫଳରେ ବାଚସ୍ପତି ବାଧ୍ୟ…
ତାଜା ଖବର ରାଜନୀତି ରାଜ୍ୟ ନାରୀ ଅସୁରକ୍ଷିତ ଅଭିଯୋଗରେ ବିଧାନସଭା ପରିସରରେ କଂଗ୍ରେସର ବିକ୍ଷୋଭ March 7, 2025 Papirani ଆଜିଠୁ ଆରମ୍ଭ ହେବ ବିଧାନସଭା ବଜେଟ୍ ଅଧିବେଶନର ଦିତ୍ୱୀୟ ପର୍ଯ୍ୟାୟ । ଏହା ଆସନ୍ତା ଏପ୍ରିଲ ୫ ତାରିଖ ପର୍ଯ୍ୟନ୍ତ ଚାଲିବ । ଆଜି ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ଗୃହ ବେଶ୍ ସରଗରମ ହେବାର ସମ୍ଭାବନା ରହିଥିବା ବେଳେ ବଜେଟ ଅଧିବେଶନ…