Category: ରାଜନୀତି

ଗଳିଲା କଂଗ୍ରେସ ସାଂସଦ ସପ୍ତଗିରି ଉଲ୍ଲାକାଙ୍କ ଛାତ

କୋରାପୁଟ ସାଂସଦଙ୍କୁ ଦିଲ୍ଲୀରେ ମିଳିଥିବା ସରକାରୀ କ୍ୱାଟର୍ସରେ ଅଘଟଣ । ଗଳିପଡ଼ିଲା କଂଗ୍ରେସ ସାଂସଦ ସପ୍ତଗିରି ଉଲ୍ଲାକାଙ୍କ ଛାତ । କୋରାପୁଟ ସାଂସଦଙ୍କୁ ଦିଲ୍ଲୀରେ ମିଳିଥିବା ସରକାରୀ କ୍ୱାଟର୍ସରେ ଏଭଳି ଅଘଟଣ ଘଟିଛି । ଦିଲ୍ଲୀ ସାଉଥ୍ ଆଭେନ୍ୟରେ ଥିବା ଘରର…

ନୂଆପଡ଼ାରେ ତ୍ରିମୁଖୀ ଲଢେଇ ହେବନାହିଁ; କେବଳ ବିଜେପି କଂଗ୍ରେସ ଲଢେଇ ହେବ: ପିସିସି ସଭାପତି

ନୂଆପଡା ଉପନିର୍ବାଚନ ପ୍ରସଙ୍ଗରେ ଆଜି ବଡ଼ ବୟାନ ଦେଇଛନ୍ତି ପିସିସି ସଭାପତି ଭକ୍ତ ଦାସ । ସେ ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ପିସିସି ସଭାପତି ଭକ୍ତ ଦାସ କହିଛନ୍ତି ନୂଆପଡ଼ାରେ ତ୍ରିମୁଖୀ ଲଢେଇ ହେବନାହିଁ । କେବଳ ବିଜେପି କଂଗ୍ରେସ ଲଢେଇ…

ରାଜୁ ଢୋଲକିଆଙ୍କ ରକ୍ତ ପୋଷ୍ୟପୁତ୍ର ଜୟଙ୍କ ଦେହରେ ନାହିଁ: ବିଜେଡି

ନୂଆପଡ଼ାର ପୂର୍ବତନ ବିଜେଡି ବିଧାୟକ ସ୍ଵର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ ବିଜେପିରେ ମିଶିବା ପରେ ପ୍ରତିକ୍ରିୟା ରଖିଛି ବିଜେଡି । ଦଳର ବରିଷ୍ଠ ନେତା ପ୍ରତାପ ଜେନା ଗଣମାଧ୍ୟମକୁ କହିଛନ୍ତି ଯେ ରାଜୁ ଢୋଲକିଆଙ୍କ ରକ୍ତ ପୋଷ୍ୟପୁତ୍ର ଜୟଙ୍କ…

ନୂଆପଡ଼ା ଉପନିର୍ବାଚନ ପୂର୍ବରୁ ଟ୍ଵିଷ୍ଟ; ପଦ୍ମ ଧରିଲେ ଜୟ ଢୋଲକିଆ

ନୂଆପଡ଼ା ଉପନିର୍ବାଚନ ପୂର୍ବରୁ ଟ୍ଵିଷ୍ଟ । ସବୁ କଳ୍ପନାଜଳ୍ପନାର ଅନ୍ତ ଘଟାଇ ପଦ୍ମ ଧରିଛନ୍ତି ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ । ନଭେମ୍ବର ୧୧ ତାରିଖରେ ନୂଆପଡ଼ା ଉପନିର୍ବାଚନ ମତଦାନ ଅନୁଷ୍ଠିତ ହେବାକୁ ଥିବା ବେଳେ…

ଜୟ ଢୋଲକିଆଙ୍କ ବିଜେପି ମିଶିବା ଚର୍ଚ୍ଚା ଭିତରେ ପରୋକ୍ଷରେ ପାଣ୍ଡିଆନଙ୍କୁ ଶ୍ରୀମୟୀଙ୍କ ତାତ୍ସଲ୍ୟ ଭରା ପୋଷ୍ଟ

ପୁଣି ଶ୍ରୀମୟୀଙ୍କ ତେରଚ୍ଛା ବାଣ । ପରୋକ୍ଷରେ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଶ୍ରୀମୟୀ ମିଶ୍ର। କହ୍ନେଇ, ସନ୍ନ୍ୟାସୀ କହି ତାଚ୍ଛଲ୍ୟ କରିଛନ୍ତି। ଶ୍ରୀମୟୀ ନିଜ ପୋଷ୍ଟରେ କହିଛନ୍ତି, ‘କର୍ମୀ ବସିଛନ୍ତି ଅନାଇ, ଦିଲ୍ଲୀରେ ଡିଲ୍‌ କରିଦେଲେ କହ୍ନେଇ। ଜୟ ଢୋଲକିଆଙ୍କ ବିଜେପି…

ନୂଆପଡ଼ା ଉପନିର୍ବାଚନରେ ନୂଆ ଟ୍ଵିଷ୍ଟ; ଜୟ ପଦ୍ମ ଧରିବା ଚର୍ଚ୍ଚା

ବଦଳିପାରେ ନୂଆପଡ଼ା ଉପନିର୍ବାଚନ ସମୀକରଣ । ନୂଆପଡ଼ା ବିଧାନସଭା କ୍ଷେତ୍ରର ଦିବଂଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ଅକାଳ ବିୟୋଗ ପରେ ପୁଅ ଜୟ ଢୋଲକିଆଙ୍କ ବିଜେଡି ପ୍ରାର୍ଥୀ କରିବ ବୋଲି ଚର୍ଚ୍ଚା ଜୋର ଧରିଥିଲା । ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆ…

ଭି.କେ ପାଣ୍ଡିଆନଙ୍କୁ ସିଧାସଳଖ ଟାର୍ଗେଟ କଲେ ଶ୍ରୀମୟୀ

ଦଳରୁ ନିଲମ୍ବିତ ହେବା ପରେ ବିଜେଡି ଉପରେ ରୋଷ ଝାଡ଼ିଛନ୍ତି ଶ୍ରୀମୟୀ ମିଶ୍ର । ବିଜେଡିକୁ ଟ୍ରାକ୍କୁ ଫେରାଇ ଆଣିବାକୁ ବିଦ୍ରୋହର ଆହ୍ବାନ ଦେଇଛନ୍ତି । ସିଧାସଳଖ ଭି.କେ ପାଣ୍ଡିଆନଙ୍କୁ ନିଶାନା କରି ବର୍ଷିଛନ୍ତି ଶ୍ରୀମୟୀ । ପୂର୍ବରୁ ସୋସିଆଲ ମିଡ଼ିଆରେ…

‘ବାଣିକ’ ନାଁରେ ହୋଇଥିବା ଅଭିଯୋଗକୁ ଖଣ୍ଡନ କଲେ ସୁବ୍ରତ ଛାଟୋଇ

ପୋଲିସ ଏସ୍‌ଆଇ ନିଯୁକ୍ତି ପରୀକ୍ଷା ଜାଲିଆତି ମାମଲାରେ ଭୁବନେଶ୍ଵରର ପ୍ରତିଷ୍ଠିତ କୋଚିଂ ସେଣ୍ଟର ‘ବାଣିକ’ ରେ କ୍ରାଇମବ୍ରାଞ୍ଚ ଚଢ଼ାଉ ପରେ ‘ବାଣିକ’ ନାଁରେ ହୋଇଥିବା ଅଭିଯୋଗକୁ ମୁଖ୍ୟ ସୁବ୍ରତ ଛାଟୋଇ ଖଣ୍ଡନ କରିଛନ୍ତି । ବାଣିକ୍‌’ର ପୋଲିସ SI ପରୀକ୍ଷା ଘୋଟାଲାରେ…

ସାକ୍ଷୀଗୋପାଳରୁ ବିଜେଡିର ଜନସମ୍ପର୍କ ପଦଯାତ୍ରା କାର୍ଯ୍ୟକ୍ରମର ଶୁଭାରମ୍ଭ

ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ଅବସରରେ, ତାଙ୍କର ଜନ୍ମମାଟି ସୁଆଣ୍ଡୋ ଗ୍ରାମରେ ଉକ୍ରଳମଣିଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହିତ ବିଜୁ ଜନତା ଦଳ ତାର ପଦଯାତ୍ରା ଅଭିଯାନ କାର୍ଯ୍ୟକ୍ରମ ଆରମ୍ଭ କରିଛି । ଗାନ୍ଧୀ ଜୟନ୍ତୀରେ ଅର୍ଥାତ ଅକ୍ଟୋବର ୨…

ନୂଆପଡ଼ା ଉପନିର୍ବାଚନ ୨୦୨୫: ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା

ନୂଆପଡା ଜିଲ୍ଲାପାଳ ମଧୁସୂଦନ ଦାଶ ଆଜି ସର୍ବଦଳୀୟ ପ୍ରତିନିଧି ମଣ୍ଡଳ ସହିତ ଚୁଡାନ୍ତ ଭୋଟର୍ ତାଲିକା ପ୍ରକାଶିତ କରିଛନ୍ତି । ସୂଚନାଯୋଗ୍ୟ ଯେ ନୂଆପଡା ବିଧାନ ସଭା ମଣ୍ଡଳୀ – ୭୧ ନୂଆପଡା, ୧୧ – କଳାହାଣ୍ଡି ପାର୍ଲିଆମେଣ୍ଟରୀ ନିର୍ବାଚନ ମଣ୍ଡଳୀ…