Category: ରାଜନୀତି

ରାଜ୍ୟରେ ସାର ଅଭାବ ପାଇଁ ସରକାର ଦାୟୀ: ବିଜେଡି

ରାଜ୍ୟରେ ସାରର ଅଭାବକୁ ନେଇ କୃଷକମାନେ ଗୁରୁତର ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ, ବିଜୁ ଜନତା ଦଳ ରାଜ୍ୟ ସରକାରଙ୍କୁ ଏଥିପାଇଁ ଦାୟୀ କରିଛି । ଦଳର ବରିଷ୍ଠ ନେତା ତଥା ବିଧାୟକ ଡ. ଅରୁଣ ସାହୁ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ…

ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନରେ ଗୁରୁତ୍ୱପୂର୍ଣ୍ଣ ବୈଠକ; ଉପସ୍ଥିତ ଥିଲେ ଧର୍ମେନ୍ଦ୍ର ପ୍ରଧାନ

ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଙ୍କ ଉପସ୍ଥିତିରେ ଗୁରୁତ୍ୱପୂର୍ଣ୍ଣ ବୈଠକ ହୋଇଥିବା ସୂଚନା ମିଳିଛି । ଏହି ବୈଠକରେ ବିଭିନ୍ନ ବିଭାଗର ମନ୍ତ୍ରୀ ମଧ୍ୟ ଉପସ୍ଥିତ ଥିଲେ ।…

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭେଟିଲେ ସିକ୍କିମ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭେଟିଲେ ସିକ୍କିମ ମୁଖ୍ୟମନ୍ତ୍ରୀ ପ୍ରେମ୍ ସିଂ ତମାଙ୍ଗ। ରାଜ୍ୟ ଅତିଥି ଭବନଠାରେ ସିକ୍କିମ ମୁଖ୍ୟମନ୍ତ୍ରୀ ପ୍ରେମ୍ ସିଂ ତମାଙ୍ଗଙ୍କ ସୌଜନ୍ୟମୂଳକ ସାକ୍ଷାତ କରିଚନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହି ସାକ୍ଷାତକାରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପ୍ରେମ୍…

ପିନାକୀ ମିଶ୍ରଙ୍କ ନାଁରେ ମନି ଲଣ୍ଡରିଂ ଅଭିଯୋଗ

ପିନାକୀ ମିଶ୍ରଙ୍କ ନାଁରେ ଆର୍ଥିକ ହେରଫେର, ମନି ଲଣ୍ଡ୍ରିଂ ଅଭିଯୋଗ । ଏହା ସହ ସଂସଦରେ ଦେଶ ସୁରକ୍ଷା ତଥା ରୁଷ ବିରୋଧୀ ପ୍ରଶ୍ନ ପଚାରିବା ଭଳି ସଙ୍ଗୀନ ଅଭିଯୋଗ ହୋଇଛି । ଜାତୀୟ ସୁରକ୍ଷା ପ୍ରତି ବିପଦ ଦର୍ଶାଇ ଗୃହ…

ବିଜଦ ଅବସ୍ଥାକୁ ନେଇ ଚିନ୍ତାରେ ଭାଜପା ହାଇକମାଣ୍ଡ !

ପୂର୍ବ ଶାସକ ଦଳ ବିଜଦ ପରିସ୍ଥିତିକୁ ନେଇ ଚିନ୍ତିତ ଭାଜପା ହାଇକମାଣ୍ଡ । ଚିନ୍ତିତ ହେବା କଥା ବି । ଏହି ଆଞ୍ଚଳିକ ଦଳଟିରେ ବିଭାଜନର ପଦଧ୍ୱନି ଶୁଭିଲାଣି। ସଭାପତି ଭାବେ କୌଣସି ଦାୟିତ୍ଵ ନିର୍ବାହ କରୁ ନଥିବା ନବୀନ ପଟନାୟକ…

ଜାତି ପ୍ରମାଣପତ୍ର କେଳେଙ୍କାରୀ ମାମଲା; ମୁକେଶ ମହାଲିଙ୍ଗଙ୍କ ବିରୁଦ୍ଧରେ ଗର୍ଜିଲା କଂଗ୍ରେସ

ଆଜି ଭୁବନେଶ୍ୱର ସ୍ଥିତ କଂଗ୍ରେସ ଭବନ ଠାରେ ଓଡିଶା ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଜାତିଗତ ତଥ୍ୟ ଜାଲିଆତିକୁ ନେଇ ପିସିସି ମିଡ଼ିଆ ବିଭାଗ ପକ୍ଷରୁ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ କଂଗ୍ରେସ ଦଳ ପକ୍ଷରୁ…

ବିଜୁ ଯୁବ ଓ ଛାତ୍ର ଜନତା ଦଳର ନୂଆ କର୍ମକର୍ତ୍ତାଙ୍କ ନାଁ ଘୋଷଣା କଲେ ନବୀନ

ବିଜୁ ଜନତା ଦଳ (ବିଜେଡି) ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମତି କ୍ରମେ ଆଜି ବିଜୁ ଯୁବ ଓ ଛାତ୍ର ଜନତା ଦଳର କର୍ମକର୍ତ୍ତାମାନଙ୍କୁ ଦାୟିତ୍ଵ ବଣ୍ଟନ କରାଯାଇଛି । ଏହିକ୍ରମରେ ଦଳର ଯୁବ ନେତ୍ରୀ ଇପସିତା ସାହୁ…

ବିଜଦ ରୂପାନ୍ତରଣର ମିଳୁଛି ଆଭାସ; ଅରୁଣ କାର୍ଯ୍ୟକାରୀ ସଭାପତି, ସୁଜାତା ମହାସଚିବ !

ବିଜୁ ପଟ୍ଟନାୟକ ବଡ଼ପୁଅ ପ୍ରେମ ପଟ୍ଟନାୟକ ସସ୍ତ୍ରୀକ ନବୀନ ନିବାସକୁ ଆସିବା ଓ ରହିବା କେବଳ କ’ଣ ପାରିବାରିକ ଘଟଣା ? ପ୍ରେମ ହେଉଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କ ବଡ଼ଭାଇ । ମୁମ୍ବାଇ ହସ୍ପିଟାଲରେ ସ୍ପାଇନ ସର୍ଜରୀ ପରେ ପ୍ରେମ…

ପୁଣି ପାଣ୍ଡିଆନଙ୍କୁ ଟାର୍ଗେଟ୍ କଲେ ସୌମ୍ୟରଞ୍ଜନ ପଟ୍ଟନାୟକ

ରୁବେନ ବାନାର୍ଜୀଙ୍କ ପୁସ୍ତକ ‘ନବୀନ ପଟ୍ଟନାୟକ’ ଉନ୍ମୋଚନ ଉତ୍ସବରେ ପୁଣି ଭିକେ ପାଣ୍ଡିଆନଙ୍କୁ ଟାର୍ଗେଟ୍ କରିଛନ୍ତି ପୂର୍ବତନ ବିଧାୟକ ତଥା ସମ୍ବାଦ ଗ୍ରୁପର ଅଧ୍ୟକ୍ଷ ସୌମ୍ୟରଞ୍ଜନ ପଟ୍ଟନାୟକ । 5T ଅଧୀନରେ ସମସ୍ତ ସ୍କୁଲ ଏବେ ସୁନ୍ଦର ଶୌଚାଳୟ ପାଲଟିଯାଇଛି ।…

ସରକାରଙ୍କ ବିଫଳତା ଲୁଚାଇବାକୁ ବିଜେପି ବିଧାୟକଙ୍କ ଅବାଂଛିତ ମନ୍ତବ୍ୟ: ବିଜେଡି

ବିଜେପି ବିଧାୟକ ସରୋଜ ପାଢ଼ୀ ଆଜି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିଜୁ ଜନତା ଦଳ ପ୍ରତି ଦେଇଥିବା ଅରୁଚିକର ଓ ଅଶାଳୀନ ମନ୍ତବ୍ୟ ଉପରେ ବିଜୁ ଜନତା ଦଳ ପ୍ରତିକ୍ରିୟା ଦେଇ, ସରକାରଙ୍କ ବିଫଳତାକୁ ଲୁଚାଇବାକୁ ବିଧାୟକ ଏପରି…