ଖେଳ ପ୍ରଥମ ଦିନିକିଆ: ୪ ୱିକେଟରେ ଇଂଲଣ୍ଡକୁ ହରାଇ ଭାରତ ବିଜୟୀ February 6, 2025 Nirvay ନାଗପୁରରେ ଖେଳାଯାଇଥିବା ପ୍ରଥମ ଦିନିକିଆ ମ୍ୟାଚରେ ଭାରତ ଇଂଲଣ୍ଡକୁ ୪ ଉଇକେଟ୍ରେ ପରାସ୍ତ କରିଛି । ଇଂଲଣ୍ଡ ଦଳ ଦ୍ୱାରା ଦିଆଯାଇଥିବା ୨୪୯ ରନର ଟାର୍ଗେଟକୁ ଭାରତୀୟ ଦଳ ୩୮.୪ ଓଭରରେ ୬ ୱିକେଟ ହରାଇ ହାସଲ କରି ନେଇଥିଲା ।…
ଖେଳ ତାଜା ଖବର ରାଜ୍ୟ ଇଣ୍ତିଆ-ଇଂଲଣ୍ଡ ମ୍ୟାଚର ଟିକେଟ୍ ଲାଗି ଅସମ୍ଭାଳ ଭିଡ଼; ଦଳାଚକଟା ପରସ୍ଥିତି February 5, 2025 Papirani ଇଣ୍ତିଆ-ଇଂଲଣ୍ଡ ମ୍ୟାଚର ଟିକେଟ୍ ଲାଗି ଠେଲା ପେଲା ଧସ୍ତାଧସ୍ତି ପରସ୍ଥିତି। ବାରବାଟୀ ମ୍ୟାଚ ପାଇଁ ଟିକେଟ୍ କାଉଣ୍ଟରରେ ଅସମ୍ଭାଳ ଭିଡ଼ ଦେଖିବାକୁ ମିଳିଛି। ପରିସ୍ଥିତି ଏଭଳି ହୋଇଛି ଯେ ସେଠାରେ ଅନେକ ଯୁବକ ଅଚେତ୍ ହୋଇଯାଇଛନ୍ତି । ଭିଡ଼ ସାଙ୍ଗକୁ ଗୁଳୁଗୁଳି…
ଖେଳ ତାଜା ଖବର ରାଜ୍ୟ ବାରବାଟୀରେ ଭାରତ ଓ ଇଂଲଣ୍ଡ ଦିନିକିଆ ମ୍ୟାଚ୍: କାଉଣ୍ଟରରେ ସାମ୍ନାରେ ରାତି ଅଧରୁ ଅସମ୍ଭାଳ ଭିଡ଼ February 5, 2025 Papirani ଓଡ଼ିଶାରେ ଆସନ୍ତା ୯ ତାରିଖରେ ଇଂଲଣ୍ଡ ଓ ଭାରତ ମଧ୍ୟରେ ଦିନିକିଆ ମ୍ୟାଚ୍ ଖେଳାଯିବା । କଟକ ବାରବାଟୀ ଷ୍ଟାଡିୟମ ଭାରତ ଓ ଇଂଲଣ୍ଡ ଦିନିକିଆ ମ୍ୟାଚ୍ ପାଇଁ ଆଜିଠାରୁ କାଉଣ୍ଟରରେ ମିଳିବ ଟିକେଟ୍ । ଆଜି ଏବଂ ଆସନ୍ତାକାଲି ଦୁଇ…
ଖେଳ ତାଜା ଖବର ରାଜ୍ୟ ବାରବାଟୀରେ ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ୍ ପାଇଁ ପାଞ୍ଚଟି ସ୍ଥାନରେ ହେବ ପାର୍କିଂ ବ୍ୟବସ୍ଥା, ଜାଣନ୍ତୁ କେଉଁଠି ରଖିବେ ଗାଡ଼ି February 4, 2025 Papirani ଫେବ୍ରୁଆରୀ ୯ ତାରିଖରେ ବାରବାଟୀରେ ଅନୁଷ୍ଠିତ ହେବାକୁ ଯାଉଛି ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ୍ । ସେଥିପାଇଁ ପାଇଁ ଜୋରଦାର୍ ଚାଲିଛି ପ୍ରସ୍ତୁତି । ଆଜି କଟକ କେନ୍ଦ୍ରାଞ୍ଚଳ ରାଜସ୍ୱ ବିଭାଗ କମିଶନର (ଆରଡିସି) ପି.ପରମେଶ୍ୱରଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚ ସ୍ତରୀୟ ପ୍ରସ୍ତୁତି…
ଖେଳ ତାଜା ଖବର ଇତିହାସ ରାଚିଲା ଭାରତର ୧୯ ବର୍ଷରୁ କମ ମହିଳା କ୍ରିକେଟ୍ ଦଳ; ଜିତିଲା ଟି୨୦ ବିଶ୍ବକପ February 2, 2025 Papirani ଇତିହାସ ରଚିଲା ଭାରତର ୧୯ ବର୍ଷରୁ କମ ମହିଳା କ୍ରିକେଟ୍ ଟିମ୍। ସାଉଥ ଆଫ୍ରିକାକୁ ଫାଇନାଲରେ ହରାଇ ଜିତିଲା ଟି୨୦ ବିଶ୍ବକପ । କୁଆଲାଲମ୍ପୁରରେ ଖେଳା ଯାଇଥିବା ଟି-୨୦ ବିଶ୍ୱକପ୍ ଫାଇନାଲରେ ଭାରତ ଦକ୍ଷିଣ ଆଫ୍ରିକାକୁ ଏକତରଫା ୯ ୱିକେଟରେ ହରାଇ…
ଖେଳ ତାଜା ଖବର ରାଜ୍ୟ କଟକ ବାରବାଟୀ ଷ୍ଟାଡିୟମରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା January 31, 2025 Papirani ଆସନ୍ତା ଫେବୃୟାରୀ ୯ରେ ଓଡ଼ିଶାରେ ଅନୁଷ୍ଠିତ ହେବାକୁ ଯାଉଛି ଆନ୍ତର୍ଜାତୀୟ କ୍ରିକେଟ ମ୍ୟାଚ୍। ଏଥିପାଇଁ ଆଜି କଟକ ବାରବାଟି ଷ୍ଟାଡିୟମରେ ପହଞ୍ଚି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ୯ ତାରିଖରେ ହେବାକୁ ଥିବା ମ୍ୟାଚ୍ ପାଇଁ ପ୍ରସ୍ତୁତିକୁ ନେଇ…
ଖେଳ ତାଜା ଖବର ଆଇସିସି ଟେଷ୍ଟ କ୍ରିକେଟର ଅଫ୍ ଦି ଇୟର ହେଲେ ଯଶପ୍ରୀତ ବୁମରା January 27, 2025 Papirani ଭାରତୀୟ ଦଳର ଷ୍ଟାର ବୋଲର ଯଶପ୍ରୀତ ବୁମରାହ ହେଲେ ଆଇସିସି ଟେଷ୍ଟ କ୍ରିକେଟର ଅଫ୍ ଦି ଇୟର ୨୦୨୪ । ଷଷ୍ଠ ଭାରତୀୟ ଭାବେ ଯଶପ୍ରୀତ ବୁମରା ହେଲେ ଆଇସିସି ଟେଷ୍ଟ କ୍ରିକେଟର ଅଫ୍ ଦି ଇୟର । ପ୍ରଥମ ଭାରତୀୟ…
ଖେଳ ତାଜା ଖବର ରାଜ୍ୟ ଖୋ ଖୋ ବିଶ୍ୱକପ୍ ବିଜେତାଙ୍କୁ ଭୁବନେଶ୍ୱରରେ ଭବ୍ୟ ସ୍ବାଗତ January 25, 2025 Papirani ଭୁବନେଶ୍ୱରରେ ପହଞ୍ଚିଲେ ଖୋ ଖୋ ବିଶ୍ୱକପ ଚାମ୍ପିଅନ୍ ବିଜେତା ଓଡ଼ିଆ ଖେଳାଳି । ଓଡ଼ିଶାରେ ପହଞ୍ଚିବା ବେଳେ ବିଶ୍ବ ବିଜେତାଙ୍କୁ ଭୁବନେଶ୍ୱରରେ ଭବ୍ୟ ସ୍ବାଗତ କରାଯାଇଛି । ନୂଆଦିଲ୍ଲୀ ଇନ୍ଦିରା ଗାନ୍ଧୀ ଇନ୍ଡୋର ଷ୍ଟାଡିୟମ୍ରେ ଆୟୋଜିତ ପ୍ରଥମ ଖୋ ଖୋ ବିଶ୍ୱକପ୍ରେ…
ଖେଳ ତାଜା ଖବର ରାଜ୍ୟ ବାରବାଟୀରେ ଭାରତ-ଇଂଲଣ୍ଡ ଦିନିକିଆ କ୍ରିକେଟ୍ ମ୍ୟାଚ୍: ୫ ଓ ୬ରେ କାଉଁଣ୍ଟର, ୨ରେ ଅନ୍ଲାଇନ ଟିକେଟ୍ January 24, 2025 Papirani ବାରବାଟୀ ଷ୍ଟାଡିୟମ୍ରେ ଆୟୋଜିତ ହେବାକୁ ଯାଉଥିବା ଭାରତ-ଇଂଲଣ୍ଡ ଦିନିକିଆ କ୍ରିକେଟ୍ ମ୍ୟାଚ୍ । ଫେବ୍ରୁଆରୀ ୯ରେ ଭାରତ-ଇଂଲଣ୍ଡ ଦିବାରାତ୍ର ମ୍ୟାଚ ଖେଳାଯିବ । ଏହି କ୍ରିକେଟ୍ ମ୍ୟାଚ୍ର ଟିକେଟ୍ ବିକ୍ରି ନେଇ ଆଜି ହୋଇଛି ତାରିଖ ଘୋଷଣା । କ୍ରିକେଟ୍ପ୍ରେମୀମାନେ ଆସନ୍ତା…
ଖେଳ ରାଜ୍ୟ ବାରବାଟୀରେ ହେବାକୁ ଥିବା କ୍ରିକେଟ ମ୍ୟାଚ ପାଇଁ ପ୍ରଥମ ଟିକେଟ କିଣିଲେ ମୁଖ୍ୟମନ୍ତ୍ରୀ January 22, 2025 Nirvay ଆସନ୍ତା ଫେବୃୟାରୀ ୯ ତାରିଖରେ କଟକସ୍ଥିତ ବାରବାଟୀ ଷ୍ଟାଡିୟମ୍ ଠାରେ ଅନୁଷ୍ଠିତ ହେବାକୁଥିବା ଭାରତ ଇଂଲଣ୍ଡ ଏକଦିବସୀୟ କ୍ରିକେଟ ମ୍ୟାଚ୍ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓସିଏରୁ ଆଜି ପ୍ରଥମ ଟିକେଟ କିଣିଛନ୍ତି । ସୂଚନାଯୋଗ୍ୟ ଯେ ଓଡ଼ିଶା କ୍ରିକେଟ୍…