Category: ଖେଳ

ବ୍ରୋଞ୍ଜ ପଦକ ବିଜେତା ଭାରତୀୟ ପୁରୁଷ ହକି ଟିମ ପାଇଁ ପୁରସ୍କାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପ୍ୟାରିସ ଅଲିମ୍ପିକସ୍‌ରେ ସ୍ପେନ ବିରୁଦ୍ଧରେ ଚମକପ୍ରଦ ବିଜୟ ହାସଲ କରି ବ୍ରୋଞ୍ଜ ପଦକ ପାଇଥିବାରୁ ଭାରତୀୟ ପୁରୁଷ ହକି ଦଳର ଅଧିନାୟକ ହରମନପ୍ରୀତ ସିଂହ, ପ୍ରଶିକ୍ଷକ କ୍ରେଗ ଫଲଟନଙ୍କ ସହ ସମସ୍ତ ଖେଳାଳୀ ଓ ସହାୟକ କର୍ମଚାରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ…

ଅନ୍ତରାଷ୍ଟ୍ରୀୟ ମ୍ୟାଚରୁ ଅବସର ନେଲେ ଷ୍ଟାର ପ୍ଲେୟାର ପି. ଆର. ଶ୍ରୀଜେଶ

ପ୍ୟାରିସ ଅଲିମ୍ପିକ୍ସ ୨୦୨୪ରେ ଭାରତୀୟ ପୁରୁଷ ହକି ଟିମ ବ୍ରୋଞ୍ଜ ପଦକ ନିଜ ନାମରେ କରିଛି। ଏହି ବିଜୟ ସହିତ ଅନ୍ତରାଷ୍ଟ୍ରୀୟ ମ୍ୟାଚ୍ରୁ ଅବସର ନେଇଛନ୍ତି ଷ୍ଟାର ଖେଳାଳୀ ପି ଆର ଶ୍ରୀଜେଶ। ସେ ୧୮ ବର୍ଷ ଧରି ଭାରତୀୟ ହକି…

ସ୍ପେନକୁ ହରେଇ ବ୍ରୋଞ୍ଜ ପଦକ ଜିତିଲା ଭାରତୀୟ ପୁରୁଷ ହକି ଟିମ

ଦେଶ ପାଇଁ ଗୌରବ ଆଣିଲେ ଭାରତୀୟ ପୁରୁଷ ହକି ଟିମ। ପ୍ୟାରିସ ଅଲିମ୍ପିକ୍ସ ୨୦୨୪ରେ ଭାରତୀୟ ପୁରୁଷ ହକି ଟିମ ଗୁରୁବାର ସ୍ପେନକୁ ୨-୧ ଗୋଲରେ ହରେଇ ବ୍ରୋଞ୍ଜ ପଦକ ଜିତିଛି । ଭାରତ ୫୦ ବର୍ଷ ପରେ ଅଲିମ୍ପିକ୍ସରେ ଲଗାତର…

କୁସ୍ତି ସେମିଫାଇନାଲରେ ଭାରତର ଅମନ

କୁସ୍ତି ପ୍ରତିଯୋଗିତାରେ ସେମିଫାଇଲାରେ ପହଞ୍ଚିଲେ ଅମନ ସହରାୱତ । ୫୭ କିଲୋଗ୍ରାମ ବର୍ଗର କ୍ୱାର୍ଟର ଫାଇନାଲରେ ଆଲବେନିଆର ଜେଲିମଖାନ ଏବକୋରଭଙ୍କୁ ପରାସ୍ତ କରି ସେମି ଫାଇନାଲରେ ପ୍ରବେଶ କରିଛନ୍ତି ।ଅଲବାନିଆର ପ୍ରତିଦ୍ବନ୍ଦୀଙ୍କୁ ୧୨-୦ରେ ହରାଇଛନ୍ତି । ଅମନ ସେହରାୱତ ସେମିଫାଇନାଲରେ ଜାପାନର…

ଅଲିମ୍ପିକ୍ସ ବ୍ରୋଞ୍ଜ ବିଜେତା ସ୍ୱପ୍ନିଲ କୁସାଲେଙ୍କୁ ଭବ୍ୟ ସ୍ୱାଗତ

ପ୍ୟାରିସ୍ ଅଲିମ୍ପିକ୍ସ ୨୦୨୪ରେ ବ୍ରୋଞ୍ଜ ପଦକ ଜିତି ଭାରତୀୟ ସୁଟର ସ୍ୱପ୍ନିଲ କୁସାଲେ ଭାରତ ପାଇଁ ଗୌରବ ଆଣିଛନ୍ତି। ସେ ପ୍ୟାରିସରେ ଭାରତକୁ ତୃତୀୟ ପଦକ ପ୍ରଦାନ କରିଥିଲେ। ସେ ଫାଇନାଲରେ ୪୫୧.୫ ପଏଣ୍ଟ ସହ ବ୍ରୋଞ୍ଜ ପଦକ ଜିତିଥିଲେ। ଏବେ…

ବିନେଶଙ୍କୁ ଅଲିମ୍ପିକ୍ସ ରୌପ୍ୟ ପଦକ ବିଜେତାର ସମ୍ମାନ ଦେବ ହରିୟାଣା ସରକାର

ବିନେଶ ଫୋଗଟ୍‌ଙ୍କୁ ପଦକ ବିଜେତାର ସମ୍ମାନ ଦେବାକୁ ଘୋଷଣା କରାଯାଇଛି । ଏ ନେଇ ସୋସିଆଲ ମିଡ଼ିଆ ଆକାଉଣ୍ଟ ଏକ୍ସରେ ସୂଚନା ଦେଇଛନ୍ତି ହରିୟାଣା ମୁଖ୍ୟମନ୍ତ୍ରୀ ନାଏବ ସିଂ ସୈନି। ବିନେଶଙ୍କୁ ସମସ୍ତ ସମ୍ମାନ, ପୁରସ୍କାର, ସୁବିଧା ପ୍ରଦାନ କରାଯିବ। ଅଲିମ୍ପିକ୍ସ…

କୁସ୍ତିରୁ ଅବସର ନେଲେ ବିନେଶ ଫୋଗଟ

ପ୍ୟାରିସ ଅଲିମ୍ପିକ୍ସରେ ଅଯୋଗ୍ୟ ଘୋଷଣା ପରେ କୁସ୍ତିରୁ ଅବସର ନେଇଛନ୍ତି ଭାରତୀୟ କୁସ୍ତିଯୋଦ୍ଧା ବିନେଶ ଫୋଗଟ। ଏ ନେଇ ସୋସିଆଲ ମିଡିଆ ‘ଏକ୍ସ’ରେ ରେ କୋହଭରା ଟ୍ବିଟ୍ କରିଛନ୍ତି। ମା’ କୁସ୍ତି ମୋଠାରୁ ଜିତିଗଲା ମୁଁ ହାରିଗଲି। ମା’, ତୁମ ସ୍ବପ୍ନ…

ବିନେଶ ସୁସ୍ଥ; ଅଲିମ୍ପିକ ଗ୍ରାମ ରୁମ୍ କୁ ଫେରିଲେ

ଫାଇନାଲ ମ୍ୟାଚରେ ଅଯୋଗ୍ୟ ଘୋଷଣା ପରେ ମୁଣ୍ଡ ବୁଲାଇ ଚେତାଶୂନ୍ୟ ହୋଇପଡ଼ିବାରୁ ବିନେଶ ଫୋଗଟଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ଡିହାଇଡ୍ରେସନ୍ କାରଣରୁ ଅଲିମ୍ପିଆନ୍ ବିନେଶ ହତାଶ ହୋଇପଡିଥିବା କହାଯାଉଛି। ଫାଇନାଲ ମ୍ୟାଚ ଖେଳିବା ପୂର୍ବରୁ ଓଜନ ହ୍ରାସ ପାଇଁ…

ବିନେଶଙ୍କ ଡିସକ୍ୱାଲିଫାଏଡ୍ ଘଟଣା: ପ୍ରତିକ୍ରିୟା ରଖିଲେ ଆଇଓଏର ମୁଖ୍ୟ ପି.ଟି ଉଷା

ଭାରତୀୟ ଅଲିମ୍ପିକ୍ ଆସୋସିଏସନ୍ (ଆଇଓଏ)ର ସଭାପତି ପି.ଟି ଉଷା ଆଜି ପ୍ୟାରିସ୍ ଅଲିମ୍ପିକ୍ସରେ ୫୦ କିଲୋଗ୍ରାମ ଇଭେଣ୍ଟ ଫାଇନାଲରୁ ଭିନେଶ ଫୋଗାଟଙ୍କ ଡିସକ୍ୱାଲିଫାଏଡ୍ କୁ ନେଇ ପ୍ରତିକ୍ରିୟା ଦେଇଛନ୍ତି । ସେ କହିଛନ୍ତି ଏହା ଏକ ଚକିତ ଏବଂ ନିରାଶ ଜନକ…

ଭାରତର କୁସ୍ତିଯୋଦ୍ଧା ବିନେଶ ଫୋଗଟ ଅସୁସ୍ଥ; ହସ୍ପିଟାଲରେ ଭର୍ତ୍ତି 

ପ୍ୟାରିସ ଅଲିମ୍ପିକ୍ସରେ ଭାରତର କୁସ୍ତିଯୋଦ୍ଧା ବିନେଶ ଫୋଗଟଙ୍କୁ ଧାର୍ଯ୍ୟ ସୀମାଠାରୁ ମାତ୍ର ୧୦୦ ଗ୍ରାମ ଅଧିକ ଓଜନ ହେଇଥିବାରୁ ତାଙ୍କୁ ଆଜି ଫାଇନାଲ ମ୍ୟାଚ ପୂର୍ବରୁ ଅଯୋଗ୍ୟ ଘୋଷଣା କରାଯାଇଛି। ଏହାପରେ ସେ ମୁଣ୍ଡ ବୁଲାଇବା ସହ ଚେତାଶୂନ୍ୟ ହୋଇପଡ଼ିବାରୁ ହସ୍ପିଟାଲରେ…