Category: ଖେଳ

ଅନ୍ତର୍ଜାତୀୟ ହକିରୁ ଭାରତୀୟ ଗୋଲକିପର ପିଆର୍ ଶ୍ରୀଜେଶଙ୍କ ଅବସର ଘୋଷଣା

ଅନ୍ତର୍ଜାତୀୟ ହକିରୁ ଅବସର ଘୋଷଣା କରିଛନ୍ତି ଭାରତୀୟ ପୁରୁଷ ହକି ଦଳର ଅଭିଜ୍ଞ ଗୋଲ୍‌କିପର ତଥା ପୂର୍ବତନ ଅଧିନାୟକ ପିଆର ଶ୍ରୀଜେଶ। ଜୁଲାଇ ୨୬ରୁ ପ୍ୟାରିସ ଅଲିମ୍ପିକ୍ସ ଆରମ୍ଭ ହେବାକୁ ଥିବାବେଳେ ଏହା ତାଙ୍କର ଶେଷ ଅନ୍ତର୍ଜାତୀୟ ମ୍ୟାଚ ହେବ ବୋଲି…

ଓଡ଼ିଶା ଛାଡ଼ି ମଧ୍ୟପ୍ରଦେଶରୁ ଖେଳିବେ ଓଡିଆ କ୍ରିକେଟର୍‌ ଶୁଭ୍ରାଂଶୁ ସେନାପତି

ଓଡ଼ିଶା ଛାଡ଼ିବେ ତାରକା କ୍ରିକେଟର୍‌ ଶୁଭ୍ରାଂଶୁ ସେନାପତି । ଏନଓସି ପାଇଁ ଶୁଭ୍ରାଂଶୁ ଓଡ଼ିଶା କ୍ରିକେଟ୍‌ ସଂଘ (ଓସିଏ) ଆବେଦନ କରିଥିବା ସୂଚନା । ଓଡ଼ିଶା ଛାଡ଼ି ମଧ୍ୟପ୍ରଦେଶରୁ ଖେଳିବା ପାଇଁ ସେ ଏନ୍‌ଓସି ପାଇଁ ଓସିଏରେ ଆବେଦନ କରିସାରିଛନ୍ତି। କିନ୍ତୁ…

ପାକିସ୍ତାନରେ ଚମ୍ପିଆନ୍ସ ଟ୍ରଫି ଖେଳିବା ପାଇଁ ନ ଯାଇପାରେ ଭାରତୀୟ ଟିମ୍‌

ଆସନ୍ତା ବର୍ଷ ପାକିସ୍ତାନରେ ଚମ୍ପିଆନ୍ସ ଟ୍ରଫି ଅନୁଷ୍ଠିତ ହେବ ଏବଂ ଏହି ଟୁର୍ଣ୍ଣାମେଣ୍ଟରେ ଭାରତୀୟ ଦଳ ପାକିସ୍ତାନ ଯିବା ଉପରେ ସନ୍ଦେହ ରହିଛି । ପାକିସ୍ତାନ ବଦଳରେ ଶ୍ରୀଲଙ୍କା କିମ୍ବା ଦୁବାଇରେ ମ୍ୟାଚ କରାଇବାକୁ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି)କୁ ଅନୁରୋଧ…

ସାଇନା ନେହୱାଲଙ୍କ ସହ ବ୍ୟାଡମିଣ୍ଟନ ଖେଳିଲେ ରାଷ୍ଟ୍ରପତି

ମହିଳା ପଦ୍ମ ପୁରସ୍କାର ବିଜେତାଙ୍କୁ ନେଇ ଆୟୋଜିତ ‘ହର୍ ଷ୍ଟୋରି- ମେରି ଷ୍ଟୋରୀ’ କାର୍ଯ୍ୟକ୍ରମରେ ଅଲିମ୍ପିକ୍ସ ବ୍ରୋଞ୍ଜ ପଦକ ବିଜେତା ସାଇନା ନେହୱାଲଙ୍କ ସହ ବ୍ୟାଡମିଣ୍ଟନ ଖେଳିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ବୁଧବାର ରାଷ୍ଟ୍ରପତି ଭବନରେ ବ୍ୟାଡମିଣ୍ଟନ କୋର୍ଟରେ ବ୍ୟାଡମିଣ୍ଟନ…

ଭାରତୀୟ କ୍ରିକେଟ ଦଳର କୋଚ୍ ହେଲେ ଗୌତମ ଗମ୍ଭୀର

ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ୍‌‌ ଭାବେ ନିଯୁକ୍ତି ପାଇବେ ପୂର୍ବତନ କ୍ରିକେଟର ଗୌତମ ଗମ୍ଭୀର। ଗୌତମ ଗମ୍ଭୀରଙ୍କ ନାଁ ଘୋଷଣା କଲା ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) । ବିସିସିଆଇ ସଚିବ ଜୟ ଶାହା କଲେ ନାଁ ଘୋଷଣା…

ଏଫ୍ଏଓ ସଭାପତି ପଦରୁ ଇସ୍ତଫା ଦେଲେ ସାଂସଦ ଦେବାଶିଷ ସାମନ୍ତରାୟ

ଫୁଟବଲ ଆସୋସିଏସନ ଅଫ୍‌ ଓଡ଼ିଶା (FAO) ସଭାପତି ପଦରୁ ଇସ୍ତଫା ଦେଲେ ସାଂସଦ ଦେବାଶିଷ ସାମନ୍ତରାୟ । ସୋସିଆଲ ମିଡ଼ିଆ ‘ଏକ୍ସ’ରେ ଇସ୍ତଫା ପତ୍ର ପୋଷ୍ଟ କରି ପଦ ଛାଡ଼ିବାଥିବା ସୂଚନା । ବ୍ୟସ୍ତତା ଓ ବ୍ୟକ୍ତିଗତ କାରଣରୁ ଇସ୍ତଫା ଦିଆଯାଇଥିବା…

ପ୍ୟାରିସ୍‌ ଅଲିମ୍ପିକ୍ସ ପାଇଁ କିଶୋର ଜେନା ଓ ଅମିତ ରୋହିଦାସଙ୍କୁ ୧୫ ଲକ୍ଷ ଟଙ୍କାର ପ୍ରୋତ୍ସାହନ ରାଶି ଘୋଷଣା

ପ୍ୟାରିସ ଅଲିମ୍ପିକ୍ସରେ ଭାରତକୁ ପ୍ରତିନିଧିତ୍ଵ କରିବାକୁ ଯାଉଥିବା ଯୋଗ୍ୟତା ଅର୍ଜନ କରିଥିବା ଓଡ଼ିଶାର ଦୁଇ ଯୁବ ତାରକା କ୍ରୀଡ଼ାବିତ କିଶୋର ଜେନା ଓ ଅମିତ ରୋହିଦାସଙ୍କୁ ଲକ୍ଷ୍ୟ ସାଧନ ଦିଗରେ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ…

ମୁମ୍ବାଇରେ ଟିମ୍ ଇଣ୍ଡିଆର ଭିକ୍ଟ୍ରି ପରେଡ୍

ଟି ୨୦ ବିଶ୍ୱକପ୍ ବିଜେତା ହେବାପରେ ଆଜି ଭାରତୀୟ କ୍ରିକେଟ ଟିମ୍ ସ୍ବଦେଶରେ ପହଞ୍ଚିବା ପରେ ଆରମ୍ଭ ହୋଇଛି ସେଲିବ୍ରେସନ । ସ୍ୱଦେଶ ଫେରିବା ପରେ ପ୍ରଧାନମନ୍ତ୍ରୀଙ୍କୁ ଭେଟି ମୁମ୍ବାଇ ଫେରିଛନ୍ତି ବିଶ୍ୱବିଜେତା ଟିମ୍ ଇଣ୍ଡିଆ ଖେଳାଳି। ଟିମ୍ ଇଣ୍ଡିଆଙ୍କ ଭିକ୍ଟ୍ରୀ…

ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ପହଞ୍ଚିଲେ ଭାରତୀୟ ଦଳ

ଦିଲ୍ଲୀ ବିମାନ ବନ୍ଦରରେ ଟିମ୍ ଇଣ୍ଡିଆକୁ ଭବ୍ୟ ସ୍ବାଗତ ପରେ ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ପହଞ୍ଚି ସାକ୍ଷାତ କରିଛନ୍ତି ଭାରତୀୟ ଦଳ । ପ୍ରଧାନମନ୍ତ୍ରୀ ଖେଳାଳିମାନଙ୍କ ସହିତ ବାର୍ତ୍ତାଳାପ କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ ପରେ ଖେଳାଳୀ ମାନେ ମୁମ୍ବାଇ ଅଭିମୁଖେ ଉଡାଣ…

ନୂଆଦିଲ୍ଲୀରେ ପହଞ୍ଚିଲେ ଟିମ୍‌ ଇଣ୍ଡିଆର ଖେଳାଳି, ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ସହ କରାଯିବ ବିଜୟ ପରେଡ

ବାର୍ବାଡସରେ ଫସି ରହିଥିବା ଟି-୨୦ ବିଶ୍ଵ ଚାମ୍ପିୟନ ଟିମ ଇଣ୍ଡିଆର ଖେଳାଳିମାନେ ଆଜି ନୂଆ ଦିଲ୍ଲୀରେ ପହଞ୍ଚିଛନ୍ତି । ବାତ୍ୟା ହରିକେନ୍‌ କାରଣରୁ ଭାରତୀୟ ଦଳ ହୋଟେଲରେ ଅଟକି ରହିଥିଲା। ବୁଧବାର ଏୟାର ଇଣ୍ଡିଆର ଏକ ସ୍ବତନ୍ତ୍ର ବିମାନ ସହାୟତାରେ ଭାରତୀୟ…