ଖେଳ ଦେଶ ବେଙ୍ଗାଲୁରୁରେ ଦଳାଚକଟା: ମୃତକଙ୍କ ପରିବାରକୁ ୧୦ ଲକ୍ଷ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ June 4, 2025 Nirvay କର୍ଣ୍ଣାଟକର ରାଜଧାନୀ ବେଙ୍ଗାଲୁରୁରେ ଆରସିବିର ବିଜୟ ରାଲି ସମୟରେ ଚିନ୍ନାସ୍ୱାମୀ ଷ୍ଟାଡିୟମ ନିକଟରେ ଦଳାଚକଟା ହୋଇ ୧୧ ଜଣଙ୍କର ମୃତ୍ୟୁ ହୋଇଛି । କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ମୃତକଙ୍କ ପରିବାରକୁ ୧୦ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି ।…
ଖେଳ ତାଜା ଖବର ଦେଶ ବେଙ୍ଗାଲୁରୁରେ ଆରସିବିର ବିଜୟ ଉତ୍ସବ ବେଳେ ଦଳାଚକଟା; ୧୧ ମୃତ, ୫୦ ଆହତ June 4, 2025 Papirani ବେଙ୍ଗାଲୁରୁରେ ବିଜୟ ଉତ୍ସବ ସମୟରେ ଅଘଟଣ। ଆରସିବି ଆଇପିଏଲ ୨୦୨୫ ଟ୍ରଫି ଜିତିବା ପରେ ଟିମକୁ ବେଙ୍ଗାଲୁରୁ ଚିନ୍ନାସ୍ବାମୀ ଷ୍ଟାଡିୟମରେ ସମ୍ବର୍ଦ୍ଧନା ସମାରୋହ ଆୟୋଜନ କରାଯାଇଛି । କିନ୍ତୁ ଏହାରି ମଧ୍ୟରେ ଚିନ୍ନାସ୍ବାମୀ ଷ୍ଟାଡିୟମ ବାହାରେ ଦଳାଚକଟା ହୋଇ ୭ ଜଣଙ୍କ…
ଖେଳ ୧୮ ବର୍ଷ ଅପେକ୍ଷା ପରେ ଆଇପିଏଲ୍ ଟାଇଟଲ ହାତେଇଲା ଆରସିବି June 4, 2025 Papirani ଗୁଜରାଟର ଅହମ୍ମଦାବାଦସ୍ଥିତ ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ଆଇପିଏଲ ଫାଇନାଲରେ ଇତିହାସ ସୃଷ୍ଟି ହୋଇଛି। ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍) ତାର ନୂତନ ଚାମ୍ପିଅନ ପାଇଛି। ଚଳିତ ସିଜିନର ଫାଇନାଲରେରେ ପଞ୍ଜାବ କିଙ୍ଗସକୁ ପରାସ୍ତ କରି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ…
ଖେଳ ଦେଶ ରାଜ୍ୟ ଏସୀୟ ଆଥଲେଟିକ୍ସ ଚାମ୍ପିଅନସିପ – ୨୦୨୫ ରେ ଓଡ଼ିଆ ଖେଳାଳିଙ୍କ କମାଲ May 31, 2025 Nirvay ଏସୀୟ ଆଥଲେଟିକ୍ସ ଚାମ୍ପିଅନସିପ – ୨୦୨୫ ରେ ଭାରତୀୟ ମହିଳା ଦଳ ୪x୧୦୦ ରିଲେ ରେସରେ ରୌପ୍ୟ ପଦକ ଜିଣି ଦେଶ ପାଇଁ ସୁନାମ ଆଣିଛନ୍ତି ଯେଉଁଥିରେ ଓଡ଼ିଆ ଝିଅ ଶ୍ରାବଣୀ ନନ୍ଦ ମଧ୍ୟ ସାମିଲ ଅଛନ୍ତି । ସେଇଭଳି ଓଡ଼ିଶାର…
ଖେଳ ତାଜା ଖବର ଦେଶ ଭାରତୀୟ ସେନାକୁ ସମ୍ମାନିତ କରିବ ବିସିସିଆଇ May 27, 2025 Papirani ଭାରତୀୟ ସଶସ୍ତ୍ର ବାହିନୀକୁ ସମ୍ମାନିତ କରିବ ବିସିସିଆଇ ।ଅପରେସନ୍ ସିନ୍ଦୂରର ସଫଳତା ପାଇଁ ମିଳିବ ସମ୍ମାନ । ସମାପନୀ ଉତ୍ସବରେ ହେବ ବିଶେଷ କାର୍ଯ୍ୟକ୍ରମ। ଆଇପିଏଲ ୨୦୨୫ର ଉଦଯାପନୀ ସମାରୋହ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି । ଆଇପିଏଲ ଫଇନାଲ ମ୍ୟାଚ୍…
ଖେଳ ଦେଶ ଭାରତୀୟ ଟେଷ୍ଟ ଟିମ୍ କ୍ୟାପଟେନ ହେଲେ ଶୁବମନ ଗିଲ୍ May 24, 2025 Nirvay ଇଂଲଣ୍ଡ ଗସ୍ତ ପାଇଁ ବିସିସିଆଇ ୧୮ ଜଣିଆ ଭାରତୀୟ ଦଳ ଘୋଷଣା କରିଛି । ଚୟନ କମିଟି ଦଳର ନୂତନ ଅଧିନାୟକ ଏବଂ ଉପ-ଅଧିନାୟକଙ୍କୁ ମଧ୍ୟ ଚୟନ କରିଛନ୍ତି । ରୋହିତ ଶର୍ମାଙ୍କ ଅବସର ପରେ ଖାଲି ପଡ଼ିଥିବା ପଦବୀରେ ଶୁବମନ…
ଖେଳ ଦେଶ କ୍ୟାରିଅର୍ର ସର୍ବଶ୍ରେଷ୍ଠ ପ୍ରଦର୍ଶନ କରି ଇତିହାସ ରଚିଲେ ଗୋଲଡେନ ବୟ ନୀରଜ ଚୋପ୍ରା May 17, 2025 Nirvay କ୍ୟାରିଅର୍ର ସର୍ବଶ୍ରେଷ୍ଠ ପ୍ରଦର୍ଶନ କରି ଇତିହାସ ରଚିଛନ୍ତି ଗୋଲଡେନ ବୟ ନୀରଜ ଚୋପ୍ରା । ନିଜ ରେକର୍ଡ ଭାଙ୍ଗିଲେ ନୀରଜ । ଦୋହା ଡାଇମଣ୍ଡ ଲିଗ୍ରେ ୯୦.୨୩ ମିଟର୍ ଜାଭେଲିନ୍ ଥ୍ରୋ’ କରି କ୍ୟାରିଅର୍ର ସର୍ବଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି ଦୁଇଥରର ଅଲିମ୍ପିକ୍ସ…
ଖେଳ ତାଜା ଖବର ଦେଶ ଅଲମ୍ପିକ୍ ମେଡାଲିଷ୍ଟ୍ ନୀରଜ ଚୋପ୍ରାଙ୍କୁ ମିଳିଲା ଲେଫ୍ଟନାଣ୍ଟ କର୍ଣ୍ଣେଲ୍ ଅନରାରୀ ରାଙ୍କ୍ May 15, 2025 Papirani ଅଲିମ୍ପିକ୍ ବିଜେତା ନୀରଜ ଚୋପ୍ରାଙ୍କୁ ମିଳିଲା ଟେରିଟୋରିଆଲ୍ ଆର୍ମିରେ ଲେଫ୍ଟନାଣ୍ଟ କର୍ଣ୍ଣେଲ୍ ଅନରାରୀ ରାଙ୍କ୍ । ୨୦୧୬ରେ ଆର୍ମିରେ ନାଏବ ସୁବେଦାର୍ ଭାବେ ଯୋଗ ଦେଇଥିଲେ ନୀରଜ । ଲେଫ୍ଟନାଣ୍ଟ କର୍ଣ୍ଣେଲ ପଦବୀରେ ନୀରଜଙ୍କ ନିଯୁକ୍ତି ୧୬ ଏପ୍ରିଲ ୨୦୨୫ ରୁ…
ଖେଳ ମେ ୧୭ ରୁ ପୁଣି ଆରମ୍ଭ ହେବ ଆଇପିଏଲ୍; ଜୁନ୍ ୩ ରେ ଫାଇନାଲ୍ ମ୍ୟାଚ୍ May 12, 2025 Nirvay ମେ’ ୧୭ ରୁ ପୁଣି ଆରମ୍ଭ ହେବ ଆଇପିଏଲ୍ ମ୍ୟାଚ । ଆରସିବି ଓ କଲକାତା ମଧ୍ୟରେ ପ୍ରଥମ ମ୍ୟାଚ ଖେଳାଯିବ । ୬ ଟି ଭେନ୍ୟୁରେ ଅବଶିଷ୍ଟ ୧୭ ଟି ମ୍ୟାଚ ଅନୁଷ୍ଠିତ ହେବ । ବେଙ୍ଗାଲୁରୁ, ଦିଲ୍ଲୀ, ଲକ୍ଷ୍ନୌ,…
ଖେଳ ତାଜା ଖବର ଟେଷ୍ଟରୁ ଅବସର ନେଲେ ବିରାଟ କୋହଲି May 12, 2025 Papirani ଟେଷ୍ଟରୁ ସନ୍ନ୍ୟାସ ନେଲେ ବିରାଟ କୋହଲି । ଇନ୍ଷ୍ଟାଗ୍ରାମରେ ପୋଷ୍ଟ କରି ଅବସର ଘୋଷଣା କଲେ ବିରାଟ । କିଛିଦିନ ତଳେ ଅବସର ନେଇଥିଲେ ରୋହିତ ଶର୍ମା । ଗତ ସପ୍ତାହରେ ବିରାଟ ଅବସର ନେବାକୁ ଇଚ୍ଛା ପ୍ରକାଶ କରିଥିଲେ। ଆଜି…