Category: ଖେଳ

ମୁମ୍ବାଇରେ ଟିମ୍ ଇଣ୍ଡିଆର ଭିକ୍ଟ୍ରି ପରେଡ୍

ଟି ୨୦ ବିଶ୍ୱକପ୍ ବିଜେତା ହେବାପରେ ଆଜି ଭାରତୀୟ କ୍ରିକେଟ ଟିମ୍ ସ୍ବଦେଶରେ ପହଞ୍ଚିବା ପରେ ଆରମ୍ଭ ହୋଇଛି ସେଲିବ୍ରେସନ । ସ୍ୱଦେଶ ଫେରିବା ପରେ ପ୍ରଧାନମନ୍ତ୍ରୀଙ୍କୁ ଭେଟି ମୁମ୍ବାଇ ଫେରିଛନ୍ତି ବିଶ୍ୱବିଜେତା ଟିମ୍ ଇଣ୍ଡିଆ ଖେଳାଳି। ଟିମ୍ ଇଣ୍ଡିଆଙ୍କ ଭିକ୍ଟ୍ରୀ…

ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ପହଞ୍ଚିଲେ ଭାରତୀୟ ଦଳ

ଦିଲ୍ଲୀ ବିମାନ ବନ୍ଦରରେ ଟିମ୍ ଇଣ୍ଡିଆକୁ ଭବ୍ୟ ସ୍ବାଗତ ପରେ ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ପହଞ୍ଚି ସାକ୍ଷାତ କରିଛନ୍ତି ଭାରତୀୟ ଦଳ । ପ୍ରଧାନମନ୍ତ୍ରୀ ଖେଳାଳିମାନଙ୍କ ସହିତ ବାର୍ତ୍ତାଳାପ କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ ପରେ ଖେଳାଳୀ ମାନେ ମୁମ୍ବାଇ ଅଭିମୁଖେ ଉଡାଣ…

ନୂଆଦିଲ୍ଲୀରେ ପହଞ୍ଚିଲେ ଟିମ୍‌ ଇଣ୍ଡିଆର ଖେଳାଳି, ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ସହ କରାଯିବ ବିଜୟ ପରେଡ

ବାର୍ବାଡସରେ ଫସି ରହିଥିବା ଟି-୨୦ ବିଶ୍ଵ ଚାମ୍ପିୟନ ଟିମ ଇଣ୍ଡିଆର ଖେଳାଳିମାନେ ଆଜି ନୂଆ ଦିଲ୍ଲୀରେ ପହଞ୍ଚିଛନ୍ତି । ବାତ୍ୟା ହରିକେନ୍‌ କାରଣରୁ ଭାରତୀୟ ଦଳ ହୋଟେଲରେ ଅଟକି ରହିଥିଲା। ବୁଧବାର ଏୟାର ଇଣ୍ଡିଆର ଏକ ସ୍ବତନ୍ତ୍ର ବିମାନ ସହାୟତାରେ ଭାରତୀୟ…

ଟିମ ଇଣ୍ଡିଆକୁ ୧୨୫ କୋଟି ଟଙ୍କାର ପୁରସ୍କାର ରାଶି ଘୋଷଣା କଲା ବିସିସିଆଇ

ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତୀୟ କ୍ରିକେଟ ଦଳ ଟି-୨୦ ବିଶ୍ବକପ୍ ୨୦୨୪ର ଫାଇନାଲ ମ୍ୟାଚରେ ଦକ୍ଷିଣ ଆଫ୍ରିକା ଦଳକୁ ୭ ରନରେ ପରାସ୍ତ କରି ଦ୍ବିତୀୟ ଥର ପାଇଁ ଟାଇଟଲ୍ ଜିତିବାରେ ସଫଳ ହୋଇଛି। ଏହାକୁ ନେଇ ସାରା ଦେଶରେ ଉତ୍ସବ…

ଅନ୍ତର୍ଜାତୀୟ ଟି-୨୦ରୁ ଅବସର ନେଲେ ରବୀନ୍ଦ୍ର ଜାଡେଜା

ଟି-୨୦ ବିଶ୍ୱକପ ଜିତିବା ପରେ ଭାରତୀୟ ପ୍ରଶଂସକମାନଙ୍କୁ ଗୋଟିଏ ପରେ ଗୋଟିଏ ଝଟକା ଦେଉଛନ୍ତି ଭାରତୀୟ ଖେଳାଳି। ଗତକାଲି ମ୍ୟାଚ୍ ପରେ ପରେ ପ୍ରଥମେ ବିରାଟ କୋହଲି ଏବଂ ପରେ ରୋହିତ ଶର୍ମା ଅନ୍ତର୍ଜାତୀୟ ଟି=୨୦ କ୍ରିକେଟ୍ରୁ ଅବସର ଘୋଷଣା କରିଥିଲେ।…

ଟି-୨୦ରୁ ବିରାଟ କୋହଲି ଓ ରୋହିତ ଶର୍ମାଙ୍କ ଅବସର ଘୋଷଣା

ଟି-୨୦ ବିଶ୍ବକପ୍ ଜିତି ଟିମ୍ ଇଣ୍ଡିଆ ବେଶ୍ ଉତ୍ସାହିତ ଥିବାବେଳେ କୋଟି କୋଟି ଭାରତୀୟ ମଧ୍ୟ ଭାବପ୍ରବଣ ହୋଇପଡ଼ଛନ୍ତି। ଟି-୨୦ ବିଶ୍ୱକପ ଫାଇନାଲରେ ଟିମ୍ ଇଣ୍ଡିଆର ବିଜୟ ପରେ ଭାରତୀୟ କ୍ରିକେଟ୍‌ର ଏକ ଯୁଗ ଶେଷ ହୋଇଛି। ଷ୍ଟାର ବ୍ୟାଟ୍ସମ୍ୟାନ୍ ବିରାଟ…

ଟି-୨୦ ବିଶ୍ୱକପ୍‌ ଜିତିଲା ଭାରତ; କୋହଲିଙ୍କ ଅବସର ଘୋଷଣା

ବାର୍ବଡାସରେ ଇତିହାସ ରଚିଲା ଟିମ୍‌ ଇଣ୍ଡିଆ । ୧୭ ବର୍ଷ ପରେ ଟି-୨୦ ବିଶ୍ୱକପ୍‌ ଜିତିଲା ଭାରତ । ଦଷିଣ ଆଫ୍ରିକାକୁ ୭ ରନ୍‌ରେ ପରାସ୍ତ କରି ଟାଇଟଲ୍‌ ହାତେଇଲା ଟିମ୍‌ ଇଣ୍ଡିଆ । ୨୦୦୭ ପରେ ୨୦୨୪ରେ ଟି-୨୦ ବିଶ୍ୱକପ୍‌…

ଟି-୨୦ ବିଶ୍ବକପ୍‌ ଫାଇନାଲରେ ପହଞ୍ଚିଲା ଭାରତ

ଇଂଲଣ୍ଡକୁ ହରାଇ ଟି-୨୦ ବିଶ୍ବକପ୍‌ ଫାଇନାଲରେ ପହଞ୍ଚିଲା ଟିମ୍‌ ଇଣ୍ଡିଆ। ଗତକାଲି ବିଳମ୍ବିତ ରାତି ପର୍ଯ୍ୟନ୍ତ ଖେଳାଯାଇଥିବା ବର୍ଷା ବାଧାପ୍ରାପ୍ତ ଦ୍ବିତୀୟ ସେମିଫାଇନାଲରେ ଇଂଲଣ୍ଡ ବିପକ୍ଷରେ ଭାରତ ଦମଦାର ବିଜୟ ହାସଲ କରିଛି । ବର୍ଷା ବାଧାପ୍ରାପ୍ତ ମ୍ୟାଚରେ ଇଂଲଣ୍ଡକୁ ୬୮…

ଟି୨୦ ବିଶ୍ୱକପ୍‌ ଫାଇନାଲରେ ପ୍ରବେଶ କଲା ଦକ୍ଷିଣ ଆଫ୍ରିକା

ପ୍ରଥମ ଥର ପାଇଁ ଆଇସିସି ଟୁର୍ଣ୍ଣାମେଣ୍ଟର ଫାଇନାଲରେ ପ୍ରବେଶ କରି ଇତିହାସ ରଚିଛି ଦକ୍ଷିଣ ଆଫ୍ରିକା। ଗୁରୁବାର ଆଫଗାନିସ୍ତାନ ବିପକ୍ଷରେ ଦଳ ପ୍ରଥମ ସେମିଫାଇନାଲରେ ପ୍ରତିଦ୍ୱନ୍ଦ୍ୱିତା କରି ବିଜୟୀ ହୋଇଛି। ଆଫଗାନିସ୍ତାନର ୫୭ ରନର ଲକ୍ଷ୍ୟକୁ ଦକ୍ଷିଣ ଆଫ୍ରିକା ମାତ୍ର ୮.୫…

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ରେ ଓଡ଼ିଶାର ଅମିତ ରୋହିଦାସ

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଦଳ ଘୋଷିତ କରାଯାଇଛି । ଜୁଲାଇ ୨୬ରୁ ପ୍ୟାରିସ ଅଲମ୍ପିକ୍ସ ଆରମ୍ଭ ହେବ। ୨୭ରେ ନ୍ୟୁଜିଲାଣ୍ଡ ବିପକ୍ଷରୁ ଅଭିଯାନ ଆରମ୍ଭ କରିବ ଭାରତ । ରମନପ୍ରୀତ ସିଂହଙ୍କ ନେତୃତ୍ୱରେ ୧୯ ଜଣିଆ ହକି ଦଳ…