Category: ଖେଳ

ମେ ୧୭ ରୁ ପୁଣି ଆରମ୍ଭ ହେବ ଆଇପିଏଲ୍‌; ଜୁନ୍ ୩ ରେ ଫାଇନାଲ୍ ମ୍ୟାଚ୍

ମେ’ ୧୭ ରୁ ପୁଣି ଆରମ୍ଭ ହେବ ଆଇପିଏଲ୍‌‌ ମ୍ୟାଚ । ଆରସିବି ଓ କଲକାତା ମଧ୍ୟରେ ପ୍ରଥମ ମ୍ୟାଚ ଖେଳାଯିବ । ୬ ଟି ଭେନ୍ୟୁରେ ଅବଶିଷ୍ଟ ୧୭ ଟି ମ୍ୟାଚ ଅନୁଷ୍ଠିତ ହେବ । ବେଙ୍ଗାଲୁରୁ, ଦିଲ୍ଲୀ, ଲକ୍ଷ୍ନୌ,…

ଟେଷ୍ଟରୁ ଅବସର ନେଲେ ବିରାଟ କୋହଲି

ଟେଷ୍ଟରୁ ସନ୍ନ୍ୟାସ ନେଲେ ବିରାଟ କୋହଲି । ଇନ୍‌ଷ୍ଟାଗ୍ରାମରେ ପୋଷ୍ଟ କରି ଅବସର ଘୋଷଣା କଲେ ବିରାଟ । କିଛିଦିନ ତଳେ ଅବସର ନେଇଥିଲେ ରୋହିତ ଶର୍ମା । ଗତ ସପ୍ତାହରେ ବିରାଟ ଅବସର ନେବାକୁ ଇଚ୍ଛା ପ୍ରକାଶ କରିଥିଲେ। ଆଜି…

ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା: ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ଆଇପିଏଲ୍ ବନ୍ଦ୍

ବନ୍ଦ ହେଲା ଆଇପିଏଲ ୨୦୨୫ । ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବାକୁ ଲାଗୁଥିବା ବେଳେ ସୁରକ୍ଷା ଦୃଷ୍ଟିରୁ ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ଆଇପିଏଲକୁ ସ୍ଥଗିତ ରଖାଯାଇଛି । ମେ ୯ ତାରିଖରୁ ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ)କୁ ସ୍ଥଗିତ…

ଟେଷ୍ଟ କ୍ରିକେଟରୁ ଅବସର ନେଲେ ରୋହିତ ଶର୍ମା

ଭାରତୀୟ କ୍ରିକେଟ ଦଳର ଅଧିନାୟକ ରୋହିତ ଶର୍ମା ଟେଷ୍ଟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି । ପୂର୍ବରୁ ରୋହିତ ଟି-୨୦ ରୁ ଅବସର ଘୋଷଣା କରିଥିଲେ । ଟେଷ୍ଟ ଅଧିନାୟକ ପଦରୁ ହଟିବା ସୂଚନା ପାଇବା ମାତ୍ରେ ସେ ଅବସର ନେଇଥିବା…

ଗୌତମ ଗମ୍ଭୀରଙ୍କୁ ଆଇଏସଆଇଏସ ପକ୍ଷରୁ ଆସିଲା ହତ୍ୟା ଧମକ

ଭାରତୀୟ କ୍ରିକେଟ ଦଳର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ‘ଆଇଏସଆଇଏସ କଶ୍ମୀର’ ପକ୍ଷରୁ ମିଳିଲା ହତ୍ୟା ଧମକ । ଏକ ଇମେଲ ଜରିଆରେ ଏହି ଧମକ ଦିଆଯାଇଥିବା ଜଣାପଡିଛି । ଏ ନେଇ ଦିଲ୍ଲୀ ପୋଲିସ ସହିତ ଯୋଗାଯୋଗ କରି ଏଫଆଇଆର…

ବାର୍ଷିକ ଚୁକ୍ତି ତାଲିକା ଜାରି କଲା ବିସିସିଆଇ

ବିସିସିଆଇ ନିଜର ବାର୍ଷିକ କେନ୍ଦ୍ରୀୟ ଅନୁବନ୍ଧନ ଘୋଷଣା କରିଛି । ଟପ୍ ଖେଳାଳିଙ୍କ ଗ୍ରେଡ ଏ ପ୍ଲସରେ କୌଣସି ପରିବର୍ତ୍ତନ କରାଯାଇନି । ଏଥର ସେଣ୍ଟ୍ରାଲ କଣ୍ଟ୍ରାକ୍ଟରେ ୩୪ ଖେଳାଳିଙ୍କୁ ରଖାଯାଇଛି । ଗତଥର ଏହି ସଂଖ୍ୟା ୩୦ ଥିଲା ।…

ଭୁବନେଶ୍ବରରେ ଦେଢ଼ ବର୍ଷର ଶିଶୁ ପୁତ୍ର ଚୋରି ଅଭିଯୋଗ

ଭୁବନେଶ୍ବରରେ ଜଣେ ଦୃଷ୍ଟିବାଧିତ ମାଆ କୋଳରୁ ଶିଶୁ ପୁତ୍ରକୁ ଝାମ୍ପି ନେଲେ ଦୁର୍ବୃତ୍ତ । ରାଜରାସ୍ତାରୁ ଦେଢ଼ ବର୍ଷର ଶିଶୁ ପୁତ୍ର ଚୋରି ଅଭିଯୋଗ ହୋଇଥିବା ଏବେ ସାମ୍ନାକୁ ଆସିଛି। ରାମ ମନ୍ଦିର ପାଖରୁ ରାତି ୨ଟା ବେଳେ ମାଆ କୋଳରୁ…

ଓଡ଼ିଶା ଫୁଟବଲ ସଂଘ ସଭାପତି ହେଲେ ଟଙ୍କଧର ତ୍ରିପାଠୀ

ଫୁଟବଲ୍‍ ଆସୋସିଏସନ ଅଫ୍‍ ଓଡ଼ିଶା ବା ଓଡ଼ିଶା ଫୁଟବଲ ସଂଘ (FAO) ର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ଝାରସୁଗୁଡ଼ା ବିଧାୟକ ଟଙ୍କଧର ତ୍ରିପାଠୀ ଜଣେ ମାତ୍ର ପ୍ରାର୍ଥୀ ହୋଇଥିବାରୁ ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ତ୍ରିପାଠୀ । ଏନେଇ ବିଜ୍ଞପ୍ତି ଜାରି…

ପୁଣି ଚେନ୍ନାଇ ସୁପର କିଙ୍ଗସର ଅଧିନାୟକ ହେଲେ ଧୋନି

ଆଇପିଏଲ ୨୦୨୫ ରେ ପୁଣି ଚେନ୍ନାଇ ସୁପର କିଙ୍ଗସର ଅଧିନାୟକ ଦାୟିତ୍ୱ ସମ୍ଭାଳିବେ ମହେନ୍ଦ୍ର ସିଂହ ଧୋନୀ । ଏନେଇ ଚେନ୍ନାଇ କୋଚ୍‌ ଷ୍ଟିଫେନ୍‌ ଫ୍ଲେମିଂ ସ୍ପଷ୍ଟ କରିଛନ୍ତି । କ୍ୟାପଟେନ୍‌ ଋତୁରାଜଙ୍କ କହୁଣିରେ ଗଭୀର ଆଘାତ ଲାଗିଛି । ଫଳରେ…

ଅଲିମ୍ପିକ୍ସରେ ସାମିଲ ହେଲା କ୍ରିକେଟ

୧୯୦୦ ମସିହା ପରେ ପ୍ରଥମ ଥର ୨୦୨୮ ଲସ ଏଞ୍ଜେଲସ ଅଲିମ୍ପିକ୍ସରେ କ୍ରିକେଟକୁ ସାମିଲ କରାଯିବ। ଦୀର୍ଘ ୧୨୮ ବର୍ଷର ବ୍ୟବଧାନ ପରେ ଅଲିମ୍ପିକ୍ସକୁ କ୍ରିକେଟ୍ ଫେରିବ । ଏଥିରେ ପୁରୁଷ ଓ ମହିଳା ବର୍ଗରେ ଛଅ ଛଅ ଟିମ୍ ସ୍ୱର୍ଣ୍ଣ…