Category: ଖେଳ

National Sports Day 2026: ‘୨୦୨୫ ବର୍ଷ ପାଇଁ ବିଜୁ ପଟ୍ଟନାୟକ କ୍ରୀଡ଼ା ଓ ସାହସିକତା ପୁରସ୍କାର’ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଲୋକସେବା ଭବନସ୍ଥିତ କନଭେନସନ ସେଣ୍ଟରଠାରେ ରାଜ୍ୟ ସ୍ତରୀୟ ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟର କୃତୀ କ୍ରୀଡ଼ାବିତ୍, ପ୍ରଶିକ୍ଷକ ଓ ସାହସୀ ବ୍ୟକ୍ତିବିଶେଷଙ୍କୁ ମର୍ଯ୍ୟାଦାଜନକ…