ଦେଶ ରାଜନୀତି ରାଜ୍ୟ ରାଜ୍ୟ ସରକାର ଗଠନ ପାଇଁ ବିଜେପିର ରଣନୀତି ପ୍ରସ୍ତୁତ: କଟକ ଲୋକସଭା ଦାୟିତ୍ୱରେ ସିପି ଯୋଶୀ, କଳାହାଣ୍ଡିରେ ଦିନେଶ ଯାଦବ May 1, 2024 Papirani ଭୁବନେଶ୍ୱର: ଓଡ଼ିଶାରୁ ଅଧିକରୁ ଅଧିକ ଲୋକସଭା ଆସନ ଜିତିବା ସହିତ ରାଜ୍ୟ ସରକାର ଗଠନ କରିବା ପାଇଁ ଭାଜପା ପକ୍ଷରୁ ରଣନୀତି ପ୍ରସ୍ତୁତ ହୋଇସାରିଛି। ଏହି ରଣନୀତି ଅନୁସାରେ କଟକ ଲୋକସଭା ଆସନରେ କିପରି ଦଳୀୟ ପ୍ରାର୍ଥୀ ବିଜୟ ଲାଭ କରିବେ…
ତାଜା ଖବର ରାଜ୍ୟ ସାମ୍ନା ପଟ ଗେଟ ବନ୍ଦ କରି ରାତି ୩ଟା ଯାଏଁ ଖୋଲାରହୁଛି ଡ୍ୟାନ୍ସ ବାର୍ ଓ ପବ୍ May 1, 2024 Papirani ଭୁବନେଶ୍ୱର: ରାଜଧାନୀରେ ବିଳମ୍ବିତ ରାତିଯାଏ ଖୁଲମଖୁଲା ଚାଲିଛି ବାର ଓ ପବ୍ । ଭୁବନେଶ୍ୱର ସହିଦ ନଗର ଅଂଚଳରେ ରାତି ୩ଟା ଯାଏଁ ଖୋଲାରହୁଛି ପବ୍ । ରାତି ଅଧରେ ଚାଲିଛି ମଦଲୀଳା । ନା ଅଛି ପୁଲିସର ଡର ନା…
ତାଜା ଖବର ରାଜନୀତି ରାଜ୍ୟ ଅମିତ ଶାହଙ୍କ ଫେକ୍ ଭିଡିଓ ଭାଇରାଲ୍ ପ୍ରସଙ୍ଗ: ନବରଙ୍ଗପୁର ବିଜେଡି ସାଂସଦ ପ୍ରାର୍ଥୀ ପ୍ରଦୀପ ମାଝିଙ୍କ ଗିରଫ ଦାବିକଲା ବିଜେପି May 1, 2024 Papirani ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ନାଁରେ ଫେକ୍ ଭିଡିଓ ଭାଇରାଲ୍ ପ୍ରସଙ୍ଗରେ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହେଲା ଭାରତୀୟ ଜନତା ପାର୍ଟି । ଗୃହମନ୍ତ୍ରୀ ଅମିତ ଶାହାଙ୍କ ଫେକ୍ ଭିଡିଓ ଧରି ମିଥ୍ୟା ପ୍ରଚାର କରୁଛନ୍ତି ନବରଙ୍ଗପୁର ବିଜେଡି…
ତାଜା ଖବର ଦେଶ ରାଜ୍ୟ କୁଆପଥର ମାଡ଼ ପରେ ଭୁବନେଶ୍ୱର ଏୟାରପୋର୍ଟରେ ଭିସ୍ତାରା ବିମାନର ଜରୁରୀ ଅବତରଣ May 1, 2024 Papirani ଭୁବନେଶ୍ୱର ବିମାନବନ୍ଦରରେ ଜରୁରୀ ଅବତରଣ କଲା ଭିସ୍ତାରା ବିମାନ । କୁଆପଥର ମାଡ କାରଣରୁ ବିମାନର ସମ୍ମୁଖ ପାଶ୍ୱର୍ରେ ଆଂଶିକ କ୍ଷତି ଦେଖାଯାଇଥିଲା । ଉଡାଣର ୧୦ ମିନିଟ ପରେ ପୁଣିଥରେ ରନୱେକୁ ଫେରିଥିଲା ବିମାନ । ତେବେ ବିମାନରେ ଥିବା…
ରାଜ୍ୟ ଅଗ୍ନି ବର୍ଷାରୁ ଆଶ୍ୱସ୍ତି ଦେଲା କାଳବୈଶାଖୀ May 1, 2024 Nirvay ଭୁବନେଶ୍ୱର; ରାଜଧାନୀରେ ହଠାତ୍ ପାଗରେ ପରିବର୍ତ୍ତନ। ଅସହ୍ୟ ତାତିରୁ ମିଳିଲା ସାମାନ୍ୟ ତ୍ରାହି । ଖରା ଓ ଗୁଳୁଗୁଳିରୁ ଆଶ୍ୱସ୍ତି ଦେଲା କାଳବୈଶାଖୀ। ଭୁବନେଶ୍ୱର, କଟକ ସମେତ ରାଜ୍ୟର କିଛି ସ୍ଥାନରେ କୋହଲା ପାଗ ସହ ଝିପିଝିପି ବର୍ଷା ହେଉଛି ।ଗତ…
ତାଜା ଖବର ରାଜନୀତି ରାଜ୍ୟ ଜମି ହଡପ ମାମଲାରେ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି; ରାଜ୍ୟପାଳ ଅନୁମତି ଦେବେ କି ? May 1, 2024 Papirani ଭୁବନେଶ୍ୱର; ପୁରୀରେ ବେଦାନ୍ତ ବିଶ୍ବବିଦ୍ୟାଳୟ ପାଇଁ ବେଆଇନ ଜମି ହଡପ ମାମଲା ନେଇ ଅଭିଯୋଗ ଆଣିଛି ନବ ନିର୍ମାଣ କୃଷକ ସଂଗଠନ । ଯାହା ପାଇଁ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛି ସଂଘ । ଏହା ସହିତ ଏଫଆଇଆର ପଞ୍ଜିକରଣକୁ…
ତାଜା ଖବର ରାଜନୀତି ରାଜ୍ୟ ରାଜ୍ୟ ସରକାରଙ୍କୁ ସାଂସଦ ଅପରାଜିତାଙ୍କ ଟାର୍ଗେଟ୍ May 1, 2024 Papirani ଭୁବନେଶ୍ୱର: ଆଜି ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଏକ ସାମ୍ବାଦିକ ସମ୍ମିଳନୀରେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ମୁଖ୍ୟମନ୍ତ୍ରୀ ଦୁଇଟି ସ୍ଥାନରୁ ନିର୍ବାଚନ ଲଢ଼ିବା ପଛରେ ସାନବାବୁଙ୍କୁ ବ୍ୟାକଡୋର୍ ଏଣ୍ଟ୍ରି ଲାଗି ପ୍ରୟାସ ଓ…
ଦେଶ ରାଜନୀତି ରାଜ୍ୟ ମେ ୬ ରେ ଓଡ଼ିଶା ଆସୁଛନ୍ତି ମୋଦି, ଉତ୍ସାହିତ ବିଜେପି କର୍ମୀ May 1, 2024 Nirvay ଆସନ୍ତା ୬ ତାରିଖରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ବ୍ରହ୍ମପୁରରେ ସକାଳ ୧୦ଟା ଓ ନବରଙ୍ଗପୁରରେ ସାଢ଼େ ୧୨ଟାରେ ଜନସଭାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏନେଇ ସୂଚନା ଦେଇଛନ୍ତି ବିଜେପି ଉପସଭାପତି ଗୋଲକ ମହାପାତ୍ର। ଆଜି ରାଜ୍ୟ ବିଜେପି କାର୍ଯ୍ୟାଳୟରେ…
ରାଜନୀତି ରାଜ୍ୟ ବିଶ୍ୱେଶ୍ୱର ଟୁଡୁଙ୍କ ବିମାନ ଯାଞ୍ଚ କଲା ଫ୍ଲାଇଙ୍ଗ ସ୍କ୍ବାର୍ଡ May 1, 2024 Nirvay କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁଙ୍କ ବିଚ୍ କ୍ରାଫ୍ଟ -୨୦୦କୁ ଯାଞ୍ଚ କଲା ଫ୍ଲାଇଙ୍ଗ ସ୍କ୍ବାର୍ଡ । ମାଲକାନଗିରିର ମିଶ୍ରଣ ପର୍ବକୁ ଯାଉଥିବାବେଳେ ତାଙ୍କ ବିମାନ ଯାଞ୍ଚ ହୋଇଥିବା ଜଣା ପଡ଼ିଛି । ତେବେ କେଉଁ କାରଣରୁ ତାଙ୍କ ବିମାନ ଯାଞ୍ଚ ହୋଇଥିଲା ତାହା…
ଦେଶ ରାଜନୀତି ରାଜ୍ୟ ଆକ୍ସନ ମୋଡରେ ରାଜ୍ୟ ବିଜେପି,ଘନ ଘନ ଆସୁଛନ୍ତି କେନ୍ଦ୍ରୀୟ ନେତା May 1, 2024 Nirvay ଆଗାମୀ ସାଧାରଣ ନିର୍ବାଚନକୁ ନେଇ ଚଳ ଚଞ୍ଚଳ ବିଜେପି ଶିବିର। ରାଜ୍ୟରେ ପଦ୍ମ ଫୁଟାଇବା ପାଇଁ ଓଡ଼ିଶାକୁ ଘନ ଘନ ଆସୁଛନ୍ତି କେନ୍ଦ୍ର ନେତୃମଣ୍ଡଳୀ। ପ୍ରଥମେ ଗୃହମନ୍ତ୍ରୀ ଅମିତ ଶାହା, ତାପରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଆଉ ମଙ୍ଗଳବାର କେନ୍ଦ୍ରମନ୍ତ୍ରୀ…