Category: ରାଜ୍ୟ

ମହାନଦୀ ଶୁଖି ଯାଉଛି, ଯେତିକି ପାଣି ମିଳିବା କଥା ଓଡ଼ିଶାକୁ ସେତିକି ମିଳୁନି: ପ୍ରସନ୍ନ ଆଚାର୍ଯ୍ୟ

ପୁଣି ଉଠିଲା ମହାନଦୀ ପ୍ରସଙ୍ଗ । ଓଡ଼ିଶାରେ ସରକାର ବଦଳି ଥିଲେ ମଧ୍ୟ ମହାନଦୀ ଜଳ ବିବାଦ ଥମିନାହିଁ। ବିଜେପି-ବିଜେଡି ମଧ୍ୟରେ ବିତର୍କ । ରାଜ୍ୟରେ ବିଜେପି ସରକାର ଗଠନ ହେବା ମାତ୍ରେ ମହାନଦୀ ଜଳ ବିବାଦକୁ ନେଇ ରାଜନୀତି ଆରମ୍ଭ…

ଘରୁ ବିପୁଳ ପରିମାଣର ମାଂସ ଜବତକୁ ନେଇ ଉତ୍ତେଜନା

ଖୋର୍ଦ୍ଧା ଶିଳ୍ପାଞ୍ଚଳ ଥାନା ଅନ୍ତର୍ଗତ ମୁକୁନ୍ଦପ୍ରସାଦ ନିକଟ ଏକ ଘରୁ ବିପୁଳ ପରିମାଣର ମାଂସ ଜବତ ହୋଇଛି ପୋଲିସ । ଏହା କି ମାଂସ ଆଶଂକା ନେଇ ଉତ୍ତେଜନା ପ୍ରକାଶ ପାଇଛି। ଡିପ୍ ଫ୍ରିଜ ଭିତରେ ଏହି ମାଂସ କାହିଁକି ରଖାଯାଇଥିଲା,…

କାଶୀପୁରରେ ଡିପଥେରିଆ ପାଇଁ ବୁଷ୍ଟର ଡୋଜ

ଆଜି ରାୟଗଡ଼ା ଜିଲ୍ଲାର କାଶୀପୁରରେ ଡିପଥେରିଆ ରୋଗ ପାଇଁ ବୁଷ୍ଟର ଡୋଜ ଦିଆଯାଉଛି। ଏଥିପାଇଁ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ରୋଗ ବ୍ୟାପିଥିବା ମୁନୁଷପଦର ସହ କାଶୀପୁରର ୮୦ଟି ଗାଁରେ ଏହି ବୁଷ୍ଟର…

ଜୁଲାଇ ୮ରେ ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର

ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ନେଇ ଆସିଲା ବଡ଼ ଖବର। ଜୁଲାଇ ୮ରେ ଖୋଲିବ ରତ୍ନଭଣ୍ଡାର। ଏ ନେଇ ଏଏସ୍‌ଆଇ ସୁପରିଟେଣ୍ଡେଣ୍ଟ ଡି.ବି. ଗଡନାୟକ ସୂଚନା ଦେଇଛନ୍ତି। ତେବେ ରତ୍ନଭଣ୍ଡାର ବାହାର ପାର୍ଶ୍ୱ କାନ୍ଥ ଲେଜର ସ୍କାନିଂ କରାଯାଇଛି। ଅନୁଧ୍ୟାନ ପରେ ରତ୍ନଭଣ୍ଡାର…

ଆକ୍ସନ ମୋଡରେ ମୁଖ୍ୟମନ୍ତ୍ରୀ; ଚିଟଫଣ୍ଡ ଟଙ୍କା ଫେରସ୍ତ ପାଇଁ ତତ୍ପରତା

ସରକାର ଗଠନ ହେବାର କିଛିଦିନ ମଧ୍ୟରେ ଆକ୍ସନ ମୋଡକୁ ଆସିଛନ୍ତି ବିଜେପି ସରକାର। ମୁଖ୍ୟମନ୍ତ୍ରୀ ମୋହନ ମାଝି ବୁଧବାର ଚିଟଫଣ୍ଡ କ୍ଷତିଗ୍ରସ୍ତଙ୍କ ସମ୍ପୂର୍ଣ୍ଣ ତଥ୍ୟ ମାଗଛନ୍ତି। ଚିଟଫଣ୍ଡ ଟଙ୍କା ଫେରସ୍ତ ପାଇଁ ତତ୍ପରତା ପ୍ରକାଶ କଲେ ରାଜ୍ୟ ସରକାର। ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତଙ୍କ…

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ୨୨ ଓଏସଏସ ଅଫିସର ବିଦା

ସରକାର ବଦଳିବା ପରେ ନୂଆ ସରକାର ବିଭିନ୍ନ ବିଭାଗରେ ଦୀର୍ଘବର୍ଷ ଧରି ଥିବା ଅଫିସରମାନଙ୍କୁ ଅନ୍ୟ ବିଭାଗକୁ ବଦଳି କରିବା ପ୍ରକ୍ରିୟା ଆରମ୍ଭ କରିଛନ୍ତି। ନୂଆ ମୁଖ୍ୟମନ୍ତ୍ରୀଙ୍କୁ ତୃତୀୟ ମହଲା ଆବଣ୍ଟିତ ହେବା ପରେ ସେଠାରେ ଥିବା ସଚିବାଳୟ ସେବା କ୍ୟାଡରର…

ପ୍ରକାଶ ପାଇଲା ଓଏସ୍ଏସଟିଇଟି ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡିଶା ସିନିୟର ସେକେଣ୍ଡାରୀ ଟିଚର ଇଲିଜିବିଲିଟି ଟେଷ୍ଟ (OSSTET) ପରୀକ୍ଷା ଫଳ । ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ରେଜଲ୍ଭ ପ୍ରକାଶ ପାଇଛି । ବୋର୍ଡ ୱେବ୍‌ସାଇଟ୍ www.bseodisha.ac.in ରେ ଦେଖିପାରିବେ ନିଜର ପରୀକ୍ଷାଫଳ। କୃତକାର୍ଯ୍ୟ ହୋଇଥିବା…

ସୁରମା ପାଢ଼ୀଙ୍କୁ ନବୀନଙ୍କ ସମର୍ଥନ; ନିର୍ଦ୍ବନ୍ଦ୍ବରେ ହେବେ ବାଚସ୍ପତି

ରାଜ୍ୟ ବିଧାନସଭାରେ ବିଜେପି ବିଧାୟକ ଦଳ ବୈଠକ ଶେଷ ହୋଛି। ଏହି ବୈଠକରେ ବିଧାନସଭା ବାଚସ୍ପତି ଭାବେ ରଣପୁର ବିଧାୟିକା ସୁରମା ପାଢ଼ୀଙ୍କୁ ମନୋନୀତ କରାଯାଇଛି। ମନୋନୀତ ହେବା ପରେ ସୁରମା ବାଚସ୍ପତି ପଦ ପାଇଁ ନାମାଙ୍କନ ଭରିଛନ୍ତି। ଏଯାଏଁ ଆଉ…

ସୁରମା ପାଢୀ ହେଲେ ବାଚସ୍ପତି ପ୍ରାର୍ଥୀ

ବିଜେପିର ବାଚସ୍ପତି ପ୍ରାର୍ଥୀ ହେଲେ ରଣପୁର ବିଧାୟିକା ସୁରମା ପାଢୀ । ରାଜ୍ୟ ବିଧାନସଭାରେ ବିଜେପି ବିଧାୟକ ଦଳ ବୈଠକ ଶେଷ ହୋଛି। ଏହି ବୈଠକରେ ବିଧାନସଭା ବାଚସ୍ପତି ଭାବେ ରଣପୁର ବିଧାୟିକା ସୁରମା ପାଢ଼ୀଙ୍କୁ ବାଚସ୍ପତି ପାଇଁ ମନୋନୀତ କରାଯାଇଛି।…

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ୨ ଅଧିକାରୀଙ୍କୁ ନିଯୁକ୍ତି

ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ କାର୍ଯ୍ୟାଳୟରେ ୨ ଅଧିକାରୀ ସତୀଶ ଚନ୍ଦ୍ର ସାମଲ ଓ ବିନୋଦ ବିହାରୀ ସିଂହଙ୍କୁ ନିଯୁକ୍ତି କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ବ୍ୟକ୍ତିଗତ ସଚିବ ଭାବେ ସତୀଶ ଚନ୍ଦ୍ର ସାମଲଙ୍କୁ ନିଯୁକ୍ତି କରାଯାଇଛି। ସେହିପରି ଯୋଜନା ଓ ସଂଯୋଜନା ବିଭଗର…