Category: ରାଜ୍ୟ

Bobby Das Meets Sujata: ଶଙ୍ଖ ଭବନରେ ସୁଜାତାଙ୍କୁ ଭେଟିଲେ ବବି ଦାସ

ଶଙ୍ଖ ଭବନରେ ସୁଜାତାଙ୍କୁ ଭେଟିଲେ ବବି ଦାସ। ଦଳରେ ନୂଆ ଯୋଗ ଦେଇଥିବା ସୁଜାତା ରାଉତ ଓ ବରିଷ୍ଠ ନେତା ପ୍ରଣବ ପ୍ରକାଶ ଦାସ (ବବି ଦାସ)ଙ୍କ ମଧ୍ୟରେ ଆଜି ଶଙ୍ଖ ଭବନରେ ବୈଠକ ହୋଇଛି। ତେବେ ବୈଠକରେ କେଉଁ ସବୁ…

Tamil Nadu Gas Tragedy: ତାମିଲନାଡୁ ଗ୍ୟାସ୍ ଟ୍ରାଜେଡି: ଆଖି ବୁଜିଲେ ଆଉ ଜଣେ ଓଡ଼ିଆ; ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି

ତାମିଲନାଡୁରେ ଭୟଙ୍କର ଆମୋନିଆ ଗ୍ୟାସ୍ ଲିକ୍ ଘଟଣାରେ ଆଉ ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ ଆଉ ଜଣେ ଓଡ଼ିଆ ଯୁବତୀ । ମୃତ ଯୁବତୀ ପିଟାନାଳୀ ଗ୍ରାମର ହୋଇଥିବା ଜଣାପଡିଛି । ଏହି ଦୁର୍ଘଟଣାରେ…

Student Found Dead In Hostel: ରାଜଧାନୀର ଘରୋଇ କଲେଜ ହଷ୍ଟେଲରେ ଜୀବନ ହାରିଲେ ଛାତ୍ର

ରାଜଧାନୀ ଭୁବନେଶ୍ୱରର ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଘରୋଇ ଶିକ୍ଷାନୁଷ୍ଠାନରେ ଜୀବନ ହାରିଲେ ଛାତ୍ର। ମୃତ୍ୟୁବରଣ କରିଥିବା ଛାତ୍ର ହେଉଛନ୍ତି ଯୁକ୍ତ ୨ ଦ୍ୱିତୀୟ ବର୍ଷ ବିଜ୍ଞାନ ବିଭାଗର ଛାତ୍ର ଅନ୍ତର୍ଯ୍ୟାମୀ ପ୍ରିୟାନ୍ସୁ ସାହୁ । ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ…

Woman kills Husband: ପୁରୁଷ ବନ୍ଧୁ ସହ ମିଶି ସ୍ୱାମୀଙ୍କୁ ହତ୍ୟା; ସ୍ତ୍ରୀ ଓ ସହଯୋଗୀ ଗିରଫ

ଝାରସୁଗୁଡା ଜିଲ୍ଲା ରେଙ୍ଗାଲି ଥାନା ଅନ୍ତର୍ଗତ ସାଗରପାଲି ସାହୁପଡା ଡୁଙ୍ଗୁରିପଡାରେ ଘଟିଥିବା ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ କରିଛି ପୁଲିସ। ପୁରୁଷ ବନ୍ଧୁଙ୍କ ସହାୟତାରେ ସ୍ୱାମୀଙ୍କୁ ହତ୍ୟା କରି ମୃତଦେହକୁ ବିଲରେ ଫିଙ୍ଗି ଦେଇଥିବା ଅଭିଯୋଗରେ ସ୍ତ୍ରୀ ଗୀତା ମିର୍ଦ୍ଧା (୪୦)…

State Film Awards: ୨୦୨୩ ଏବଂ ୨୦୨୪ ବର୍ଷ ପାଇଁ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ବିଜେତାଙ୍କ ନାମ ଘୋଷଣା 

ଆଜି ଭୁବନେଶ୍ୱର ସ୍ଥିତ ସଂସ୍କୃତି ଭବନ ସମ୍ମିଳନୀ କକ୍ଷରେ ବର୍ଷ ୨୦୨୩ ଏବଂ ୨୦୨୪ ପାଇଁ ଯଥାକ୍ରମେ ୩୫ତମ ଓ ୩୬ତମ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ବିଜେତାଙ୍କ ନାମ ଘୋଷଣା କରାଯାଇଛି। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ମନ୍ତ୍ରୀ…

Samvidhaan Hatya Diwas: ସମ୍ବିଧାନ ହତ୍ୟା ଦିବସ ଭାରତୀୟ ଗଣତନ୍ତ୍ରର ଏକ କଳା ଅଧ୍ୟାୟ: ବିଜେପି

ଆଜି ଭୁବନେଶ୍ୱରରେ ଆୟୋଜିତ ହୋଇଯାଇଛି “ସମ୍ବିଧାନ ହତ୍ୟା ଦିବସ” କାର୍ଯ୍ୟକ୍ରମ । ଗଣତନ୍ତ୍ରର ମୂଲ୍ୟବୋଧକୁ ଯୁବପିଢୀମାନଙ୍କ ଭିତରେ ଉଜ୍ଜିବୀତ ରଖିବା ପାଇଁ ବିଜେପି ପକ୍ଷରୁ ପ୍ରତିବର୍ଷ ଆଜିର ଏହି ଦିନକୁ “ସମ୍ବିଧାନ ହତ୍ୟା ଦିବସ ବା କଳା ଦିବସ” ଭାବେ ପାଳନ…

LED Street Light Scam: LED ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ଘଟଣା; ୩ ଗିରଫ

‘ଆମ ଗାଁ ଆମ ବିକାଶ’ ଯୋଜନା ଅଧୀନରେ LED ଷ୍ଟ୍ରିଟ୍ ଲାଇଟ୍ ଲଗାଇବାରେ ବ୍ୟାପକ ଦୁର୍ନୀତି ମାମଲାରେ ୩ ଗିରଫ । ପ୍ରାୟ ୩ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ମାମଲାରେ ୩ଟି ସଂସ୍ଥାର ୩ ଠିକାଦାର ଭିଜିଲାନ୍ସ ଦ୍ବାରା…

Businessman Shot Dead in Balasore: ବାଲେଶ୍ବରର ଅରଡ ବଜାରରେ ବ୍ୟବସାୟୀଙ୍କୁ ଗୁଳିକରି ହତ୍ୟା 

ବାଲେଶ୍ବର ସହଦେବଖୁଣ୍ଟା ଥାନା ଅରଡ ବଜାରରେ ବ୍ୟବସାୟୀଙ୍କୁ ଗୁଳିମାଡ଼ । ବାଇକରେ ୨ ଜଣ ଦୁର୍ବୃତ୍ତ ଆସି ବ୍ୟବସାୟୀଙ୍କୁ ୮ ରାଉଣ୍ଡ ଗୁଳି ଫୁଟିଥିବା ସିସିଟିଭିରୁ ସ୍ପଷ୍ଟ ହୋଇଛି । ଗୁଳିମାଡରେ ବ୍ୟବସାୟୀ ଶେଖ ହମିଦଙ୍କ ମୃତ୍ୟୁ ଘଟିଛି। କିନ୍ତୁ ଏ…