Category: ରାଜ୍ୟ

ଚଳିତ ବିଧାନସଭାର ଶେଷ କ୍ୟାବିନେଟ ବୈଠକ ଆରମ୍ଭ

ରାଜ୍ୟରେ ଶେଷ ପର୍ଯ୍ୟାୟ ନିର୍ବାଚନ ସରିବା ପରେ ଆଜି ଆରମ୍ଭ ହୋଇଛି ଚଳିତ ବିଧାନସଭାର ଶେଷ କ୍ୟାବିନେଟ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ଆରମ୍ଭ ହେଇଛି । ବୈଠକରେ ଭର୍ଚ୍ଚୁଆଲରେ ମାଧ୍ୟମରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ।…

ଚତୃର୍ଥ ପର୍ଯାୟରେ ରାଜ୍ୟରେ ମୋଟ ମତଦାନ ହାର ୭୪.୪୧%

ଓଡିଶା ଚତୁର୍ଥ ପର୍ଯ୍ୟାୟ ନିର୍ବାଚନରେ ଶାନ୍ତି ଶୃଙ୍ଖଳାର ସହ ୬ ଲୋକସଭା ଆସନ ଓ ୪୨ ବିଧାନସଭା ଆସନରେ ସରିଛି ମତଦାନ । ଇଭିଏମରେ ସିଲ ହେଲା ୬୬ ସାଂସଦ ପ୍ରାର୍ଥୀ ଓ ୩୯୪ ବିଧାୟକ ପ୍ରାର୍ଥୀଙ୍କ ଭାଗ୍ୟ । ଚତୃର୍ଥ…

ଅଭିଳାଷ ପଣ୍ଡାଙ୍କୁ ଆକ୍ରମଣ ଘଟଣାରେ ଗିରଫ ହେଲେ ଆଉ ୫ ଅଭିଯୁକ୍ତ

ବିଜେପି ରାଜ୍ୟ ଯୁବମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡାଙ୍କୁ ଆକ୍ରମଣ ଘଟଣାରେ ଆଉ ୫ ଜଣଙ୍କୁ ଗିରଫ କରିଛି ପୋଲିସ୍ । ଏହାଫଳରେ ଗିରଫ ଅଭିଯୁକ୍ତଙ୍କ ସଂଖ୍ୟା ୧୦ରେ ପହଞ୍ଚିଛି। ତେବେ ମାମଲାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା କରଞ୍ଜମାଳର ପୂର୍ବତନ ସରପଞ୍ଚ ରମେଶ…

ବାଣ ବିସ୍ଫୋରଣ ଘଟଣା, ଗଲାଣି ୧୩  ଜୀବନ

ପୁରୀ ବାଣ ବିସ୍ଫୋରଣ ଘଟଣାରେ ଆଉ ୨ ଜଣଙ୍କର ମୃତ୍ୟୁ ହୋଇଛି । ମୃତ୍ୟୁ ସଂଖ୍ୟା ୧୩କୁ ବୃଦ୍ଧି ପାଇଛି । ବର୍ତମାନ ସୁଦ୍ଧା ୧୭ ଜଣ ବିଭିନ୍ନ ମେଡିକାଲରେ ଚିକିତ୍ସିତ ହେଉଛନ୍ତି । ସ୍ୱତନ୍ତ୍ର ରିଲିଫ କମିଶନଙ୍କ କାର୍ଯ୍ୟାଳୟ ପକ୍ଷରୁ…

ବିଧାନସଭାରେ ବି ବାଜିମାରିବ ବିଜେପି: ଆକ୍ସିସ ଏକଜିଟ୍ ପୋଲ

ଆସିଲା ଓଡ଼ିଶା ବିଧାନସଭାକୁ ନେଇ ଜାତୀୟ ଗଣମାଧ୍ୟମର ଏକଜିଟ୍ ପୋଲ । ଇଣ୍ଡିଆ ଟୁଡେ ଆକ୍ସିସ-ମାଇ ଇଣ୍ଡିଆର ସର୍ଭେ ଅନୁସାରେ ଏଥର ଓଡ଼ିଶାରେ ବିଜେଡି ବିଜେପି ବିଧାନସଭାରେ ସମାନ ସମାନ ଆସନ ଜିତିବେ। ବିଜେପି ୬୨ ରୁ ୮୦ , ବିଜେପି…

ଅଭିଳାଷ ପଣ୍ଡାଙ୍କୁ ଆକ୍ରମଣ ଘଟଣା,ଦୋଷୀଙ୍କୁ ଗିରଫ ନ କଲେ ଡିଜି ଅଫିସ ଘେରିବ ବିଜେପି : ସଂଗ୍ରାମ ପାତ୍ର

ଭୁବନେଶ୍ୱର : ବିଜେପି ଯୁବ ମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡାଙ୍କୁ ଆକ୍ରମଣ ଘଟଣା । କାଲି ଦିନ ୧୧ଟା ସୁଦ୍ଧା ଅଭିଯୁକ୍ତମାନଙ୍କୁ ଗିରଫ କରା ନ ଗଲେ ଡିଜିପିଙ୍କ ଅଫିସ ଘେରିବାକୁ ଚେତାବନୀ ଦେଇଛି ରାଜ୍ୟ ବିଜେପି ଯୁବ ମୋର୍ଚ୍ଚା ।…

ସମ୍ବଲପୁରରେ ଅଂଶୁଘାତରେ ୫ ଜଣଙ୍କ ମୃତ୍ୟୁ

ରାଜ୍ୟରେ ବଢ଼ି ଚାଲିଛି ଅଂଶୁଘାତ ଜନିତ ମୃତ୍ୟୁ। ସମ୍ବଲପୁରରେ ୧୮ ଅସ୍ୱାଭାବିକ ମୃତ୍ୟୁ ମଧ୍ୟରୁ ଅଂଶୁଘାତରେ ୫ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ଦେଇଛନ୍ତି ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲ। ୭ ଜଣଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟରୁ ୫ ଜଣଙ୍କ ଅଂଶୁଘାତଜନିତ…

୨ ଲକ୍ଷରୁ ଅଧିକ ଭୋଟରେ ଜିତିବେ ଧର୍ମେନ୍ଦ୍ର: ଜୟନାରାୟଣ ମିଶ୍ର

ସରିଯାଇଛି ସାଧାରଣ ନିର୍ବାଚନ-୨୦୨୪, ନିର୍ବାଚନ ଫଳାଫଳ ଜୁନ୍‌ ୪ ତାରିଖରେ ପ୍ରକାଶ ପାଇବ ବୋଲି ସ୍ପଷ୍ଟ ହୋଇଥିବା ବେଳେ ଏହାକୁ ନେଇ ଚାଲିଛି ଆକଳନ। ନିର୍ବାଚନ ଫଳାଫଳ ଆସିବା ପୂର୍ବରୁ ବିଭିନ୍ନ ଜାତୀୟ ସର୍ଭେ ସଂସ୍ଥା ସେମାନଙ୍କର ବୁଥ ବାହୁଡା ମତ…

ରାଉରକେଲାରେ ଅସ୍ୱାଭାବିକ ମୃତ୍ୟୁ ସଂଖ୍ୟା ୩୫ ଛୁଇଁଲା

ରାଉରକେଲା : ରାଜ୍ୟରେ ଅସ୍ୱାଭାବିକ ମୃତ୍ୟୁ ଦିନକୁ ଦିନ ବଢ଼ିବାରେ ଲାଗିଛି । ଏହି ମୃତ୍ୟୁ ସଂଖ୍ୟା ଏବେ ୩୫କୁ ବୃଦ୍ଧି ପାଇଛି। ୩୫ ଜଣଙ୍କ ମଧ୍ୟରୁ ୬ ଜଣଙ୍କ ମୃତ୍ୟୁ ଅଂଶୁଘାତଜନିତ ବୋଲି ଜଣା ପଡିଛି । ପୋଷ୍ଟମର୍ଟମ ରିପୋର୍ଟରୁ…

ଇଭିଏମ ବଦଳ ସନ୍ଦେହରେ ଧର୍ମଶାଳାରେ ଉତ୍ତେଜନା

ଯାଜପୁର : ଯାଜପୁର ଜିଲା ଧର୍ମଶାଳା ନିର୍ବାଚନମଣ୍ଡଳୀର ଚତୁର୍ଥ ପର୍ଯ୍ୟାୟ ମତଦାନ ଶନିବାର ଶେଷ ଶେଷହେବା ପରେ ତୁମୁଳକାଣ୍ଡ ସୃଷ୍ଟି ହୋଇଛି । ହେଲେ ଇଭିଏମ୍‌ ବଦଳ ସନ୍ଦେହରେ ଧର୍ମଶାଳାରେ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଉତ୍ତେଜନା ପ୍ରକାଶ ପାଇଥିଲା। ସ୍ୱାଧୀନ ପ୍ରାର୍ଥୀ…