Category: ରାଜ୍ୟ

ବଡ଼ ଦାଣ୍ଡରେ ବିକ୍ରି ହେବ ନାହିଁ ମଦ ଓ ଆମିଷ: ଆଇନମନ୍ତ୍ରୀ

ବଡ଼ ଦାଣ୍ଡରେ ବିକ୍ରି ହେବନି ମଦ ଓ ଆମିଷ । ଶ୍ରୀମନ୍ଦିରର ଦୁଇ କିଲୋମିଟର ପରିଧି ଭିତରେ ରହିବନି ମଦ ଦୋକନ କି ବାର ବୋଲି ଆଜି ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ସେ କହିଛନ୍ତି ପୁରୀ ବଡ଼…

ସ୍ନାନ ପୂର୍ଣ୍ଣିମା‌ ପାଇଁ ଜାରି ହେଲା ଟ୍ରାଫିକ୍‌ କଟକଣା

ରଥଯାତ୍ରା ପୂର୍ବରୁ ଆଗାମୀ ୧୧ ତାରିଖରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ପବିତ୍ର ସ୍ନାନଯାତ୍ରା ଅନୁଷ୍ଠିତ ହେବ। ଏହା ପୂର୍ବରୁ ସ୍ନାନ ପୂର୍ଣ୍ଣିମା‌ ପାଇଁ ଜାରି ହେଲେ ଟ୍ରାଫିକ୍‌ ଆଡଭାଇଜରୀ । ପୁରୀ ପୋଲିସ ପକ୍ଷରୁ ଜାରି ହେଲା ଟ୍ରାଫିକ କଟକଣା ।…

ନନ୍ଦନକାନନରେ ନୂଆ ଅତିଥି; ଦୁଇ ଶାବକଙ୍କୁ ଜନ୍ମଦେଲା ବାଘୁଣୀ ମୌସୁମୀ

ନନ୍ଦନକାନନକୁ ଆସିଲେ ୨ ନୂଆ ଅତିଥି । ଦୁଇ ଶାବକଙ୍କୁ ଜନ୍ମଦେଲା ବାଘୁଣୀ ମୌସୁମୀ । ଏହାକୁ ମିଶେଇ ନନ୍ଦନକାନନରେ ପ୍ରାଣୀ ଉଦ୍ୟାନରେ ମୋଟ ବାଘ ସଂଖ୍ୟା ୨୯କୁ ବୃଦ୍ଧି ହୋଇଛି । ଏମାନଙ୍କ ମଧ୍ୟରେ ୨ ଶାବକ, ୧୭ ମହାବଳ…

ମହାନଦୀରେ ଅଘଟଣ; ଗାଧୋଉଥିବା ବେଳେ ଭାସିଗଲେ ୪ ଜଣ ପିଲା

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ୪ ଜଣ ପିଲା । ୩ ଜଣ ଉଦ୍ଧାର ହୋଇଥିବା ବେଳେ ଜଣେ ନାବାଳିକା ନିଖୋଜ । ବଡ଼ବାପାଙ୍କ ସହ ନଦୀକୁ ଗାଧୋଇବାକୁ ଯାଇଥିବା ବେଳେ ଅଘଟଣ । ଉଦ୍ଧାର ୩ ଜଣଙ୍କୁ ଚିକିତ୍ସା ପାଇଁ…

ରାଜ୍ୟରେ ଆଉ ନୂଆ ୭ କରୋନା ଆକ୍ରାନ୍ତ ଟିହ୍ନଟ

ଦିନକୁ ଦିନ ଦେଶ ସହ ରାଜ୍ୟରେ ବି ଉପରମୁହାଁ କରୋନା । ଦେଶରେ କୋଭିଡ୍ ପଜିଟିଭ୍ ସଂଖ୍ୟା ୫,୭୫୦ ଟପିଥିବା ବେଳେ ୪୫କୁ ପହଞ୍ଚିଲା ମୋଟ କରୋନା ପଜିଟିଭ୍ ସଂଖ୍ୟା। ଆଜି ରାଜ୍ୟରେ ଆଉ ନୂଆ ୭ କରୋନା ଆକ୍ରାନ୍ତ ଟିହ୍ନଟ…

ଡ୍ରୋନ୍ ସହାୟତାରେ ଚାଲିଛି ମାଓ ସର୍ଚ୍ଚ ଅପରେସନ

ପଶ୍ଚିମ ଓଡିଶା ମୁହାଁ ହେଉଛନ୍ତି ମାଓବାଦୀ । ସମ୍ବଲପୁର ଓ ସୋନପୁର ସୀମାରେ ମାଓବାଦୀ ଘୂରି ବୁଲୁଥିବା ଗୁଇନ୍ଦା ସୂତ୍ରରୁ ସୂଚନା ମିଳିବାପରେ ରାଜ୍ୟର ମାଓ ପ୍ରବଣ ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ଘନ ଘନ ସର୍ଚ୍ଚ ଅପରେସନ ଜାରି ରହିଛି। ମାଓବାଦୀମାନେ ସମ୍ବଲପୁରର…

ସୁବର୍ଣ୍ଣପୁରରେ ୩୨୩ କୋଟିରୁ ଉର୍ଦ୍ଧ୍ୱ ଜନକଲ୍ୟାଣକାରୀ ପ୍ରକଳ୍ପର ଉଦ୍‍ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତରେ ଯାଇ ଜିଲ୍ଲାରେ ୩୨୩ କୋଟିରୁ ଉର୍ଦ୍ଧ୍ୱ ଟଙ୍କା ପ୍ରକଳ୍ପ ମୂଲ୍ୟର ୫୬ଟି ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଉଦ୍‍ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ପ୍ରକଳ୍ପ ଗୁଡ଼ିକ ମଧ୍ୟରେ…

ଫୁଲବାଣୀ ଠାରେ ୧୦୦ ସିଟ ବିଶିଷ୍ଟ ସରକାରୀ ମେଡିକାଲ କଲେଜ ଉଦ୍‍ଘାଟନ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କନ୍ଧମାଳ ଜିଲ୍ଲା ଗସ୍ତ କରି ଫୁଲବାଣୀ ଠାରେ ୧୦୦ ସିଟ ବିଶିଷ୍ଟ ସରକାରୀ ମେଡିକାଲ କଲେଜ ଓ ୬୫୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲର ଶୁଭ ଉଦ୍‍ଘାଟନ କରିବା ସହିତ ଜିଲ୍ଲାର ବିକାଶ ପାଇଁ ପ୍ରାୟ…

ବ୍ରହ୍ମପୁର ୨ ନାବାଳିକାଙ୍କୁ ଗଣଦୁଷ୍କର୍ମ ମାମଲାରେ ୪ ଗିରଫ

ବ୍ରହ୍ମପୁରରେ ଦୁଇ ନାବାଳିକାଙ୍କୁ ଗଣଦୁଷ୍କର୍ମ ମାମଲାରେ ୪ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି । ଯଦିଓ ଘଟଣାଟି ତିନି ଦିନ ତଳେ ଗୋଲନ୍ଥରା ପୋଲିସ ସୀମା ମଧ୍ୟରେ ଘଟିଥିଲା । କିନ୍ତୁ ଏହା ପରିବାର ସଦସ୍ୟମାନେ ଅଭିଯୋଗ କରିବା ପରେ ଏହି…

ପିଏମ୍‌ ଆବାସ ଯୋଜନାରେ ଘର ପାଇଁ ମିଳିବ ମାଗଣା ବାଲି

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ପାଇଁ ମାଗଣା ବାଲି ମିଳିବ । ଘର ତିଆରି ପାଇଁ ରାଜ୍ୟ ସରକାର ୨ ଟ୍ରାକ୍ଟର୍‌ ବାଲି ଦେବେ ବୋଲି ନିଷ୍ପତ୍ତି ହୋଇଛି । ଏନେଇ ପରମିଟ ଇସ୍ୟୁ ହେବ, ଡ୍ରାଫ୍ଟ ପ୍ରସ୍ତୁତ ହୋଇଛି ବୋଲି…