Category: ରାଜ୍ୟ

ଜୁନ୍ ୨୦ ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜୁନ୍ ୧୨ ନୁହେଁ, ବରଂ ଜୁନ୍ ୨୦ ତାରିଖରେ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି । ଏନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି ।…

ଆଜି ଇସଲାମ୍ ଧର୍ମାବଲମ୍ବୀଙ୍କ ପବିତ୍ର ପର୍ବ ବକ୍ରିଇଦ୍

ଆଜି ଇସଲାମ୍ ଧର୍ମାବଲମ୍ବୀଙ୍କ ପବିତ୍ର ପର୍ବ ବକ୍ରିଇଦ୍ । ଏହାଛଡ଼ା ଏହାକୁ ବଳିଦାନର ପର୍ବ ବୋଲି ମଧ୍ୟ କୁହାଯାଏ । ସାରା ବିଶ୍ୱରେ ଆଜି ଇସଲାମ୍ ଧର୍ମାବଲମ୍ବୀଙ୍କର ଏହି ପର୍ବ ପାଳନ ହେଉଛି । ବକ୍ରୀଦ ହେଉଛି ଇସଲାମର ଦ୍ୱିତୀୟ ସବୁଠାରୁ…

ଶୃଙ୍ଖଳିତ ରଥଯାତ୍ରା ପରିଚାଳନା ପାଇଁ କମିଟି ଗଠନ କଲେ ରାଜ୍ୟ ସରକାର

ଚଳିତ ବର୍ଷ ମହାପ୍ରଭୁଙ୍କ ରଥଯାତ୍ରାକୁ ଶୃଙ୍ଖଳିତ ଭାବେ ପରିଚାଳନା କରିବା ପାଇଁ ରାଜ୍ୟ ସରକାର ମନ୍ତ୍ରୀସ୍ତରୀୟ କମିଟି ଗଠନ କରିଛନ୍ତି । ଏନେଇ ରାଜ୍ୟ ସରକାରଙ୍କ ଆଇନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଅଧ୍ୟକ୍ଷତାରେ…

ରାଜ୍ୟ କ୍ୟାବିନେଟ୍‌ରେ ୪ଟି ପ୍ରସ୍ତାବକୁ ମଞ୍ଜୁରୀ

କ୍ୟାବିନେଟ୍‌ରେ ୫ଟି ପ୍ରସ୍ତାବ ଉପସ୍ଥାପିତ ହୋଇଥଲା । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୪ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ଜୈବ ପ୍ରଯୁକ୍ତି ବିଜ୍ଞାନର ବିକାଶ ଯୋଜନାକୁ କ୍ୟାବିନେଟ୍‌ ବୈଠକରେ ମଞ୍ଜୁରୀ ମିଳିଛି ।…

କୋଭିଡ ଭଳି ଲକ୍ଷଣ ଥିଲେ ରଥଯାତ୍ରାକୁ ନଯିବାକୁ ସ୍ୱାସ୍ଥ୍ୟ ବିଭାଗର ପରାମର୍ଶ

କୋଭିଡ ଭଳି ଲକ୍ଷଣ ଥିଲେ ରଥଯାତ୍ରାକୁ ନଯିବାକୁ ସ୍ୱାସ୍ଥ୍ୟ ବିଭାଗର ପରାମର୍ଶ । ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଯେତେ ପାଖେଇ ଆସୁଛି, କୋଭିଡ ସଂକ୍ରମଣ ସେମିତି ଓଡ଼ିଶାରେ ବଢ଼ିବାରେ ଲାଗିଛି । ଏଥିପାଇଁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପରାମର୍ଶ ଜାରି କରାଯାଇଛି ।…

ବିଜେପିରେ ମିଶିଲେ ଗଞ୍ଜାମ ବ୍ଲକ ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ

ଗଞ୍ଜାମ ବିଜେଡିକୁ ଶକ୍ତ ଝଟ୍‌କା । ଶଙ୍ଖ ଛାଡି ବିଜେପିରେ ମିଶିଲେ ବ୍ଲକ ଅଧ୍ୟକ୍ଷା । ଗଞ୍ଜାମ ବ୍ଲକ ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ ଆଜି ବିଜେପିରେ ସାମିଲ ହୋଇଛନ୍ତି । ଅଧ୍ୟକ୍ଷାଙ୍କ ସ୍ବାମୀ ତଥା ପୂର୍ବତନ ବ୍ଲକ ଅଧ୍ୟକ୍ଷା ସୁରଥ ପ୍ରଧାନ…

୭ଟି ବିଭାଗରେ ୧୨୯୪ ଜଣଙ୍କୁ ନିଯୁକ୍ତି ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ବାପା ମାଆଙ୍କ ଆଶୀର୍ବାଦରେ ଆପଣ ମାନେ ଏହି ଚାକିରୀ ପାଇଛନ୍ତି। ତାଙ୍କ ସେବା ସବୁବେଳେ କରୁଥିବେ। ପରିବାର ଲୋକଙ୍କ ମନରେ କେବେହେଲେ କଷ୍ଟ ଦେବେ ନାହିଁ। ଆମ ସମାଜରେ ଗରିବ ଲୋକମାନେ ବହୁ କଷ୍ଟରେ ଅଛନ୍ତି, ସେମାନଙ୍କୁ ଠିକ୍ ସମୟରେ ନ୍ୟାୟ…

୨ଦଫା ଦାବିରେ ରାଜରାସ୍ତାରେ କନିଷ୍ଠ ଶିକ୍ଷକ

ଭୁବନେଶ୍ଵରରେ କନିଷ୍ଠ ଶିକ୍ଷକଙ୍କ ଆନ୍ଦୋଳନ । ୨ଦଫା ଦାବି ନେଇ ରାଜରାସ୍ତାରେ ଗର୍ଜୁଛନ୍ତି କନିଷ୍ଠ ଶିକ୍ଷକ। ଚାକିରି ନିୟମିତ ଓ ସ୍ଥାୟୀ ନିଯୁକ୍ତି ଦାବି ନେଇ ଶତାଧିକ ଶିକ୍ଷକ ଭୁବନେଶ୍ୱର ଲୋୟର ପିଏମଜିରେ ଧାରଣା ଦେଇଛନ୍ତି । ରେଗୁଲାର ଦାବି କରି…

ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ଭାବେ ମିଳୁଥିବା ସମ୍ମାନ ନିମାପଡ଼ା-ଗୋପବାସୀଙ୍କର : ପ୍ରଭାତୀ ପରିଡ଼ା

‘ଉତ୍କର୍ଷ ନିମାପଡ଼ା ସମ୍ମିଳନୀ’ର ଦ୍ୱିତୀୟ ଅଧିବେଶନରେ ବର୍ଷକର କାମ ବାବଦରେ ରିପୋର୍ଟ କାର୍ଡ ପ୍ରଦାନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା ନିମାପଡ଼ା ବିଧାୟିକା ପ୍ରଭାତୀ ପରିଡ଼ା। ସେ ଏହି ଅବସରରେ କହିଛନ୍ତି, “ଦେଶ ବିଦେଶରେ ଓଡ଼ିଶାର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ଭାବେ ମିଳୁଥିବା…

ରାଜ୍ୟରେ ଜଣ୍ଡିସ୍ ଆତଙ୍କ; ୧୫ ଆକ୍ରାନ୍ତ

ସାରା ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାବେଳେ ରାଜ୍ୟରେ କରୋନା ସମେତ ଜଣ୍ଡିସ୍ ଆତଙ୍କ ବଢ଼ିବାରେ ଲାଗିଛି । ମୟୂରଭଞ୍ଜ ଜିଲ୍ଲା ଉଦଳାର ପରିଛିପୁରରେ ଜଣ୍ଡିସ୍ ଆତଙ୍କ ବଢ଼ିବାରେ ଲାଗିଛି। ଜଣ୍ଡିସରେ ୧୫ରୁ ଉର୍ଦ୍ଧ୍ବ ଲୋକ ଆକ୍ରାନ୍ତ ହୋଇଥିବା ଜଣାପଡିଛି ।…