Category: ରାଜ୍ୟ

ଭୁଲ ଇଞ୍ଜେକସନରୁ ରୋଗୀଙ୍କ ମୃତ୍ୟୁ ଘଟଣା; ଡିଏମଇଟି ଗଠନ କଲେ ପାଞ୍ଚ ଜଣିଆ ଟିମ୍ 

କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ନର୍ସଙ୍କ ଭୁଲ୍ ଇଞ୍ଜେକସନ୍ ଯୋଗୁଁ ରୋଗୀଙ୍କ ମୃତ୍ୟୁ ଘଟଣାର ତଦନ୍ତ ପାଇଁ ଗଠନ ହେଲା ପାଞ୍ଚ ଜଣିଆ ଟିମ । ଡିଏମଇଟି ଗଠନ କଲେ ପାଞ୍ଚ ଜଣିଆ ଟିମ ।…

ଭୁଲ ଇଞ୍ଜେକସନରେ ୬ ଜଣଙ୍କ ମୃତ୍ୟୁ ଘଟଣା; ମୃତକ ପରିବାରକୁ ୨୫ ଲକ୍ଷ ଟଙ୍କା ଦେବାକୁ ଦାବି କଲା କଂଗ୍ରେସ

କୋରାପୁଟ ଜିଲ୍ଲାର ସହିଦ୍ ଲକ୍ଷ୍ମଣ ନାୟକ ମେଡିକାଲ୍ କଲେଜ ଓ ହସ୍ପିଟାଲରେ ନର୍ସଙ୍କ ଭୁଲ୍ ଇଞ୍ଜେକସନ୍ ଯୋଗୁଁ ୬ ଜଣଙ୍କ ମୃତ୍ୟୁ ଘଟଣାରେ ସରକାରଙ୍କୁ ଟାର୍ଗେଟ କରିଛି କଂଗ୍ରେସ। କଂଗ୍ରେସ କହିଛି ସରକାର ହତ୍ୟା କରିଛନ୍ତି। ଏଥିପାଇଁ ସରକାର ଦାୟୀ। ତେଣୁ…

ଆସନ୍ତା ୬ ତାରିଖରେ ପୂରଣ ହେବ ୮୨୬ ପିଜିଟି ଶିକ୍ଷକ ପଦବୀ

ଆସନ୍ତା ୬ ତାରିଖରେ ନିଯୁକ୍ତି ପତ୍ର ବାଣ୍ଟିବେ ମୁଖ୍ୟମନ୍ତ୍ରୀ । ପ୍ରଦାନ କରିବେ ୮୨୬ ପିଜିଟି ଶିକ୍ଷକଙ୍କୁ ନିଯୁକ୍ତି ପତ୍ର । ଏ ନେଇ ଆଜି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ସେ କହିଛନ୍ତି…

ଆଇସ୍‍ ପ୍ଲାଣ୍ଟରେ ଆମୋନିଆ ଗ୍ୟାସ୍‌ ଲିକ୍‌; ୪ ଅସୁସ୍ଥ 

ଜଗତସିଂହପୁର ଜିଲା ପାରାଦ୍ୱୀପ ଲକ୍‍ ଥାନା ପାରଦ୍ୱୀପଗଡ ପ୍ଲାଣ୍ଟରେ ଅଘଟଣ । ଆମୋନିଆ ଗ୍ୟାସ ଲିକ୍ ହୋଇ ୪ ଅସୁସ୍ଥ । ପାରାଦ୍ବୀପ ଗଡ଼ ଇଣ୍ଡଷ୍ଟ୍ରିଆଲ ଏରିଆରେ ଘଟିଛି ଘଟଣା । ଆଇସ୍ ଫ୍ୟାକ୍ଟ୍ରି ରୁ ଆମୋନିଆ ଗ୍ୟାସ ଲିକ୍ ହୋଇ…

ପୁଣି ଜଙ୍ଗଲରୁ ମିଳିଲା ଆଉ ୭୦୦ କେଜି ବିସ୍ଫୋରକ

ସୁନ୍ଦରଗଡର ସରଣ୍ଡା ଜଙ୍ଗଲରୁ ପ୍ରାୟ ୭୦୦ କେଜିର ବିସ୍ଫୋରକ ଜବତ ହୋଇଛି । ସର୍ଚ୍ଚ ଅପରେସନ ବେଳେ ବିସ୍ଫୋରକ ଜବତ କଲା ସୁରକ୍ଷା ବାହିନୀ । ପୂର୍ବରୁ ଅଢ଼େଇ ଟନ୍‌ ବିସ୍ଫୋରକ ଜବତ ହୋଇଥିଲାଏକ ସପ୍ତାହ ତଳେ ୪ ଟନ୍ ରୁ…

ଭୁଲ ଇଞ୍ଜେକ୍ସନ ଦେବାରୁ ଗଲା ୫ ରୋଗୀଙ୍କ ଜୀବନ !

ଭୁଲ ଇଞ୍ଜେକ୍ସନରେ ଗଲା ଏକାଥରେ ପାଞ୍ଚ ପାଞ୍ଚଟା ଜୀବନ । ଗୋଟିଏ ରାତିରେ ୫ ରୋଗୀଙ୍କ ମୃତ୍ୟୁ। କୋରାପୁଟ ସହିଦ୍ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ଏହି ଅଭାବନୀୟ ଘଟଣା ଘଟିଛି। ଭୁଲ୍ ଇଞ୍ଜେକସନ୍ ଦେବା ପରେ ରୋଗୀଙ୍କର…

କେନ୍ଦ୍ରୀୟ ଡେପୁଟେସନରେ ଗଲେ ଆଇଏଏସ ଆଶିଷ ଠାକରେ

କେନ୍ଦ୍ରୀୟ ଡେପୁଟେସନରେ ଗଲେ ଓଡ଼ିଶା କ୍ୟାଡରର ୨୦୧୧ ମସିହାର ଆଇଏଏସ ଅଧିକାରୀ ଆଶିଷ ଠାକରେ । ତାଙ୍କୁ କେନ୍ଦ୍ରୀୟ କର୍ମଚାରୀ ଯୋଜନା ଅଧୀନରେ ପାଞ୍ଚ ବର୍ଷ ପାଇଁ ଦିଲ୍ଲୀର ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ନିର୍ଦ୍ଦେଶକ ଭାବରେ ନିଯୁକ୍ତି ଦିଆଯାଇଛି । ଏହି…

କାଳବୈଶାଖୀ ବର୍ଷାରେ ଭିଜିଲା ଭୁବନେଶ୍ୱର; ଘର ଭୁଶୁଡ଼ି ଚାପି ହୋଇଗଲେ ୩ ଶ୍ରମିକ

ରାଜଧାନୀରେ ବଦଳିଲା ପାଗ । ରାଜଧାନୀର ବିଭିନ୍ନ ସ୍ଥାନରେ ହଠାତ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେଉଥିବାବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହୋଇଛି । ଭୁବନେଶ୍ୱରର ପୋଖରୀପୁଟ ଅଞ୍ଚଳରେ ଥିବା ଲିଙ୍ଗରାଜ ବିହାରରେ…

ପରିବର୍ତ୍ତନ ହେଲା ପୁରୀ-ରାଉରକେଲା ବନ୍ଦେ ଭାରତ ସାପ୍ତାହିକ ବନ୍ଦ ଦିବସ

ପରିବର୍ତ୍ତନ ହେଲା ବନ୍ଦେ ଭାରତର ବନ୍ଦ ରହିବା ସାପ୍ତାହିକ ବନ୍ଦ ଦିବସ । ପୁରୀ-ରାଉରକେଲା-ପୁରୀ ବନ୍ଦେ ଭାରତ ଏକ୍ସପ୍ରେସ ଏଣିକି ଶନିବାର ବଦଳରେ ମଙ୍ଗଳବାର ବନ୍ଦ ରହିବ । ଆସନ୍ତା ୭ ତାରିଖ ଶନିବାର ଠାରୁ ପ୍ରତି ଶନିବାର ପୁରୀ-ରାଉରକେଲା-ପୁରୀ ବନ୍ଦେ…

ଦେବଗଡ଼କୁ ୨୦୫ କୋଟି ଟଙ୍କା ମୂଲ୍ୟର ପ୍ରକଳ୍ପ ଭେଟି ଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଦେବଗଡ଼ ଜିଲ୍ଲା ଗସ୍ତରେ ଯାଇ ସେଠାରେ ପ୍ରାୟ ୨୦୫ କୋଟି ଟଙ୍କା ମୂଲ୍ୟର ୧୫ଟି ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଶୁଭ ଉଦ୍‍ଘାଟନ ଓ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି । ଏଥିସହିତ ଦେବଗଡ଼ ଜିଲ୍ଲା…