Category: ରାଜ୍ୟ

CycloneMontha: ରାଜଧାନୀରେ ବାତ୍ୟା ମୋନ୍ଥା ମୁକାବିଲା ପାଇଁ ପ୍ରସ୍ତୁତ ବିଏମ୍‌ସି: ସୁଲୋଚନା ଦାସ

ରାଜଧାନୀରେ ମୋନ୍ଥା ମୁକାବିଲା ପାଇଁ ପ୍ରସ୍ତୁତ ବିଏମ୍‌ସି । ଏ ନେଇ ସୂଚନା ଦେଇଛନ୍ତି ମେୟର ସୁଲୋଚନା ଦାସ । ସେ କହିଛନ୍ତି ଭୁବନେଶ୍ବରରେ ୫୦ ଆଶ୍ରୟସ୍ଥଳ ସହ ସବୁ ସରକାରୀ ସ୍କୁଲ ପ୍ରସ୍ତୁତ ଅଛି । ଗଛ କାଟିବା ସହ…

Cyclone Montha: ମାଡ଼ି ଆସୁଛି ବାତ୍ୟା ‘ମୋନ୍ଥା’; ୩୦ ପର୍ଯ୍ୟନ୍ତ ୮ ଜିଲ୍ଲାରେ ସ୍କୁଲ ଛୁଟି

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ମନ୍ଥାକୁ ଦୃଷ୍ଟିରେ ରଖି ଆସନ୍ତା ୩୦ ପର୍ଯ୍ୟନ୍ତ ୮ ଜିଲ୍ଲାରେ ସ୍କୁଲ ଛୁଟି। ଏ ନେଇ ପ୍ରେସମିଟ୍‌ରେ ସୂଚନା ଦେଲେ SRC ଦେଓରଞ୍ଜନ ସିଂହ । ସେ କହିଛନ୍ତି ସ୍କୁଲ ସହ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ…

Cyclone Montha: ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ମୋନ୍ଥା

ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ମୋନ୍ଥା’ । କାକିନାଡ଼ା ଠାରୁ ୬୮୦ କିମି ଦୂରରେ ଅବସ୍ଥିତ ‘ମୋନ୍ଥା’। ଘଣ୍ଟା ପ୍ରତି ୧୬ କିମି ବେଗରେ ଗତି କରୁଛି ‘ମୋନ୍ଥା’। ଆସନ୍ତା ୧୨ ଘଣ୍ଟା ମଧ୍ଯରେ ପଶ୍ଚିମ-ଉତ୍ତରପଶ୍ଚିମକୁ ଗତି କରିବ। ଅଧିକ ଘନୀଭୂତ…

Preetismita Bhoi sets World Record: ୟୁଥ୍‌ ଏସିଆନ୍‌ ଗେମ୍‌ସରେ ସ୍ୱର୍ଣ୍ଣ ପଦକ ଜିତି ବିଶ୍ୱ ରେକର୍ଡ କଲେ ପ୍ରୀତିସ୍ମିତା ଭୋଇ

ଓଡିଶାର ଯୁବ ୱେଟଲିଫ୍ଟର ପ୍ରୀତିସ୍ମିତା ଭୋଇ ନୂତନ ଏସିଆନ ଓ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି । ବାହାରିନରେ ଚାଲିଥିବା ତୃତୀୟ ଯୁବ ଏସୀୟ କ୍ରୀଡ଼ା (ୟୁଥ୍‌ ଏସିଆନ୍‌ ଗେମ୍‌ସ) ରେ ଢେଙ୍କାନାଳ ଜିଲ୍ଲାର ପ୍ରତିଭାଶାଳୀ ଝିଅ ପ୍ରିତିସ୍ମିତା ୪୪ କିଲୋଗ୍ରାମ…

Tangi IIC Suspend: କଟକ ଟାଙ୍ଗୀ IIC ନିଲମ୍ବିତ

କଟକ ଟାଙ୍ଗୀ ଥାନା ଅଧିକାରୀ ନିଲମ୍ବିତ । କଟକ ଟାଙ୍ଗୀ ଥାନା IIC ଶିବପ୍ରସାଦ ଭଦ୍ରଙ୍କୁ ନିଲମ୍ବନ କଲେ ଡିଜିପି ଯୋଗେଶ ବାହାଦୂର ଖୁରାନିଆ । ବେଆଇନ୍ ଭାବେ ଜଣେ ବ୍ୟକ୍ତିଙ୍କୁ ଅଟକ ରଖିବା ଅଭିଯୋଗରେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି…

Cyclone Montha Alert : ସମ୍ଭାବ୍ୟ ବାତ୍ୟା ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ

ସମ୍ଭାବ୍ୟ ବାତ୍ୟାକୁ ନେଇ ସମୀକ୍ଷା କରିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । SRCଙ୍କ କାର୍ଯ୍ୟାଳୟରେ ଉଚ୍ଚସ୍ତରୀୟ ସମୀକ୍ଷା କରିଛନ୍ତି ରାଜସ୍ୱ ମନ୍ତ୍ରୀ । SRC, OSDMA, ଅନ୍ୟ ଅଧିକାରୀଙ୍କୁ ନେଇ ବୈଠକ ଅନୁଷ୍ଠିତ ହୋଇଯାଇଛି । ସ୍ବତନ୍ତ୍ର ରିଲିଫ କମିଶନର…

Cyclone Montha: ଚିଲିକାରେ ଡଙ୍ଗା ଚଳାଚଳ ନିଷିଦ୍ଧ

ବାତ୍ୟା ପାଇଁ ଚିଲିକାରେ ଡଙ୍ଗା ଚଳାଚଳ ନିଷିଦ୍ଧ ହୋଇଛି। ସାମ୍ଭାବ୍ୟ ବାତ୍ୟା ମୋନ୍ଥା’ କୁ ଦୃଷ୍ଟି ରେ ରଖି ଆଜିଠାରୁ ୨୮ ତାରିଖ ପର୍ଯ୍ୟନ୍ତ ଚିଲିକା ଭିତରକୁ ଡଙ୍ଗା ଚଳାଚଳ ବନ୍ଦ କରାଯାଇଛି। ଯାତ୍ରୀବାହୀ ଡଙ୍ଗା ଓ ମାଛଧରା ଡଙ୍ଗା ଚଳାଚଳକୁ…

CycloneMontha: ବାତ୍ୟା ପ୍ରଭାବିତ ଅଞ୍ଚଳରେ ବନ୍ଦ ରହିବ ଅଙ୍ଗନବାଡ଼ି

ବାତ୍ୟା ପ୍ରଭାବିତ ଅଞ୍ଚଳରେ ବନ୍ଦ ରହିବ ଅଙ୍ଗନବାଡ଼ି। ଏ ନେଇ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଏହା ସହ ଗର୍ଭବତୀ ମହିଳାଙ୍କୁ ମେଡିକାଲକୁ ଆଣିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏ ସବୁ ଅଙ୍ଗନବାଡ଼ି ଓ ଆଶା କର୍ମୀଙ୍କୁ ଦାୟିତ୍ବ…

MannKiBaat: କୋରାପୁଟ କଫି ହେଉଛି ଓଡ଼ିଶାର ଗୌରବ: ପ୍ରଧାନମନ୍ତ୍ରୀ ମୋଦି

ଆଜି ୧୨୭ ତମ ‘ମନ୍‌ କି ବାତ୍‌’ କାର୍ଯ୍ୟକ୍ରମରେ କୋରାପୁଟ କଫିକୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଚା’ ସହିତ କୋରାପୁଟ କଫି କଥା କହିଲେ ମୋଦି ।ସେ କହିଛନ୍ତି ଓଡ଼ିଶାର କୋରାପୁଟ କଫି ଅତ୍ୟନ୍ତ ସ୍ବାଦିଷ୍ଟ। କୋରାପୁଟ କଫି…

CycloneMontha: ଗଭୀର ଅବପାତର ରୂପ ନେଲା ବାତ୍ୟା ମୋନ୍ଥା

ଗଭୀର ଅବପାତର ରୂପ ନେଲା ବାତ୍ୟା ମୋନ୍ଥା। ସକାଳ ସାଢେ ୫ଟାରେ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇଛି । ଏହା ଆଗାମୀ ୧୨ ଘଣ୍ଟା ଅର୍ଥାତ ଆଜି ସନ୍ଧ୍ୟା ସୁଦ୍ଧା ବାତ୍ୟା ସମ୍ଭାବନା। ୨୪ ଘଣ୍ଟାରେ ସକ୍ରିୟ ହୋଇ…