ତାଜା ଖବର ରାଜ୍ୟ cyclone: ଲଘୁଚାପ ପରେ ବଢିଲା ବାତ୍ୟା ଭୟ October 24, 2025 Papirani ବଙ୍ଗୋବସାଗରରେ ବାତ୍ୟା ସମ୍ଭାବନା। ଲଘୁଚାପ ପରେ ବଢିଲା ବାତ୍ୟା ଭୟ। ସମ୍ଭାବ୍ୟ ବାତ୍ୟା ନେଇ ଭାରତୀୟ ପାଣିପାଗ କେନ୍ଦ୍ର (ଆଇଏମଡି) ପକ୍ଷରୁ ଜାରି ହୋଇଛି ବାତ୍ୟାର ଗତି ପଥ । ଗତକାଲିର ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ସକାଳ ୫ଟା୩୦ ସମୟରେ…
ତାଜା ଖବର ରାଜ୍ୟ Pitabas Panda Murder case: ପୀତବାସ ପଣ୍ଡା ହତ୍ୟା ମାମଲା; ବିକ୍ରମ ପଣ୍ଡାଙ୍କ ପାଇଁ କୋର୍ଟରେ ଲଢ଼ିବେ ୪୪ ଓକିଲ October 24, 2025 Papirani ବହୁ ଚର୍ଚ୍ଚିତ ବିଜେପି ନେତା ତଥା ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲା ଏବେ କୋର୍ଟରେ ପହଞ୍ଚିଛି । ଏହି ହତ୍ୟାକାଣ୍ଡର ମାଷ୍ଟର ମାଇଣ୍ଡ ପୂର୍ବତନ ବିଜେଡି ବିଧାୟକ ବିକ୍ରମ ପଣ୍ଡାଙ୍କ ପାଇଁ କୋର୍ଟରେ ମାମଲା ଲଢ଼ିବେ ୪୪ ଓକିଲ ।…
ତାଜା ଖବର ରାଜ୍ୟ Low Pressure Rain: ସୃଷ୍ଟି ହେଲା ଆଉ ଏକ ଲଘୁଚାପ କ୍ଷେତ୍ର October 24, 2025 Papirani ବଙ୍ଗୋପସାଗର ସୃଷ୍ଟି ହେଲା ଆଉ ଏକ ଲଘୁଚାପ କ୍ଷେତ୍ର । ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଘନୀଭୂତ ହେବ । ୨୪ ଘଣ୍ଟାରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଥିବା ସୂଚନା ଦେଲା ପାଣିପାଗ ବିଭାଗ। ଏହାର ପ୍ରଭାବରେ ରାଜ୍ୟରେ…
ତାଜା ଖବର ରାଜ୍ୟ Ration Card: ରାଜ୍ୟରେ ରାସନ କାର୍ଡଧାରୀଙ୍କୁ ମିଳିବ ଅଧିକ ୫କେଜି ଚାଉଳ October 24, 2025 Papirani ରାସନ କାର୍ଡଧାରୀଙ୍କୁ ମିଳିବ ଅଧିକ ଚାଉଳ। ରାଜ୍ୟରେ ରାସନ କାର୍ଡଧାରୀଙ୍କୁ ମିଳିବ ଅଧିକ ୫କେଜି ଚାଉଳ । ସେପ୍ଟେମ୍ବର, ଅକ୍ଟୋବର ଓ ନଭେମ୍ବର ମାସ ପାଇଁ ରାସନ କାର୍ଡଧାରୀଙ୍କୁ ୫କେଜି ଅଧିକ ଚାଉଳ ମିଳିବ। ଏନେଇ ୧୯ଟି ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଯୋଗାଣ…
ରାଜନୀତି ରାଜ୍ୟ Pitabash Panda Murder Case: ବିଜେପି ଆକ୍ରୋଶମୂଳକ ରାଜନୀତି ଆରମ୍ଭ କରିଛି: ବିଜେଡି October 23, 2025 Nirvay ଗଞ୍ଜାମର ବହୁଚର୍ଚ୍ଚିତ ପୀତବାସ ପଣ୍ଡା ହତ୍ୟାକାଣ୍ଡ ଘଟଣାରେ, ପୂର୍ବତନ ବିଧାୟକ ତଥା ଗଞ୍ଜାମ ଜିଲ୍ଲା ବିଜେଡି ସଭାପତି ବିକ୍ରମ ପଣ୍ଡାଙ୍କ ଗିରଫକୁ ନେଇ ବିଜୁ ଜନତା ଦଳ ତାର ଆଭିମୁଖ୍ୟ କଡ଼ା କରିଛି । ବିଜୁ ଜନତା ଦଳ ତରଫରୁ ଜାରି…
ତାଜା ଖବର ରାଜନୀତି ରାଜ୍ୟ congress demand shut down web channel: ଓ୍ବେବ୍-ଚାନେଲ ବନ୍ଦ କରିବାକୁ ରାଜ୍ୟବ୍ୟାପୀ ଦାବି ଜଣାଇଲା କଂଗ୍ରେସ October 23, 2025 Papirani ଆସନ୍ତା ନଭେମ୍ବର ୧୧ ତାରିଖରେ ହେବାକୁ ଥିବା ନୂଆପଡ଼ା ଉପନିର୍ବାଚନରେ କଂଗ୍ରେସ ଆଗୁଆ ଥିବା ଜାଣି ନିନ୍ଦୁକମାନେ ଜନମତକୁ ବିଭ୍ରାନ୍ତ କରିବାରେ ଲାଗିପଡ଼ିଛନ୍ତି। ଅଙ୍କୁଶବିହୀନ ସାମାଜିକ ଗଣମାଧ୍ୟମରେ ଯାଚ୍ଛାତା ପ୍ରଚାରରେ ମାତିଯାଇଛନ୍ତି। ପିସିସି ସଭାପତି ଜନନେତା ଭକ୍ତ ଚରଣ ଦାସ, ତାଙ୍କ…
ଦେଶ ରାଜ୍ୟ Railway Track Reels, Selfies: ପୂର୍ବତଟ ରେଳପଥର କଡ଼ା ଚେତାବନୀ: ଟ୍ରାକ୍ ନିକଟରେ କିମ୍ବା ଟ୍ରେନ୍ରେ ସେଲ୍ଫି ନେଲେ ହେବ କାର୍ଯ୍ୟାନୁଷ୍ଠାନ October 23, 2025 Nirvay ପୂର୍ବତଟ ରେଳପଥ ଜନସାଧାରଣଙ୍କୁ ବିଶେଷକରି ଯୁବପିଢ଼ି ଏବଂ ସାମାଜିକ ଗଣମାଧ୍ୟମ ରୁଚିଶୀଳମାନଙ୍କୁ ରେଳପଥ ଉପରେ, ଟ୍ରାକ୍ ନିକଟରେ କିମ୍ବା ଚାଲୁଥିବା ଟ୍ରେନ୍ର ଫୁଟବୋର୍ଡ କିମ୍ବା ଛାତ ଉପରେ ଭିଡିଓ ସୁଟିଂ କରିବା କିମ୍ବା “ରିଲ୍” ତିଆରି କରିବାର ମାରାତ୍ମକ ଏବଂ ବେଆଇନ…
ରାଜ୍ୟ Vedanta to invest in Odisha: ଓଡ଼ିଶାରେ ୧ ଲକ୍ଷ କୋଟି ଟଙ୍କାର ନିବେଶ କରିବ ବେଦାନ୍ତ; ସୃଷ୍ଟି ହେବ ୧ ଲକ୍ଷରୁ ଅଧିକ ନିଯୁକ୍ତି ସୁଯୋଗ October 23, 2025 Nirvay ଆଜି ବେଦାନ୍ତ ଗ୍ରୁପ୍ର ଅଧ୍ୟକ୍ଷ ଅନିଲ ଅଗ୍ରୱାଲ ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ରାଜ୍ୟରେ କେତେକ ନୂଆ ଶିଳ୍ପ ପ୍ରକଳ୍ପ ବିଷୟରେ ଆଲୋଚନା କରିଛନ୍ତି । ଏହି ଆଲୋଚନାରୁ ଜଣାଯାଇଛି ଯେ, ଆଗାମୀ ଦିନରେ ବେଦାନ୍ତ…
ତାଜା ଖବର ରାଜନୀତି ରାଜ୍ୟ Nuapada By-Election: ନୂଆପଡା ଉପନିର୍ବାଚନ ପାଇଁ ବଞ୍ଜାରୀ ଦେବୀ ମନ୍ଦିରରୁ ପ୍ରଚାର ଅଭିଯାନ ଆରମ୍ଭ କଲା ବିଜେଡି October 23, 2025 Papirani ବିଜୁ ଜନତା ଦଳ ଗୁରୁବାର ନୂଆପଡା ବିଧାନସଭା ଉପନିର୍ବାଚନ ପାଇଁ ବିଧିବଦ୍ଧ ଭାବେ ପ୍ରଚାର ଅଭିଯାନର ଶୁଭାରମ୍ଭ କରିଛି । ମା’ ବଞ୍ଜାରୀ ଦେବୀ ମନ୍ଦିରରେ ବିଜେଡିର ବରିଷ୍ଠ ନେତାମାନେ ନୂଆପଡ଼ା ଉପନିର୍ବାଚନ ପାଇଁ ଦଳର ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ବିପୁଳ…
ତାଜା ଖବର ରାଜନୀତି ରାଜ୍ୟ Nuapada By-Election: ନୂଆପଡ଼ାରେ ଆଦିବାସୀ ସମାଜର ସମ୍ମିଳନୀରେ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀଙ୍କୁ ସମର୍ଥନ October 23, 2025 Papirani ନୂଆପଡା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ସଭାପତି ତଥା ବିଜେଡି ନେତା ଭାନୁ ପ୍ରତାପ ସିଂ ମାଝୀଙ୍କ ନେତୃତ୍ୱରେ ଆଜି ନୂଆପଡ଼ା ଟାନୱଟ ଠାରେ ଏକ ଆଦିବାସୀ ସମ୍ମିଳନୀ ଆୟୋଜନ ହୋଇଯାଇଛି । ନୂଆପଡାରେ ଆଜି ଆୟୋଜିତ ସମ୍ବୋଧନା ଓ ମିଶ୍ରଣ…