Category: ରାଜ୍ୟ

ବଲାଙ୍ଗୀର ଜିଲ୍ଲାରେ ବିଜେପି କର୍ମୀଙ୍କୁ ଆକ୍ରମଣ

ବଲାଙ୍ଗିର ଜିଲ୍ଲାରେ ରାଜନୈତିକ ହିଂସା। ସଇଁତଳା ଥାନା ଡୁଙ୍ଗୁରିପାଲିରେ ୨ଜଣ ବିଜେପି କର୍ମୀଙ୍କୁ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଆହତ କର୍ମୀଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୁଚନାମୁତାବକ, କାଲି ରାତିରେ ଟିଟିଲାଗଡ଼ ବିଜେପି ବିଧାୟକ ପ୍ରାର୍ଥୀ ନବୀନ ଜୈନ ଓ ତାଙ୍କ…

ଆଜି ସମ୍ବଲପୁର ଗ୍ରସ୍ତରେ ମୁଖ୍ୟମନ୍ତ୍ରୀ

ସମ୍ୱଲପୁର: ଆଜି ସମ୍ବଲପୁର ଗସ୍ତରେ ଆସିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସମ୍ବଲପୁର, ଅନୁଗୁଳ ଓ ଢେଙ୍କାନାଳରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ କରିବେ ପ୍ରଚାର । ପ୍ରଥମେ ସମ୍ୱଲପୁରରେ ପହଞ୍ଚି ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ ନବୀନ । ଏଥିପାଇଁ…

ଗଞ୍ଜାମରେ ନିର୍ବାଚନ ପାଇଁ ୨୦ କମ୍ପାନୀ କେନ୍ଦ୍ରୀୟ ଫୋର୍ସ ମୁତୟନ

ଗଞ୍ଜାମ ଜିଲାରେ ନିର୍ବାଚନୀ ହିଂସା ବୃଦ୍ଧିକୁ ଦୃଷ୍ଟିରେ ରଖି ମେ’ ୨୦ରେ ଅନୁଷ୍ଠିତ ହେବାକୁ ଥିବା ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ପାଇଁ ୨୦ କମ୍ପାନୀ କେନ୍ଦ୍ରୀୟ ଫୋର୍ସ ମୁତୟନ କରାଯିବାକୁ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ନିର୍ଦେଶ ଦେଇଛନ୍ତି…

ଚିଙ୍ଗୁଡ଼ି ପ୍ଲାଣ୍ଟରେ ବିଷାକ୍ତ ଗ୍ୟାସ ଲିକ ଘଟଣା, ଦୋଷ ଲୁଚାଇବାକୁ ଚାଲିଛି ପ୍ରୟାସ

ଗୁରୁବାର ରାତିରେ ବାଲେଶ୍ବର ଜିଲ୍ଲା ରେମୁଣା ବ୍ଲକ ଗଡିଆମାଳ ଅଞ୍ଚଳରେ ଥିବା ଏକ ଚିଙ୍ଗୁଡ଼ି ପ୍ଲାଣ୍ଟରେ ବିଷାକ୍ତ ଗ୍ୟାସ ଲିକ ହୋଇ ୧୦ ଅଧିକ କର୍ମଚାରୀ ଅସୁସ୍ଥ ହୋଇଥିଲେ। ସେଥିରେ ମହିଳା ଓ ଯୁବତୀ ନୀଳଗିରି ମେଡ଼ିକାଲରେ ଭର୍ତ୍ତି ହୋଇଥିଲେ ।…

ଆଜି ଓଡ଼ିଶା ଆସିବେ କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଓ ହେମା ମାଳିନୀ

ରାଜ୍ୟରେ ଜମୁଛି ନିର୍ବାଚନ ପ୍ରଚାର। ଓଡ଼ିଶାକୁ ବିଜେପି ଓ କଂଗ୍ରେସ କେନ୍ଦ୍ରୀୟ ନେତାଙ୍କ ଘନ ଘନ ଗସ୍ତ । ଆଜି ପ୍ରଚାର ପାଇଁ ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଓ ଡ୍ରିମଗାର୍ଲ ତଥା ସାଂସଦ ହେମା ମାଳିନୀ । ବିଜେପିର ମଥୁରା…

ହିସାବ ନ ଦେବା ପର୍ଯ୍ୟନ୍ତ ପାଣ୍ଡିଆନଙ୍କୁ ରାଜନୀତିରୁ ସନ୍ନ୍ୟାସ ନେବାକୁ ଦେବୁନି: ଭୁପେନ୍ଦ୍ର ଯାଦବ

ଭୁବନେଶ୍ଵର,ତା.୧୬/୦୫: ବିଜେପି ଏବେ ବିଜୟ ଯାତ୍ରାରେ ବାହାରିଛି । ଗତ କିଛିଦିନ ହେବ ଦେଖୁଛି, ବିଜେପିର ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କ ସମେତ କାର୍ଯ୍ୟକର୍ତାଙ୍କ ଉପରେ ମରଣାନ୍ତକ ଆକ୍ରମଣ ହେଉଛି । ଗତ କାଲି ଖଲିକୋଟରେ ବିଜେପି କାର୍ଯ୍ୟକର୍ତାଙ୍କୁ ବିଜେଡିର ଗୁଣ୍ଡାମାନଙ୍କ…

ଓଡ଼ିଶାରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ

କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ଗୁରୁବାର ଓଡ଼ିଶା ଗସ୍ତରେ ଆସି ଫୁଲବାଣୀର ଏକ ସଭାରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇଛନ୍ତି । ଏହାସହ ବିରୋଧୀଙ୍କୁ ମଧ୍ୟ ଟାର୍ଗେଟ କରିଛନ୍ତି।ଅସୀମ ପ୍ରାକୃତିକ ସମ୍ପଦ, ଜଳ, ଜଙ୍ଗଲ, ଜମି ଓ ଖଣି ଖାଦାନରେ ଭରା ଓଡ଼ିଶା।…

ରାଜଧାନୀରେ ନବୀନଙ୍କ ରୋଡ ଶୋ’

ରାଜଧାନୀ ଭୁବନେଶ୍ବରରେ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ବିଶାଳ ରୋଡ ଶୋ’ । ହାଇଟେକ୍ ବସରେ ବସି ରୋଡ ଶୋ’ କଲେ ନବୀନ।ଗଙ୍ଗନଗର ଛକରୁ ଆରମ୍ଭ ହୋଇଛି ମୁଖ୍ୟମନ୍ତ୍ରୀଙ୍କ ରୋଡ ଶୋ’ ଶିଶୁଭବନ ଛକରେ ସାରିଥିଲା। ମୁଖ୍ୟମନ୍ତ୍ରୀ ହାତ…

ବିଜେପିରୁ ଇସ୍ତଫା ଦେଲେ ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ

ବିଜେପିରୁ ଇସ୍ତଫା ଦେଲେ ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ । ସେ ତାଙ୍କ ଇସ୍ତଫା ପତ୍ର ଭାଜପା ରାଜ୍ୟ ସଭାପତିଙ୍କ ନିକଟକୁ ପଠାଇଛନ୍ତି । ଭାଜପା ରାଜୁଙ୍କୁ ସୋରରୁ ପ୍ରାର୍ଥୀ କରି ଟିକେଟ୍ ଫେରାଇ ନେଇଥିଲା । ଯାହା ପରେ…

ବିଜେପି ଛାଡି ବିଜେଡିରେ ସାମିଲ ହେଲେ ରମାରଞ୍ଜନ ବଳିୟାର ସିଂ

ବିଜେଡିରେ ସାମିଲ ହେଲେ ସତ୍ୟବାଦୀର ପୂର୍ବତନ ବିଧାୟକ ରମାରଂଜନ ବଳିୟାରସିଂହ । ସେ ଆଜି ବିଜେପି ଛାଡ଼ି ବିଜେଡିରେ ସାମିଲ ହୋଇଛନ୍ତି । ୨୦୦୪ରେ ସ୍ୱାଧୀନ ଭାବେ ଲଢ଼ି ସେ ସତ୍ୟବାଦୀରୁ ବିଧାୟକ ହୋଇଥିଲେ । ରମା ଓ ତାଙ୍କ ସମର୍ଥକଙ୍କୁ…