Category: ରାଜ୍ୟ

ଶିକ୍ଷକଙ୍କୁ ମୋହନ ସରକାର ପ୍ରତାରଣା କରନ୍ତୁ ନାହିଁ: ଭକ୍ତ ଦାସ

ବିଜେପି ସରକାର ଗଠନ କରିବା ୧୪ ମାସ ମଧ୍ୟରେ ନାରୀ ନିର୍ଯାତନା, ଅପରାଧ, ଲୋକଙ୍କ ଦୁର୍ଦ୍ଦଶା, ମିଥ୍ୟା ପ୍ରତିଶ୍ରୁତି ଆଦି ପୂର୍ବର ସମସ୍ତ ରେକର୍ଡ ଭାଙ୍ଗି ଦେଇଛି । ବର୍ତ୍ତମାନ ମୋହନ ସରକାରଙ୍କ ଦ୍ୱାରା ପ୍ରତାରିତ ଶିକ୍ଷକ ରାଜରାସ୍ତାରେ ବୋଲି ପ୍ରଦେଶ…

ରାଜ୍ୟରେ ଗଠନ ହେବ ୧୨ ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି)

ଜନସାଧାରଣଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୭ଟି ଜିଲ୍ଲାରେ ୧୨ ଟି ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ (NAC) ସ୍ଥାପନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ଏନେଇ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି ।…

ମହିଳା ଓ ଶିଶୁ ବିକାଶ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ମହିଳା ଓ ଶିଶୁ ବିକାଶ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି । ବିଭାଗ ପକ୍ଷରୁ ଅପପୁଷ୍ଟି ରୋକିବା ପାଇଁ କାର୍ଯ୍ୟକାରୀ ହେଉଥିବା ଟେକ୍-ହୋମ୍-ରାସନ୍ ଯୋଜନାରେ ଦିଆଯାଉଥିବା ଖାଦ୍ୟ ବିଶେଷକରି ଛତୁଆ…

ମା’ ସମଲେଇଙ୍କ ପାଇଁ ଧାର୍ଯ୍ୟ ହେଲା ନୂଆଁଖାଇ ଲଗ୍ନ

ପଶ୍ଚିମ ଓଡ଼ିଶାର ଗଣପର୍ବ ‘ନୂଆଁଖାଇ’ ପାଇଁ ଧାର୍ଯ୍ୟ ହେଲା ଲଗ୍ନ । ଭାଦ୍ରବ ମାସ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ଆସନ୍ତା ମାସ ୨୮ ତାରିଖ ଦିନ ସକାଳ ୧୦ ଟା ୩୩ ରୁ ୧୦ ଟା ୫୫ ମଧ୍ୟରେ ମା’ ସମଲେଇଙ୍କ…

ବାଲିପାଟଣାରେ ସମ୍ପତ୍ତି ପାଇଁ ପୁଅକୁ ଜାଳିଦେବା ଘଟଣାରେ ୩ ଗିରଫ

ରାଜଧାନୀ ଉପକଣ୍ଠ ବାଲିପାଟଣାରେ ସମ୍ପତ୍ତି ପାଇଁ ଜଣେ ଯୁବକଙ୍କୁ ପୋଡ଼ି ହତ୍ୟା କରିବା ଘଟଣାରେ ଅଭିଯୁକ୍ତ ବାପା, ସାବତ ମାଆ ଓ ସାବତ ଭାଇଙ୍କୁ ଗିରଫ କରିଛି ପୋଲିସ । ଦୀର୍ଘ ବର୍ଷର ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଜ୍ୟୋତିକୁ ତାଙ୍କ…

ଲଘୁଚାପ କ୍ଷେତ୍ର ପ୍ରଭାବରେ ୨୦ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି । ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ୨୦ ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା ନେଇ ୱାର୍ଣ୍ଣିଂ ଜାରି କରାଯାଇଛି । ୧୮ ଓ ୧୯ ତାରିଖ ପାଇଁ ପାଣିପାଗ ବିଭାଗ ଅରେଞ୍ଜ ୱାର୍ଣ୍ଣିଂ…

ପ୍ରକାଶ ପାଇଲା ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ; ପାସ୍ ହାର ୫୬.୨୩%

ପ୍ରକାଶ ପାଇଲା ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ । ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍‌ ପରୀକ୍ଷା ଆଜି ପ୍ରକାଶ ପାଇଛି । ଚଳିତ ଥର…

ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତିଙ୍କୁ ଅଚାନକ ଆକ୍ରମଣ

ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତିଙ୍କୁ ଅଚାନକ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ତାରାଙ୍କ ପିଏସଓ ଦେଇଥିବା ଲିଖିତ ଅଭିଯୋଗ ଅନୁଯାୟୀ, ତାରାଙ୍କୁ ସର୍ବସାଧାରଣରେ ଆକ୍ରମଣ କରିବା ସହ ଜୀବନରୁ ମାରିଦେବାକୁ ଧମକ ଦେଇଥିଲେ କୃଷ୍ଣଚନ୍ଦ୍ର । ସୂଚନା ଅନୁଯାୟୀ, ଗତ…

ଜେରା ବେଳେ ଅସ୍ତରଙ୍ଗ ଥାନା ଅଧିକାରୀ ଫେରାର୍; ନିଲମ୍ବିତ କଲେ ପୋଲିସ ଡିଜି

ନିଲମ୍ବିତ ହେଲେ ଅସ୍ତରଙ୍ଗ ଥାନା ଭାରପ୍ରାପ୍ତ ଅଧିକାରୀ ରାଜେଶ ବଳିଆରସିଂହ । ଜୟପୁର SI ଥିବାବେଳେ କାର୍ଯ୍ୟରେ ଅବହେଳା କରିଥିବା ନେଇ ପୋଲିସ ଡିଜି ଏପରି ଆକ୍ସନ ନେଇଥିବା ଜଣାପଡିଛି । ସେପଟେ ଜେରା ବେଳେ ଅସ୍ତରଙ୍ଗ ଆଇଆଇସି ରାଜେଶ ବଳିଆରସିଂ…

ଭୀମ ଭୋଇ ଦୃଷ୍ଟି ହୀନ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସହ ସ୍ୱାଧୀନତା ଦିବସ ପାଳନ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସରକାରୀ ବାସ ଭବନରେ ଭୁବନେଶ୍ୱର ସ୍ଥିତ ଭୀମ ଭୋଇ ଦୃଷ୍ଟି ହୀନ ବିଦ୍ୟାଳୟର ଛାତ୍ର ଛାତ୍ରୀ ମାନଙ୍କ ସହିତ ସ୍ୱାଧୀନତା ଦିବସ -୨୦୨୫ ପାଳନ କରିଛନ୍ତି । ଏହି ଅବସରରେ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇବା ସହ…