Category: ରାଜ୍ୟ

Odisha Weather Update: ଓଡ଼ିଶାକୁ କାହିଁକି ଛାଡ଼ୁନି ଲଘୁଚାପ ବିପଦ

ଓଡ଼ିଶାର ପିଛା ଛାଡ଼ୁନି ଲଘୁଚାପ । ଅକ୍ଟୋବରରେ ଅଧିକ ଲଘୁଚାପ ହୋଇଛି । ଏସବୁ ଭିତରେ ଆଜି ପୁନଶ୍ଚ ଲଘୁଚାପ ସୃଷ୍ଟି ହୋଇଛି, ଆସନ୍ତାକାଲି ଅବପାତର ରୂପ ନେଇପାରେ । ଆଜି ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା…

Diwali 2025: ପ୍ରଦୂଷଣ ପାଇଁ କେବଳ ଦୀପାବଳି ହିଁ ଦାୟୀ ନୁହେଁ

ସବୁବର୍ଷ ଦୀପାବଳି ଆସିଲେ ପ୍ରଦୂଷଣ କଥା ମନେ ପଡ଼େ । ହେଲେ ବାସ୍ତବରେ ପ୍ରଦୂଷଣ ପାଇଁ କେବଳ ଦୀପାବଳି ଦାୟୀ ନୁହେଁ । ଏହା ପଛରେ ଅନେକ କାରଣ ରହିଛି । ଗାଡିମୋଟର ଚଳାଚଳ, ଟ୍ରାଫିକ ଜାମ, ଫ୍ୟାକ୍ଟ୍ରିରୁ ବାହାରୁଥିବା ଧୂଆଁ,…

Rain alert: ଲଗାତର ୩ଟି ଲଘୁଚାପ ସମ୍ଭାବନା; ରାଜ୍ୟରେ ପ୍ରବଳ ବର୍ଷା  

ଏଥର ଲଗାଣ ବର୍ଷାରେ ଭିଜିବ ସାରା ରାଜ୍ୟ । ଗୋଟିଏ ନୁହେଁ ଲଗାତର ୩ଟି ଲଘୁଚାପ ନେଇ ଆକଳନ କରିଛନ୍ତି ପାଣିପାଗ ବିଜ୍ଞାନୀ ଶରତ ସାହୁ । ସେ କହିଛନ୍ତି ଗୋଟିଏ ସୃଷ୍ଟି ହୋଇଛି, ୨୬ ବେଳକୁ ଦ୍ବିତୀୟ, ୨୯ ବେଳକୁ…

Puri shrimandir; ପୁଣି ଶ୍ରୀମନ୍ଦିର ଭିତରେ ମୋବାଇଲ୍‌ ଫୋନ୍; ଫଟୋ ଉଠାଇବା ସମୟରେ ଜଣେ ଗୁମାସ୍ତା ଅଟକ

ପୁଣି ଶ୍ରୀମନ୍ଦିର ଭିତରେ ମୋବାଇଲ୍‌ ଫୋନ୍ । ଫଟୋ ଉଠାଇବା ସମୟରେ ଜଣେ ଗୁମାସ୍ତାଙ୍କୁ ଅଟକ ରଖାଯାଇଛି। ପ୍ରତିହାରୀ ନିଯୋଗ ସମ୍ମୁଖରେ ଫଟୋ ଉଠାଇ ଧରାପଡ଼ିଛନ୍ତି ଗୁମାସ୍ତା।ଗୁମାସ୍ତା ଫୋନ୍‌ରେ ଯାତ୍ରୀଙ୍କ ଫଟୋ ଉଠାଇଥିବା ସୂଚନା ମିଳିଛି। ବର୍ତ୍ତମାନ ଯାଏଁ ଗୁମାସ୍ତାଙ୍କ ପରିଚୟ…

Pitabas Panda murder case: ଖୁବ୍‌ଶୀଘ୍ର ପୀତବାସ ହତ୍ୟାକାଣ୍ଡର ହେବ ଖୁଲାସା: ଆଇଜି

ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଖୁବ୍‌ଶୀଘ୍ର ହେବ ପର୍ଦ୍ଦାଫାସ । ଏ ନେଇ ଆଜି ସୂଚନା ଦେଇଛନ୍ତି ଦକ୍ଷିଣାଞ୍ଚଳ ଆଇଜି ନୀତି ଶେଖର । ସେ କହିଛନ୍ତି ପୋଲିସ ତଦନ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଏ ନେଇ ଦିନେ…

Low pressure: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର; ୩୬ ଘଣ୍ଟାରେ ଅବପାତ ସମ୍ଭାବନା

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ୩୬ ଘଣ୍ଟାରେ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟରେ ସପ୍ତାହେ ପର୍ଯ୍ୟନ୍ତ ବର୍ଷା ଲାଗି…

Nuapada Bypoll: ଶେଷ ହୋଇଛି ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା

ନୂଆପଡା ଉପ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ ଆଜି ଶେଷ ହୋଇଛି । ସମୁଦାୟ ୧୭ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ତିନି ପ୍ରମୁଖ ରାଜନୀତି ଦଳର ତିନି ଜଣ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଛନ୍ତି…

Weather alert: ଆସନ୍ତା ୨୪ରୁ ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା 

ଆସନ୍ତା ୨୪ରୁ ୨୬ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ଆଶଙ୍କା । ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ସୂଚନା ମୁତାବକ ବଙ୍ଗୋପସାଗରରେ ଆଗାମୀ ୨୪ ଘଣ୍ଟାରେ ଲଘୁଚାପ ସୃଷ୍ଟି ସମ୍ଭାବନା ।…

Nuapada By-Election: ନୂଆପଡ଼ା ଉପନିର୍ବାଚନ; ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆ

ନୂଆପଡ଼ା ଉପ ନିର୍ବାଚନ ପାଇଁ ସରଗରମ ହେଉଛି ରାଜନୀତି । ପ୍ରମୁଖ ତିନି ଦଳ ବିଜେପି, ବିଜେଡ଼ି ଓ କଂଗ୍ରେସ ନିଜ ନିଜର ରଣନୀତି ପ୍ରସ୍ତୁତ କରି ନିର୍ବାଚନ ମଇଦାନକୁ ଓହ୍ଲାଇ ପ୍ରଚାରକୁ ଜୋରଦାର କରିଛନ୍ତି । ଏହାରି ମଧ୍ୟରେ ନୂଆପଡା…

Ama Bus service: ଆଜି ଦିନ ୩ଟା ପରେ ଆମ ବସ୍‌ ସେବା ବନ୍ଦ

ଆଜି ଦିନ ୩ଟା ପରେ ଆମ ବସ୍‌ ସେବା ବନ୍ଦ । ଆଜି ପବିତ୍ର ଦୀପାବଳି। ଏହାକୁ ଦୃଷ୍ଟିରେ ରଖି CRUT କର୍ତ୍ତୃପକ୍ଷଙ୍କ ନିଷ୍ପତ୍ତି।ପୁଣି ଆସନ୍ତାକାଲିରୁ ସ୍ବାଭାବିକ ଭାବେ ଚାଲିବ ‘ଆମ ବସ୍‌’ । ଏ ନେଇ କ୍ୟାପିଟାଲ ରିଜିଅନ୍ ଅର୍ବାନ୍…