ତାଜା ଖବର ରାଜନୀତି ରାଜ୍ୟ ସୌମ୍ୟାଶ୍ରୀଙ୍କ ପରିବାରକୁ ଭେଟିଲେ ଭକ୍ତ ଦାସ; କ୍ୟାଣ୍ଡଲ ଯାତ୍ରାରେ ହେଲେ ସାମିଲ July 15, 2025 Papirani ବାଲେଶ୍ୱର ଫକୀରମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ମୃତ ଛାତ୍ରୀ ସୌମ୍ୟାଶ୍ରୀଙ୍କ ଗାଁରେ କଂଗ୍ରେସ । ଭୋଗରାଇ ବ୍ଲକ ପଳାସିଆକୁ ଯାଇ ସୌମ୍ୟାଶ୍ରୀଙ୍କ ପରିବାରକୁ ଭେଟିଲେ ପିସିସି ସଭାପତି ଭକ୍ତ ଚରଣ ଦାସ । ତାଙ୍କ ସହ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର…
ତାଜା ଖବର ରାଜ୍ୟ ଆସନ୍ତା ୧୯ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା; ସତର୍କ କରାଇଲା ପାଣିପାଗ ବିଭାଗ July 15, 2025 Papirani ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା । ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏନେଇ ବିଭିନ୍ନ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ଆକଳନ…
ତାଜା ଖବର ରାଜ୍ୟ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା: ୟୁଜିସି ପକ୍ଷରୁ ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ July 15, 2025 Papirani ବାଲେଶ୍ବର ସ୍ଥିତ ଏଫଏମ କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣାରେ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC) ପକ୍ଷରୁ ଫ୍ୟାକ୍ଟ ଫାଇଣ୍ଡିଂ ଗଠନ କରାଗଲା କମିଟି । ଆତ୍ମାହୁତି ଘଟଣାରେ ତଦନ୍ତ କରିବ ୪ ଜଣିଆ କମିଟି । ପ୍ରଫେସର ରାଜ ମିତ୍ତଲଙ୍କ…
ତାଜା ଖବର ରାଜ୍ୟ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା: ଏଚ୍ଓଡି ସମୀର ସାହୁଙ୍କ ନାଁରେ ଅଭିଯୋଗ ନେଇ ତଥ୍ୟ ରଖିଲେ ଆଇସିସି ସଦସ୍ୟ July 15, 2025 Papirani ବାଲେଶ୍ୱର ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁ ପରେ ପ୍ରତିକ୍ରିୟା ଦେଇଛନ୍ତି ଆଇସିସି କୋର୍ଡିନେଟର୍ ଜୟଶ୍ରୀ ମିଶ୍ର ଏବଂ ସଦସ୍ୟ ମୀନତି ସେଠୀ । ଏଚ୍ଓଡି ସମୀର ସାହୁଙ୍କ ନାଁରେ ଅଭିଯୋଗ ନେଇ ରଖିଲେ ତଥ୍ୟ ।…
ତାଜା ଖବର ରାଜ୍ୟ ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କୁ ଆଶ୍ୱସ୍ତି; ବଢିଲା ଅନ୍ତରୀଣ ସୁରକ୍ଷା July 15, 2025 Papirani ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କୁ ମିଳିଲା ଆଶ୍ୱସ୍ତି । ତାଙ୍କ ଅନ୍ତରୀଣ ଜାମିନ ଅବଧି ବୃଦ୍ଧି । ଜୁଲାଇ ୧୮ ତାରିଖ ଯାଏଁ ଅନ୍ତରୀଣ ସୁରକ୍ଷାକୁ ବଳବତ୍ତର ରଖିଛନ୍ତି ହାଇକୋର୍ଟ। ଏହି ଅବଧି ମଧ୍ୟରେ ସେମାନଙ୍କ ବିରୁଦ୍ଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରିବ…
ତାଜା ଖବର ରାଜ୍ୟ ଏଫଏମ କଲେଜ ଛାତ୍ରୀଙ୍କ ମୃତ୍ୟୁ ଘଟଣା; ସନ୍ଧ୍ୟା ପରେ ଆସିବ ବଡ଼ ନିଷ୍ପତ୍ତି: ରାଜସ୍ବ ମନ୍ତ୍ରୀ July 15, 2025 Papirani ବାଲେଶ୍ବର ସ୍ଥିତ ଏଫଏମ କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣାକୁ ନେଇ ଆଜି ଲୋକସେବା ଭବନରେ ଅନୁଷ୍ଠିତ ହୋଇଯାଇଛି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ । ନେଇ ଘଟଣାରେ ଆଜି ସନ୍ଧ୍ୟା ସୁଦ୍ଧା ନିଆଯିବ ବଡ଼ ନିଷ୍ପତ୍ତି ନିଆଯିବ ବୋଲି ଏହି ବୈଠକ…
ତାଜା ଖବର ରାଜ୍ୟ ୫ ବର୍ଷରୁ ଅଧିକ ବୟସ ପିଲାମାନେ ହେବେ ରାସନ କାର୍ଡରେ ସାମିଲ July 15, 2025 Papirani ୩ ମାସରେ ଇ-କେୱାଇସି ନ କଲେ କରାଯିବ ରାସନ କାର୍ଡ । ଏନେଇ ଆଜି ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ସେ କହିଛନ୍ତି ଏ ପର୍ଯ୍ୟନ୍ତ ରାସନ କାର୍ଡ ପାଇଁ ୨୦ ଲକ୍ଷ ୫୮ ହଜାର…
ରାଜ୍ୟ ଝିଅକୁ ନେଇ ରାଜନୀତି ନ କରିବାକୁ ଅପିଲ୍ କଲେ ସୌମ୍ୟାଶ୍ରୀଙ୍କ ବାପା July 15, 2025 Nirvay ବାଲେଶ୍ୱର ଫକୀର ମୋହନ ସ୍ଵୟଂଶାସିତ ମହାବିଦ୍ୟାଳୟର ଇଣ୍ଟିଗ୍ରେଟେଡ୍ ବିଏଡ୍ ଦ୍ୱିତୀୟ ବର୍ଷ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁ କୁ ନେଇ ରାଜନୀତି ନ କରିବାକୁ ଅପିଲ୍ କରିଛନ୍ତି ସୌମ୍ୟାଶ୍ରୀଙ୍କ ବାପା । ଝିଅ ଚାଲିଯାଇଛି, ତେଣୁ ତାକୁ ନେଇ ଆଉ ରାଜନୀତି…
ରାଜନୀତି ରାଜ୍ୟ ସୌମ୍ୟାଶ୍ରୀଙ୍କୁ ନ୍ୟାୟ ଦାବିରେ ସାରା ରାଜ୍ୟରେ ବିଜେଡିର ବିକ୍ଷୋଭ ଆରମ୍ଭ July 15, 2025 Nirvay ଫକୀରମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁରେ ରାଜ୍ୟ ସରକାରଙ୍କ ବିଫଳତାକୁ ବିରୋଧ କରି ସାରା ରାଜ୍ୟରେ ବିଜେଡି ବିକ୍ଷୋଭ ଆରମ୍ଭ କରିଛି । ଭୁବନେଶ୍ୱର, ବାଲେଶ୍ୱର ଫକୀରମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟ, ବାରିପଦା ଏବଂ ବିଭିନ୍ନ ସ୍ଥାନରେ ଛାତ୍ର ବିଜେଡି…
ରାଜ୍ୟ ସମ୍ପାଦକୀୟ ରାଜନୈତିକ ଚକ୍ରବ୍ୟୁହରେ ଫସିଗଲେ ପୀଡିତା July 15, 2025 Papirani ଗିରଫ ହେଲେ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାର ଦୁଇ ଅଭିଯୁକ୍ତ । ମୁଖ୍ୟ ଅଭିଯୁକ୍ତ ଫକୀର ମୋହନ କଲେଜ ବିଏଡ ବିଭାଗ ଏଚଓଡି ସମୀର କୁମାର ସାହୁ ଓ ସହଯୋଗୀ ଅଭିଯୁକ୍ତ ପୂର୍ବତନ ଅଧ୍ୟକ୍ଷ ଡକ୍ଟର ଦିଲ୍ଲୀପ କୁମାର ଘୋଷ ।…