Category: ରାଜ୍ୟ

ଏମ୍ସର ୬୪୩ ଛାତ୍ରଛାତ୍ରୀଙ୍କୁ ଡିଗ୍ରୀ ସାର୍ଟିଫିକେଟ ପ୍ରଦାନ କଲେ ରାଷ୍ଟ୍ରପତି

ଭୁବନେଶ୍ୱର ସ୍ଥିତ ଅଖିଳ ଭାରତୀୟ ଆର୍ୟୁ ବିଜ୍ଞାନ ସଂସ୍ଥାନର ଦଶମ ସମାବର୍ତ୍ତନ ଉତ୍ସବରେ ଯୋଗ ଦେଲେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ଏହି ଅବସରରେ ଏମ୍ସର ୬୪୩ ଛାତ୍ରଛାତ୍ରୀଙ୍କୁ ଡିଗ୍ରୀ ସାର୍ଟିଫିକେଟ ପ୍ରଦାନ କରିବା ସହ ଡିଗ୍ରୀପ୍ରାପ୍ତ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି…

ଭୁବନେଶ୍ୱର ଏମ୍ସରେ ଗୁରୁତର ଛାତ୍ରୀଙ୍କୁ ଭେଟିଲେ ରାଷ୍ଟ୍ରପତି

ଭୁବନେଶ୍ୱର ଏମ୍ସରେ ଗୁରୁତର ଛାତ୍ରୀଙ୍କୁ ଭେଟିଲେ ରାଷ୍ଟ୍ରପତି ।ଏଫଏମ କଲେଜରେ ଜଳି ଆତ୍ମାହୁତି ହେଇଥିବା ପୀଡ଼ିତା ସୌମ୍ୟାଶ୍ରୀଙ୍କୁ ଏମ୍ସରେ ଭେଟିଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସ୍ୱତନ୍ତ୍ର ବର୍ଣ୍ଣ ୟୁନିଟ୍‌କୁ ଯାଇ ଭେଟିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସୌମ୍ୟାଶ୍ରୀଙ୍କ…

ଛାତ୍ରୀ ଆତ୍ମାହୂତି ଘଟଣା ପଛରେ ଛାତ୍ର କଂଗ୍ରେସର ନେତାମାନେ ଉସ୍‌କାଇଥିବା ପ୍ରମାଣ ସାମାଜିକ ଗଣମାଧ୍ୟମରେ ରହିଛି : ବିରଂଚି ନାରାୟଣ ତ୍ରିପାଠୀ

ବାଲେଶ୍ୱର ଏଫ୍‌ଏମ୍ କଲେଜରେ ଯେଉଁ ଘଟଣା ଘଟିଲା ତାହା ଅତ୍ୟନ୍ତ ଦୁଃଖଦାୟକ ଓ ହୃଦୟବିଦାରକ। ଏହି ଘଟଣା ସମସ୍ତ ଓଡ଼ିଶାବାସୀଙ୍କୁ ଦୁଃଖ ଦେଇଛି। ରାଜନୈତିକ ଦଳ ହିସାବରେ ବିଜେପି ପାର୍ଟି ହେଉ କିମ୍ବା ଓଡ଼ିଶା ସରକାର ହେଉ ସମସ୍ତେ ଏହି ଘଟଣାରେ…

ଏମ୍ସର ସମାବର୍ତ୍ତନ ସମାରୋହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଏମ୍ସର ଭୁବନେଶ୍ୱର ସମାବର୍ତ୍ତନ ସମାରୋହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୬୪୩ ଛାତ୍ରଛାତ୍ରୀଙ୍କୁ ଡିଗ୍ରୀ ସାର୍ଟିଫିକେଟ ପ୍ରଦାନ କରିବେ ରାଷ୍ଟ୍ରପତି । ଏହି ଅବସରରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, କେନ୍ଦ୍ର ମନ୍ତ୍ରୀ, ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀଙ୍କ ସମେତ ଭୁବନେଶ୍ୱର ସାଂସଦ ଓ ଅନ୍ୟ…

ବାଲେଶ୍ୱର ଏଫ୍.ଏମ୍. କଲେଜ ନିଲମ୍ବିତ ପ୍ରିନ୍ସିପାଲ ଗିରଫ

ଏଫ୍.ଏମ୍. ମହାବିଦ୍ୟାଳୟର ନିଲମ୍ବିତ ଅଧ୍ୟକ୍ଷ ଦିଲ୍ଲୀପ ଘୋଷ ଗିରଫ । ଦିଲୀପ ଘୋଷଙ୍କୁ ଗିରଫ କଲା ସହଦେବଖୁଣ୍ଟା ପୋଲିସ । ଏ ନେଇ ସୂଚନା ଦେଇଛନ୍ତି ବାଲେଶ୍ୱର ପୋଲିସ ଅଧିକ୍ଷକ ରାଜ ପ୍ରସାଦ। କଲେଜର ଛାତ୍ରୀ ଆତ୍ମାହୁତି ଉଦ୍ୟମ କରିବା ମାମଲାରେ…

ଖୁରାନିଆଙ୍କ ମାଷ୍ଟର ପ୍ଲାନିଂ ଯୋଗୁ ସୁରୁଖୁରୁରେ ହେଲା ରଥଯାତ୍ରା ?

ଓଡ଼ିଶାସାରା ଛି ଛି। କିନ୍ତୁ ପ୍ରଚାର ଚାଲିଛି ଦିଲ୍ଲୀରେ। ପୁଣି ମୁଖ୍ୟମନ୍ତ୍ରୀ ମୋହନ ବାବୁଙ୍କର ନୁହେଁ । ଡିଜିପି ଓ୍ବାଇବି ଖୁରାନିଆଙ୍କର। ସରକାରଙ୍କ ଏଭଳି ଗତି ସର୍ବତ୍ର ଆଲୋଚନା ପାଇଁ ବାଟ ଫିଟାଇ ଦେଇଛି। ନବୀନ ସରକାରଙ୍କ ଅମଳରେ ବିପର୍ଯ୍ୟୟ ପରିଚାଳନା…

ଏଫଏମ କଲେଜ ଘଟଣା: ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ସହ କଥା ହେଲେ ରାଜ୍ୟପାଳ; ନିଆଯାଇଥିବା ପଦକ୍ଷେପ ବିଷୟରେ ମାଗିଲେ ବିସ୍ତୃତ ସୂଚନା

ବାଲେଶ୍ୱରର ଏଫଏମ ସ୍ୱୟଂଚାଳିତ କଲେଜର ଛାତ୍ରୀଙ୍କ ସହ ଘଟିଥିବା ଦୁର୍ଭାଗ୍ୟଜନକ ଘଟଣା ସମ୍ପର୍କରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସହ କଥା ହେଲେ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟି । ଘଟଣାରେ ନିଆଯାଇଥିବା ପଦକ୍ଷେପ ବିଷୟରେ ମାଗିଲେ ବିସ୍ତୃତ ସୂଚନା ।…

ବାଲେଶ୍ଵର ଛାତ୍ରୀଙ୍କ ଘଟଣା: ଏମ୍ସରେ ପୀଡ଼ିତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ବୁଝିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ଭୁବନେଶ୍ୱର ଏମ୍ସ ଗସ୍ତ କରିଛନ୍ତି । ସେଠାରେ ଚିକିତ୍ସାଧୀନ ଥିବା ଏଫ୍.ଏମ୍. କଲେଜ ପୀଡ଼ିତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ପଚାରି ବୁଝିବା ସହିତ ପରିବାର ସହିତ ମଧ୍ୟ ଆଲୋଚନା କରିଛନ୍ତି । ପୀଡ଼ିତାଙ୍କ ଆଶୁ ଆରୋଗ୍ୟ…

ଆଜି ବି ଜଟିଳ ରହିଛି ବାଲେଶ୍ବର ଛାତ୍ରୀଙ୍କ ସ୍ୱାସ୍ଥ୍ୟ ଅବସ୍ଥା 

ବାଲେଶ୍ୱର ଫକୀର ମୋହନ କଲେଜ ପରିସରରେ ଆତ୍ମାହୁତି ଉଦ୍ୟମ କରିଥିବା ଛାତ୍ରୀଙ୍କ ସ୍ୱାସ୍ଥ୍ୟ ଅବସ୍ଥା କାଲି ପରି ଆଜି ବି ଜଟିଳ ରହିଛି । ଏ ନେଇ ଆଜି ସୂଚନା ଦେଇଛନ୍ତି ଭୁବନେଶ୍ବର ଏମ୍ସ ଅଧୀକ୍ଷକ ଦିଲୀପ ପରିଡ଼ା । ସେ…

କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ଦିଲ୍ଲୀରୁ ପ୍ରେସମିଟ୍ କରି ବର୍ଷିଲା ମହିଳା କଂଗ୍ରେସ

ବାଲେଶ୍ୱର ଫକୀର ମୋହନ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ଆଜି ଦିଲ୍ଲୀରୁ ପ୍ରେସମିଟ୍ କରି ବର୍ଷିଲେ ମହିଳା କଂଗ୍ରେସ ସଭାନେତ୍ରୀ । ଦିଲ୍ଲୀର ଅଖିଳ ଭାରତୀୟ କଂଗ୍ରେସ କମିଟି (ଏଆଇସିସି) ମୁଖ୍ୟାଳୟରେ ସାମ୍ବାଦିକ ସମ୍ମିଳନୀ କରି ରାଜ୍ୟ ସରକାରଙ୍କ ବିଫଳତାକୁ…