Category: ରାଜ୍ୟ

ସୋସିଆଲ ମିଡ଼ିଆ ସଜାଡ଼ିବାକୁ ବିଜେଡିର ପ୍ରୟାସ

ସୋସିଆଲ ମିଡ଼ିଆ ସଜାଡ଼ିବାକୁ ବିଜେଡି ଏବେ ଜୋରଦାର ଚେଷ୍ଟା ଚଳାଇଛି । ୨୦୨୪ ନିର୍ବାଚନ ହାରିବାକୁ ଦଳ କି ଦଳୀୟ ନେତା ସହଜରେ ଗ୍ରହଣ କରିପାରୁନାହାନ୍ତି । ଗତ ସାଧାରଣ ନିର୍ବାଚନରେ ନିର୍ବାଚନ ବୈତରଣୀ ପାର ହେବାକୁ ସୋସିଆଲ ମିଡ଼ିଆର ବହୁଳ…

ଗଜପତି ଭୂସ୍ଖଳନରେ ୨ ମୃତ, ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଦୁଇ ଦିନ ଧରି ଲଗାଣ ବର୍ଷାରେ ଗଜପତି ଜିଲ୍ଲାରେ ବ୍ୟାପକ କ୍ଷୟକ୍ଷତି ଘଟିଥିବାବେଳେ ପ୍ରବଳ ବର୍ଷା ଯୋଗୁଁ ଭୂସ୍ଖଳନ ହୋଇ ୨ ଜଣ ପ୍ରାଣ ହରାଇଛନ୍ତି । ଏହି ଦୁଃଖଦ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ…

ହୀରାକୁଦ ଜଳଭଣ୍ଡାରରେ ‘ପଞ୍ଜୁରୀ ମାଛ ଚାଷ ସାଧାରଣ ସୁବିଧା କେନ୍ଦ୍ର’ ର ଉଦଘାଟନ କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓଡ଼ିଶା ସରକାରଙ୍କ ପକ୍ଷରୁ ହୀରାକୁଦ ଜଳଭଣ୍ଡାରରେ ପଞ୍ଜୁରୀ ସ୍ଥାପନ କରି ମାଛ ଚାଷ କରାଯିବାର ଆଧୁନିକ ପ୍ରଣାଳି ‘ପଞ୍ଜୁରୀ ମାଛ ଚାଷ ସାଧାରଣ ସୁବିଧା କେନ୍ଦ୍ର’ ର ଉଦଘାଟନ କରିଛନ୍ତି । ପ୍ରାୟ ୭କୋଟି…

ଅଣ୍ଡର ୧୪ ସିବିଏସଇ ଭାରତୀୟ କ୍ରିକେଟ ଦଳରେ ସ୍ଥାନ ପାଇଲେ ଓଡ଼ିଆ ପୁଅ ଆରିଜ୍ ଫୈସଲ ଜିଲାନି

ଅଣ୍ଡର ୧୪ ସିବିଏସଇ ଭାରତୀୟ କ୍ରିକେଟ୍ ଦଳରେ ସ୍ଥାନ ପାଇଲେ ଉମରକୋଟ ବାସିନ୍ଦା ଖାଲିଦ ଜିଲାନିଙ୍କ ପୁଅ ଆରିଜ୍ ଫୈସଲ ଜିଲାନି । ଅରିଜ ଜଣେ ମିଡିୟମ ଫାଷ୍ଟ୍ ବୋଲର, ତାଙ୍କର ଉତ୍ତମ ପ୍ରଦର୍ଶନ ଯୋଗୁଁ ସେ ଟିମରେ ସ୍ଥାନ ହାସଲ…

ପୋଲିସ ଏସ୍ଆଇ ପରୀକ୍ଷାରେ ଜାଲିଆତି ଘଟଣା; ବିଜେପିର ସମ୍ପୃକ୍ତି ଅଭିଯୋଗର ପ୍ରମାଣ ରଖିଲା ବିଜେଡି

ପୋଲିସ ସବ୍ଇନ୍ସପେକ୍ଟର ନିଯୁକ୍ତି ପାଇଁ ହେବାକୁ ଥିବା ଲିଖିତ ପରୀକ୍ଷାରେ ଜାଲିଆତି ମାମଲାରେ ସମ୍ପୃକ୍ତ ମୁଖ୍ୟ ଅଭିଯୁକ୍ତ ଶଙ୍କର ପୃଷ୍ଟିର ପୋଲ୍ ଖୋଲିଲା ବିଜେଡି । ଆଜି ସାମ୍ୱାଦିକ ସମ୍ମିଳନୀରେ ପ୍ରଶ୍ନପତ୍ର ମାମଲାରେ ବିଜେପି ସରକାରକୁ ଟାର୍ଗେଟ କରିଛି ବିଜେଡି ।…

ଏସ୍ଆଇ ପରୀକ୍ଷା ଘୋଟାଲାରେ ପୂର୍ବତନ ଡିଆଇଜି କୁଳମଣି ବେହେରାଙ୍କ ପୁଅ ଗିରଫ

ଏସ୍ଆଇ ପରୀକ୍ଷା ଘୋଟାଲାରେ ଗିରଫ ପରୀକ୍ଷାର୍ଥୀଙ୍କ ମଧ୍ୟ ପୋଲିସ ବାବୁଙ୍କ ପିଲା । ଏସ୍ଆଇ ପରୀକ୍ଷା କେଳେଙ୍କାରୀରେ ପୂର୍ବତନ ଡିଆଜିଙ୍କ ପୁଅ ଗରିଫ। ଅବସର ଡିଆଇଜି କୁଳମଣି ବେହେରାଙ୍କ ପୁଅ ଅମୀୟ ବେହେରା ଗିରଫ ହୋଇଛି। କୁଳମଣି ବେହେରାଙ୍କ ପରି ବହୁ…

ଅବହେଳାରୁ ଚୌଦ୍ବାର ଜେଲରୁ ୨ ବିହାରୀ ଡକାୟତ ଫେରାର; ଚିଫ୍ ୱାର୍ଡର ଓ ଜଣେ ୱାର୍ଡରଙ୍କୁ ନିଲମ୍ୱିତ

କତ୍ତୃପକ୍ଷଙ୍କ ଅବହେଳାରୁ ଚୌଦ୍ୱାର ମଣ୍ଡଳ କାରାଗାରରୁ ଦୁଇ ବିଚାରଧୀନ କଏଦୀ ଚମ୍ପଟ୍‌ । ଦଶହରା ପାଇଁ ଜେଲରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା । ସମସ୍ତ କର୍ମଚାରୀ ଦଶହରା କାର୍ଯ୍ୟକ୍ରମରେ ମସଗୁଲ ଥିଲେ । ଏହାର ସୁଯୋଗ ନେଇ କଟକ…

ବ୍ୟୋମକେଶ ରାୟଙ୍କୁ ଘେରିଲେ ସାଧାରଣ ଜନତା

ଦୁର୍ଗା ମେଢ଼ ଦେଖିବାକୁ ଆସି ହରଡ଼ଘଣାରେ ପଡ଼ିଲେ ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟ । ନିଜ ନିର୍ବାଚନ ମଣ୍ଡଳୀରେ ଦୁର୍ଗାପୂଜା ମଣ୍ଡପ ବୁଲୁଥିବା ବେଳେ ଭଦ୍ରକ ଜିଲ୍ଲା ଚାନ୍ଦବାଲି ନିର୍ବାଚନ ମଣ୍ଡଳୀ ଖେରଙ୍ଗ ପଞ୍ଚାୟତର ଲୋକ ‘ଭତ୍ତା ଚୋର’ କହି ଶ୍ରୀ…

ଆଜି ମା’ଙ୍କ ଭସାଣି; ମଦ ବିକ୍ରି ଉପରେ କଟକଣା

ଆଜି ମା’ ଜଗତଜନନୀଙ୍କ ଭସାଣି ଯାତ୍ରା। ଆଜି ବିଭିନ୍ନ ସ୍ଥାନରେ ମାଆଙ୍କୁ ଦିଆଯିବ ମେଲାଣି । ସବୁ ବର୍ଷ ପରି ଚଳିତ ବର୍ଷ ମଧ୍ୟ ବେଶ୍ ଧୂମଧାମରେ ବିଦାୟ ନେବେ ମା’ଦୁର୍ଗା । ତେବେ ଭସାଣିକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ…

ଆଗାମୀ ୧୨ ଘଣ୍ଟାରେ ଆରବ ସାଗରରେ ବାତ୍ୟା ସମ୍ଭାବନା

ଆରବ ସାଗରରେ ବାତ୍ୟା ସମ୍ଭାବନା । ୨୪ ଘଣ୍ଟାରେ ଘନୀଭୂତ ହୋଇ ଗୋଟିଏ ଭୀଷଣ ବାତ୍ୟା ରୂପ ନେଇପାରେ। କିନ୍ତୁ ଓଡ଼ିଶା ଉପରେ ବାତ୍ୟାର କୌଣସି ପ୍ରଭାବ ରହିବ ନାହିଁ ସୂଚନା ଦେଇଛନ୍ତି ପାଣିପାଗ ବିଭାଗ। ଉତ୍ତର ଆରବ ସାଗରରେ ସୃଷ୍ଟ…