Category: ରାଜ୍ୟ

ଶ୍ରୀଜଗନ୍ନାଥ ମନ୍ଦିର ସମ୍ପତ୍ତି ମାମଲାରେ ହାଇକୋର୍ଟଙ୍କ ନିର୍ଦ୍ଦେଶକୁ କଡ଼ାକଡ଼ି ହେବ ପାଳନ: ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ

ଶ୍ରୀଜଗନ୍ନାଥ ମନ୍ଦିର ସମ୍ପତ୍ତି ହସ୍ତାନ୍ତର ମାମଲାରେ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରିଛନ୍ତି ହାଇକୋର୍ଟ । ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଭୂସମ୍ପତ୍ତି ସମ୍ପର୍କିତ ଏକ ମାମଲାରେ ଶ୍ରୀମନ୍ଦିର ପ୍ରଶାସନ ସପକ୍ଷରେ ରାୟ ଦେଇଛନ୍ତି ହାଇକୋର୍ଟ । ଶ୍ରୀଜଗନ୍ନାଥ ମନ୍ଦିର ସମ୍ପିତ୍ତିର ବିକ୍ରି, ଲିଜ୍ ବା…

ଗିରଫ ପାକିସ୍ତାନୀ ସ୍ପାଏ ଜ୍ୟୋତି ଲିଙ୍କ୍ ପ୍ରସଙ୍ଗ; ଜ୍ୟୋତି ସହ ପାକିସ୍ତାନ ଯାଇଥିଲେ ପୁରୀ ଯୁବତୀ

ପାକିସ୍ତାନକୁ ଗୁପ୍ତତଥ୍ୟ ଲିକ୍ ଅଭିଯୋଗରେ ଗିରଫ ହରିୟାଣାର ଜ୍ୟୋତି ମଲହୋତ୍ରା ପୁରୀ ଆସିଥିଲା । ପୁରୀ କାଳିକାଦେବୀ ସାହିର ଜଣେ ଯୁବତୀ ଜ୍ୟୋତିଙ୍କ ସମ୍ପର୍କରେ ଥିଲେ। ଜ୍ୟୋତିଙ୍କ ସହ ତାଙ୍କର ଘନିଷ୍ଠ ବନ୍ଧୁତା ଥିଲା। ଗିରଫ ୟୁଟ୍ୟୁବର ଜ୍ୟୋତି ମଲହୋତ୍ରାଙ୍କ ସହ…

ଆସୁଛି ଲଘୁଚାପ; ରାଜ୍ୟରେ ୩ ଦିନ ପ୍ରବଳ ବର୍ଷା!

ରାଜ୍ୟରେ ବଦଳୁଛି ପାଣିପାଗ । ଦିନରେ ଗୁଳୁଗୁଳି ଅପରାହ୍ନରେ କାଳବୈଶାଖୀ । ଆସନ୍ତା ମେ ୨୨ତାରିଖ ବେଳକୁ ଆରବସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ମେ’ ୨୧ସୁଦ୍ଧା ପୂର୍ବ-କେନ୍ଦ୍ରୀୟ ଆରବସାଗର ଏବଂ କର୍ଣ୍ଣାଟକ ଉପକୂଳରେ ଏକ…

ଲିଙ୍ଗିପୁର ପଞ୍ଚାୟତରେ ଆୟୋଜିତ ତ୍ରିରଙ୍ଗା ଯାତ୍ରାରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ

ଅପରେସନ୍‍ ସିନ୍ଦୁର’ର ସଫଳତା ପାଳନ ଅବସରରେ ଭୁବନେଶ୍ୱର ଲିଙ୍ଗିପୁର ପଞ୍ଚାୟତରେ ଆୟୋଜିତ ତ୍ରିରଙ୍ଗା ଶୋଭାଯାତ୍ରାକୁ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍‍ଘାଟନ କରିବା ସହିତ ଶୋଭାଯାତ୍ରାରେ ସାମିଲ ହୋଇଥିଲେ । ମୁଖ୍ୟମନ୍ତ୍ରୀ ଲିଙ୍ଗିପୁର ପଞ୍ଚାୟତର ନୂଆଗାଁ ଛକଠାରୁ ଝାଡୁମଲ୍ଲୀ ମନ୍ଦିର…

ଅପରେସନ ସିନ୍ଦୂରରେ ଓଡ଼ିଶା ଡ୍ରୋନ୍ ର ସଫଳତା ପାଇଁ ଧର୍ମେନ୍ଦ୍ର ପ୍ରଧାନ ଧନ୍ୟବାଦ ଜଣାଇଲେ

ଅପରେସନ ସିନ୍ଦୂରରେ ବ୍ୟବହାର ହୋଇଥିଲା ଓଡ଼ିଶା ନିର୍ମିତ ଡ୍ରୋନ । ସମ୍ପୂର୍ଣ୍ଣ ସ୍ଵଦେଶୀ ଜ୍ଞାନ କୌଶଳରେ ନିର୍ମିତ ଏହି ଡ୍ରୋନ ଅପରେସନ ସିନ୍ଦୂରରେ ଭ୍ୟାଲିରେ ଥିବା ଯବାନମାନଙ୍କୁ ବହୁ ମାତ୍ରାରେ ସାହାଯ୍ୟ କରିଥିଲା । ଓଡିଶା ମାଟିରେ ପ୍ରସ୍ତୁତ ଡ୍ରୋନ ଅପରେସନ…

ବିଜୁ ଜନତା ଦଳର ରାଜନୈତିକ ବ୍ୟାପାର କମିଟି ବୈଠକ ଅନୁଷ୍ଠିତ

ବିଜୁ ଜନତା ଦଳ ରାଜନୈତିକ ବ୍ୟାପାର କମିଟିର ବୈଠକ ଆଜି ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଜାତୀୟ ସୁରକ୍ଷା, ରାଜ୍ୟ ରାଜନୈତିକ ପରିସ୍ଥିତି ଓ ଦଳର ସାଙ୍ଗଠନିକ ବ୍ୟାପାର ସମ୍ପର୍କରେ ବିସ୍ତୃତ ଆଲୋଚନା…

ଡାଇନିଂ ଟେବୁଲରେ ମହାପ୍ରସାଦ ସେବନ ନ କରିବାକୁ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ନିବେଦନ

ପୁରୀ ଶ୍ରୀକ୍ଷେତ୍ରର ଏକ ହୋଟେଲ ରେ କିଛି ବ୍ୟକ୍ତି ଡାଇନିଂ ଟେବୁଲରେ ମହାପ୍ରସାଦ ସେବନ କରିବା ଭିଡିଓ ସାମାଜିକ ଗଣମାଧ୍ୟମରେ ଭାଇରାଲ୍‌ ହେଵା ପରେ ମହାପ୍ରସାଦକୁ ଡାଇନିଂ ଟେବୁଲରେ ସେବନ ନ କରିବାକୁ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ନିବେଦନ କରାଯାଇଛି…

ପୁଣି ବିବାଦ ବଢ଼ାଇଲା ଇସ୍କନ; ଆସନ୍ତାକାଲି ଲଣ୍ଡନରେ ଅଦିନିଆ ରଥଯାତ୍ରା

ପୁଣି ଇସ୍କନର ମନମାନି । ଇସ୍କନ ପକ୍ଷରୁ ପୁଣିଥରେ ନିୟମର ଉଲ୍ଲଘଂନ କରାଯାଇ ଅଦିନିଆ ରଥଯାତ୍ରା ଆୟୋଜନ କରାଯାଉଛି । ଆସନ୍ତାକାଲି ଇସ୍କନ ଲଣ୍ଡନରେ ଅଦିନିଆ ରଥଯାତ୍ରା ଆୟୋଜନ କରିବାଜୁ ଯାଉଛି । ଇସ୍କନ ଅନୁଗାମୀ ଓ ଜଗନ୍ନାଥ ପ୍ରେମୀ ଯୋଗ…

ଯାଜପୁରରେ ଟାଟା କରିବ ୬୩ ହଜାର କୋଟି ଟଙ୍କାର ପ୍ରକଳ୍ପ

ଯାଜପୁର ଜିଲ୍ଲାରେ ୬୩ ହଜାର କୋଟି ଟଙ୍କାର ପ୍ରକଳ୍ପ କରିବ ଟାଟା । ଏ ନେଇ ସୂଚନା ଦେଇଛନ୍ତି, ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ । ଚଳିତ ମାସ ୨୨ ତାରିଖରେ ଯାଜପୁର ଜିଲ୍ଲାର କଳିଙ୍ଗ ନଗର ଠାରେ ସମୁଦାୟ ୧ ଲକ୍ଷ…

ବିଜୁ ଜନତା ଦଳକୁ ନେଇ ଭୂପିନ୍ଦର ସିଂ ଙ୍କ ବିସ୍ଫୋରକ ବୟାନ

ବିଜୁ ଜନତା ଦଳକୁ ନେଇ ବିସ୍ଫୋରକ ବୟାନ ଦେଲେ ବରିଷ୍ଠ ବିଜେଡି ନେତା ଭୂପିନ୍ଦର ସିଂ । ବିଜେଡି କମିଟି ଓ ପିଏସିରୁ ବାଦ୍ ପଡ଼ିବା ପରେ ଭୂପିନ୍ଦର ସିଂ ରଖିଛନ୍ତି ନିଜ ପ୍ରତିକ୍ରିୟା । ମୁଁ ସବୁବେଳେ ଖୁସି, ଲୋକଙ୍କ…