ଦେଶ ରାଜ୍ୟ ପୁରୀ-ହାଟିଆ ତପସ୍ୱିନୀ ଏକ୍ସପ୍ରେସକୁ ପଥର ମାଡ଼ May 17, 2025 Nirvay ପୁରୀ-ହାଟିଆ ତପସ୍ୱିନୀ ଏକ୍ସପ୍ରେସ୍ ଟ୍ରେନକୁ ପଥର ମାଡ଼ ହୋଇଛି । ଶନିବାର ସକାଳ ସମୟରେ ରେଙ୍ଗାଲି ଓ ଝାରସୁଗୁଡ଼ା ଷ୍ଟେସନ ମଧ୍ୟରେ ଟ୍ରେନର ଏସି ବଗି ବି-୭ର ସିଟ୍ ନମ୍ବର ୧୫ ପାଖ ଝରକାକୁ ପଥର ମାଡ଼ ହୋଇ ଟ୍ରେନ୍ କାଚ…
ରାଜ୍ୟ ଆସନ୍ତା ଜୁନ୍ ୨୮ ରୁ ମରାମତି ହେବ ଶ୍ରୀମନ୍ଦିର ଗର୍ଭଗୃହ, ବାହାର ରତ୍ନଭଣ୍ଡାର May 16, 2025 Nirvay ପୁରୀ ରଥଯାତ୍ରା ସମୟରେ ରତ୍ନଭଣ୍ଡାର ଓ ଗର୍ଭଗୃହ, ଜଗମୋହନ ଓ ନାଟମଣ୍ଡପ ମରାମତିକୁ ନେଇ ବୈଠକରେ ଆଲୋଚନା ହୋଇଛି । ଆସନ୍ତା ଜୁନ୍ ୨୮ରୁ ଜୁଲାଇ ୬ ତାରିଖ ମଧ୍ୟରେ ପୁରୀ ଜଗନ୍ନାଥ ମନ୍ଦିରର ଗର୍ଭଗୃହ ଓ ବାହାର ରତ୍ନଭଣ୍ଡାର ମରାମତି…
ରାଜ୍ୟ ମିଶନ ଶକ୍ତି ପକ୍ଷରୁ ଆୟୋଜିତ ସିନ୍ଦୂର ଯାତ୍ରାରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ May 16, 2025 Nirvay ଅପରେସନ ସିନ୍ଦୁରର ସଫଳତା ପାଳନ ଅବସରରେ ଭୁବନେଶ୍ୱରର ମାଷ୍ଟରକ୍ୟାଣ୍ଟିନ ଠାରେ ଆୟୋଜିତ ସିନ୍ଦୂର ଯାତ୍ରାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଥିଲେ । ଅପରେସନ ସିନ୍ଦୂର କେବଳ ଏକ ନାମ ନୁହେଁ, ଭାରତୀୟ ସେନାର ସାହସ ଓ ନାରୀ ସମ୍ମାନର…
ରାଜ୍ୟ ଶିକ୍ଷାନୁଷ୍ଠାନରେ ପଛୁଆବର୍ଗ ସଂରକ୍ଷଣ ନିଷ୍ପତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଧନ୍ୟବାଦ ଜଣାଇଲା ଓବିସି ମୋର୍ଚ୍ଚା May 16, 2025 Nirvay ଶିକ୍ଷାନୁଷ୍ଠାନରେ ପଛୁଆବର୍ଗ ସଂରକ୍ଷଣ ନିଷ୍ପତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଧନ୍ୟବାଦ ଜଣାଇଲା ଓବିସି ମୋର୍ଚ୍ଚା ପଛୁଆ ବର୍ଗର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ଐତିହାସିକ ନିଷ୍ପତି ନେଇଛନ୍ତି । ସାମାଜିକ ଓ ଆର୍ଥୀକ ଭାବେ ପଛୁଆ ବର୍ଗ…
ତାଜା ଖବର ରାଜ୍ୟ ବାଜ୍ୟାପ୍ତି ହେବ ବିଜେଡି ନେତା ରାଜା ଚକ୍ରର ଅଲିସାନ ଫାର୍ମହାଉସ୍ May 16, 2025 Papirani ଗନ୍ଧମାର୍ଦ୍ଦନ ଲୋଡିଂ ମାମଲାରେ ଗିରଫ ବିଜେଡ଼ି ନେତା ରାଜା ଚକ୍ରଙ୍କୁ ହାଇକୋର୍ଟରୁ ମିଳିଲା ଶକ୍ତ ଝଟକା । ରାଜାଙ୍କ ଜାମିନ ଆବେଦନକୁ ନାମଞ୍ଜୁର କରିଛନ୍ତି ହାଇକୋର୍ଟ । ଏହା ସହିତ ରାଜାଙ୍କ ୩ ସହଯୋଗୀ ମାନସ ବାରିକ, ଉତ୍କଳ ଦାସ ଓ…
ତାଜା ଖବର ରାଜ୍ୟ ବଜ୍ରପାତରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ୬ ମୃତ May 16, 2025 Papirani ବଜ୍ରପାତ ନେଲା ୬ ଜୀବନ । କୋରାପୁଟ ଜିଲ୍ଲାରେ ୩, ଗଞ୍ଜାମରେ ୨, ଗଜପତିରେ ଜଣଙ୍କ ମୃତ୍ୟୁ ହୋଇଛି। କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ଥାନା ଓଡ଼ିଆପେଣ୍ଠ ପଂଚାୟତ ପର୍ଡିଗୁଡା ଗାଁରେ ଅଘଟଣ । ବିଲରେ କାମ କରୁଥିବାବେଳେ ବଜ୍ରପାତରେ ୩ଜଣ ମୃତ୍ୟୁ…
ତାଜା ଖବର ରାଜ୍ୟ ଅସହ୍ୟ ତାତିରୁ ମିଳିବ ଆଶ୍ବସ୍ତି; ଟ୍ୱିନ୍ ସିଟି ସହ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସମ୍ଭାବନା May 16, 2025 Papirani ଅସହ୍ୟ ତାତିରୁ ମିଳିବ ଆଶ୍ବସ୍ତି । ଭୁବନେଶ୍ୱର ଏବଂ କଟକ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି । ଓଡ଼ିଶାର ବିଭିନ୍ନ ଜିଲ୍ଲା ଗୁଡ଼ିକରେ ବିଜୁଳି, ଘଡ଼ଘଡ଼ି ସହ ବଜ୍ରପାତ ସମ୍ଭାବନା ରହିଥିବା ବେଳେ ଆଞ୍ଚଳିକ ୭…
ତାଜା ଖବର ରାଜ୍ୟ କାରରୁ ମିଳିଲା JEଙ୍କ ସନ୍ଦେହଜନକ ମୃତଦେହ May 16, 2025 Papirani କାରରୁ ସନ୍ଦେହଜନକ ଅବସ୍ଥାରେ ମିଳିଲା କନିଷ୍ଠ ଯନ୍ତ୍ରୀଙ୍କ ମୃତଦେହ । ଏପରି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବରଗଡ ଜିଲ୍ଲାରେ । ମୃତ ବ୍ୟକ୍ତି ଜଣକ ହେଉଛନ୍ତି ବରଗଡର ବରପାଲି ବ୍ଲକର ଜେଇ ଚନ୍ଦ୍ର ଶେଖର ଝାଡିଆ। ହଳଦୀପାଲି ଛକରେ…
ତାଜା ଖବର ରାଜ୍ୟ ଅସହ୍ୟ ଗ୍ରୀଷ୍ମ ପ୍ରବାହ; ୮ଟା ସୁଦ୍ଧା ୩୨.୮ ଡିଗ୍ରୀ ଟପିଲା ରାଜଧାନୀ ତାପମାତ୍ରା May 16, 2025 Papirani ପ୍ରବଳ ଗ୍ରୀଷ୍ମ ପ୍ରବାହରେ ଆଉଟୁପାଉଟୁ ସାରା ରାଜ୍ୟ। ଅସହ୍ୟ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ହୋଇଛି ଜନଜୀବନ। ରାଜ୍ୟର କିଛି ସ୍ଥାନରେ କାଳବୈଶାଖୀ ତାଣ୍ତବ ରଚୁଥିବା ବେଳେ କିଛି ସ୍ଥାନରେ ଅତ୍ୟଧିକ ଗୁଳୁଗୁଳୁ ଅନୁଭୂତ ହେଉଛି । ଆର୍ଦ୍ରତା ହେତୁ…
ତାଜା ଖବର ରାଜ୍ୟ କୃଷି ଓଭର୍ସିଅର ମାନଙ୍କ ମାସିକ ଗସ୍ତଭତ୍ତା ୪୫୦ ଟଙ୍କାରୁ ୧୫୦୦ ଟଙ୍କାକୁ ବୃଦ୍ଧି May 16, 2025 Papirani କୃଷି ଓଭର୍ସିଅର ମାନଙ୍କ ମାସିକ ଗସ୍ତଭତ୍ତା ୪୫୦ ଟଙ୍କାରୁ ୧୫୦୦ ଟଙ୍କାକୁ ବୃଦ୍ଧି ପାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି । ସୂଚନାଯୋଗ୍ୟ ଯେ, କୃଷି ଓଭର୍ସିଅର ମାନଙ୍କୁ ଅତି କମରେ ୨୦ ଦିନ…