Category: ରାଜ୍ୟ

କୃଷି ଓଭର୍‍ସିଅର ମାନଙ୍କ ମାସିକ ଗସ୍ତଭତ୍ତା ୪୫୦ ଟଙ୍କାରୁ ୧୫୦୦ ଟଙ୍କାକୁ ବୃଦ୍ଧି

କୃଷି ଓଭର୍‍ସିଅର ମାନଙ୍କ ମାସିକ ଗସ୍ତଭତ୍ତା ୪୫୦ ଟଙ୍କାରୁ ୧୫୦୦ ଟଙ୍କାକୁ ବୃଦ୍ଧି ପାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି । ସୂଚନାଯୋଗ୍ୟ ଯେ, କୃଷି ଓଭର୍‍ସିଅର ମାନଙ୍କୁ ଅତି କମରେ ୨୦ ଦିନ…

ଅଦିନିଆ ବର୍ଷା ରାଜ୍ୟଭିତ୍ତିକ ବିପର୍ଯ୍ୟୟ ଭାବେ ଗୃହିତ

ଅଦିନିଆ ବର୍ଷାକୁ ରାଜ୍ୟ ସରକାର ରାଜ୍ୟଭିତ୍ତିକ ବିପର୍ଯ୍ୟୟ (State Specific Disaster) ଭାବେ ଗ୍ରହଣ କରିଛନ୍ତି । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଅନୁମୋଦନ ଦେଇଛନ୍ତି। ଏହାଦ୍ୱାରା ଓଡ଼ିଶାର କୃଷକମାନେ ଅଦିନିଆ ବର୍ଷାରେ ରାଜ୍ୟ ବିପର୍ଯ୍ୟୟ…

ଆଇଏଏସ ବିଷ୍ଣୁପଦଙ୍କ ସୁରକ୍ଷା ବଳବତ୍ତର ରଖିଲେ ହାଇକୋର୍ଟ

ଆଇଏଏସ ବିଷ୍ଣୁପଦ ସେଠୀଙ୍କ ଘରେ ସିବିଆଇ ଚଢାଉ ମାମଲାରେ ହାଇକୋର୍ଟରେ ଆବେଦନର ଶୁଣାଣି ଶେଷ ହୋଇଛି । ହାଇକୋର୍ଟ ରାୟ ସଂରକ୍ଷିତ ରଖିବା ସହ ବିଷ୍ଣୁପଦ ସେଠୀଙ୍କୁ ମିଳିଥିବା ଅନ୍ତରୀଣ ସୁରକ୍ଷା ବଳବତ୍ତର ରହିଛି । କୌଣସି କଠୋର କାଯ୍ୟାନୁଷ୍ଠାନ ନ…

ଅପରେସନ ସିନ୍ଦୂରର ସଫଳତା; ୩ ସେନାକୁ ଶୁଭେଛା ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ

ପହଲଗାମ ଆକ୍ରମଣ ପରେ ଭାରତ ଦ୍ୱାରା କରାଯାଇଥିବା ଅପରେସନ ସିନ୍ଦୂରର ସଫଳତା ନେଇ କେନ୍ଦ୍ରମନ୍ତ୍ରୀଙ୍କ ପ୍ରଶଂସା । ୩ ସେନାକୁ ପ୍ରଶଂସା କଲେ ଧର୍ମେନ୍ଦ୍ର ପ୍ରଧାନ । ସେ କହିଛନ୍ତି ଅପରେସନ ସିନ୍ଦୂର ମାଧ୍ୟମରେ ପାକିସ୍ତାନକୁ ଉଚିତ ଜବାବ ଦିଆଯାଇଛି। ଉଗ୍ରବାଦୀଙ୍କୁ…

ରାଜ୍ୟରେ ଛାତ୍ରଛାତ୍ରୀଙ୍କୁ ବୃତ୍ତିଗତ ଶିକ୍ଷା ପ୍ରଦାନ ପାଇଁ ଆସିଲା ନୂଆ କୋର୍ସ

ଓଡ଼ିଶାର ଛାତ୍ରଛାତ୍ରୀଙ୍କୁ ବୃତ୍ତିଗତ ଶିକ୍ଷା ପ୍ରଦାନ ପାଇଁ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଓ ଜାତୀୟ ପ୍ରତିଭୂତି ବିନିମୟ ସଂସ୍ଥା (National Stock Exchange of India) ମଧ୍ୟରେ ଗୁରୁବାର ଦିନ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି । ଏ ବିଷୟରେ ରାଜ୍ୟ…

ଚଳିତ ବର୍ଷ ଶେଷ ସୁଦ୍ଧା କଟକ-ସମ୍ବଲପୁର ରାସ୍ତା କାମ ହେବ ଶେଷ: ପୃଥ୍ୱୀରାଜ ହରିଚନ୍ଦନ

ଚଳିତ ବର୍ଷ ଶେଷ ସୁଦ୍ଧା କଟକ-ସମ୍ବଲପୁର ରାସ୍ତା କାମ ଶେଷ ହେବ । ସମୀକ୍ଷା ପରେ ସୂଚନା ଦେଇଛନ୍ତି ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ସେ କହିଛନ୍ତି ଯେଉଁ ଏଜେନ୍ସି କାମ କରୁଥୁଲା ଆର୍ଥିକ ସ୍ଥିତି ଦୁର୍ବଳ କାରଣରୁ ବିଳମ୍ବ ହୋଇଥିଲା।…

ବିଡିଓ ମାନଙ୍କ ଉପରେ ପ୍ରବଳ ଅସନ୍ତୁଷ୍ଟ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ସିଡିଓ ଓ ବିଡିଓମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଚେତାବନୀ। ଭୁବନେଶ୍ୱରରେ ଅନୁଷ୍ଠିତ ଦୁଇଦିନିଆ ସିଡିଓ ଏବଂ ବିଡିଓ ସମ୍ମିଳନୀରେ ବିଡିଓଙ୍କୁ ଚେତାବନୀ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବ୍ଲକ୍‍ ଉନ୍ନୟନ ଅଧିକାରୀ ଓ ପଞ୍ଚାୟତ ଅଧିକାରୀଙ୍କ କାର୍ଯ୍ୟରେ ସଂସ୍କାର ଆଣିବାକୁ ପରାମର୍ଶ ଦେଇ…

ଓୟୋ ହୋଟେଲ ଛାତରୁ ତଳକୁ ଡେଇଁ ଯୁବତୀଙ୍କ ଆତ୍ମହତ୍ୟା; ହତ୍ୟା ଅଭିଯୋଗ ଆଣିଲେ ମୃତ ଯୁବତୀ ମା’

ରାଜଧାନୀ ଭୁବନେଶ୍ୱରରେ ଥିବା ଜଗମରା ସ୍ଥିତ ଏକ ଓୟୋ ହୋଟେଲ ଛାତ ତଳକୁ ଡେଇଁ ଯୁବତୀଙ୍କ ଆତ୍ମହତ୍ୟା ଘଟଣାରେ ପୁରୁଷ ବନ୍ଧୁଙ୍କ ନାଁରେ ହତ୍ୟା ଅଭିଯୋଗ ଆଣିଲେ ମୃତକଙ୍କ ମା’ । ଓୟୋ ଛାତରୁ ଠେଲି ପୁରୁଷ ବନ୍ଧୁ ହତ୍ୟା କରିଥିବା…

ସଂଖ୍ୟାଲଘୁ ସଂପ୍ରଦାୟ କମିଟିରୁ ଇସ୍ତଫା ଦେଲେ ମୁନା ଖାନ୍

ପୁଣି ଚର୍ଚ୍ଚାରେ ବିଜୁ ଜନତା ଦଳ । ସଂଖ୍ୟାଲଘୁ ସଂପ୍ରଦାୟ କମିଟିରୁ ମୁନା ଖାନ୍ ଇସ୍ତଫା ଦେଇଥିବା ଚର୍ଚ୍ଚା । ବିଜେଡ଼ି ସଂଖ୍ୟା ଲଘୁ ସାଉଥ୍ ଜୋନର ସଂଯୋଜକ ପଦରୁ ଇସ୍ତଫା ନେଇ ଚର୍ଚ୍ଚା ଜୋର ଧରିଥିବା ବେଳେ ସେ ନବୀନ…

ସୁପ୍ରିମକୋର୍ଟଙ୍କୁ ୧୪ ପ୍ରଶ୍ନ ପଚାରିଲେ ରାଷ୍ଟ୍ରପତି

ତାମିଲନାଡ଼ୁ ରାଜ୍ୟପାଳଙ୍କ ପ୍ରସଙ୍ଗରେ ସୁପ୍ରିମକୋର୍ଟ ଦେଇଥିବା ରାୟ ପରେ ସର୍ବୋଚ୍ଚ କୋର୍ଟଙ୍କୁ ପ୍ରଶ୍ନ କଲେ ରାଷ୍ଟ୍ରପତି । ନିର୍ଦ୍ଧାରିତ ସମୟ ମଧ୍ୟରେ ବିଲ୍ ପାରିତ କରିବାକୁ ନେଇ ସର୍ବୋଚ୍ଚ ଅଦାଲତଙ୍କୁ ରାଷ୍ଟ୍ରପତି ପ୍ରଶ୍ନ କରିଛନ୍ତି । ଡେଡ୍‌ଲାଇନ୍ ରାୟ ଉପରେ ସୁପ୍ରିମକୋର୍ଟଙ୍କୁ…