Category: ରାଜ୍ୟ

ଓୟୋ ହୋଟେଲ ଛାତରୁ ତଳକୁ ଡେଇଁ ଯୁବତୀଙ୍କ ଆତ୍ମହତ୍ୟା; ହତ୍ୟା ଅଭିଯୋଗ ଆଣିଲେ ମୃତ ଯୁବତୀ ମା’

ରାଜଧାନୀ ଭୁବନେଶ୍ୱରରେ ଥିବା ଜଗମରା ସ୍ଥିତ ଏକ ଓୟୋ ହୋଟେଲ ଛାତ ତଳକୁ ଡେଇଁ ଯୁବତୀଙ୍କ ଆତ୍ମହତ୍ୟା ଘଟଣାରେ ପୁରୁଷ ବନ୍ଧୁଙ୍କ ନାଁରେ ହତ୍ୟା ଅଭିଯୋଗ ଆଣିଲେ ମୃତକଙ୍କ ମା’ । ଓୟୋ ଛାତରୁ ଠେଲି ପୁରୁଷ ବନ୍ଧୁ ହତ୍ୟା କରିଥିବା…

ସଂଖ୍ୟାଲଘୁ ସଂପ୍ରଦାୟ କମିଟିରୁ ଇସ୍ତଫା ଦେଲେ ମୁନା ଖାନ୍

ପୁଣି ଚର୍ଚ୍ଚାରେ ବିଜୁ ଜନତା ଦଳ । ସଂଖ୍ୟାଲଘୁ ସଂପ୍ରଦାୟ କମିଟିରୁ ମୁନା ଖାନ୍ ଇସ୍ତଫା ଦେଇଥିବା ଚର୍ଚ୍ଚା । ବିଜେଡ଼ି ସଂଖ୍ୟା ଲଘୁ ସାଉଥ୍ ଜୋନର ସଂଯୋଜକ ପଦରୁ ଇସ୍ତଫା ନେଇ ଚର୍ଚ୍ଚା ଜୋର ଧରିଥିବା ବେଳେ ସେ ନବୀନ…

ସୁପ୍ରିମକୋର୍ଟଙ୍କୁ ୧୪ ପ୍ରଶ୍ନ ପଚାରିଲେ ରାଷ୍ଟ୍ରପତି

ତାମିଲନାଡ଼ୁ ରାଜ୍ୟପାଳଙ୍କ ପ୍ରସଙ୍ଗରେ ସୁପ୍ରିମକୋର୍ଟ ଦେଇଥିବା ରାୟ ପରେ ସର୍ବୋଚ୍ଚ କୋର୍ଟଙ୍କୁ ପ୍ରଶ୍ନ କଲେ ରାଷ୍ଟ୍ରପତି । ନିର୍ଦ୍ଧାରିତ ସମୟ ମଧ୍ୟରେ ବିଲ୍ ପାରିତ କରିବାକୁ ନେଇ ସର୍ବୋଚ୍ଚ ଅଦାଲତଙ୍କୁ ରାଷ୍ଟ୍ରପତି ପ୍ରଶ୍ନ କରିଛନ୍ତି । ଡେଡ୍‌ଲାଇନ୍ ରାୟ ଉପରେ ସୁପ୍ରିମକୋର୍ଟଙ୍କୁ…

ଧର୍ମଶାଳା ABDOଙ୍କ ଘରେ ଭିଜିଲାନ୍ସ ରେଡ୍‌

ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଧର୍ମଶାଳା ABDOଙ୍କ ଘରେ ଭିଜିଲାନ୍ସ ରେଡ୍‌ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଯାଜପୁର ଜିଲ୍ଲା ଧର୍ମଶାଳା ABDO ଅସିତ କୁମାର ପାତ୍ରଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରିଛି । ଏକକାଳୀନ…

୬ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ କ୍ୟାବିନେଟ ବୈଠକରେରେ ୬ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ସାମାଜିକ ଓ ଆର୍ଥିକ ଭାବେ ପଛୁଆ ପିଲାଙ୍କ ପାଇଁ ଶିକ୍ଷା ଗ୍ରହଣ କ୍ଷେତ୍ରରେ ନାମ ଲେଖାରେ ୧୧.୨୫ ପ୍ରତିଶତ ସଂରକ୍ଷଣ ରହିବ…

ଶିକ୍ଷାନୁଷ୍ଠାନରେ ନୂଆ ସଂରକ୍ଷଣ ଲାଗୁ ନିଷ୍ପତ୍ତି

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି।ରାଜ୍ୟ କ୍ୟାବିନେଟ୍‌ର ନୂଆ ସଂରକ୍ଷଣ ଲାଗୁ ନେଇ ନିଷ୍ପତ୍ତି ନିଆଯାଇଛି । ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଶିକ୍ଷାନୁଷ୍ଠାନରେ ସଂରକ୍ଷଣ ଲାଗୁ ନେଇ…

ନରେନ୍ଦ୍ର ପୁଷ୍କରିଣୀରେ ବୁଡ଼ି ଯୁବକ ମୃତ

ପୁରୀର ନରେନ୍ଦ୍ର ପୁଷ୍କରିଣୀରେ ଅଘଟଣ । ପୁରୀରେ ବର୍ତ୍ତମାନ ଚନ୍ଦନ ଯାତ୍ରା ଜାରି ରହିଥିବା ବେଳେ ନରେନ୍ଦ୍ର ପୋଖରୀରେ ବୁଡ଼ି ଜଣେ ଯୁବକ ମୃତ । ଆଜି ଅପରାହ୍ନରେ ଗାଧେଇବା ବେଳେ ଯୁବକ ଜଣକ ପୋଖରୀରେ ବୁଡ଼ି ନିଖୋଜ ହୋଇଯାଇଥିଲେ ।…

ଏବେ ଓଡ଼ିଶାକୁ ନାହିଁ ବାତ୍ୟା ଭୟ: ପାଣିପାଗ ବିଭାଗ

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଏବେ ରାଜ୍ୟରେ ବାତ୍ୟାର ସୂଚନା ନଥିବା ସ୍ପଷ୍ଟ କଲା ପାଣିପାଗ ବିଭାଗ । ମେ ୨୩ରୁ ୨୮ ମଧ୍ୟରେ ବାତ୍ୟା ହେବା ନେଇ ଗଣମାଧ୍ୟମରେ ହେଉଥିବା ଚର୍ଚ୍ଚାକୁ ଖଣ୍ଡନ କରିଛି ପାଣିପାଗ ବିଭାଗ…

ପିପିଲି ନାବାଳିକା ଦୁଷ୍କର୍ମ ମାମଲା; ପୁରୀ ଏସ୍‌ପିଙ୍କୁ ଭେଟି ଦାବିପତ୍ର ପ୍ରଦାନ କଲା ବିଜେଡି

ପିପିଲି ନାବାଳିକା ଦୁଷ୍କର୍ମ ଘଟଣାରେ ପୁରୀ ଏସ୍‌ପିଙ୍କୁ ଭେଟିଲା ବିଜେଡି । ଟୁକୁନି ସାହୁଙ୍କ ଅଧ୍ୟକ୍ଷତାରେ ବିଜୁ ଜନତା ଦଳର ଏକ ଫ୍ୟାକ୍ଟ ଫାଇଣ୍ଡିଙ୍ଗ ଟିମ ପୁରୀ ଜିଲ୍ଲାର ଏସ୍‌ପିଙ୍କୁ ଭେଟି ପିପିଲି ନାବାଳିକା ଦୁଷ୍କର୍ମ ଘଟଣାରେ ପୀଡିତାକୁ ଉପଯୁକ୍ତ ନ୍ୟାୟ…

ଏସ୍‌ଡିପିଓଙ୍କ ଆତ୍ମହତ୍ୟା ଚେତାବନୀ; ଉପରିସ୍ଥ ଅଧିକାରୀଙ୍କୁ ଲେଖିଲେ ଚିଠି

ଆତ୍ମହତ୍ୟା ପାଇଁ ଚିଠି ଲେଖିଲେ ବାଲେଶ୍ୱର ଜିଲ୍ଲା ଜଳେଶ୍ବର ଏସ୍‌ଡିପିଓ ବ୍ରଜମୋହନ ପ୍ରଧାନ । IGଙ୍କୁ ଚିଠି ଲେଖିଲେ ଜଳେଶ୍ବର ଏସ୍‌ଡିପିଓ ବ୍ରଜମୋହନ ପ୍ରଧାନ । ତାଙ୍କୁ ମାନସିକ ନିର୍ଯାତନା ଦିଆଯାଉଥିବା ଆଉ କାମରେ ଚାପ ଦିଆଯାଉଥିବା ଅଭିଯୋଗ କରି ଚିଠି…