ତାଜା ଖବର ରାଜ୍ୟ କମ୍ୟୁନିଟି ସପୋର୍ଟ ଷ୍ଟାଫଙ୍କୁ ମିଳିବ ୧୦ ମାସର ବକେୟା ରାଶି; ଉପକୃତ ହେବେ ୬୨ ହଜାରରୁ ଊର୍ଦ୍ଧ୍ବ ଷ୍ଟାଫ୍ February 14, 2025 Papirani ଜାତୀୟ ଗ୍ରାମୀଣ ଜୀବିକା ମିଶନ ଅଧୀନରେ ଓଡିଶା ଜୀବିକା ମିଶନ ୨୦୧୨ ମସିହା ଅପ୍ରେଲ ୧ ତାରିଖରୁ କାର୍ଯ୍ୟକାରୀ ହେଉଅଛି । ଏହି ଯୋଜନାର ଆଭିମୁଖ୍ୟ ଅନୁଯାୟୀ ଗ୍ରାମୀଣ ପରିବାରମାନଙ୍କର ଜୀବନ ଜୀବିକାରେ ଉନ୍ନତି ନିମନ୍ତେ ସ୍ଵୟଂ ସହାୟକ ଗୋଷ୍ଠୀ ଗଠନ…
ରାଜନୀତି ରାଜ୍ୟ କଂଗ୍ରେସରୁ ସବୁ ନିଲମ୍ବନ, ବହିଷ୍କାର ପ୍ରତ୍ୟାହାର ଘୋଷଣା କଲେ ଭକ୍ତ ଦାସ February 14, 2025 Nirvay ରାଜ୍ୟ ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଭକ୍ତ ଦାସ ଙ୍କ ବଡ଼ ନିଷ୍ପତ୍ତି । ନିଲମ୍ବନ ହୋଇଥିବା ପୁରୁଖା ନେତାଙ୍କୁ ଦଳକୁ ଅଣାଯିବ । ରାଜ୍ୟ କଂଗ୍ରେସରୁ ସମସ୍ତ ନିଲମ୍ବନ ଓ ବହିଷ୍କାର ପ୍ରତ୍ୟାହାର କରିଛନ୍ତି ଭକ୍ତ ଦାସ ।…
ତାଜା ଖବର ରାଜ୍ୟ ରାଜ୍ୟରେ ବଢ଼ିଛି ଇଞ୍ଜିନିୟର ବେକାରୀ ସମସ୍ୟା February 14, 2025 Papirani ଆଜି ଗୃହରେ ବିଧାୟକ ପିତ୍ର ସାଉଁଟାଙ୍କ ପ୍ରଶ୍ନରେ ଲିଖିତ ଉତ୍ତରରେ ଦକ୍ଷତା ବିକାଶ ମନ୍ତ୍ରୀ ସମ୍ପଦ ସ୍ବାଇଁ କହିଛନ୍ତି ୧୦ ବର୍ଷରେ ଇଞ୍ଜିନିୟରିଂ ପଢ଼ି ପାସ୍ କରିଛନ୍ତି ୩୪ ହଜାର ୪୭୧ ପିଲା । କିନ୍ତୁ ସେଥି ମଧ୍ୟରୁ ମାତ୍ର ୧୫,୨୮୯…
ତାଜା ଖବର ରାଜ୍ୟ ରାଜ୍ୟରେ ଅଛନ୍ତି ୫ହଜାର୨୮୪ ଜଣ ଭିକାରୀ February 14, 2025 Papirani ରାଜ୍ୟରେ ଅଛନ୍ତି ୫ହଜାର୨୮୪ ଜଣ ଭିକାରୀ । କଟକରେ ସର୍ବାଧିକ ୧ହଜାର ୬୦ ଜଣ ଭିକାରୀଥିବା ବେଳେ ବରଗଡ଼ରେ ଅଛନ୍ତି ୫୯୫ ଜଣ ଭିକାରୀ । ସେହିପରି ଗଞ୍ଜାମରେ ୫୪୫ ଜଣ, ବଲାଙ୍ଗୀରରେ ୪୮୨ଜଣ ଏବଂ ସୁନ୍ଦରଗଡରେ ୪୧୭ ଜଣ ଥିବା…
ତାଜା ଖବର ଦେଶ ରାଜନୀତି ରାଜ୍ୟ ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ February 14, 2025 Papirani ଦୁଇ ଦିନିଆ ଆମେରିକା ଗସ୍ତରେ ଅଛନ୍ତି ପାଇଁ ଆମେରିକାରେ ଅଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ହ୍ୱାଇଟ୍ ହାଉସରେ ଭେଟ ହୋଇଛି । ଟ୍ରମ୍ପଙ୍କର କ୍ଷମତା ଗ୍ରହଣ କରିବା ପରେ…
ରାଜନୀତି ରାଜ୍ୟ ଆସନ୍ତାକାଲି ବସିବ ବିଜେପିର କୋର କମିଟି ବୈଠକ February 13, 2025 Nirvay ଆସନ୍ତାକାଲି ରାଜ୍ୟ କାର୍ଯ୍ୟାଳୟରେ ଦିନ ୧୧ ଟାରେ ବସିବ ବିଜେପିର କୋର କମିଟି ବୈଠକ । ଏହି ବୈଠକରେ ବିଜେପିର ରାଜ୍ୟ ପ୍ରଭାରୀ ବିଜୟପାଲ ସିଂ ତୋମାର, ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଏବଂ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ଉପସ୍ଥିତ ରହିବେ…
ଦେଶ ରାଜନୀତି ରାଜ୍ୟ ମୋଦି ଗ୍ୟାରେଣ୍ଟି, କାର୍ଯ୍ୟକର୍ତ୍ତାଙ୍କ ପରିଶ୍ରମର ଫଳ ହେଉଛି ଦିଲ୍ଲୀରେ ବିଜେପି ସରକାର: ବୈଜୟନ୍ତ ପଣ୍ଡା February 13, 2025 Nirvay ଦିଲ୍ଲୀ ବିଧାନସଭା ନିର୍ବାଚନ-୨୦୨୫ରେ ବିଜେପି ଐତିହାସିକ ବିଜୟ ଲାଭ କରିଛି । ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୃଢ଼ ନେତୃତ୍ୱ ତଥା ମାର୍ଗଦର୍ଶନରେ ଦିଲ୍ଲୀବାସୀ ବିଜେପି ଉପରେ ଆସ୍ଥା ପ୍ରକଟ କରି ବିପୁଳ ଜନ ସମର୍ଥନ ଜଣାଇଛନ୍ତି । ଗତ ୨୭…
ତାଜା ଖବର ରାଜନୀତି ରାଜ୍ୟ ଆଦିବାସୀ ନାବାଳିକାଙ୍କ ଗଣବଳାତ୍କାର ଘଟଣା; ଲକ୍ଷ୍ମୀପୁର ଗସ୍ତ କଲା ବିଜେଡି ଟିମ February 13, 2025 Papirani ଲକ୍ଷ୍ମୀପୁରରେ ନାବାଳିକା ଆଦିବାସୀ ଝିଅକୁ ଗଣବଳାତ୍କାର ଅଭିଯୋଗର ଆଶ୍ଚର୍ଯ୍ୟଜନକ ଘଟଣାର ତଦନ୍ତ କରିବା ପାଇଁ ଗୁରୁବାର ବିଜେଡିର ଏକ ଉଚ୍ଚସ୍ତରୀୟ ତଥ୍ୟ ଅନୁସନ୍ଧାନକାରୀ ଦଳ କୋରାପୁଟର ଲକ୍ଷ୍ମୀପୁର ଗସ୍ତ କରିଛି। ସ୍ନେହାଙ୍ଗିନୀ ଛୁରିଆ, ପଦ୍ମିନୀ ଦିଆନ୍, କୌଶଲ୍ୟା ହିକକା, ସସ୍ମିତା ମେଲେକା,…
ତାଜା ଖବର ରାଜ୍ୟ ଏଡିଇଓଙ୍କ ପାଖରୁ ମିଳିଲା କୋଟି କୋଟି ଟଙ୍କାର ଅମାପ ସମ୍ପତ୍ତି February 13, 2025 Papirani କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ଏଡିଇଓ (Accountant cum Data Entry Operator) ପାର୍ଥସାରଥୀ ବିଷୋୟୀଙ୍କ ପାଖରୁ ମିଳିଲା କୋଟି କୋଟି ଟଙ୍କାର ଅମାପ ସମ୍ପତ୍ତି । ଭିଜିଲାନ୍ସ ପକ୍ଷରୁ ଆଜି ସକାଳୁ ହୋଇଥିବା ଚଢ଼ଉରେ ଏହି ସମସ୍ତ ସ୍ଥାବର ଅସ୍ଥାବର…
ତାଜା ଖବର ରାଜନୀତି ରାଜ୍ୟ କାମ ଆମର କ୍ରେଡିଟ୍ ନେଉଛି ବିଜେପି ସରକାର: ନବୀନ February 13, 2025 Papirani ଆଜିଠାରୁ ଆରମ୍ଭ ହୋଇଛି ବିଧାନସଭା ବଜେଟ୍ ଅଧିବେଶନ । ବିଧାନସଭା ଅଧିବେଶନରେ ରାଜ୍ୟପାଳଙ୍କ ଅଭିଭାଷଣକୁ ବିଜେପି ସରକାରଙ୍କୁ ନେଇ ଟାର୍ଗେଟ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ସେ କହିଛନ୍ତି ବିଭିନ୍ନ ଯୋଜନାରେ ସଫଳତା ଆମ ସରକାର ଆଣିଲା କିନ୍ତୁ ଏବେ…