Category: ରାଜ୍ୟ

ରାୟଗଡ଼ା ଆସିବେ ରାହୁଲ ଗାନ୍ଧୀ

ଆସନ୍ତା ୩ ମେ ରେ ରାୟଗଡ଼ା ଆସିବେ ରାହୁଲ ଗାନ୍ଧୀ। ସୂଚନା ଅନୁଯାୟୀ ରାୟଗଡ଼ାରେ ଏକ ଜନସଭାରେ ସାମିଲ ହେବେ। ରାଜ୍ୟ କଂଗ୍ରେସ ପ୍ରଭାରୀ ଓ ପ୍ରଚାର କମିଟି ଅଧ୍ୟକ୍ଷଙ୍କ ସୂଚନା ତାଙ୍କ ସହ ଆସିବେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡି।ଏହା…

ବିଶାଳ ଶୋଭାଯାତ୍ରାରେ ପ୍ରାର୍ଥୀପତ୍ର ଦାଖଲ କଲେ ଦିଲ୍ଲୀପ ରାୟ

ରାଉରକେଲା: ହଜାର ହଜାର ଶୁଭେଛୁ ଓ ସମର୍ଥକଙ୍କ ଗହଣରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଓ ବିଜେପିର ରାଉରକେଲା ବିଧାୟକ ପ୍ରାର୍ଥୀ ଦିଲ୍ଲୀପ ରାୟ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ରାଉରକେଲାରୁ ଦିଲ୍ଲୀପ ୧୯୮୫ ଓ ୧୯୯୦ ମସିହାରେ ବିଧାୟକ ରୂପେ ନିର୍ବାଚିତ…

ହଜାର ହଜାର ସମର୍ଥକଙ୍କ ସହ ସମ୍ବିତ ପାତ୍ରଙ୍କ ରୋଡ ଶୋ

ପୁରୀରେ ସମ୍ବିତ ପାତ୍ରଙ୍କ ଶକ୍ତି ପ୍ରଦର୍ଶନ । ନାମାଙ୍କନ ଦାଖଲ କରିବାକୁ ସମର୍ଥକଙ୍କ ସହ ଯାଇଛନ୍ତି ପୁରୀ ବିଜେପି ଲୋକସଭା ପ୍ରାର୍ଥୀ ସମ୍ବିତ ପାତ୍ର । ହଜାର ହଜାର ସମର୍ଥକଙ୍କ ସହ ରୋଡ୍ ଶୋ’ କରି ନାମାଙ୍କନ ଦାଖଲ କରିବାକୁ ଯାଉଛନ୍ତି…

ଅସହ୍ୟ ତାତିରେ ଜଳୁଛି ଓଡିଶା;ସାଢେ ୨ଟା ରେ ୪୩ ଛୁଇଁଲା ପାରଦ

ଭୁବନେଶ୍ୱର : ଭୀଷଣ ଗ୍ରୀଷ୍ମ ପ୍ରବାହ ସମ୍ଭାବନା ପାଇଁ ଆଜି କଟକ ସହରକୁ ରେଡ ଆଲର୍ଟ ଜାରି କରାଯାଇଛି । ସେହିପରି ରାଜଧାନୀ ଭୁବନେଶ୍ୱର ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ପୂର୍ବାହ୍ନ ସାଢ଼େ ୧୧ଟା ସୁଦ୍ଧା ପ୍ରାୟ ଜିଲ୍ଲା…

ଏଥର ଓଡ଼ିଶା ନିର୍ବାଚନରେ ‘ଓଡ଼ିଆ ଅସ୍ମିତା’ ହେବ ମୁଖ୍ୟ ପ୍ରସଙ୍ଗ 

ନିର୍ବାଚନ ଯେତିକି ପାଖେଇ ଆସୁଛି ରାଜ୍ୟ ରାଜନୀତି ସେତିକି ସରଗରମ ହେବାରେ ଲାଗିଛି। ଓଡ଼ିଶାର ତିନି ପ୍ରମୁଖ ଦଳ ବିଜେଡି, ବିଜେପି ଓ କଂଗ୍ରେସ ପ୍ରାୟ ପ୍ରାର୍ଥୀ ଘୋଷଣା କରି ସାରିଥିବା ବେଳେ ଷ୍ଟାର ପ୍ରଚାରକ ଲିଷ୍ଟ ଘୋଷଣା କରି ସାରିଛନ୍ତି।…

ହାତ ଛାଡିଲେ ଦୁଲାଲ ପ୍ରଧାନ

ଭୁବନେଶ୍ୱର: ଲୋକସଭା ନିର୍ବାଚନ ପ୍ରଚାର ମଧ୍ୟରେ କଂଗ୍ରେସକୁ ଲାଗିଛି ବଡ଼ ଝଟକା । କଂଗ୍ରେସରୁ ଇସ୍ତଫା ଦେଲେ ଦୁଲାଲ୍ ପ୍ରଧାନ । ତେବେ ଦଳ ଦୁଲାଲଙ୍କ ଠାରୁ ଟିକେଟ ଫେରାଇ ନେବା ପରେ ସେ ଦଳ ଛାଡ଼ିଥିବା ଜଣାପଡ଼ିଛି । ଏଆଇସିସି…

ସମର କ୍ୟାମ୍ପରେ ମହୁମାଛି ଆକ୍ରମଣ; ୩୦ ଆହତ

ଢେଙ୍କାନାଳ :ଖରା ଛୁଟିରେ ମଜା କରିବାକୁ ଯାଇ ମିଳିଲା ସଜା | ଚଳିତ ବର୍ଷ ଆରମ୍ଭରୁ ଗ୍ରୀଷ୍ମ ପ୍ରବାହ ବୃଦ୍ଧି ପାଇଁ ଥିବାରୁ ସମସ୍ତ ସ୍କୁଲ ଗୁଡିକରେ ଛୁଟି ହୋଇ ସମର କ୍ୟାମ୍ପ ଆରମ୍ଭ ହୋଇ ଯାଇଛି | କିଛି ଛାତ୍ର…

ବିରାଟ ଶୋଭାଯାତ୍ରାରେ ରାଉରକେଲା ବିଜେପି ପ୍ରାର୍ଥୀ ଦିଲ୍ଲୀପ ରାୟ

ହଜାର ହଜାର ଶୁଭେଛୁ ଓ ସମର୍ଥକଙ୍କ ଗହଣରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଓ ବିଜେପିର ରାଉରକେଲା ବିଧାୟକ ପ୍ରାର୍ଥୀ ଦିଲ୍ଲୀପ ରାୟ ପ୍ରାର୍ଥୀପତ୍ର ଦାଖଲ କରିବାକୁ ଆଗେଇ ଚାଲିଛନ୍ତି । ଦିଲ୍ଲୀପ ରାୟଙ୍କ ସମର୍ଥନରେ ବିଶାଳ ଜନସମୁଦ୍ର ବିରାଟ ଧ୍ୱନି ଓ…

ଓଡ଼ିଶାରେ ମେ ୨୫ ତାରିଖ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ରାଜ୍ୟରେ ତୃତୀୟ ପର୍ଯ୍ୟାୟରେ ମେ ୨୫ ତାରିଖରେ ହେବାକୁ ଥିବା ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ, ଭୁବନେଶ୍ବର ଲୋକସଭା କ୍ଷେତ୍ର ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି ।…

ସମ୍ବଲପୁରରୁ ନଗେନ୍ଦ୍ର, ବାରବାଟୀ-କଟକରୁ ସୋଫିଆ

ନିର୍ଭୟ ମିଡିଆ : ଭୁବନେଶ୍ୱର, କଂଗ୍ରେସ ପକ୍ଷରୁ ଦୁଇ ଲୋକସଭା ଆସନ ସହ ୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି ରବିବାର । ସମ୍ବଲପୁର ପାଇଁ ଲୋକସଭା ପ୍ରାର୍ଥୀ ବଦଳା ଯାଇଥିଲାବେଳେ ବାରିପଦା ଓ ଖଣ୍ଡପଡ଼ା ବିଧାନସଭା ଆସନ…