ତାଜା ଖବର ରାଜ୍ୟ ଆୟୁଷ୍ମାନରେ ଅବହେଳା କଲେ କାର୍ଯ୍ୟାନୁଷ୍ଠାନ April 29, 2025 Papirani ଆୟୁଷ୍ମାନ କାର୍ଡରେ ରୋଗୀଙ୍କୁ ଅବହେଳା କଲେ ହେବ କାର୍ଯ୍ୟାନୁଷ୍ଠାନ । ଏ ନେଇ ଆଜି ଘରୋଇ ହସ୍ପିଟାଲଗୁଡ଼ିକୁ ତାଗିଦ୍ କରିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ସେ କହିଛନ୍ତି ଆୟୁଷ୍ମାନ ଯୋଜନା ଦ୍ୱାରା ଅନେକ ଗରିବ ଓ ମଧ୍ୟବିତ ଲୋକ ଉପକୃତ…
ତାଜା ଖବର ରାଜ୍ୟ ପିଲାଙ୍କୁ ଦିଆଯିବ ‘ଯାଦୁପେଡି’ April 29, 2025 Papirani ଖେଳ, ମନୋରଞ୍ଜନ ମାଧ୍ୟମରେ ପିଲାମାନଙ୍କୁ ଦିଆଯିବ ଶିକ୍ଷା ।ଶିଶୁ ବାଟିକା, ପ୍ରଥମ ଓ ଦ୍ବିତୀୟ ଶ୍ରେଣୀ ପିଲାଙ୍କୁ ଦିଆଯିବ ‘ଯାଦୁପେଡି’ । ଖେଳ ଭିତ୍ତିକ ଶିକ୍ଷଣ ପଦ୍ଧତି ମାଧ୍ୟମରେ ମୌଳିକ ଦକ୍ଷତା ଅର୍ଜନକୁ ପ୍ରୋତ୍ସାହିତ କରିବା ପାଇଁ ପ୍ରତ୍ୟେକ ବିଦ୍ୟାଳୟକୁ ‘ଯାଦୁ…
ତାଜା ଖବର ରାଜ୍ୟ ଘରୋଇ ଶିକ୍ଷାନୁଷ୍ଠାନକୁ ଗଣଶିକ୍ଷା ମନ୍ତ୍ରୀଙ୍କ ତାଗିଦ୍; ନିୟମ ଭାଙ୍ଗି ସ୍କୁଲ ଖୋଲିଲେ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ April 29, 2025 Papirani ଗ୍ରୀଷ୍ମ ପ୍ରବାହ ପାଇଁ ସ୍କୁଲ ବନ୍ଦ ନିର୍ଦ୍ଦେଶ ସତ୍ତ୍ବେ ଖୋଲାଯାଉଛି ସ୍କୁଲ୍ । ଏ ନେଇ ଘରୋଇ ଶିକ୍ଷାନୁଷ୍ଠାନକୁ ତାଗିଦ୍ କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ସେ କହିଛନ୍ତି ଗ୍ରୀଷ୍ମ ପ୍ରବାହ ପାଇଁ ସ୍କୁଲ ବନ୍ଦ ନିର୍ଦ୍ଦେଶ ସତ୍ତ୍ବେ…
ତାଜା ଖବର ରାଜ୍ୟ ପୁଣି ଆଇପିଏସ୍ ପଣ୍ଡିତ ରାଜେଶଙ୍କ ନିଲମ୍ୱନ ଆଦେଶ ବୃଦ୍ଧି April 29, 2025 Papirani ପୁଣି ବଢ଼ିଲା ୨୦୦୭ ବ୍ୟାଚ ଆଇପିଏସ୍ ପଣ୍ଡିତ ରାଜେଶଙ୍କ ନିଲମ୍ୱନ ଅବଧି । ଆଉ ମାସେ ନିଲମ୍ୱନ ଆଦେଶ ବଢ଼ାଇଲା ଗୃହ ମନ୍ତ୍ରଣାଳୟ । ମହିଳାଙ୍କୁ ଦୁର୍ବ୍ୟବହାର ପାଇଁ ନିଲମ୍ୱନ ହୋଇଛନ୍ତି ପଣ୍ଡିତ ରାଜେଶ । ସୂଚନା ଯୋଗ୍ୟ; ଆଇପିଏସ ରାଜେଶ…
ଦେଶ ରାଜ୍ୟ ଓଡ଼ିଶାରୁ ୩ ଜଣଙ୍କୁ ମିଳିଲା ପଦ୍ମଶ୍ରୀ ପୁରସ୍କାର April 28, 2025 Nirvay ଆଜି ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମସ୍ତ ବିଜେତାଙ୍କୁ ପଦ୍ମ ପୁରସ୍କାର ପ୍ରଦାନ କରିଛନ୍ତି । ତେବେ ଓଡ଼ିଶାରୁ ୩ ଜଣ ପଦ୍ମଶ୍ରୀ ପୁରସ୍କାର ଗ୍ରହଣ କରିଛନ୍ତି । ସେମାନେ ହେଲେ ଅଦ୍ୱେତ ଚରଣ ଗଡ଼ନାୟକ (କଳା), ପ୍ରଫେସର (ଡ.…
ରାଜ୍ୟ ଭୁବନେଶ୍ୱର ଅର୍ବାନ କୋ-ଅପରେଟିଭ ବ୍ୟାଙ୍କର ଜମାକାରୀମାନଙ୍କ ଅର୍ଥ ଫେରସ୍ତ ପ୍ରକ୍ରିୟା ଆରମ୍ଭ April 28, 2025 Nirvay ଓଡ଼ିଶାରେ ସମବାୟ ଆନ୍ଦୋଳନର ଆଦ୍ୟ ପ୍ରବକ୍ତା ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ଅବସରରେ ଆଜି ଭୁବନେଶ୍ୱର ଅର୍ବାନ କୋ-ଅପରେଟିଭ ବ୍ୟାଙ୍କର ଜମାକାରୀମାନଙ୍କ ଅର୍ଥ ଫେରସ୍ତ ପ୍ରକ୍ରିୟା ଆରମ୍ଭ ହୋଇଛି । ସମୁଦାୟ ୯,୫୩୭ ଜଣ ଜମାକାରୀ ୨୦ କୋଟି ୯୬…
ରାଜ୍ୟ ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକଙ୍କ ଉପରେ ଆକ୍ରମଣ April 28, 2025 Nirvay ପୁରୀ ଜିଲ୍ଲା, ମଙ୍ଗଳପୁର ପଞ୍ଚାୟତ ଅନ୍ତର୍ଗତ ବରଜୁପାଟଣା ଗାଁରେ ଆୟୁଷ୍ମାନ କାର୍ଡ ବଣ୍ଟନ ପାଇଁ ଯାଇଥିବା ବେଳେ ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକଙ୍କ ଗାଡ଼ି ଉପରେ ଜଣେ ଦୁର୍ବୁତ୍ତ ଆକ୍ରମଣ କରିଛି । ସୂଚନା ଅନୁଯାୟୀ, ବିଧାୟକ ଗାଡ଼ିରୁ ଓହ୍ଲାଇ ଯାଇଥିବା…
ତାଜା ଖବର ରାଜ୍ୟ ନବ ଦାସ ମାମଲାରେ ଖୁବ୍ଶୀଘ୍ର ଦାଖଲ ହେବ ଫାଇନାଲ୍ ରିପୋର୍ଟ: କ୍ରାଇମ୍ବ୍ରାଞ୍ଚ୍ ଡିଜି April 28, 2025 Papirani ବହୁ ଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାରେ ଖୁବ୍ଶୀଘ୍ର ଦାଖଲ ହେବ ଫାଇନାଲ୍ ରିପୋର୍ଟ । ଏ ନେଇ ଆଜି ସୂଚନା ଦେଇଛନ୍ତି କ୍ରାଇମ୍ବ୍ରାଞ୍ଚ୍ ଡିଜି ବିନୟତୋଷ ମିଶ୍ର । ସେ କହିଛନ୍ତି ଅନ୍ତରୀଣ ଚାର୍ଜସିଟ୍ ବଳରେ ମାମଲାର ବିଚାର ଚାଲିଛି…
ତାଜା ଖବର ରାଜ୍ୟ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହିତ କେନ୍ଦ୍ରାପଡା ସାଂସଦ ବୈଜୟନ୍ତ ପଣ୍ଡାଙ୍କ ଆଲୋଚନା April 28, 2025 Papirani କେନ୍ଦ୍ରାପଡା ସାଂସଦ ବୈଜୟନ୍ତ ପଣ୍ଡା ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଲୋକସେବା ଭବନ ଠାରେ ସାକ୍ଷାତ କରିବା ସହିତ କେନ୍ଦ୍ରାପଡା ଜିଲ୍ଲାର ବିଭିନ୍ନ ବିକାଶ ମୂଳକ କାର୍ଯ୍ୟ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଛନ୍ତି। କେନ୍ଦ୍ରାପଡାର ତଳି ଅଞ୍ଚଳକୁ ଜଳମଗ୍ନ ହେବାରୁ…
ତାଜା ଖବର ରାଜ୍ୟ ରାସନ୍ କାର୍ଡରୁ ବାଦ ପଡିବେ ବିଦେଶୀ: କୃଷ୍ଣଚନ୍ଦ୍ର ପାତ୍ର April 28, 2025 Papirani ଓଡ଼ିଶାରେ ପାକିସ୍ତାନୀ, ବାଂଲାଦେଶୀ ହାତେଇଛନ୍ତି ରାସନ୍ କାର୍ଡ । ଏ ନେଇ ଆଜି ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ସେ କହିଛନ୍ତି ଓଡ଼ିଶାକୁ ଅନୁପ୍ରବେଶ କରି କାର୍ଡ ହାତେଇ ନେଇଛନ୍ତି। ପ୍ରତି ଜିଲ୍ଲାର ଜିଲ୍ଲାପାଳଙ୍କୁ ଏନେଇ…