Category: ରାଜ୍ୟ

ଗଞ୍ଜେଇ ମୁକ୍ତ ହେବ ଓଡ଼ିଶା

ରାଜ୍ୟକୁ ସମ୍ପୂର୍ଣ୍ଣ ଗଞ୍ଜେଇ ମୁକ୍ତ କରିବାକୁ ପ୍ରକ୍ରିୟା ଆରମ୍ଭ । ଦିନକୁ ଦିନ ନିଶା କାରବାର ତଥା ସେବନ ବଢିଚାଲିଛି। ଏହରିମଧ୍ୟରେ ନୀଳ ଜହରକୁ ମୂଳପୋଛ କରିବା ପାଇଁ ଆକ୍ସନ ମୋଡ଼ରେ ଆବକାରୀ ବିଭାଗ । ଏନେଇ ସୂଚନା ଦେଇଛନ୍ତି ଅବକାରୀ…

କରଞ୍ଜିଆ ଥାନା ଅଞ୍ଚଳରେ ଯୁବତୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ

ରାଜ୍ୟରେ ଥମୁନି ଦୁଷ୍କର୍ମ ଘଟଣା । ଗଞ୍ଜାମ ଜିଲ୍ଲା ପରେ ମୟୁରଭଞ୍ଜ ରେ ଗଣଦୁଷ୍କର୍ମ । ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ଅପହରଣ ପରେ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ପୀଡ଼ିତାଙ୍କ ଅଭିଯୋଗ ଅନୁସାରେ, ସମ୍ପର୍କୀୟଙ୍କ…

୩ଟି ପ୍ରାଇଭେଟ ବ୍ୟାଙ୍କ ସହ ସରକାରୀ କାରବାର ବନ୍ଦ ନିଷ୍ପତ୍ତିର ୭୨ ଘଣ୍ଟା ମଧ୍ୟରେ ନିଜ ଛେପ ନିଜେ ଢୋକିଲେ ବିଜେପି ସରକାର: ବିଜେଡି

୩ଟି ପ୍ରାଇଭେଟ ବ୍ୟାଙ୍କର ପ୍ରଦର୍ଶନ ନିରୁତ୍ସାଜନକ କହିଥିବା ରାଜ୍ୟ ସରକାର ୭୨ ଘଣ୍ଟା ମଧ୍ୟରେ ନିଜ ଛେପ ନିଜେ ଢୋକି ପୁଣି ନିଷ୍ପତ୍ତି ବଦଳାଇବା କାହା ସ୍ୱାର୍ଥର ବୋଲି ବିଜେଡି ପ୍ରଶ୍ନ କରିଛି । ଆଜି ଶଙ୍ଖ ଭବନଠାରେ ଆୟୋଜିତ ସାମ୍ବାଦିକ…

ବ୍ରହ୍ମପୁର ନାବାଳିକା ଦୁଷ୍କର୍ମ ଘଟଣା: ବିଜେପି ନେତାଙ୍କ କୁତ୍ସିତ ଚେହେରା ପଦାକୁ ଆସିଲା କହିଲା ବିଜେଡି

ରାଜ୍ୟରେ ନାରୀ ନିର୍ୟ୍ୟାତନା ଓ ଦୁଷ୍କର୍ମ ଘଟଣା ଉଦବେଗଜନକ ଭାବେ ବୃଦ୍ଧି ହେଉଥିବା ବେଳେ ବ୍ରହ୍ମପୁରରେ ଜଣେ ପୂର୍ବତନ ବିଜେପି ନଗର ସଭାପତିଙ୍କ ଦ୍ୱାରା ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ନାବାଳିକାକୁ ନିଶା ଦେଇ ଦୁଷ୍କର୍ମ କରିବା ଘଟଣାରେ, ବିଜୁ ଜନତା ଦଳ…

ଭୁଶୁଡ଼ିଲା କଟକ ଶିଶୁ ଭବନର ନୂତନ ବିଲ୍ଡିଂ କାନ୍ଥ

କଟକ ଶିଶୁ ଭବନରେ ନବନିର୍ମିତ ଶିଶୁ ସ୍ୱାସ୍ଥ୍ୟସେବା କେନ୍ଦ୍ରର କୋଠାର କିଛି ଅଂଶ ଆଜି ଅପରାହ୍ନରେ ଭୁଶୁଡ଼ି ପଡ଼ିବା ପରେ ଉତ୍ତେଜନା ପ୍ରକାଶ ପାଇଛି। ଲଗାଣ ବର୍ଷା ସମୟରେ ଭୁଶୁଡ଼ି ପଡ଼ିଲା ସାଇଡ଼ କାନ୍ଥ । କିଛି ଦିନ ପୂର୍ବେ ଉଦଘାଟନ…

୧୧ ଫେକ୍‌ ୱେବସାଇଟ୍‌ରୁ ଦୂରେଇ ରହିବାକୁ ପରାମର୍ଶ ଦେଲା କ୍ରାଇମବ୍ରାଞ୍ଚ୍‌

ପବିତ୍ର ରଥଯାତ୍ରା ଉତ୍ସବକୁ ଦୃଷ୍ଟିରେ ରଖି, ରାଜ୍ୟ କ୍ରାଇମବ୍ରାଞ୍ଚ ଅନଲାଇନ୍ ହୋଟେଲ ବୁକିଂ ଠକେଇରେ ଚିନ୍ତାଜନକ ବୃଦ୍ଧି ପାଇଛି। ୧୧ ଫେକ୍‌ ୱେବସାଇଟ୍‌ URLs ଠାରୁ ଦୂରେଇ ରହିବାକୁ ପରାମର୍ଶ ଦେଉଛି କ୍ରାଇମବ୍ରାଞ୍ଚ୍‌। ବିଶେଷ କରି ହୋଟେଲ୍‌ ବୁକିଂ ପାଇଁ ଠକେଇ…

ନବୀନ ପଟ୍ଟନାୟକଙ୍କୁ ଭେଟିଲେ ବିଜେଡିର ବରିଷ୍ଠ ନେତା

ମୁମ୍ବାଇଠାରେ କୋକିଳାବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ପୂର୍ବତନ ମୁଖ୍ୟମନ୍ତ୍ରୀ, ବିଜେଡିର ରାଜ୍ୟ ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଚିକିତ୍ସାଧୀନ ଥିଲା ବେଳେ, ଆଜି ତାଙ୍କୁ ବିଜେଡିର ବରିଷ୍ଠ ନେତାମାନେ ଭେଟିଛନ୍ତି । ପୂର୍ବତନ କେନ୍ଦ୍ରମନ୍ତ୍ରୀ ଚନ୍ଦ୍ରଶେଖର ସାହୁ,…

ମୁଖ୍ୟମନ୍ତ୍ରୀଙ୍କ ବାସଭବନକୁ ଅଣ୍ଡା ଓ ଟମାଟୋ ମାଡ଼

ଏସ୍‌ସି ଏସ୍‌ଟିଙ୍କ ଉପରେ ଅତ୍ୟାଚାର ଓ ନାରୀ ନିର୍ଯାତନା ଅଭିଯୋଗ ଆଣି ରାଜରାସ୍ତାକୁ ଓହ୍ଲାଇଛି କଂଗ୍ରେସ । ଓଡ଼ିଆ ଅସ୍ମିତା କୁଆଡ଼େ ଗଲା କହି ନାରାବାଜି କଲେ ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନ ଘେରାଉ କରିଛି। ଯୁବ କଂଗ୍ରେସ କର୍ମୀ ମୁଖ୍ୟମନ୍ତ୍ରୀଙ୍କ ବାସଭବନକୁ…

ସମସ୍ତ ରାଜସ୍ବ ସେବା ପାଇଁ ଆସିଲା ମୋବାଇଲ୍ ଆପ୍; ଇ ରେଜିଷ୍ଟ୍ରେସନ୍ ଆପ୍ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଆଜି ଲୋକସେବା ଭବନରେ ରାଜସ୍ୱ ବିଭାଗ ପକ୍ଷରୁ ପ୍ରସ୍ତୁତ ଇ-ରେଜିଷ୍ଟ୍ରେସନ ମୋବାଇଲ ଆପର ଉନ୍ମୋଚନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜସ୍ୱ ବିଭାଗର ଅଧିକାରୀ ଓ କର୍ମଚାରୀ ମାନଙ୍କୁ ପରାମର୍ଶ ଦେଇ କହିଛନ୍ତି ବାତ୍ୟା, ବନ୍ୟା ଆଦି…

ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ଜାରି ହେଲା ଟ୍ରାଫିକ ନିୟମାବଳୀ

ଆଉ ଦୁଇଦିନ ପରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ପୁଲିସ ପ୍ରଶାସନର ପ୍ରସ୍ତୁତି ଶେଷ ହୋଇଛି । ରଥଯାତ୍ରା ପାଇଁ ଶ୍ରୀକ୍ଷେତ୍ର ପୁରୀରେ ଭକ୍ତଙ୍କ ଭିଡ଼ ଜମିଲାଣି । ସେଥିପାଇଁ ସୁରକ୍ଷା ପାଇଁ ପୋଲିସ ଫୋର୍ସ ମଧ୍ୟ ମୁତୟନ ହେବା ଆରମ୍ଭ…