ତାଜା ଖବର ରାଜ୍ୟ ଓଡ଼ିଶାରେ ଅଛନ୍ତି ୧୨ ପାକିସ୍ତାନୀ April 25, 2025 Papirani ଓଡ଼ିଶାରେ ଦୀର୍ଘକାଳୀନ ଭିସାରେ ଅଛନ୍ତି ୧୨ ପାକିସ୍ତାନୀ ।ସେମାନଙ୍କୁ ଭାରତ ଛାଡ଼ିବାକୁ ନୋଟିସ ଦେବା ପ୍ରକ୍ରିୟା ଆରମ୍ଭ ହୋଇଛି । କେନ୍ଦ୍ର ଗୃହ ମନ୍ତ୍ରଣାଳୟ ନିର୍ଦ୍ଦେଶ କ୍ରମେ ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ଏହି ପ୍ରକ୍ରିୟା ଆରମ୍ଭ ହୋଇଛି ।…
ତାଜା ଖବର ରାଜ୍ୟ ମିଳିଲାନି ନିଯୁକ୍ତି, ଥଇଥାନ ଓ କ୍ଷତିପୂରଣ; ତାତିଲେ ଲୋକେ April 25, 2025 Papirani ନିଯୁକ୍ତି, ଥଇଥାନ ଓ କ୍ଷତିପୂରଣ ଦାବିରେ ଅନୁଗୋଳ ଜିଲା ତାଳଚେରସ୍ଥିତ ଏମ୍ସିଏଲ୍ର ହିଙ୍ଗୁଳା କୋଇଲା ଖଣିରେ ଚାଲିଛି ଆନ୍ଦୋଳନ । ୧୫ ବର୍ଷ ହେବ ପ୍ରତିଶ୍ରୁତି ଦେଇ ବି ପୂରଣ କରୁନି ଏମସିଏଲ୍। ସେଥିପାଇଁ ତାତିଛନ୍ତି ଲୋକେ ଓ ଆରମ୍ଭ କରିଛନ୍ତି…
ତାଜା ଖବର ରାଜ୍ୟ ଶିମିଳିପାଳ ଜାତୀୟ ଉଦ୍ୟାନରେ ଅଛନ୍ତି ୪୦ ମହାବଳ April 25, 2025 Papirani ଶିମିଳିପାଳ ଜାତୀୟ ଉଦ୍ୟାନରେ ଅଛନ୍ତି ୪୦ ମହାବଳ । ଏ ନେଇ ଆଜି ସୂଚନା ଦେଇଛନ୍ତି ବନ୍ୟପ୍ରାଣୀ ପିସିସିଏଫ୍ ପ୍ରେମ୍ କୁମାର ଝା । ସେ କହିଛନ୍ତି ଜିନତ ଓ ଯମୁନାକୁ ମିଶାଇ ଶିମିଳିପାଳ ଜାତୀୟ ଉଦ୍ୟାନରେ ଅଛନ୍ତି ୪୦ ମହାବଳ…
ତାଜା ଖବର ରାଜ୍ୟ ଘରୋଇ ସ୍କୁଲ ମାଲିକଙ୍କୁ ଚେତାବନୀ; ଛୁଟିରେ ସ୍କୁଲ ଖୋଲିଲେ ହେବ ଆକ୍ସନ April 25, 2025 Papirani ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ରାଜ୍ୟରେ ଅସହ୍ୟ ତାତି ସହିତ ଗୁଳୁଗୁଳି ଅନୁଭୂତ ହେଉଛି । ସେଥିପାଇଁ ଗ୍ରୀଷ୍ମ ଛୁଟି ପୂର୍ବରୁ ସମସ୍ତ ଶିକ୍ଷାନୁଷ୍ଠାନକୁ ବନ୍ଦ କରାଯାଇଛି। ଯଦି ସରକାରଙ୍କ ନିର୍ଦେଶକୁ ଅବମାନନା କରାଯାଏ ତାଙ୍କ ପ୍ରତି ଆକ୍ସନ ନିଆଯିବା…
ତାଜା ଖବର ରାଜ୍ୟ ୫୭ ଲକ୍ଷର ସରକାରୀ ଅର୍ଥ ହଡ଼ପ ମାମଲା: ଠିକାଦାର ଗିରଫ April 25, 2025 Papirani ୫୭ ଲକ୍ଷର ସରକାରୀ ଅର୍ଥ ହଡ଼ପ ମାମଲାରେ ଠିକାଦାର ଗିରଫ । ମୃତ୍ତିକା ସଂରକ୍ଷଣ ଅଧିକାରୀଙ୍କ ସହ ମିଶି ସଲାସୁତୁରା କରି ପ୍ରାୟ ୫୭ ଲକ୍ଷ ଟଙ୍କା ସରକାରୀ ପାଣ୍ଠିର ଅପବ୍ୟବହାର ପାଇଁ ଠିକାଦାର ଲକ୍ଷ୍ମୀଧର ରାଉତରାୟଙ୍କୁ ଗିରଫ କଲା ଭିଜିଲାନ୍ସ…
ତାଜା ଖବର ରାଜ୍ୟ ରାଜ୍ୟରେ ଗଠିତ ହେଲା ୪୬ଟି ସିଭିଲ୍ ଜଜ୍ କୋର୍ଟ April 25, 2025 Papirani ରାଜ୍ୟରେ ଗଠିତ ହୋଇଛି ୪୬ଟି ନୂଆ ସିଭିଲ୍ ଜଜ୍ କୋର୍ଟ (ଜୁନିୟର ଡିଭିଜନ୍)। ଏହି କୋର୍ଟ ଗୁଡିକ ହେଲା ବାଲେଶ୍ୱର ଜିଲ୍ଲାର ବାଲିଆପାଳ, ସିମୁଳିଆ, ସୋରୋ, ବାହାନଗା ଓ ଜଳେଶ୍ୱର, ସମ୍ୱଲପୁର ଜିଲ୍ଲାର ରେଙ୍ଗାଲି, ବାମରା, କୁଚିଣ୍ଡା ଓ ଜମନକିରା, ରାୟଗଡ଼ା…
ତାଜା ଖବର ରାଜ୍ୟ ନବ ଦାସ ହତ୍ୟା ମାମଲା: ଗୋପାଳର ପୂର୍ବ କଲ୍ ହିଷ୍ଟ୍ରି ଖୋଲିଲା କ୍ରାଇମବ୍ରାଞ୍ଚ April 25, 2025 Papirani ବହୁ ଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାରେ ଗୋପାଳ ଦାସର ପୁରୁଣା କଲ୍ ଡିଟେଲ ଖୋଲିଲା କ୍ରାଇମବ୍ରାଞ୍ଚ । ନବ ଦାସ ହତ୍ୟା ପୂର୍ବର କଲ୍ ହିଷ୍ଟ୍ରି ଖୋଲିଲା କ୍ରାଇମବ୍ରାଞ୍ଚ । ହତ୍ୟା ପୂର୍ବରୁ ଗୋପାଳ ଯେଉଁମାନଙ୍କ ସହ କଥା ହୋଇଛି…
ଦେଶ ରାଜନୀତି ରାଜ୍ୟ ସର୍ବଦଳୀୟ ବୈଠକରେ ବିଜେଡି ପକ୍ଷରୁ ଯୋଗଦେଲେ ସାଂସଦ ସସ୍ମିତ ପାତ୍ର April 24, 2025 Nirvay ପହଲଗାମ ଆତଙ୍କବାଦୀ ଆକ୍ରମଣକୁ ନେଇ କେନ୍ଦ୍ର ସରକାର ଡାକିଥିବା ସର୍ବଦଳୀୟ ବୈଠକରେ ଆଜି ବିଜୁ ଜନତା ଦଳ ତରଫରୁ ସାଂସଦ ସସ୍ମିତ ପାତ୍ର ଯୋଗ ଦେଇଥିଲେ । ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ସର୍ବଦଳୀୟ ବୈଠକରେ…
ରାଜ୍ୟ ମୁମ୍ବାଇ ଗସ୍ତରେ ଗଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ April 24, 2025 Nirvay ଓଡ଼ିଶାରେ ଶିଳ୍ପର ଦ୍ରୁତ ବିକାଶ ସହିତ ବ୍ୟାପକ ନିଯୁକ୍ତି ସୃଷ୍ଟି କରିବା ଏବଂ ଆର୍ଥିକ ଅଭିବୃଦ୍ଧି ଘଟାଇବା ଉଦ୍ଦେଶ୍ୟ ରଖି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ମୁମ୍ବାଇ ଗସ୍ତରେ ଯାଇଛନ୍ତି । ଏପ୍ରିଲ ୨୪ରୁ ୨୬, ୩ ଦିନିଆ ମୁମ୍ବାଇ ଗସ୍ତରେ…
ରାଜ୍ୟ ପୋଲିସ କର୍ମଚାରୀଙ୍କ ଭତ୍ତା ଓ ପ୍ରୋତ୍ସାହନ ରାଶି ବଢ଼ାଇଲେ ରାଜ୍ୟ ସରକାର April 24, 2025 Nirvay ରାଜ୍ୟ ପୋଲିସ ବାହିନୀକୁ ଅଧିକ କ୍ରିୟାଶୀଳ କରିବା ଲକ୍ଷ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୋଲିସ କର୍ମଚାରୀଙ୍କ ଭତ୍ତା ଓ ପ୍ରୋତ୍ସାହନ ରାଶି ବୃଦ୍ଧି କରିଛନ୍ତି । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି । ଏହି ନିଷ୍ପତ୍ତି ଅନୁଯାୟୀ…