Category: ରାଜ୍ୟ

ବିଜେଡି ଓ କଂଗ୍ରେସ ପାଇଁ ‘ମହିଳା ସୁରକ୍ଷା’ ପ୍ରସଙ୍ଗ ନୁହେଁ; ବରଂ ନିଜ ରାଜନୈତିକ ସ୍ୱାର୍ଥ: ସୁକେଶୀ ଓରାମ

ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ଉପସଭାପତି ସୁକେଶୀ ଓରାମ କହିଛନ୍ତି ଯେ, ଗତ କିଛି ଦିନ ଧରି ଉଭୟ କଂଗ୍ରେସ ଏବଂ ବିଜେଡି ରାଜରାସ୍ତାକୁ ଓହ୍ଲାଇ ଆନ୍ଦୋଳନ, ଧାରଣା, ବିକ୍ଷୋଭ, କ୍ୟାଣ୍ଡେଲ ଶୋଭାଯାତ୍ରା, ଦୀପ ଦାନ, ଲୋକସେବା ଭବନ…

ବିଜେପି ବିଧାୟକ ସନ୍ତୋଷ ଖଟୁଆଙ୍କ ବିରୋଧରେ ଜାତୀୟ ମହିଳା କମିଶନଙ୍କ ନିକଟରେ ଫେରାଦ ହେଲା ବିଜେଡି

ବିଜେପି ବିଧାୟକ ସନ୍ତୋଷ ଖଟୁଆଙ୍କ ବିରୋଧରେ ଜାତୀୟ ମହିଳା କମିଶନଙ୍କ ନିକଟରେ ଫେରାଦ ହେଲା ବିଜେଡି । ବିଜେଡି ସାଧାରଣ ସମ୍ପାଦକ ତଥା ମୁଖପାତ୍ର ଲେଖାଶ୍ରୀ ସାମନ୍ତସିଂହାରଙ୍କ ପ୍ରତି ଖଟୁଆ ଦେଇଥିବା ଅଶାଳୀନ, ମହିଳା ବିରୋଧୀ ଓ କୁତ୍ସିତ ମନ୍ତବ୍ୟ ପାଇଁ…

ଏମ୍ସରେ ମହିଳା ଆଟେଣ୍ଡାଣ୍ଟଙ୍କୁ ନର୍ସିଂ ଅଫିସରଙ୍କ ଅସଦାଚରଣ ଅଭିଯୋଗ

ଭୁବନେଶ୍ଵର ଏମ୍ସରେ ଜଣେ ମହିଳା ଆଟେଣ୍ଡାଣ୍ଟଙ୍କୁ ନର୍ସିଂ ଅଫିସରଙ୍କ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି । ଭୁବନେଶ୍ଵର ଏମ୍ସରେ ଜଣେ ମହିଳା ଆଟେଣ୍ଡାଣ୍ଟଙ୍କୁ ଅସଦାଚରଣ କରାଯାଇଥିବା ଅଭିଯୋଗ ହେବା ସତ୍ତ୍ୱେ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇନାହିଁ । ଯାହା ପ୍ରତିବାଦରେ ମହିଳା ଆଟେଣ୍ଡାଣ୍ଟମାନେ…

ଆଇଏଏସ୍‌ ବିଷ୍ଣୁପଦ ସେଠୀଙ୍କ ଆଗୁଆ ଜାମିନ ଖାରଜ କଲେ ହାଇକୋର୍ଟ

ବଢ଼ିଲା ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ଅଡୁଆ । ଆଇଏଏସ ଅଧିକାରୀ ବିଷ୍ନୁପଦଙ୍କ ଆଗୁଆ ଜାମିନ ଆବେଦନକୁ ହାଇକୋର୍ଟ ଖାରଜ କରିଛନ୍ତି । ୧୦ ଲକ୍ଷ ଟଙ୍କା ଲାଞ୍ଚ ମାମଲାରେ ଆଗୁଆ ଜାମିନ ଆବେଦନ କରିଥିଲେ ବିଷ୍ଣୁପଦ ସେଠୀ । ସିବିଆଇର ସମ୍ଭାବ୍ୟ…

ଟ୍ୱିନ୍‌ ସିଟିରେ ଛାତ୍ରଛାତ୍ରୀ ସମ୍ଭାଳିବେ ଟ୍ରାଫିକ୍‌

ଟ୍ୱିନ୍‌ ସିଟିରେ ଟ୍ରାଫିକ୍‌ ସମ୍ଭାଳିବେ ଛାତ୍ରଛାତ୍ରୀ । ଏ ନେଇ ଆଜି ସୂଚନା ଦେଇଛନ୍ତି ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ । ସେ କହିଛନ୍ତି ଟ୍ୱିନ୍‌ ସିଟିରେ ଦେଖା ଯାଉଥିବା ଟ୍ରାଫିକ୍‌ ସମସ୍ୟାକୁ ଦୂର କରିବା ପାଇଁ ଏହି ଭଳି…

ଜନସାଧାରଣଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ଆଜି ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଛି । ମୁଖ୍ୟମନ୍ତ୍ରୀ ଏହି ଦିନ ସକାଳ ୮ ଘଟିକାରୁ ୟୁନିଟ-୨ରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିଛନ୍ତି। ୟୁନିଟ-୨ ସ୍ଥିତ ଅଭିଯୋଗ ପ୍ରକୋଷ୍ଠରେ ଆୟୋଜିତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ୧୩ ତମ…

କାହିଁକି ତଥ୍ୟ ଦେବେନି ସୂଚନା କମିଶନ ଓ ଯାଜପୁର ଆର୍‌ଏମସି; ଜବାବ ଦାଖଲ ପାଇଁ ହାଇକୋର୍ଟଙ୍କ ନୋଟିସ୍

ରେଗୁଲେଟେଡ୍ ମାର୍କେଟିଂ କମିଟି ଯାଜପୁର ସୂଚନା ଅଧିକାର ଆଇନ ପରିସର ଭୁକ୍ତ ନୁହେଁ ବୋଲି ଓଡିଶା ସୂଚ଼ନା କମିଶନଙ୍କ ନିଷ୍ପତିକୁ ଓଡ଼ିଶା ହାଇକୋର୍ଟରେ ଚ୍ୟାଲେଞ୍ଜ କରାଯାଇଛି । ଏହି ମାମଲାର ଶୁଣାଣି କରି ମାନ୍ୟବର ହାଇକୋର୍ଟ ସୂଚନା କମିଶନ ଓ ଆରଏମସିଙ୍କୁ…

ବଦଳିଲା ଛାତ୍ରଛାତ୍ରୀଙ୍କ ଆଇଡି କାର୍ଡ ରଙ୍ଗ

ବଦଳିଲା ଛାତ୍ରଛାତ୍ରୀଙ୍କ ଆଇଡି କାର୍ଡ ରଙ୍ଗ । ଆଇଡି କାର୍ଡ ସବୁଜ ରଙ୍ଗରୁ ଗେରୁଆ ରଙ୍ଗକୁ ପରିବର୍ତ୍ତନ। ପ୍ରାଥମିକ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଆଇଡି କାର୍ଡ ରଙ୍ଗ ବଦଳିଲା।୨୦୨୫-୨୬ ଶିକ୍ଷାବର୍ଷରୁ ନୂଆ ଆଇଡି କାର୍ଡ ପିନ୍ଧିବେ ଛାତ୍ରଛାତ୍ରୀ। ଏନେଇ ସମସ୍ତ ଜିଲ୍ଲା ଶିକ୍ଷାଧିକାରୀଙ୍କୁ…

କ୍ଷେପଣାସ୍ତ୍ର ପ୍ରଳୟ-୬ର ସଫଳ ଉତ୍‌କ୍ଷେପଣ 

କ୍ଷେପଣାସ୍ତ୍ର ପ୍ରଳୟ-୬ର ସଫଳ ଉତ୍‌କ୍ଷେପଣ । ଆଜି ସକାଳ ୯ ଟା ୪୫ ସମୟରେ ସ୍ବଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର ପ୍ରଳୟ-୬ର ସଫଳ ଉତ୍‌କ୍ଷେପଣ କରାଯାଇଛି। ଧାମରା ନିକଟସ୍ଥ ଅବଦୁଲ କଲାମ ଆଇଲାଣ୍ଡରୁ ଏହି ଉତ୍‌କ୍ଷେପଣ କରାଯାଇଛି। ପ୍ରତିରକ୍ଷା ଗବେଷଣା ଏବଂ ବିକାଶ…

କେବେ ଖୋଲିବ ବଳଙ୍ଗା ରହସ୍ୟ ?

ବଳଙ୍ଗା ପୀଡ଼ିତା ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଛନ୍ତି । ଚିକିତ୍ସା ଚାଲିଛି। ଅବସ୍ଥା ଭଲ ବୋଲି କୁହାଯାଉଚି । ୟା’ଭିତରେ ଶଙ୍ଖ ନେତାମାନେ ତାଙ୍କୁ ଦେଖି ଆସିଚନ୍ତି । ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ମ୍ୟାଡମ ବି ହସ୍ପିଟାଲ ଯାଇ ବୁଲି ଆସିଲେଣି ।…