Category: ରାଜ୍ୟ

କେବେ ଖୋଲିବ ବଳଙ୍ଗା ରହସ୍ୟ ?

ବଳଙ୍ଗା ପୀଡ଼ିତା ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଛନ୍ତି । ଚିକିତ୍ସା ଚାଲିଛି। ଅବସ୍ଥା ଭଲ ବୋଲି କୁହାଯାଉଚି । ୟା’ଭିତରେ ଶଙ୍ଖ ନେତାମାନେ ତାଙ୍କୁ ଦେଖି ଆସିଚନ୍ତି । ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ମ୍ୟାଡମ ବି ହସ୍ପିଟାଲ ଯାଇ ବୁଲି ଆସିଲେଣି ।…

ଘୋଷଣା ହେଲା ରାଜ୍ୟ ପଞ୍ଚାୟତିରାଜ ପୁରସ୍କାର

ଲରାଜ୍ୟ ପଞ୍ଚାୟତିରାଜ ପୁରସ୍କାର ଘୋଷଣା । ୪ କୋଟିର ପୁରସ୍କାର ରାଶି ଘୋଷଣା । ପୁରସ୍କାର ରାଶି ଘୋଷଣା କଲେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ । ୩ଟି ସ୍ତରରେ ତଥା ରାଜ୍ୟ, ଜିଲ୍ଲା ଓ ବ୍ଲକ ସ୍ତରରେ ପୁରସ୍କାର ଦିଆଯିବା…

ହ୍ୟାକ୍ ହୋଇଥିବା ଇନଷ୍ଟାଗ୍ରାମ ଆଇଡିକୁ ରିଟ୍ରିଭ କଲା ଉଚ୍ଚଶିକ୍ଷା ବିଭାଗ

ହ୍ୟାକରଙ୍କ ଟାର୍ଗେଟରେ ଶିକ୍ଷା ସାଇଟ୍। ଉଚ୍ଚଶିକ୍ଷା ବିଭାଗର ଇନଷ୍ଟାଗ୍ରାମ ଆକାଉଣ୍ଟ ହ୍ୟାକ୍‌। ଉଚ୍ଚଶିକ୍ଷା ବିଭାଗର ଇନ୍‌ଷ୍ଟାଗ୍ରାମ୍ ଆକାଉଣ୍ଟ ଆଜି ସକାଳେ କିଛି ସମୟ ପାଇଁ ହ୍ୟାକ୍ ହୋଇଥିବାର ଜଣାପଡିଛି। ବିଭାଗର କାର୍ଯ୍ୟକଳାପ ସହ ସମ୍ପୃକ୍ତ ନଥିବା କିଛି ପୋଷ୍ଟ ଇନ୍‌ଷ୍ଟାଗ୍ରାମ୍ ଆକାଉଣ୍ଟରେ…

ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ମନ୍ କି ବାତ କାର୍ଯ୍ୟକ୍ରମ ଶୁଣିଲେ ମୁଖ୍ୟମନ୍ତ୍ରୀ, ରାଜ୍ୟ ସଭାପତି, ରାଜ୍ୟ ପ୍ରଭାରୀ

ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ମନ୍ କି ବାତ କାର୍ଯ୍ୟକ୍ରମ ଶୁଣିଲେ ମୁଖ୍ୟମନ୍ତ୍ରୀ, ରାଜ୍ୟ ସଭାପତି, ରାଜ୍ୟ ପ୍ରଭାରୀଭାରତ ବର୍ଷରେ କିଛି ଅସମ୍ଭବ ନୁହେଁ । ଭାରତ ବର୍ଷରେ ଯେଉଁ ଜ୍ଞାନ ଓ ଅନୁଭବର ଶକ୍ତି ରହିଛି, ତାର ଶତ ପ୍ରତିଶତ ବିନିଯୋଗ…

ବନବାସୀ ଆଶ୍ରମ ପିଲାଙ୍କ ଗହଣରେ ପ୍ରଧାନମନ୍ତ୍ରୀଙ୍କ ମନ୍ କି ବାତ୍ ଶୁଣିଲେ ମୁଖ୍ୟମନ୍ତ୍ରୀ  ମୋହନ ମାଝୀ 

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ଵର ମଞ୍ଚେଶ୍ୱର ଶିଳ୍ପାଞ୍ଚଳରେ ଥିବା ବନବାସୀ କଲ୍ୟାଣ ଆଶ୍ରମ ପରିସରରେ ଆଶ୍ରମ ଅନ୍ତେବାସୀ ପିଲାଙ୍କ ଗହଣରେ ପ୍ରଧାନମନ୍ତ୍ରୀଙ୍କ ମନ୍ କି ବାତ୍ କାର୍ଯ୍ୟକ୍ରମ ଶୁଣିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ମନ୍ କି ବାତ୍ କାର୍ଯ୍ୟକ୍ରମର ଆଜି ଥିଲା…

ଅଗଷ୍ଟ ୯ରେ ୧ କୋଟି ୨ ଲକ୍ଷ ୪୦ ହଜାର ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା

ଅଗଷ୍ଟ ୯ ତାରିଖ ରାକ୍ଷୀ ପୂର୍ଣ୍ଣିମାରେ ୧ କୋଟି ୨ ଲକ୍ଷ ୪୦ ହଜାର ମହିଳାଙ୍କୁ ମିଳିବ ସୁଭଦ୍ରା କିସ୍ତି ଟଙ୍କା। ଏ ନେଇ ଆଜି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସେ କହିଛନ୍ତି ଅଗଷ୍ଟ ୯ରେ ସୁଭଦ୍ରା…

କଟକରେ ହେବ ଏଲିଭେଟେଡ୍ କରିଡର୍

କଟକରେ ହେବାକୁ ଯାଉଛି ଏଲିଭେଟେଡ୍ କରିଡର୍ । ଭିଡ଼ ନିୟନ୍ତ୍ରଣ ପାଇଁ କଟକ ଓଏମପିରୁ କନ୍ଦରପୁର ପର୍ଯ୍ୟନ୍ତ ହେବ ଏଲିଭେଟେଡ୍ କରିଡର୍ । ଏ ନେଇ ଆଜି ସୂଚନା ଦେଇଛନ୍ତି କଟକ ସାଂସଦ ଭର୍ତ୍ତୃହରି ମହତାବ । ସେ କହିଛନ୍ତି ଏଲିଭେଟେଡ୍…

ନାବାଳିକା ଯୌନ ନିର୍ଯାତନା ମାମଲା: ଗିରଫ ପରେ ଭୁବନେଶ୍ବର କର୍ପୋରେଟର ଅମରେଶ ଜେନାଙ୍କୁ ନିଲମ୍ବନ କଲା ବିଜେଡି

ନାବାଳିକାଙ୍କୁ ଯୌନ ନିର୍ଯାତନା ଅଭିଯୋଗରେ ବିଜେଡି କର୍ପୋରେଟର ଅମରେଶ ଜେନା ଓରଫ ବାୟାଁ ଗିରଫ । ବାଲେଶ୍ୱରରୁ ଗିରଫ କଲା କମିଶନରେଟ୍ ପୋଲିସ । ଗିରଫ ପରେ ବିଏମସି କର୍ପୋରେଟର ଅମରେଶ ଜେନା ବିଜେଡିରୁ ନିଳମ୍ବିତ ହୋଇଛନ୍ତି। ଜଣେ ନାବାଳିକାଙ୍କୁ ବିବାହର…

ଏଫଏମ ୟୁନିଭର୍ସିଟିର ଆସିଷ୍ଟାଣ୍ଟ ପ୍ରଫେସରଙ୍କ ପତ୍ନୀଙ୍କୁ ଦୁଷ୍କର୍ମ ଉଦ୍ୟମ

ବାଲେଶ୍ଵର ଫକୀର ମୋହନ ବିଶ୍ବବିଦ୍ୟାଳୟର ଆସିଷ୍ଟାଣ୍ଟ ପ୍ରଫେସରଙ୍କ ପତ୍ନୀଙ୍କୁ ଦୁଷ୍କର୍ମ ଉଦ୍ୟମ । ଜଣେ ସହକାରୀ ପ୍ରଫେସରଙ୍କ କ୍ବାର୍ଟର୍ସରେ ପଶି ଦୁଷ୍କର୍ମ ଉଦ୍ୟମ କରିଥିଲା ଯୁବକ । ଏହାପରେ ଆସିଷ୍ଟାଣ୍ଟ ପ୍ରଫେସରଙ୍କ ସ୍ତ୍ରୀ ଶନିବାର ରେମୁଣା ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ…

ବିପଦ ସଙ୍କେତ ଉପରେ ବୈତରଣୀ ନଦୀର ବନ୍ୟା ଜଳ

ବିପଦ ସଙ୍କେତ ଉପରେ ବୈତରଣୀ ନଦୀର ବନ୍ୟା ଜଳ ପ୍ରବାହିତ। ଆନନ୍ଦପୁରରେ ବୈତରଣୀର ବିପଦ ସଂକେତ ୩୮.୩୬ ମିଟର ଥିବା ବେଳେ ଏହା ଉପରେ ବନ୍ୟା ଜଳ ପ୍ରବାହିତ ହେଉଛି। ସେହିପରି ଯାଜପୁର ଜିଲ୍ଲା ଆଖୁଆପଦା, ବଲ୍ଲୀଘାଟ ଓ ଦଶରଥପୁରରେ ବିପଦ…