ରାଜ୍ୟ କେନ୍ଦୁଝର ସାନଘାଗରାରେ ପ୍ରତିଷ୍ଠା ହେବ ରାଜ୍ୟର ଦ୍ଵିତୀୟ ଆଞ୍ଚଳିକ ଉଦ୍ଭିଦ ସମ୍ପଦ କେନ୍ଦ୍ର October 14, 2025 Nirvay ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ ଠାରେ କେନ୍ଦୁଝର ସାନଘାଗରାରେ ପ୍ରତିଷ୍ଠା ହେବାକୁ ଥିବା ନୂତନ ଆଞ୍ଚଳିକ ଉଦ୍ଭିଦ ସମ୍ପଦ କେନ୍ଦ୍ର (Regional Plant Resource Centre) ବିଷୟରେ ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ବିଭାଗ ଏବଂ…
ରାଜ୍ୟ ସବୁ ଜେଲ୍କୁ ସରପ୍ରାଇଜ୍ ଭିଜିଟ୍ ପାଇଁ ଜିଲ୍ଲାପାଳ ଓ ଏସ୍ପିଙ୍କୁ ଜେଲ୍ ଡିଜିଙ୍କ ନିର୍ଦ୍ଦେଶ October 14, 2025 Nirvay ତତ୍ପରତା ଦେଖାଇଲା ଜେଲ୍ ବିଭାଗ । ଗୃହ ବିଭାଗର ଚିଠି ପରେ ପ୍ରତି ଜିଲ୍ଲାର ଜିଲ୍ଲାପାଳ ଓ ଏସ୍ପି ମାନଙ୍କୁ ଚିଠି କଲା ଜେଲ୍ ବିଭାଗ । ସବୁ ଜେଲ୍କୁ ସରପ୍ରାଇଜ୍ ଭିଜିଟ୍ ପାଇଁ ରାଜ୍ୟର ସମସ୍ତ ଜିଲ୍ଲାପାଳ ଓ ଏସ୍ପିମାନଙ୍କୁ…
ତାଜା ଖବର ରାଜ୍ୟ ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜ ପରିସରରେ ଡ଼ାକ୍ତରୀ ଛାତ୍ରଛାତ୍ରୀଙ୍କୁ ମାଡ଼ ଅଭିଯୋଗ October 14, 2025 Papirani ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜ ପରିସରରେ ହୋଇଥିବା ଇଣ୍ଟର ମେଡିକାଲ କଲେଜ ମିଟରେ ଗଣ୍ଡଗୋଳ। ଗତକାଲି ସନ୍ଧ୍ୟାରେ ବୁର୍ଲା, କଟକ ଏସସିବି ମେଡିକାଲର ଛାତ୍ରଛାତ୍ରମାନେ ଏମକେସିଜି ମେଡିକାଲକୁ ଆସିଥିଲେ। କଟକ ଓ ବୁର୍ଲା ଛାତ୍ର ମାନଙ୍କ ସହ ବ୍ରହ୍ମପୁର ଏମକେସିଜି ମେଡିକାଲ…
ରାଜନୀତି ରାଜ୍ୟ ନୂଆପଡ଼ା ଉପନିର୍ବାଚନ: ବସନ୍ତ ପଣ୍ଡାଙ୍କୁ ଭେଟି ଆଶୀର୍ବାଦ ନେଲେ ଜୟ ଢୋଲକିଆ October 14, 2025 Nirvay ଭାରତୀୟ ଜନତା ପାର୍ଟିରେ ମିଶିବା ପରେ ଆଜି ନୂଆପଡ଼ା ପୂର୍ବତନ ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ ପୂର୍ବତନ ରାଜ୍ୟ ସଭାପତି, ପୂର୍ବତନ ସାଂସଦ ତଥା ପୂର୍ବତନ ବିଧାୟକ ବସନ୍ତ ପଣ୍ଡାଙ୍କୁ ଭେଟି ତାଙ୍କ ଆଶୀର୍ବାଦ ନେଇଛନ୍ତି । ଜୟ…
ତାଜା ଖବର ରାଜ୍ୟ ଦୀପାବଳି ପୂର୍ବରୁ ଜାରି ହେଲା ଗାଇଡଲାଇନ; ସନ୍ଧ୍ୟା ୭ଟାରୁ ୯ଟା ଯାଏ ବାଣ ଫୁଟାଇବାକୁ ଅନୁମତି October 14, 2025 Papirani ଦୀପାବଳି ପୂର୍ବରୁ ଜାରି ହେଲା ଗାଇଡଲାଇନ । ସନ୍ଧ୍ୟା ୭ଟାରୁ ୯ଟା ଯାଏ ବାଣ ଫୁଟାଇବାକୁ ମିଳିଲା ଅନୁମତି । ଏ ନେଇ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ଗାଇଡଲାଇନ୍ ଜାରି କରାଯାଇଛି। ବାଣ ଫୁଟାଇବା ସମୟରେ ସୁରକ୍ଷା ପାଇଁ…
ତାଜା ଖବର ରାଜ୍ୟ e-KYC କରିନଥିଲେ ଆସନ୍ତା ମାସରୁ ବନ୍ଦ ହେବ ଚାଉଳ October 14, 2025 Papirani ଇକେୱାଇସି କରିନଥିଲେ ଆସନ୍ତା ମାସରୁ ବନ୍ଦ ହେବ ଚାଉଳ । ଯେଉଁମାନେ ଇକେୱାଇସି କରିବେ ନାହିଁ, ସେମାନଙ୍କ ପାଇଁ ଚାଉଳ ଯିବ ନାହିଁ । ଏ ନେଇ ଆଜି ସୂଚନା ଦେଲେ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର। ମନ୍ତ୍ରୀ କହିଛନ୍ତି,…
ତାଜା ଖବର ରାଜ୍ୟ ଶ୍ରୀମନ୍ଦିରକୁ ସମ୍ପୂର୍ଣ୍ଣ ବାରଣ ହେବ ମୋବାଇଲ୍ ଫୋନ୍; ବ୍ୟବହାର ହେବ ୱାକିଟକି: ଗିରୀଶ ଚନ୍ଦ୍ର ମୁର୍ମୁ October 14, 2025 Papirani ଶ୍ରୀମନ୍ଦିରକୁ ସମ୍ପୂର୍ଣ୍ଣ ବାରଣ ହେବ ମୋବାଇଲ୍ ଫୋନ୍। ଶ୍ରୀମନ୍ଦିରକୁ କୌଣସି ପୋଲିସ କିମ୍ବା ସେବାୟତ ବି ନେଇ ପାରିବେନି ମୋବଇଲ୍। ତେଣୁ ଆଗକୁ ଶ୍ରୀମନ୍ଦିର ସୁରକ୍ଷା ପାଇଁ ୱାକିଟକି ବ୍ୟବସ୍ଥା ହେବ । କାହାକୁ ହଇରାଣ କରିବାକୁ ନୁହେଁ, ଶ୍ରୀମନ୍ଦିର ସୁରକ୍ଷା…
ରାଜନୀତି ରାଜ୍ୟ ସବୁ ସେ ପଇଡ଼ର ଖେଳ: ସେବେ ୫୦୦; ଏବେ ୧୦୦୦ October 14, 2025 Nirvay ଏବେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ପଇଡ଼ ପିଉଥିବା ଭିଡିଓଟି ବେଶ ଭାଇରାଲ ହେଉଛି । ସେ ପଇଡ଼ ପିଇବା ପରେ ଦୋକାନୀଙ୍କୁ ୧୦୦୦ ଟଙ୍କା ଦେଇଥିଲେ । ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବର୍ତ୍ତମାନର ବିରୋଧୀ ଦଳ ନେତା ଶ୍ରୀ…
ତାଜା ଖବର ରାଜନୀତି ରାଜ୍ୟ ୧୬ରେ ନୂଆପଡ଼ା ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ October 14, 2025 Papirani ଆସନ୍ତା ୧୬ ତାରିଖରେ ନୂଆପଡ଼ା ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୧୬ରେ ବିଜେପି ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ ବେଳେ ଉପସ୍ଥିତ ରହିବେ ମୁଖ୍ୟମନ୍ତ୍ରୀ । ନାମାଙ୍କନ ବେଳେ ଉପସ୍ଥିତ ସହ ବିଶାଳ ସମାବେଶ କରିବେ ମୁଖ୍ୟମନ୍ତ୍ରୀ । ଏ ନେଇ…
ତାଜା ଖବର ରାଜ୍ୟ କ୍ୟାପିଟାଲ ଥାନା ଘେରିଲା ଅଟୋ ଚାଳକ ସଂଘ October 14, 2025 Papirani କ୍ୟାପିଟାଲ ଥାନା ଘେରାଉ କଲେ ସ୍ମାର୍ଟସିଟି ଅନଲାଇନ୍ ଅଟୋ ଚାଳକ ସଂଘ । କ୍ୟାପିଟାଲ ଥାନା ସାମ୍ନାରେ ଏକାଧିକ ଅଟୋ ଛିଡ଼ା ହୋଇ ପ୍ରତିବାଦ କରିଥିବା ଦେଖିବାକୁ ମିଳିଛି । ଏହା ଫଳରେ ରାଜମହଲରୁ ଏଜି ଛକ ରାସ୍ତା ସମ୍ପୂର୍ଣ୍ଣ ଜାମ୍…