Category: ରାଜ୍ୟ

ଆରପାରିରେ ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତି

ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କ ଶନିବାର ପରଲୋକ ଘଟିଛି । କିଛି ଦିନ ଧରି ସେ ଅସୁସ୍ଥ ଥିବାରୁ ଭୁବନେଶ୍ୱରର ଏକ ଘରୋଇ ହସପିଟାଲରେ ଚିକିତ୍ସିତ ହେଉଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା । ଦୀର୍ଘ…

କେନ୍ଦ୍ରୀୟ ଡେପୁଟେସନରେ ଯିବେ ଆଇଏଏସ୍ ବୀର ବିକ୍ରମ ଯାଦବ

କେନ୍ଦ୍ରୀୟ ଡେପୁଟେସନରେ ଯିବେ ବରିଷ୍ଠ ଆଇଏଏସ୍ ବୀର ବିକ୍ରମ ଯାଦବ ।ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟର ଅତିରିକ୍ତ ସଚିବ ଭାବେ ସେ ନିଯୁକ୍ତ ହୋଇଛନ୍ତି । ୧୯୯୬ ବ୍ୟାଚ୍‌ର ଓଡ଼ିଶା କ୍ୟାଡର ଆଇଏଏସ୍ ଅଫିସର ବୀର ବିକ୍ରମ ଖାଦ୍ୟ…

ଦୁର୍ଘଟଣା ଓ ପାଣିରେ ବୁଡ଼ି ୩ ଜଣ ପ୍ରାଣ ହରାଇଥିବା ଘଟଣା: ୪ ଲକ୍ଷ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ସମ୍ବଲପୁରରେ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ନବମ ଶ୍ରେଣୀ ଛାତ୍ର ଏବଂ କେନ୍ଦୁଝର ବୈତରଣୀ କେଶରୀ କୁଣ୍ଡଠାରେ ୨ ଜଣ ଛାତ୍ର ପାଣିରେ ବୁଡ଼ି ପ୍ରାଣ ହରାଇଥିବା ବିଷୟରେ ଜାଣି ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମୋହନ ।…

ପୁରୀ ଚନ୍ଦନ ଯାତ୍ରାରେ ବାଣ ମନା; ରହିବ ଇନ୍‌ସୁରାନ୍ସ ବ୍ୟବସ୍ଥା

ପୁରୀ ଚନ୍ଦନ ଯାତ୍ରା ବେଳେ ଏଥର ବାଣ ବ୍ୟବହାର ହୋଇପାରିବ ନାହିଁ । ଏହାସହିତ ଭକ୍ତ ଓ ସେବାୟତଙ୍କ ପାଇଁ ଇନ୍‌ସୁରାନ୍ସ ବ୍ୟବସ୍ଥା ରହିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସୂଚନା ଦେଇଛନ୍ତି । ଚନ୍ଦନ ଯାତ୍ରା ନୀତି…

ଓଡିଶା, ଝାଡ଼ଖଣ୍ଡ ସୀମାନ୍ତରେ ଆଇଇଡି ବିସ୍ଫୋରଣ; ଅଳ୍ପକେ ବର୍ତ୍ତିଲେ ୨ ଯବାନ

ଓଡିଶା, ଝାଡ଼ଖଣ୍ଡ ସୀମାନ୍ତ ସରଣ୍ଡା ଜଙ୍ଗଲରେ ଆଇଇଡି ବିସ୍ଫୋରଣ । ଆଇଇଡି ବିସ୍ଫୋରଣରୁ ଅଳ୍ପକେ ବର୍ତ୍ତିଲେ ୨ ଯବାନ । ବାଇକ୍‌ରେ ୨ ସିଆରପିଏଫ ଯବାନ ଆସୁଥିବା ବେଳେ ବିସ୍ଫୋରଣ । ମହୁମାଛି ଆକ୍ରମଣରେ ଆହତ ହୋଇଥିବା ଯବାନଙ୍କୁ ଚିକିତ୍ସା ପାଇଁ…

କେନ୍ଦ୍ରୀୟ ଡେପୁଟେସନରେ ଯିବେ ନିକୁଞ୍ଜ ଧଳ

କେନ୍ଦ୍ରୀୟ ଡେପୁଟେସନରେ ଯିବେ ୧୯୯୩ ବ୍ୟାଚ୍‌ର ଆଇଏଏସ୍ ନିକୁଞ୍ଜ ଧଳ । ଆଜି ଆଇଏଏସ୍ ସ୍ତରରେ ହୋଇଛି ବଡ଼ ଅଦଳବଦଳ । ଓଡ଼ିଶା କ୍ୟାଡ଼ରର ୩ ଜଣ ଆଇଏଏସ୍‌ଙ୍କୁ ନୂଆ ନିଯୁକ୍ତି ମିଳିଛି । ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ସଚିବ ଭାବେ…

ସୁନ୍ଦରଗଡ଼ରେ କୋଇଲା ଖଣି ଦୁର୍ନୀତି ମାମଲା: ଗ୍ରାଉଣ୍ଡରେ ୨ମନ୍ତ୍ରୀଙ୍କ ତଦନ୍ତ

ସୁନ୍ଦରଗଡ଼ରେ କୋଇଲା ଖଣି ଦୁର୍ନୀତି ମାମଲାରେ ଗ୍ରାଉଣ୍ଡରେ ସ୍ଥିତି ପରଖିଲେ ଖଣି ଓ ଜଙ୍ଗଲ ମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା ଓ ବିଭାଗୀୟ ସଚିବ ଚୋରା କୋଇଲା ଖଣି ବୁଲି ଦେଖିଲେ ୨ ମନ୍ତ୍ରୀ…

ନରି ପଣ୍ଡା ଓ ପ୍ରତାପ ମହାନ୍ତିଙ୍କ ଉପରୁ ହଟିବ ବ୍ୟାନ

ନରି ପଣ୍ଡା ଓ ପ୍ରତାପ ମହାନ୍ତିଙ୍କ ଉପରୁ ହଟିବ ବ୍ୟାନ । ଏ ନେଇ ଆଜି ଯାତ୍ରା ମାଲିକ ସଂଘ ଉପସଭାପତି ତଥା ରାଜଧାନୀ ଯାତ୍ରା ପାର୍ଟି ମାଲିକ ପବିତ୍ର ପାତ୍ର ପ୍ରତିକ୍ରିୟା ଦେଇ କହିଛନ୍ତି ନରି ପଣ୍ଡା ଓ ପ୍ରତାପ…

ମାଲେସିଆ ଗସ୍ତରେ ଯିବେ ଓଡ଼ିଶା ଚାଷୀ

ମାଲେସିଆ ଯିବେ ଓଡ଼ିଶା ଚାଷୀ । ଚାଷୀଙ୍କୁ ମାଲେସିଆ ବୁଲାଇବ କୃଷି ବିଭାଗ । କାଲିଠୁ ୭ ଦିନିଆ ମାଲେସିଆ ଗସ୍ତରେ ଯାଇ କୃଷି ଭିତ୍ତିକ ଶିଳ୍ପ, କୃଷି ଅନୁସନ୍ଧାନ କେନ୍ଦ୍ର ପରିଦର୍ଶନ କରିବେ ଚାଷୀ ଓ କୃଷି ଅଧିକାରୀ ।…

ଯୋଗ୍ୟ ହିତାଧିକାରୀଙ୍କୁ ବଣ୍ଟା ହେବ ନୂଆ ରାସନ କାର୍ଡ

ଯୋଗ୍ୟ ହିତାଧିକାରୀଙ୍କୁ ବଣ୍ଟା ହେବ ରଙ୍ଗୀନ ରାସନ କାର୍ଡ। ନୂଆ ରାସନ କାର୍ଡ ବଣ୍ଟନ ନେଇ ଘୋଷଣା କଲେ ସରକାର । ନୂଆ ରାସନ କାର୍ଡ ପାଇଁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ । କାର୍ଡ ଲାମିନେସନ ଓ ପ୍ରିଣ୍ଟ କରି ରଖିବାକୁ…