Category: ରାଜ୍ୟ

ବାରିପଦା ଠାରେ ରାଜ୍ୟସ୍ତରୀୟ ଆଦିବାସୀ ଶକ୍ତି ସମାବେଶ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ବାରିପଦାର ଛଉ ପଡ଼ିଆ ଠାରେ ଆୟୋଜିତ ରାଜ୍ୟସ୍ତରୀୟ ଆଦିବାସୀ ଶକ୍ତି ସମାବେଶକୁ ଉଦଘାଟନ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତିଯେ, ଓଡ଼ିଶା ସାଂସ୍କୃତିକ ବୈଭବ ଚିତ୍ରପଟରେ ଜନଜାତି ସଂସ୍କୃତି ଏକ ସ୍ୱତନ୍ତ୍ର…

ଆଦିବାସୀ ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ

କେନ୍ଦୁଝର ଜିଲ୍ଲାରେ ଆଜି ଜଣେ ଆଦିବାସୀ ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ଅଭିଯୋଗ । କେନ୍ଦୁଝର ଜିଲ୍ଲା ପଣ୍ଡାପଡା ଥାନା ତେନ୍ତେଳାପଶି ଗାଁରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା। ଏକ ସଜନା ଗଛରେ ନାବାଳିକାର ଝୁଲନ୍ତା ଶବ ଉଦ୍ଧାର…

ଆକ୍ସନ ମୋଡରେ CMC ସ୍ବାସ୍ଥ୍ୟ ବିଭାଗ; କଟକରେ ୨ଟି ପାଣି କମ୍ପାନୀରେ ରେଡ୍

ରାଜ୍ୟରେ ହଇଜା ମାଡ଼ିବାରେ ଲାଗିଛି । ଦିନକୁ ଦିନ ଡାଇରିଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗୁଥିବା ବେଳେ ହୋଟେଲ ଠାରୁ ଆରମ୍ଭ କରି ପିଇବା ପାଣି ପର୍ଯ୍ୟନ୍ତ ସବୁ କିଛି ଯାଞ୍ଚ କରୁଛି ସ୍ୱାସ୍ଥ୍ୟ ବିଭାଗ ପକ୍ଷ । ଏହାର ମଧ୍ୟରେ…

ପାଣିରୁ ବ୍ୟାପିଛି ଡାଇରିଆ!

ପାଣିରୁ ବ୍ୟାପିଛି ଡାଇରିଆ । ଫିଲ୍ଡ ଭିଜିଟ୍ ବେଳେ କେନ୍ଦ୍ରୀୟ ଟିମ୍ ତଥ୍ୟ ପାଇଥିବା ସୂଚନା ପାଇଥିବା ଜଣାପଡିଥିବା ବେଳେ ହଇଜା ସ୍ଥିତିକୁ ନେଇ କେନ୍ଦ୍ରୀୟ ଟିମ୍ ସହ ଲୋକସେବା ଭବନରେ ସ୍ୱାସ୍ଥ୍ୟବିଭାଗର ବୈଠକ ଆରମ୍ଭ ହୋଇଛି । ଏଥିସହ ସ୍ଥିତି…

ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ଟପ୍‌ ମାଓବାଦୀ ନିହତ 

ପୋଲିସ ବଡ଼ ସଫଳତା। ପୋଲିସ ମାଓବାଦୀ ଗୁଳିବିନିମୟରେ ୩ ଟପ କ୍ୟାଡ଼ର ମାଓବାଦୀ ନିହତ। ମାଲକାନଗିରି ଜିଲ୍ଲା ସୀମାନ୍ତ ମରଡ଼ପଲ୍ଲୀ ଜଙ୍ଗଲରେ ଆନ୍ଧ୍ର ଗ୍ରେହାଉଣ୍ଡ ଏବଂ ମାଓବାଦୀ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ପୋଲିସର ଏନକାଉଣ୍ଟର ରେ ସେଣ୍ଟ୍ରାଲ କମ୍ମିଟି ମେମ୍ବର ସମେତ…

କଂଗ୍ରେସ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ

ବିଜେପି ସରକାରଙ୍କ ବିରୋଧରେ ଗର୍ଜିଲା ବିରୋଧୀ ଦଳ ।ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ଘଟଣାରେ କଂଗ୍ରେସ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ । ଯୁବ ଓ ଛାତ୍ର କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ମହିଳାମାନେ ଅସୁରକ୍ଷିତ ହୋଇଯାଇଛନ୍ତି ବୋଲି କହିଛି…

ଭୁବନେଶ୍ବର ରେଳ ଷ୍ଟେସନରେ ୮ ଗୁଣ ବଢିଲା ପାର୍କିଂ ଫି

ରେଲୱେ ଷ୍ଟେସନର ପାର୍କିଂ ଫି ବଢ଼ାଇଲା ଯାତ୍ରୀଙ୍କ ଚିନ୍ତା। ଭୁବନେଶ୍ବର ରେଳ ଷ୍ଟେସନରେ ରାତି ଅଧିଆ ବଢ଼ିଲା ପାର୍କିଂ ଫି। ପୂର୍ବରୁ ବାଇକ୍ ପାର୍କିଂ ଫି ୨୪ ଘଣ୍ଟା ପାଇଁ ୧୨ ଟଙ୍କା ଥିବା ବେଳେ ଏବେ ତାହା ୯୪ ଟଙ୍କାରେ…

ଆସନ୍ତା ଦୁଇଦିନ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା; ସତର୍କତା ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର

ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । କିଛିକିଛି ସ୍ଥାନରେ ବଜ୍ରପାତ ସହିତ ପ୍ରବଳ ବର୍ଷା ହେବାନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପ୍ରବଳ ବର୍ଷା ୫ ରାଜ୍ୟକୁ ନେଇ ରେଡ୍ ଆଲର୍ଟ…

ଭୁବନେଶ୍ୱରରେ ଅପମିଶ୍ରିତ ମଦ ପିଇ ୨ ମୃତ୍ୟୁ; ଦୋକାନ ସିଲ୍ କଲା ଅବକାରୀ ବିଭାଗ

ଭୁବନେଶ୍ୱରରେ ଅପମିଶ୍ରିତ ମଦ ପିଇ ୨ ଯୁବକଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ଭୁବନେଶ୍ୱର କଟକ ପୁରୀ ରୋଡ୍‌ ଷ୍ଟେସନ ବଜାରରେ ଥିବା ଏକ ଠିପି ବନ୍ଦ ବିଦେଶୀ ମଦ ଦୋକାନରେ ଅପମିଶ୍ରଣ ମଦ ବିକ୍ରି ଅଭିଯୋଗ ହେବା ପରେ…

ଗୋପାଳପୁର ଗଣଦୁଷ୍କର୍ମ ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ

ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ୧୦ ଜଣ ଗିରଫ ହୋଇଥିବାବେଳେ କ୍ରାଇମବ୍ରାଞ୍ଚର ମହିଳା ଓ ଶିଶୁ ଅପରାଧ ଶାଖା ଏହାର ତଦନ୍ତ କରିବା ପାଇଁ ପୋଲିସ ଡିଜି ୱାଇ ବି ଖୁରାନିଆ ନିର୍ଦ୍ଦେଶ ଦେଇଛନ୍ତି । ଆଇଜି ଏସ.ସାଇନିଙ୍କ ପ୍ରତ୍ୟକ୍ଷ…