Category: ରାଜ୍ୟ

Pitabash Panda Murder Case: ବିଜେଡିର ଅଭିଯୋଗ ନିଜ ଅପରିପକ୍ୱତାର ପରିଚୟ: ବିଜେପି

ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ଉପ ସଭାପତି ଡ଼ ଯତୀନ ମହାନ୍ତି କହିଛନ୍ତି ଯେ, ବହୁଚର୍ଚ୍ଚିତ ପୀତବାସ ପଣ୍ଡା ହତ୍ୟାକାଣ୍ଡର ରାଜନୀତିକରଣ ହେବା ଅନୁଚିତ । ବ୍ରହ୍ମପୁର ଏସପିଙ୍କ ବିବୃତି ପରେ ବିଜୁ ଜନତା ଦଳ ତରଫରୁ ସାମ୍ବାଦିକ…

Odisha SI Exam Scam Case: ଏସଆଇ ପରୀକ୍ଷା ଜାଲିଆତି; ସି.ବି.ଆଇ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି

ବହୁ ଚର୍ଚ୍ଚିତ ପୋଲିସ ସବ୍‌ ଇନ୍ସପେକ୍ଟର ନିଯୁକ୍ତି ପରୀକ୍ଷା ସମ୍ବନ୍ଧିତ ଦୁର୍ନୀତିର ତଦନ୍ତ ଭାର ସି.ବି.ଆଇ କୁ ହସ୍ତାନ୍ତର କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ନେଇଛନ୍ତି । ସୂଚନାଯୋଗ୍ୟ ଯେ ଓଡିଶା ପୋଲିସ ସବ୍‌ଇନ୍‌ସପେକ୍ଟର ନିଯୁକ୍ତି ପରୀକ୍ଷାରେ…

Nuapada By-Election: ନୂଆପଡ଼ା ଉପନିର୍ବାଚନ: ୫ ଜଣ ପ୍ରାର୍ଥୀଙ୍କ ନାମାଙ୍କନ ନାକଚ

ନୂଆପଡା ଉପନିର୍ବାଚନ ପାଇଁ ସରିଲା ପ୍ରାର୍ଥୀ ପତ୍ର ଯାଞ୍ଚ । ଉପନିର୍ବାଚନରେ ୫ ଜଣ ପ୍ରାର୍ଥୀଙ୍କ ନାମାଙ୍କନ ନାକଚ । ନାମାଙ୍କନ ଯାଞ୍ଚର ଶେଷ ଦିନରେ ୫ ପ୍ରାର୍ଥୀଙ୍କ ନାମାଙ୍କନ ନାକଚ । ଉପନିର୍ବାଚନ ପାଇଁ ୧୯ ଜଣ ନାମାଙ୍କନ ଭରିଥିବା…

Undertrial Prisoner Escapes: ସୋର ସବ୍ ଜେଲରୁ କଏଦୀ ଫେରାର୍‌ ଘଟଣା; ୨ ଜଣ ୱାଡର୍‌ଙ୍କୁ ନିଲମ୍ବନ

ଚୌଦ୍ୱାର ପରେ ବାଲେଶ୍ୱର ଜିଲ୍ଲା ସୋର ଉପ କାରାଗାରରୁ ଜଣେ କଏଦୀ ଫେରାର ହୋଇଯାଇଛନ୍ତି । ଏହାକୁ ନେଇ ୨ ଜଣ ୱାଡର୍‌ଙ୍କୁ ନିଲମ୍ବନ କଲେ ଜେଲ୍ ଡିଜି ସୁଶାନ୍ତ ନାଥ । ଜେଲ ଡିଜି କହିଛନ୍ତି କି, ଘଟଣାର ଉଚ୍ଚସ୍ତରୀୟ…

Bjd pressmeet: ପୀତବାସଙ୍କ ହତ୍ୟା ମାମଲା; ରାଜନୈତିକ ଉଦ୍ଦେଶ୍ୟରେ ବିକ୍ରମଙ୍କୁ ଫସାଇବା ପାଇଁ ଷଡ଼ଯନ୍ତ୍ର: ବିଜେଡି

ଗଞ୍ଜାମର ବହୁଚର୍ଚ୍ଚିତ ପୀତବାସ ହତ୍ୟାକାଣ୍ଡ ଘଟଣାରେ ପୋଲିସ ଆଜି ବିଜେଡିର ପୂର୍ବତନ ବିଧାୟକ ତଥା ବର୍ତ୍ତମାନର ଗଞ୍ଜାମ ଜିଲ୍ଲା ବିଜେଡି ସଭାପତି ବିକ୍ରମ ପଣ୍ଡାଙ୍କୁ ଗିରଫ କରିବା ପରେ, ବିଜୁ ଜନତା ଦଳ ଏହାକୁ ସମ୍ପୂର୍ଣ୍ଣ ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ ବୋଲି…

Unit1 VegetableMarket Fire: ଭୁବନେଶ୍ୱର ୟୁନିଟ ୧ ପରିବା ମାର୍କେଟରେ ଲାଗିଲା ନିଆଁ

ରାଜଧାନୀ ଭୁବନେଶ୍ୱରର ୟୁନିଟ ୧ ପରିବା ମାର୍କେଟରେ ଭୟଙ୍କର ଅଗ୍ନିକାଣ୍ଡ ହୋଇଛି। ହାଟରେ ଥିବା ଅନେକ ଦୋକାନ, ପରିବା ଗୋଦାମରେ ଲାଗିଛି ନିଆଁ । ନିଆଁ ଲାଗି ଜଳିଯାଇଛି ୧୫ରୁ ୨୦ଟି ଦୋକାନ। ଖବର ପାଇ ତୁରନ୍ତ ଅଗ୍ନିଶମ ବାହିନୀ ପହଂଚି…

Pitabas Panda murder case: ସେପ୍ଟେମ୍ବରରେ ହୋଇଥିଲା ପୀତବାସ ପଣ୍ଡାଙ୍କୁ ହତ୍ୟା ଯୋଜନା: ବ୍ରହ୍ମପୁର ଏସ୍‌ପି

ବହୁ ଚର୍ଚ୍ଚିତ ଆଇନଜୀବୀ ତଥା ବିଜେପି ନେତା ପୀତବାସ ପଣ୍ଡାଙ୍କ ହତ୍ୟା ମାମଲାର ପର୍ଦ୍ଦାଫାସ୍ ହୋଇଛି । ହତ୍ୟାକାଣ୍ଡର ପ୍ରାୟ ଦୀର୍ଘ ୧୭ ଦିନ ପରେ ବ୍ରହ୍ମପୁର ପୋଲିସ ଅଭିଯୁକ୍ତକୁ ଧରିବାରେ ସଫଳ ହୋଇଛି । ଏ ନେଇ ଆଜି ସାମ୍ୱାଦିକ…

Pitabash Panda Murder Case: ଆଇନଜୀବୀ ପୀତବାସ ହତ୍ୟା ମାମଲାରେ ବିକ୍ରମ ପଣ୍ଡା ଓ ପିଣ୍ଟୁ ଦାଶ ଗିରଫ

ବହୁ ଚର୍ଚ୍ଚିତ ଆଇନଜୀବୀ ତଥା ବିଜେପି ନେତା ପୀତବାସ ପଣ୍ଡାଙ୍କ ହତ୍ୟା ମାମଲାରେ ପୂର୍ବତନ ବିଧାୟକ ତଥା ଗଞ୍ଜାମ ବିଜେଡି ସଭାପତି ବିକ୍ରମ ପଣ୍ଡାଙ୍କ ସମେତ ୧୨ ଜଣଙ୍କୁ ଗିରଫ କରିଛି ପୋଲିସ । ସେମାନେ ହେଲେ ପୂର୍ବତନ ବିଧାୟକ ବିକ୍ରମ…

Pitabas Murder Case: ପୀତବାସ ପଣ୍ଡା ହତ୍ୟା ମାମଲା: ପୂର୍ବତନ ବିଜେଡ଼ି ବିଧାୟକ ବିକ୍ରମ ପଣ୍ଡା ଅଟକ

ବହୁ ଚର୍ଚ୍ଚିତ ବରିଷ୍ଠ ଆଇନଜୀବୀ ତଥା ବିଜେପି ନେତା ପୀତବାସ ପଣ୍ଡାଙ୍କ ହତ୍ୟା ମାମଲାରେ ପୂର୍ବତନ ବିଜେଡ଼ି ବିଧାୟକ ତଥା ଗଞ୍ଜାମ ଜିଲ୍ଲା ସଭାପତି ବିକ୍ରମ ପଣ୍ଡାଙ୍କୁ ଉଠାଇ ନେଇଛି ପୁଲିସ୍। ବିଳମ୍ବିତ ରାତିରେ ବିକ୍ରମ ପଣ୍ଡାଙ୍କୁ ଉଠାଇ ନେଇ ଜେରା…

Nuapada By-Election: ନୂଆପଡ଼ା ଉପନିର୍ବାଚନ; ପୋଲିସ ମହାନିର୍ଦ୍ଦେଶକଙ୍କ ସମୀକ୍ଷା

ନୂଆପଡ଼ା ଉପନିର୍ବାଚନ ପାଇଁ ସରଗରମ ରାଜନୀତି। ତିନ ଦଳର ପ୍ରଚାରରେ କମ୍ପୁଛି ନୂଆପଡ଼ା।ନୂଆପଡ଼ା ଉପନିର୍ବାଚନକୁ ନେଇ ପୋଲିସ ମହାନିର୍ଦ୍ଦେଶକ ଓ୍ଵାଇବି ଖୁରାନିଆଙ୍କ ସମୀକ୍ଷା । ପୋଲିସ ମୁଖ୍ୟାଳୟ ଠାରେ ପୋଲିସ୍ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ଡିଜିପି । ଅବାଧ, ସ୍ୱଚ୍ଛ,…