Category: ରାଜ୍ୟ

ଶଙ୍ଖ ଭବନରେ ପାଳନ ହେଲା ସାଧାରଣତନ୍ତ୍ର ଦିବସ; ପତାକା ଉତ୍ତୋଳନ କଲେ ନବୀନ ପଟ୍ଟନାୟକ

ବିଜେଡିର ମୁଖ୍ୟ କାର୍ଯ୍ୟାଳୟ ଶଙ୍ଖ ଭବନରେ ଆଜି ସାଧାରଣତନ୍ତ୍ର ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ବିଜେଡି ସଭାପତି ନବୀନ ପଟ୍ଟନାୟକ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ଆୟୋଜିତ ସମାବେଶରେ ଉଦବୋଧନ ଦେଇ ନବୀନ ପଟ୍ଟନାୟକ କହିଛନ୍ତି ଭାରତ ଏକ…

ଦଳର ସମସ୍ତ ପ୍ରମୁଖ ସଂଗଠନକୁ ଭାଙ୍ଗିଲା ବିଜେଡି; ଜାରି ହେଲା ବିଜ୍ଞପ୍ତି

ବିଜେଡିର ସାଙ୍ଗଠନିକ ନିର୍ବାଚନ ନେଇ ଆରମ୍ଭ ହୋଇଯାଇଛି ପ୍ରକ୍ରିୟା । ଗତକାଲି ଏକ ଦଳିୟ ବିଜ୍ଞପ୍ତି ଜାରି କରି ବିଜେଡି ନେଇଛି ବଡ ନିଷ୍ପତି । ବିଜ୍ଞପ୍ତି ଅନୁଯାୟୀ ଦଳର ସମସ୍ତ ପ୍ରମୁଖ ସଂଗଠନକୁ ଭାଙ୍ଗି ଦିଆଯାଇଛି। ସେଗୁଡିକ ହେଲା ବିଜୁ…

ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଚୋରି 

ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରେ କଳାକନା ବୁଲାଇଚନ୍ତି ଚୋର । ଗତକାଲି ରାତିରେ ଘରେ ପଶି ବଡ଼ ଧରଣର ଲୁଟ୍ କରିଛନ୍ତି ଅଭିଯୁକ୍ତ । ନିରଞ୍ଜନଙ୍କ ଭୁବନେଶ୍ୱର ନୟାପଲ୍ଲୀ ଭିଆଇପି କଲୋନୀ ସ୍ଥିତ ବାସଭବନରୁ ଲୁଟ୍ ହୋଇଥିବା ସୂଚନା…

୭୬ ତମ ପବିତ୍ର ସାଧାରଣତନ୍ତ୍ର ଦିବସ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ

୭୬ ତମ ସାଧାରଣତନ୍ତ୍ର ଦିବସ ଅବସରରେ କଟକର ବିଡ଼ାନାସୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ଉତ୍ସବରେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି । ସାଧାରଣତନ୍ତ୍ର ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନିଜର ଅଭିଭାଷଣରେ କହିଛନ୍ତି ପ୍ରତ୍ଯେକ ଓଡିଶାବାସୀ,…

ଓଡ଼ିଶାରୁ ୪ ଜଣ ପାଇବେ ପଦ୍ମଶ୍ରୀ ସମ୍ମାନ

ସାଧାରଣତନ୍ତ୍ର ଦିବସ ପୂର୍ବ ସଂଧ୍ୟାରେ କେନ୍ଦ୍ର ସରକାରଙ୍କ ଦ୍ୱାରା ଘୋଷଣା ହୋଇଥିବା ସମ୍ମାନଜନକ ପଦ୍ମ ପୁରସ୍କାର ମଧ୍ୟରୁ ୨୦୨୫ ପାଇଁ ପଦ୍ମ ପୁରସ୍କାର-୨୦୨୫: ଓଡ଼ିଶାରୁ ୪ ଜଣ ପାଇବେ ସମ୍ମାନଜନକ ପଦ୍ମଶ୍ରୀ ସମ୍ମାନ ପଦ୍ମଶ୍ରୀ ପାଇଥିବା ୪ ଜଣ ଓଡ଼ିଆଙ୍କ ମଧ୍ୟରେ…

୨୩ଟି ଜିଲ୍ଲା ପାଇଁ ଜିଲ୍ଲା ସଭାପତି ଘୋଷଣା କଲା ବିଜେପି

ରାଜ୍ୟ ବିଜେପି ପକ୍ଷରୁ ବିଭିନ୍ନ ଜିଲ୍ଲାରେ ଦଳୀୟ କାର୍ଯ୍ୟାଳୟରେ ଜିଲ୍ଲା ସଭାପତି ଘୋଷଣା କରିଛି ଦଳ । ଏଥିପାଇଁ ବରିଷ୍ଠ ନେତାଙ୍କୁ ବିଭିନ୍ନ ଜିଲ୍ଲାର ଦାୟିତ୍ୱ ଦେଇଛି ଦଳ । ସର୍ବ ସହମତିରେ ସଭାପତିଙ୍କ ନାଁ ଘୋଷଣା କରାଯାଇଥିବା ସୂଚନା ମିଳିଛି…

ଖୋ ଖୋ ବିଶ୍ୱକପ୍‌ ବିଜେତାଙ୍କୁ ଭୁବନେଶ୍ୱରରେ ଭବ୍ୟ ସ୍ବାଗତ

ଭୁବନେଶ୍ୱରରେ ପହଞ୍ଚିଲେ ଖୋ ଖୋ ବିଶ୍ୱକପ ଚାମ୍ପିଅନ୍ ବିଜେତା ଓଡ଼ିଆ ଖେଳାଳି । ଓଡ଼ିଶାରେ ପହଞ୍ଚିବା ବେଳେ ବିଶ୍ବ ବିଜେତାଙ୍କୁ ଭୁବନେଶ୍ୱରରେ ଭବ୍ୟ ସ୍ବାଗତ କରାଯାଇଛି । ନୂଆଦିଲ୍ଲୀ ଇନ୍ଦିରା ଗାନ୍ଧୀ ଇନ୍‌ଡୋର ଷ୍ଟାଡିୟମ୍‌ରେ ଆୟୋଜିତ ପ୍ରଥମ ଖୋ ଖୋ ବିଶ୍ୱକପ୍‌ରେ…

ଏବେବି ନବୀନଙ୍କ ସମସ୍ତ ସ୍ୱାସ୍ଥ୍ୟବସ୍ଥା ବୁଝୁଛନ୍ତି ପାଣ୍ଡିଆନ୍: ମନ୍ମଥ

ନବୀନଙ୍କ ସେବା କରିଛନ୍ତି ଭୈରବ କାର୍ତ୍ତିକେୟନ୍ ପାଣ୍ଡିଆନ । ଆଜି ଗଣମାଧ୍ୟମରେ ଏହି ଭଳି ପ୍ରତିକ୍ରିୟା ରଖି ବରିଷ୍ଠ ନେତା ସୁର ରାଉତରାୟଙ୍କ ପୁଅ ମନ୍ମଥ ରାଉତରାୟ କହିଛନ୍ତି ପାଣ୍ଡିଆନ ଆଗରୁ ନବୀନଙ୍କ ସ୍ୱାସ୍ଥ୍ୟବସ୍ଥା କଥା ବୁଝୁଥିଲେ ଏବେ ବି ବଝୁଛନ୍ତି…

ମାହାଙ୍ଗା ଡବଲ୍ ମର୍ଡର୍ ମାମଲାରେ ବଢ଼ିପାରେ ପ୍ରତାପ ଜେନାଙ୍କ ଅଡୁଆ; ସୁପ୍ରିମକୋର୍ଟର ଦ୍ୱାରସ୍ଥ ହେଲେ ମୃତକ ପୁଅ

ବହୁ ଚର୍ଚ୍ଚିତ ମାହାଙ୍ଗା ଡବଲ୍ ମର୍ଡର୍ ମାମଲାରେ ପୁଣି ବଢିପାରେ ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଅଡୁଆ । ମୃତ କୁଳମଣି ବରାଳଙ୍କ ପୁଅ ରଞ୍ଜିତ ବିଶ୍ୱାଳ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇ ପିଟିସନ ଦାଖଲ କରିଥିବାବେଳେ ୪ ସପ୍ତାହ ଭିତରେ ସତ୍ୟପାଠ…

ଓଡ଼ିଶାର ୧୯ ଜଣଙ୍କୁ ମିଳିବ ପୋଲିସ ସେବା ପଦକ

ଚଳିତ ବର୍ଷ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ପୋଲିସ ସେବା ପଦକ ଘୋଷଣା କରାଯାଇଛି । ଓଡ଼ିଶାର ୧୯ ଜଣଙ୍କୁ ପୋଲିସ ସେବା ପଦକ ପ୍ରଦାନ କରାଯିବ । କାର୍ଯ୍ୟରେ ଉଲ୍ଲେଖନୀୟ ସେବା ପାଇଁ ପୋଲିସ ସୁପରିଟେଣ୍ଡଣ୍ଟ ସରୋଜ ସାମଲ ଏବଂ କନଷ୍ଟେବଳ…