ତାଜା ଖବର ରାଜ୍ୟ ପୁରୀରେ ବରିଷ୍ଠ ସେବାୟତଙ୍କୁ ହତ୍ୟା ଘଟଣା; ବ୍ୟକ୍ତିଗତ ଶତ୍ରୁତାରୁ ହୋଇଛି ହତ୍ୟା: ଏସପି June 11, 2025 Papirani ଦେବସ୍ନାନ ପୂର୍ଣ୍ଣିମାରେ ପୁରୀ ସହର ସମ୍ପୂର୍ଣ୍ଣ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଥିବାବେଳେ ଜଣେ ବରିଷ୍ଠ ସେବାୟତ ଜଗନ୍ନାଥ ଦୀକ୍ଷିତକୁ ହତ୍ୟା ଘଟଣା ଚାରିଆଡ଼େ ଭୟର ଆତଙ୍କ ସୃଷ୍ଟି କରିଛି । ବ୍ୟକ୍ତିଗତ ଶତ୍ରୁତାରୁ ହତ୍ୟା ହୋଇଥିବା ସୂଚନା ଦେଇଛନ୍ତି ପୁରୀ…
ତାଜା ଖବର ରାଜ୍ୟ ସ୍ନାନ ମଣ୍ଡପରେ ଅଣସେବାୟତ ଥିଲେ ହେବ କାର୍ଯ୍ୟାନୁଷ୍ଠାନ June 11, 2025 Papirani ଜଳଲାଗି ବେଳେ ଅଣସେବାୟତ ଥିଲେ ହେବ କାର୍ଯ୍ୟାନୁଷ୍ଠାନ । ଏ ନେଇ ଆଜି ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ।। ସେ କହିଛନ୍ତି ଯଦି ଦିବ୍ୟସ୍ନାନ ସମୟରେ ମଣ୍ଡପରେ କେହି ଅଣସେବାୟତ ରହିଥିବାର ପ୍ରମାଣ ମିଳିଲେ ହେବ କାର୍ଯ୍ୟାନୁଷ୍ଠାନ…
ରାଜ୍ୟ ପୁରୀରେ ବରିଷ୍ଠ ସେବାୟତ ଜଗନ୍ନାଥ ଦୀକ୍ଷିତଙ୍କୁ ହତ୍ୟା ସନ୍ଦେହ June 11, 2025 Nirvay ପୁରୀରେ ଜଣେ ବରିଷ୍ଠ ସେବାୟତ ଜଗନ୍ନାଥ ଦୀକ୍ଷିତଙ୍କୁ ହତ୍ୟା ସନ୍ଦେହ । ଟାଉନ ଥାନା ଗୁଡ଼ିଆସାହି ରାବେଣି ଚଉରା ପାଖରେ ବରିଷ୍ଠ ସେବାୟତ ଜଗନ୍ନାଥ ଦୀକ୍ଷିତଙ୍କ ମୃତଦେହ ଉଦ୍ଧାର ହୋଇଛି । ସୂଚନା ଅନୁଯାୟୀ, ମୃତ ସେବାୟତ ମହାସୁହାରସାହିର ଥିବାବେଳେ ସେ…
ରାଜ୍ୟ ଯାଜପୁର ଡାଇରିଆ ଆକ୍ରାନ୍ତଙ୍କ ପାଖରେ ପହଞ୍ଚିଲା ସ୍ୱାସ୍ଥ୍ୟ ଟିମ୍ June 11, 2025 Nirvay ଯାଜପୁର ଅଞ୍ଚଳରେ ୫୦୦ରୁ ଅଧିକ ଲୋକେ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଥିବା ବେଳେ ଏକ ଡାକ୍ତରୀ ଟିମ୍ ଆଜି ରୋଗୀଙ୍କ ପାଖରେ ପହଞ୍ଚିଛି । ଏହି ଟିମ୍ରେ ଡାକ୍ତର, ମାଇକ୍ରୋ ବାୟୋଲୋଜିଷ୍ଟି ଏବଂ ଖାଦ୍ୟ ନିରାପତ୍ତା ଅଧିକାରୀ…
ତାଜା ଖବର ରାଜ୍ୟ ରାଜ୍ୟରେ ହଟିଲା ପାର୍ଟ ପ୍ଲଟ୍ ବିକ୍ରି ପାଇଁ ସମସ୍ତ କଟକଣା June 11, 2025 Papirani ରାଜ୍ୟରେ ପାର୍ଟ ପ୍ଲଟ୍ ବିକ୍ରି ଉପରେ ଲାଗିଥିବା କଟକଣାକୁ ହଟାଇ ଦେଇଛନ୍ତି ରାଜ୍ୟ ସରକାର ହଟାଇ ଦେଇଛନ୍ତି। ଏହା ସହିତ ଆପାର୍ଟିମେଣ୍ଟ ରେଜିଷ୍ଟ୍ରେସନ୍ ପାଇଁ ବାଟ ଫିଟିବ ବୋଲି ସୂଚନା ଦେଇଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ…
ତାଜା ଖବର ରାଜ୍ୟ ଯାଜପୁରରେ ଝାଡ଼ାବାନ୍ତି ଆତଙ୍କ; ଦୁଇ ଶହରୁ ଅଧିକ ଆକ୍ରାନ୍ତ, ୨ ମୃତ June 11, 2025 Papirani ଯାଜପୁର ଜିଲ୍ଲାରେ ଝାଡ଼ାବାନ୍ତି ଆତଙ୍କ । ଝାଡ଼ାବାନ୍ତିରେ ୨୦୦ରୁ ଅଧିକ ଆକ୍ରାନ୍ତ ହୋଇଥିବାବେଳେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ବିଶେଷକରି ଯାଜପୁର ଜିଲ୍ଲାର ବ୍ୟାସନଗର ପୌରାଞ୍ଚଳ, ଦାନଗଦୀ, ଧର୍ମଶାଳା, ରସୁଲପୁର ଓ କୋରେଇ ବ୍ଲକର ବିଭିନ୍ନ ଅଞ୍ଚଳରେ ଝାଡ଼ାବାନ୍ତି…
ତାଜା ଖବର ରାଜ୍ୟ ସ୍ନାନ ପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ June 11, 2025 Papirani ଆଜି ମହାପ୍ରଭୁଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଏନେଇ ପୁରୀ ବଡ଼ଦାଣ୍ଡରେ ଜନ ସମୁଦ୍ର ଦେଖିବାକୁ ମିଳିଛି। ଏହାରି ମଧ୍ୟରେ ପୁରୀରେ ପହଞ୍ଚଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସ୍ନାନ ପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସ୍ନାନବେଦୀରେ…
ତାଜା ଖବର ରାଜ୍ୟ ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା; ସ୍ନାନବେଦୀରେ ଚତୁର୍ଦ୍ଧା ମୂର୍ତ୍ତି June 11, 2025 Papirani ଆଜି ମହାପ୍ରଭୁଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ସ୍ନାନବେଦୀରେ ବିଜେ ହେଲେ ଚତୁର୍ଦ୍ଧା ମୂର୍ତ୍ତି । ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବେ ମହାପ୍ରଭୁ । ଭୋରରୁ ପହଣ୍ଡି ଆରମ୍ଭ ହୋଇସାରିଛି । ମହାପ୍ରଭୁଙ୍କର ଏହି ଦିବ୍ୟ ଦର୍ଶନ ଦେଖିବା…
ରାଜ୍ୟ ଡ୍ରାଇଭର ଏକତା ମଞ୍ଚର ଆନ୍ଦୋଳନକୁ ଟ୍ରକ୍ ଓ ବସ୍ ମାଲିକ ସଂଘର ସମର୍ଥନ June 10, 2025 Nirvay ଡ୍ରାଇଭର ଏକତା ମଞ୍ଚର ଆନ୍ଦୋଳନକୁ ଆଜି ଟ୍ରକ୍ ଓ ବସ୍ ମାଲିକ ସଂଘ ସମର୍ଥନ କରିଛି । ୬ ଦଫା ଦାବି ପୂରଣ ନେଇ ଓଡ଼ିଶା ଡ୍ରାଇଭର ଓ ଏକତା ମଞ୍ଚ ପକ୍ଷରୁ ଆସନ୍ତା ଜୁଲାଇ ୮ ତାରିଖରୁ ରାଜ୍ୟବ୍ୟାପୀ ଷ୍ଟିୟରିଂ…
ରାଜ୍ୟ ପାର୍ଟ ପ୍ଲଟ୍ ବିକ୍ରି ପାଇଁ ଖୋଲିଲା ବାଟ June 10, 2025 Nirvay ପାର୍ଟ-ପ୍ଲଟ ପଞ୍ଜୀକରଣ ନେଇ ସହଜ ଓ ସରଳ ବାଟ ଖୋଲିଲା । କିଛି ମାସ ରାଜ୍ୟରେ ପାର୍ଟ ପ୍ଲଟ୍ ପଞ୍ଜୀକରଣ ବନ୍ଦ ହୋଇଥିବାବେଳେ ପୁଣି ପାର୍ଟ ପ୍ଲଟ୍ ପଞ୍ଜୀକରଣ ଆରମ୍ଭ ହେବାକୁ ଯାଉଛି । ପ୍ଲାନିଙ୍ଗ ଆଣ୍ଡ ବିଲ୍ଡିଂ ଷ୍ଟାଣ୍ଡାର୍ଡ ଦ୍ଵିତୀୟ…