Category: ରାଜ୍ୟ

ପ୍ରବାସୀ ଭାରତୀୟ ଦିବସକୁ ସଫଳ କରିବାକୁ ବିଜେପିର ଆହ୍ୱାନ

ଆସନ୍ତା ୮, ୯ ଓ ୧୦ ତାରିଖ ତିନି ଦିନ ଧରି ପ୍ରଥମ ଥର ପାଇଁ ଓଡ଼ିଶାରେ ପ୍ରବାସୀ ଭାରତୀୟ ଦିବସ ପାଳନ କରାଯାଉଛି । ରାଜ୍ୟରେ ପ୍ରଥମ ଥର ପାଇଁ ଏଭଳି କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଥିବା ଯୋଗୁଁ ଓଡ଼ିଶାର ପ୍ରଚାର…

ଦକ୍ଷିଣ ଓଡ଼ିଶାକୁ ଗୁରୁତ୍ୱ; ରାୟଗଡ଼ା ରେଳମଣ୍ଡଳର ଭିତ୍ତିପ୍ରସ୍ତର ସ୍ଥାପନ କଲେ ପ୍ରଧାନମନ୍ତ୍ରୀ

ସଂଯୋଗୀକରଣ ବୃଦ୍ଧି ତଥା ସାମାଜିକ ଓ ଅର୍ଥନୈତିକ ବିକାଶକୁ ପ୍ରୋତ୍ସାହିତ କରିବା ଦିଗରେ କେନ୍ଦ୍ର ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏକାଧିକ ପ୍ରମୁଖ ରେଳ ପ୍ରକଳ୍ପର ଶୁଭାରମ୍ଭ କରିଥିବାବେଳେ କେତେକର ଶିଳାନ୍ୟାସ…

ଯେକୌଣସି ସ୍ବାସ୍ଥ୍ୟ ବିପର୍ଯ୍ୟୟ ମୁକାବିଲା ପାଇଁ ରାଜ୍ୟ ପ୍ରସ୍ତୁତ: ଓଡ଼ିଶା ସରକାର

ଚୀନରେ ବ୍ୟାପିଥିବା ହ୍ୟୁମାନ୍ ମେଟାନିମୋ ଭାଇରସ୍ (ଏଚଏମପିଭି) ଭାଇରସ ଦେଶରେ ଏଚଏମପିଭି ଭାଇରସ୍ ଚିହ୍ନଟ ହେବା ପରେ ଓଡ଼ିଶା ସରକାରଙ୍କ ପ୍ରସ୍ତୁତି ଆରମ୍ଭ କରିଦେଇଛି । କେନ୍ଦ୍ର ସରକାରଙ୍କ ଗାଇଡଲାଇନ ଆସିଲେ ପଦକ୍ଷେପ ନିଆଯିବ ବୋଲି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି।…

ରାୟଗଡ଼ା ରେଳ ଡିଭିଜନର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ମୋଦି

ରାୟଗଡ଼ା ରେଳ ଡିଭିଜନକୁ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନୂଆଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ଜରିଆରେ ବିଭିନ୍ନ ରେଳ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ। ଯୋଗାଯୋଗକୁ ଆହୁରି ସୁଗମ କରିବା ପାଇଁ ରାୟଗଡା ରେଳ ମଣ୍ଡଳ ପାଇଁ ଭିତ୍ତିପ୍ରସ୍ତର…

ଜାନୁଆରୀ ୧୫ ସୁଦ୍ଧା ଓଡ଼ିଶା ବିଜେପି ପାଇବ ନୂଆ ସଭାପତି !

ରାଜ୍ୟ ବିଜେପି ପାଇବ ନୂଆ ସଭାପତି। ଜାନୁଆରୀ ୧୫ ଭିତରେ ବିଜେପି ରାଜ୍ୟ ନୂଆ ସଭାପତି ଚୟନ ନେଇ ଆଜି ସୂଚନା ଦେଇଛନ୍ତି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର । ସେ କହିଛନ୍ତି ଜାନୁଆରୀ ୧୫ ଭିତରେ ରାଜ୍ୟ…

ବିଜେପି କର୍ମୀଙ୍କ ମୃତ୍ୟୁ: ଟ୍ରକ ଡ୍ରାଇଭର ବିରୁଦ୍ଧରେ ହତ୍ୟା ମାମଲା ରୁଜ୍ଜୁ

ସମ୍ବଲପୁର ଜିଲ୍ଲା କଟାପାଲି ନିକଟରେ ହାଇୱା ଧକ୍କାରେ ଗୋଶାଳା ବିଜେପି ମଣ୍ଡଳ ସଭାପତି ଦେବେନ୍ଦ୍ର ନାୟକ ଓ ଚାରପାଲି ଗ୍ରାମର ବରିଷ୍ଠ ବିଜେପି ନେତା ମୁରଲୀଧର ଛୁରିଆଙ୍କ ମୃତ୍ୟୁ ଘଟଣାରେ ଏସ୍‌ପି ମୁକେଶ କୁମାର ଭାମୁଙ୍କ ପ୍ରତିକ୍ରିୟା । ହାଇୱା ଡ୍ରାଇଭର…

ଦରବୃଦ୍ଧି ଓ ଜିଏସଟି କୁ ନେଇ ‘ଡବଲ ଇଞ୍ଜିନ ସରକାର’ ଉପରେ ବର୍ଷିଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱରରେ ଆଜି ବିଜେଡିର ବିଶାଳ ବିକ୍ଷୋଭ ପ୍ରଦର୍ଶନ କରାଯାଉଛି। ଦର ବୃଦ୍ଧି, ଜିଏସଟି ମାଡ, ଚାଷୀ ପ୍ରସଙ୍ଗ ପ୍ରମୁଖ ପ୍ରସଙ୍ଗ ଉପରେ ରାଜ୍ୟ ସରକାରକୁ ବିରୋଧର ବିଜେଡ଼ି ପକ୍ଷରୁ ଭୁବନେଶ୍ଵରରେ ପ୍ରତିବାଦ କରାଯାଉଛି। ଏହି ଅବସରରେ ବିଜେଡ଼ି ସୁପ୍ରିମୋ ତଥା ପୂର୍ବତନ…

ଦରବୃଦ୍ଧି ପ୍ରତିବାଦରେ ବିଜେଡିର ବିକ୍ଷୋଭ

ଅହେତୁକ ଦରବୃଦ୍ଧି ପ୍ରତିବାଦରେ ଆଜି ରାଜଧାନୀ ରାଜରାସ୍ତାକୁ ଓହ୍ଲାଇଛି ବିଜେଡି । ଲୋୟର୍ ପିଏମ୍‌ଜିରେ ବିଜେଡିର ବିଶାଳ ସମାବେଶ ଦେଖିବାକୁ ମିଳିଛି । ବିଜେପି ଦେଇଥିବା ମିଛ ପ୍ରତିଶୃତି ଓ ବିଫଳ ଅର୍ଥନୈତିକ ପରିଚାଳନାକୁ ଟାର୍ଗେଟ କରି ଲୋୟର ପିଏମଜିଠାରେ ବିଜେଡି…

ଧନୁଯାତ୍ରା ପାଇଁ ବରଗଡ଼ରେ ଥିବା ଶିକ୍ଷାନୁଷ୍ଠାନର ସମୟ ପରିବର୍ତ୍ତନ

ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବ ପାଇଁ ବରଗଡ଼ ସହରରେ ସକାଳ ସମୟରେ ହେବ ପାଠପଢ଼ା । ଧନୁଯାତ୍ରା ଦର୍ଶକଙ୍କ ଭିଡକୁ ଦୃଷ୍ଟିରେ ରଖି ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ଚିଠି । ସମ୍ଭାବ୍ୟ ଭିଡ ଏବଂ ଟ୍ରାଫିକ୍ ସମସ୍ୟାକୁ ଦୃଷ୍ଟିରେ ରଖି…

ଆଦିବାସୀ ମେଳା ଉଦଘାଟିତ; ଶହୀଦ ମାଧୋ ସିଂହ ହାତଖର୍ଚ୍ଚ ଯୋଜନାର ଶୁଭାରମ୍ଭ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସ୍ଥାନୀୟ ପ୍ରଦର୍ଶନୀ ପଡିଆରେ ବହୁ ପ୍ରସିଦ୍ଧ ବାର୍ଷିକ ଆଦିବାସୀ ମେଳାର ଉଦଘାଟନ କରିଛନ୍ତି । ପ୍ରବାସୀ ଭାରତୀୟ ଦିବସ କାର୍ଯ୍ୟକ୍ରମ ଉପଲକ୍ଷେ ଏହି ମେଳାକୁ ଚଳିତ ବର୍ଷ ଆଗୁଆ କରାଯାଇ ଜାନୁଆରୀ ୫ ରୁ…