Category: ରାଜ୍ୟ

ପାଣିକୋଇଲିରେ ଲୁଟ୍‌ ଉଦ୍ୟମ ବେଳେ ଗୁଳିମାଡ଼; ୨ ମୃତ

ଯାଜପୁର ପାଣିକୋଇଲିରେ ଲୁଟ୍ ଉଦ୍ୟମ ହୋଇଥିବା ଗୁଳିମାଡ଼ରେ ଦୁଇ ଜଣ ମୃତ୍ୟୁବରଣ କରିଛନ୍ତି । ସୁନା ଦୋକାନରୁ ଲୁଟ୍ ଉଦ୍ୟମ ବେଳେ ପ୍ରତିରୋଧ ବେଳେ ଦୁଇ ଜଣଙ୍କୁ ଗୁଳିମାଡ଼ ହୋଇଥିଲା । ପାଣିକୋଇଲି ବଜାରକୁ ବାଇକ୍‌ରେ ଆସିଥିଲେ ଦୁର୍ବୃତ୍ତ। ଜଣଙ୍କୁ ସ୍ଥାନୀୟ…

ଆସ୍କା-୪୦ ଓ ବିୟର୍‌ ଦର ବଢ଼ିଲା

ଆସ୍କା-୪୦ ଓ ବିୟର୍‌ର ଦାମ୍‌ ବୃଦ୍ଧି କଲେ ରାଜ୍ୟ ସରକାର । ଏ ନେଇ ସୂଚନା ଦେଲେ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ବିୟର୍ ବୋତଲ ପିଛା ୧୦ ଟଙ୍କା ଦାମ ବଢ଼ିଲା । ସେହିପରି ୨୦୦ ମିଲି ଆସ୍କା-୪୦…

ଉତ୍କର୍ଷ ଓଡିଶା ପାଇଁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ; ୨୮ ରେ ଆସିବେ ପ୍ରଧାନମନ୍ତ୍ରୀ

ଉତ୍କର୍ଷ ଓଡିଶା କାର୍ଯ୍ୟକ୍ରମ ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ଆଜି ଏ ସମ୍ପର୍କରେ ଶିଳ୍ପ ବିଭାଗର ପ୍ରମୁଖ ସଚିବ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନିକଟରେ ପ୍ରସ୍ତୁତି ସମ୍ପର୍କରେ ଏକ ବିସ୍ତୃତ ଉପସ୍ଥାପନ କରି ଜଣାଇଛନ୍ତି । ସମସ୍ତ କାର୍ଯ୍ୟକ୍ରମକୁ…

ଜାନୁୟାରୀ ୧୫ ପରେ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ମିଳିବା ନେଇ ଉପ ମୁଖ୍ୟମନ୍ତ୍ରୀଙ୍କ ସୂଚନା

ଆସନ୍ତା ଜାନୁଆରୀ ମାସ ୧୫ ତାରିଖ ପରେ ହିତାଧିକାରୀଙ୍କୁ ‘ସୁଭଦ୍ରା’ର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବ । ଏକ କୋଟି ହିତାଧିକାରୁଙ୍କୁ ମିଳିବ ସୁଭଦ୍ରା ଟଙ୍କା । ଏ ନେଇ ଘୋଷଣା କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

ଜାନୁଆରୀ ୮ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି

ପ୍ରବାସୀ ଭାରତୀୟ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଜାନୁଆରୀ ୮ ତାରିଖ ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱରରେ ପହଞ୍ଚି ରାଜଭବନ ଯାଇ ରାତ୍ରିଯାପନ କରିବେ । ୯ ତାରିଖ ଜନତା ମଇଦାନରେ ଅନୁଷ୍ଠିତ ପ୍ରବାସୀ ଭାରତୀୟ…

ଜଗତସିଂହପୁରରେ ଭୟଙ୍କର ବେଆଇନ ବାଣ ବିସ୍ଫୋରଣରେ ୨ ମୃତ, ୨ ଗୁରୁତର

ଜଗତସିଂହପୁର ବଡ଼ବାଗ ଅଞ୍ଚଳରେ ବେଆଇନ ବାଣ ଭିଡିବା ବେଳେ ଭୟଙ୍କର ବାଣ ବିସ୍ଫୋରଣ ହୋଇ ୨ ଜଣଙ୍କ ମୃତ୍ୟୁ ହୋଇଛି । ବଡ଼ବାଗ ଅଞ୍ଚଳର ସୁଶୀଲ ଦାସ ନାମକ ବ୍ୟକ୍ତିଙ୍କ ଘରେ ବେଆଇନ ବାଣ ଭିଡିବା ବେଳେ ଏହି ଅଘଟଣ ଘଟିଛି…

୩ ବର୍ଷ ପାଇଁ ଜାତୀୟ ଖୋ ଖୋ ଟିମ୍ ର ପ୍ରାୟୋଜକ ହେବେ ଓଡ଼ିଶା ସରକାର

ଦେଶର ‘ଖୋ ଖୋ’ ଖେଳ ପାଇଁ ଆସିଛି ଏକ ସୁବର୍ଣ୍ଣ ସମୟ । ଓଡିଶା ସରକାର ଏହି ଖେଳକୁ ଯୋଗାଇ ଦେବେ ପ୍ରୋତ୍ସାହନ। ପୂର୍ବରୁ ଜାତୀୟ ହକି ଖେଳକୁ ଓଡିଶା ସ୍ପନସର୍ କରିଥିବା ବେଳେ, ଏବେ ଖୋ ଖୋ ଖେଳକୁ ପ୍ରୋତ୍ସାହନ…

୯ ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍‌ର ମୋହର; ୮୦%ରୁ ଅଧିକ ଭିନ୍ନକ୍ଷମ ଓ ୮୦ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କଙ୍କୁ ମିଳିବ ୩୫୦୦ ଟଙ୍କା ମାସିକ ଭତ୍ତା

ଆଜି ସନ୍ଧ୍ୟାରେ ବସିଥିବା ରାଜ୍ୟ କ୍ୟାବିନେଟ ବୈଠକରେ ବିଭିନ୍ନ ବିଭାଗର ୯ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ଏନେଇ ବୈଠକ ପରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ସୂଚନା ଦେଇଛନ୍ତି । ଏହି କ୍ୟାବିନେଟ୍ ବୈଠକରେ ମୁଖ୍ୟମନ୍ତ୍ରୀ କୃଷି…

ନୟାଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ନିଆରା ପଦକ୍ଷେପ; ଫୁଲତୋଡ଼ା, ନବବର୍ଷରେ ଡାଏରୀ ବଦଳରେ ଶିକ୍ଷା ଉପକରଣକୁ ସ୍ୱାଗତ

ନୟାଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ନିଆରା ପଦକ୍ଷେପ । ନୟାଗଡ଼ ଜିଲ୍ଲା ପ୍ରଶାସନ ନବବର୍ଷ ଅବସରରେ ଜିଲ୍ଲାର ସମସ୍ତ ସରକାରୀ ଅଧିକାରୀଙ୍କୁ ଶୁଭେଚ୍ଛା ଜଣାଇବାପାଇଁ ଫୁଲତୋଡ଼ା ଓ ଡାଏରୀ ନ ଆଣି ତା ପ୍ରତିବଦଳରେ ବହି, ଖାତା, କଲମ ଓ ପେନସିଲ…

୨୦୨୫-୨୬ ବଜେଟ ପୂର୍ବରୁ ଓଡ଼ିଶାବାସୀଙ୍କ ମତ ଲୋଡ଼ିଲେ ରାଜ୍ୟ ସରକାର

୨୦୨୫-୨୬ ବଜେଟ ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶାବାସୀଙ୍କ ମତାମତ ଲୋଡ଼ିଛନ୍ତି । ୨୦୨୫-୨୬ ବର୍ଷ ପୂର୍ଣ୍ଣାଙ୍ଗ ବଜେଟ୍ ପାଇଁ ସ୍ୱତନ୍ତ୍ର ୱେବ୍ ପୋର୍ଟାଲ୍, ମେଲ୍, ହ୍ୱାଟ୍ସଆପ୍ ଓ ଏସଏମଏସ ଜରିଆରେ ମତାମତ ଦେବାକୁ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି…