Category: ରାଜ୍ୟ

କଂଗ୍ରେସ ଛାଡ଼ିଲେ ପୂର୍ବତନ ମନ୍ତ୍ରୀ ନବୀନ ଚନ୍ଦ୍ର ନାରାୟଣ ଦାସ

ଢେଙ୍କାନାଳ: ପୂର୍ବତନ ମନ୍ତ୍ରୀ ନବୀନ ଚନ୍ଦ୍ର ନାରାୟଣ ଦାସ, ପୂର୍ବତନ ଢେଙ୍କାନାଳ ଜିଲ୍ଲା ସଭାପତି ସରୋଜ ପଟ୍ଟନାୟକ, ଓଡାପଡା ବ୍ଲକ ସଭାପତି ପ୍ରମୋଦ କୁମାର ନାୟକ, ସଦର ବ୍ଲକ ସଭାପତି ଅଖିଳ ମୋହନ ଖୁଣ୍ଟିଆ ଓ ଟାଉନ କଂଗ୍ରେସ ସଭାପତି ହାଇଦର…

ମାର୍ଚ୍ଚ ପହିଲା ସୁଦ୍ଧା ପ୍ରଥମ ପର୍ଯ୍ୟାୟ ଟିକେଟ ଘୋଷଣା କରିବ କଂଗ୍ରେସ

ଭୁବନେଶ୍ୱର : ୨୦୨୪ ନିର୍ବାଚନ ପାଖେଇ ଆସୁଛି। ରାଜ୍ୟ କଂଗ୍ରେସରେ ଟିକେଟ୍‌ କସରତ । ପ୍ରାର୍ଥୀଙ୍କୁ ଆଗୁଆ ଟିକେଟ୍‌ ଦେବା ପାଇଁ କଂଗ୍ରେସର ବସିଲା ପ୍ରଦେଶ ନିର୍ବାଚନ କମିଟି (ପିଇସି) ବୈଠକ । ଏହି ବୈଠକରେ ପିସିସି ସଭାପତିଙ୍କ ସହ ପ୍ରଦେଶ…

ନକଲି ଯୁଦ୍ଧ ପୋଷାକ କପଡ଼ା ବିକ୍ରି ଅଭିଯୋଗରେ ବ୍ରହ୍ମପୁରରେ ଚଢ଼ାଉ

ମିଲିଟାରୀ ଇଣ୍ଟେଲିଜେନ୍ସ ୟୁନିଟ୍, ଗୋପାଳପୁରରୁ ମିଳିଥିବା ନିର୍ଦ୍ଦିଷ୍ଟ ନିବେଶକୁ ଆଧାର କରି ବ୍ରହ୍ମପୁର ପୋଲିସ ଗଞ୍ଜାମ ଗାଲାକ୍ସି ଷ୍ଟୋର ନାମକ ଏକ ବସ୍ତ୍ର ଦୋକାନରୁ ନକଲି ସେନା ଯୁଦ୍ଧ ୟୁନିଫର୍ମ ଜବତ କରିଛି। ଜାନୁଆରୀ ୧୫,୨୦୨୨ରେ ସେନା ଦ୍ଵାରା ନୂତନ ଡିଜିଟାଲ୍…

ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କୁ ହତ୍ୟା ଧମକ । ୧୫ଦିନ ମଧ୍ୟରେ ହତ୍ୟା କରିବାକୁ ଧମକ ଦେବା ସହ ବିଭିନ୍ନ ସ୍ଥାନରେ ପୋଷ୍ଟର ଲଗାଯାଇଛି । ସୋମବାର ସକାଳୁ କଣ୍ଟାବାଞ୍ଜି ବାଳିକା ଉଚ୍ଚବିଦ୍ୟାଳୟ ବାହାରେ ଥିବା ଏକ ଦୋକାନ…

ଭୁବନେଶ୍ୱର ଉପକଣ୍ଠରେ ବିଶ୍ବ ସ୍ତରୀୟ ଟିକା ଉତ୍ପାଦନ ପ୍ଲାଣ୍ଟ ମଇ ୨୦୨୪ ସୁଦ୍ଧା କାର୍ଯ୍ୟକ୍ଷମ ହେବ

ଭୁବନେଶ୍ୱର: ଆଜି ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି. କାର୍ତ୍ତିକ ପାଣ୍ଡିଆନ୍‌ ଭୁବନେଶ୍ୱର ଅନ୍ଧାରୁଆ ବାୟୋଟେକ୍‌ ପାର୍କସ୍ଥିତ ସାପିଜେନ୍‌ ବାୟୋଲଜିକ୍ସ ଟିକା ଉତ୍ପାଦନ ପ୍ଲାଣ୍ଟ ପରିଦର୍ଶନ କରିଛନ୍ତି । ସୂଚନାଯୋଗ୍ୟ ଯେ ଦୈନିକ ୨.୪ କୋଟି ବିଭିନ୍ନ ପ୍ରକାରର ଟିକା…

ସମାପ୍ତ ହେଲା ବିଜେପିର ଦୁଇ ଦିନିଆ ରାଷ୍ଟ୍ରୀୟ ଅଧିବେଶନ

ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଦେଶରେ ତୃତୀୟଥର ପାଇଁ ଭାରତୀୟ ଜନତା ପାର୍ଟି ସରକାର ଗଠନ କରିବ । ଲୋକସଭା ନିର୍ବାଚନରେ ୪ଶହରୁ ଊର୍ଦ୍ଧ୍ୱ ଆସନ ଜିତି ଦଳ ନିରଙ୍କୁଶ ସଂଖ୍ୟା ଗରିଷ୍ଠତା ହାସଲ କରିବ । ନୂଆଦିଲ୍ଲୀରେ ଆୟୋଜିତ…

ବିଜେପି ଜାତୀୟ ସଭାପତି ଜେ.ପି.ନଡ୍ଡାଙ୍କ କାର୍ଯ୍ୟକାଳ ବଢିଲା

ନୂଆଦିଲ୍ଲୀ: ବିଜେପି ଜାତୀୟ ସଭାପତି ଜେ.ପି.ନଡ୍ଡାଙ୍କ କାର୍ଯ୍ୟକାଳକୁ ସମ୍ପ୍ରସାରଣ କରାଯାଇଛି। ନଡ୍ଡାଙ୍କ କାର୍ଯ୍ୟକାଳକୁ ପୂର୍ବରୁ ବିସ୍ତାର ଦିଆ ଯାଇସାରିଛି, ସେହି ପ୍ରସ୍ତାବକୁ ରବିବାର ମଞ୍ଜୁରୀ ମିଳିଛି। ସୂଚନା ମୁତାବକ ନଡ୍ଡାଙ୍କ କାର୍ଯ୍ୟକାଳକୁ ଜୁନ ୨୦୨୪ ପର୍ଯ୍ୟନ୍ତ ବଢା ଯାଇଛି। ଜୁନ ୨୦୨୪…

ସିଏଏଫ୍ ଯବାନଙ୍କ ଗଳା କାଟିଲେ ମାଓବାଦୀ

ମାଲକାନଗିରି: ଛତିଶଗଡରେ ପୁଣି ମାଓ ହିଂସା ଦେଖିବାକୁ ମିଳିଛି। ମାଲକାନଗିରି-ଛତିଶଗଡ ସୀମାନ୍ତ ବିଜାପୁର ଜିଲ୍ଳା​ରେ ମାଓବାଦୀମାନେ ଜଣେ ଯବାନଙ୍କ ଗଳା କାଟି ହତ୍ୟା କରିଛନ୍ତି। ଯବାନ ଜଣଙ୍କ ସାପ୍ତାହିକ ହାଟକୁ ଯାଇଥିବାବେଳେ ତାଙ୍କୁ ଟେକି ନେଇ ହତ୍ୟା କରାଯାଇଛି। ମୃତକ ସିଏଏଫ୍…

ଶଙ୍ଖ ଧରିଲେ ପୂର୍ବତନ କଂଗ୍ରେସ ଜିଲ୍ଲା ସଭାପତି ବିପ୍ଳବ ଜେନା

ଭୁବନେଶ୍ବର: ଆଜି ବିଜେଡିରେ ମିଶିଲେ ବିପ୍ଳବ ଜେନା । ଅନୁଗୁଳ ଜିଲ୍ଲା କଂଗ୍ରେସ ସଭାପତି ଭାବେ ସେ କିଛି ଦିନ ତଳେ ଇସ୍ତଫା ଦେବା ସହ ଦଳ ଛାଡ଼ିଥିଲେ । ତାଙ୍କ ପିତା ସ୍ବର୍ଗତ ରମେଶ ଜେନା ଅନୁଗୁଳରୁ ଥରେ ବିଧାୟକ…

ଶ୍ରୀଜଗନ୍ନାଥ ବିମାନବନ୍ଦର ପାଇଁ ଟେଣ୍ଡର ଆହ୍ବାନ

ପୁରୀ: ପୁରୀ ଅନ୍ତର୍ଜାତୀୟ ଗ୍ରୀନ ଫିଲ୍ଡ ଶ୍ରୀଜଗନ୍ନାଥ ବିମାନବନ୍ଦର ନିର୍ମାଣ ପାଇଁ ଟେଣ୍ଡର ଆହ୍ବାନ କରାଯାଇଛି। । ୨୨ ଶହ ୩ କୋଟି ଟଙ୍କାର ଟେଣ୍ଡର ଆହ୍ୱାନ କରାଯାଇଛି । ଚଳିତ ମାସ ୨୧ ତାରିଖରୁ ଅନଲାଇନ ମାଧ୍ୟମରେ ଟେଣ୍ଡର ପକାଯିବ…