ତାଜା ଖବର ରାଜ୍ୟ ସୁପ୍ରିମକୋର୍ଟଙ୍କୁ ୧୪ ପ୍ରଶ୍ନ ପଚାରିଲେ ରାଷ୍ଟ୍ରପତି May 15, 2025 Papirani ତାମିଲନାଡ଼ୁ ରାଜ୍ୟପାଳଙ୍କ ପ୍ରସଙ୍ଗରେ ସୁପ୍ରିମକୋର୍ଟ ଦେଇଥିବା ରାୟ ପରେ ସର୍ବୋଚ୍ଚ କୋର୍ଟଙ୍କୁ ପ୍ରଶ୍ନ କଲେ ରାଷ୍ଟ୍ରପତି । ନିର୍ଦ୍ଧାରିତ ସମୟ ମଧ୍ୟରେ ବିଲ୍ ପାରିତ କରିବାକୁ ନେଇ ସର୍ବୋଚ୍ଚ ଅଦାଲତଙ୍କୁ ରାଷ୍ଟ୍ରପତି ପ୍ରଶ୍ନ କରିଛନ୍ତି । ଡେଡ୍ଲାଇନ୍ ରାୟ ଉପରେ ସୁପ୍ରିମକୋର୍ଟଙ୍କୁ…
ତାଜା ଖବର ରାଜ୍ୟ ଧର୍ମଶାଳା ABDOଙ୍କ ଘରେ ଭିଜିଲାନ୍ସ ରେଡ୍ May 15, 2025 Papirani ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଧର୍ମଶାଳା ABDOଙ୍କ ଘରେ ଭିଜିଲାନ୍ସ ରେଡ୍ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଯାଜପୁର ଜିଲ୍ଲା ଧର୍ମଶାଳା ABDO ଅସିତ କୁମାର ପାତ୍ରଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରିଛି । ଏକକାଳୀନ…
ରାଜ୍ୟ ୬ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍ର ଅନୁମୋଦନ May 14, 2025 Nirvay ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ କ୍ୟାବିନେଟ ବୈଠକରେରେ ୬ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ସାମାଜିକ ଓ ଆର୍ଥିକ ଭାବେ ପଛୁଆ ପିଲାଙ୍କ ପାଇଁ ଶିକ୍ଷା ଗ୍ରହଣ କ୍ଷେତ୍ରରେ ନାମ ଲେଖାରେ ୧୧.୨୫ ପ୍ରତିଶତ ସଂରକ୍ଷଣ ରହିବ…
ତାଜା ଖବର ରାଜ୍ୟ ଶିକ୍ଷାନୁଷ୍ଠାନରେ ନୂଆ ସଂରକ୍ଷଣ ଲାଗୁ ନିଷ୍ପତ୍ତି May 14, 2025 Papirani ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି।ରାଜ୍ୟ କ୍ୟାବିନେଟ୍ର ନୂଆ ସଂରକ୍ଷଣ ଲାଗୁ ନେଇ ନିଷ୍ପତ୍ତି ନିଆଯାଇଛି । ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଶିକ୍ଷାନୁଷ୍ଠାନରେ ସଂରକ୍ଷଣ ଲାଗୁ ନେଇ…
ତାଜା ଖବର ରାଜ୍ୟ ନରେନ୍ଦ୍ର ପୁଷ୍କରିଣୀରେ ବୁଡ଼ି ଯୁବକ ମୃତ May 14, 2025 Papirani ପୁରୀର ନରେନ୍ଦ୍ର ପୁଷ୍କରିଣୀରେ ଅଘଟଣ । ପୁରୀରେ ବର୍ତ୍ତମାନ ଚନ୍ଦନ ଯାତ୍ରା ଜାରି ରହିଥିବା ବେଳେ ନରେନ୍ଦ୍ର ପୋଖରୀରେ ବୁଡ଼ି ଜଣେ ଯୁବକ ମୃତ । ଆଜି ଅପରାହ୍ନରେ ଗାଧେଇବା ବେଳେ ଯୁବକ ଜଣକ ପୋଖରୀରେ ବୁଡ଼ି ନିଖୋଜ ହୋଇଯାଇଥିଲେ ।…
ତାଜା ଖବର ରାଜ୍ୟ ଏବେ ଓଡ଼ିଶାକୁ ନାହିଁ ବାତ୍ୟା ଭୟ: ପାଣିପାଗ ବିଭାଗ May 14, 2025 Papirani ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଏବେ ରାଜ୍ୟରେ ବାତ୍ୟାର ସୂଚନା ନଥିବା ସ୍ପଷ୍ଟ କଲା ପାଣିପାଗ ବିଭାଗ । ମେ ୨୩ରୁ ୨୮ ମଧ୍ୟରେ ବାତ୍ୟା ହେବା ନେଇ ଗଣମାଧ୍ୟମରେ ହେଉଥିବା ଚର୍ଚ୍ଚାକୁ ଖଣ୍ଡନ କରିଛି ପାଣିପାଗ ବିଭାଗ…
ତାଜା ଖବର ରାଜନୀତି ରାଜ୍ୟ ପିପିଲି ନାବାଳିକା ଦୁଷ୍କର୍ମ ମାମଲା; ପୁରୀ ଏସ୍ପିଙ୍କୁ ଭେଟି ଦାବିପତ୍ର ପ୍ରଦାନ କଲା ବିଜେଡି May 14, 2025 Papirani ପିପିଲି ନାବାଳିକା ଦୁଷ୍କର୍ମ ଘଟଣାରେ ପୁରୀ ଏସ୍ପିଙ୍କୁ ଭେଟିଲା ବିଜେଡି । ଟୁକୁନି ସାହୁଙ୍କ ଅଧ୍ୟକ୍ଷତାରେ ବିଜୁ ଜନତା ଦଳର ଏକ ଫ୍ୟାକ୍ଟ ଫାଇଣ୍ଡିଙ୍ଗ ଟିମ ପୁରୀ ଜିଲ୍ଲାର ଏସ୍ପିଙ୍କୁ ଭେଟି ପିପିଲି ନାବାଳିକା ଦୁଷ୍କର୍ମ ଘଟଣାରେ ପୀଡିତାକୁ ଉପଯୁକ୍ତ ନ୍ୟାୟ…
ତାଜା ଖବର ରାଜ୍ୟ ଏସ୍ଡିପିଓଙ୍କ ଆତ୍ମହତ୍ୟା ଚେତାବନୀ; ଉପରିସ୍ଥ ଅଧିକାରୀଙ୍କୁ ଲେଖିଲେ ଚିଠି May 14, 2025 Papirani ଆତ୍ମହତ୍ୟା ପାଇଁ ଚିଠି ଲେଖିଲେ ବାଲେଶ୍ୱର ଜିଲ୍ଲା ଜଳେଶ୍ବର ଏସ୍ଡିପିଓ ବ୍ରଜମୋହନ ପ୍ରଧାନ । IGଙ୍କୁ ଚିଠି ଲେଖିଲେ ଜଳେଶ୍ବର ଏସ୍ଡିପିଓ ବ୍ରଜମୋହନ ପ୍ରଧାନ । ତାଙ୍କୁ ମାନସିକ ନିର୍ଯାତନା ଦିଆଯାଉଥିବା ଆଉ କାମରେ ଚାପ ଦିଆଯାଉଥିବା ଅଭିଯୋଗ କରି ଚିଠି…
ତାଜା ଖବର ରାଜ୍ୟ ରାଜଧାନୀରେ ପରାକ୍ରମ ଶୋଭାଯାତ୍ରା; ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ May 14, 2025 Papirani ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମରୁ ବାହାରିଲା ପରାକ୍ରମ ଶୋଭାଯାତ୍ରା । ଅପରେସନ ସିନ୍ଦୂର ସଫଳ ପରେ ୩ ସେନାକୁ ସାଲ୍ୟୁଟ ପାଇଁ ଶୋଭାଯାତ୍ରା । ପରାକ୍ରମ ଶୋଭାଯାତ୍ରାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆଜିର ଏହି ଶୋଭାଯାତ୍ରାରେ ଏଥିରେ ବିଭିନ୍ନ…
ତାଜା ଖବର ରାଜ୍ୟ ଓପିଏସ୍ସି ଓ ଓଏସ୍ଏସ୍ସିର ନୂତନ ସଦସ୍ୟ ଭାବେ ୪ ଜଣଙ୍କୁ ମିଳିଲା ନିଯୁକ୍ତି May 13, 2025 Papirani ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍ସି) ଓ ଓଡ଼ିଶା ଷ୍ଟାପ ସିଲେକ୍ସନ କମିଶନର (ଓଏସ୍ଏସ୍ସି)ରେ ଦୁଇଜଣ ଲେଖାଏଁ ସଦସ୍ୟଙ୍କୁ ସାମିଲ କରାଯାଇଛି। ପ୍ରଫେସର ମିହିର ପ୍ରସାଦ ମିଶ୍ର ହେଲେ ଓପିଏସ୍ସିର ନୂଆ ସଦସ୍ୟ । ପୁରୀ ଏସ୍ସିଏସ୍ କଲେଜର ଅଧ୍ୟକ୍ଷ ଅଛନ୍ତି ମିହିର…