Category: ରାଜ୍ୟ

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଓଡ଼ିଶା ଆସିବେ ଗୃହମନ୍ତ୍ରୀ ଅମିତ ଶାହ । ଆସନ୍ତା ୨୨ରେ ଅମିତ ଶାହ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଥିବାର ଆସୁଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ । ବିଭିନ୍ନ ସରକାରୀ ପ୍ରକଳ୍ପର ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟକ୍ରମ ରହିଥିବା…

ବିଧାନସଭାରେ ସାମ୍ବାଦିକଙ୍କୁ ମୋବାଇଲ୍ ମନା

ବିଧାନସଭା ପ୍ରେସ୍‌ ଗ୍ୟାଲେରୀରେ ସାମ୍ବାଦିକଙ୍କୁ ମୋବାଇଲ୍ ମନା । ଗତକାଲି ବିଧାନସଭା ଭିତରେ ବିଧାୟକମାନଙ୍କର ମାରପିଟ୍ ଘଟଣାର ଭିଡିଓ ଭାଇରାଲ ହେବା ପରେ ସାମ୍ବାଦିକଙ୍କୁ ମୋବାଇଲ୍ ବାରଣ କରାଯାଇଥିବା ସୂଚନା । ସୂଚନା ଯୋଗ୍ୟ; ସାମ୍ବାଦିକମାନେ ଯେତେବେଳେ ବିଧାନସଭା ପ୍ରଶ୍ନକାଳକୁ ପ୍ରସାରଣ…

ଆସନ୍ତା ୨୪ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଆସନ୍ତା ୨୪ ତାରିଖରେ ଦୁଇ ଦିନିଆ ଗସ୍ତରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୨୪ ତାରିଖରେ ନୟାଗଡ଼ ଜିଲ୍ଲା କଣ୍ଟିଲୋସ୍ଥିତ ଶ୍ରୀକ୍ଷେତ୍ରର ଆଦିପୀଠ ମହାପ୍ରଭୁ ନୀଳମାଧବଙ୍କୁ ଦର୍ଶନ କରିବେ । ନୀଳମାଧବଙ୍କ ସେବାୟତ ଓ ସ୍ଥାନୀୟ ବାସିନ୍ଦା ନୀଳମାଧବଙ୍କୁ…

ଅସହ୍ୟ ହେଉଛି ତାତି; ଆସନ୍ତା ଦୁଇ ଦିନ ହେବ ରାଜ୍ୟରେ ନିଆଁ ବର୍ଷା

ଅସହ୍ୟ ତାତିରେ କଲବଲ ରାଜ୍ୟବାସୀ। ଦିନକୁ ଦିନ ରାଜ୍ୟରେ ବଢିଚାଲିଛି ତାପମାତ୍ରା। ମାର୍ଚ୍ଚ ଆରମ୍ଭରୁ ରାଜ୍ୟରେ ଅସହ୍ୟ ଗୁଳୁଗୁଳି ସହ ତାତି ଅନୁଭୂତ ହେଉଛି। ଆସନ୍ତା ଦୁଇ ଦିନ ପଶ୍ଚିମ ଓଡ଼ିଶାରେ ପ୍ରବଳ ଖରା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ…

୩୯.୫ ଡିଗ୍ରୀ ସହ ବୌଦ୍ଧ ରାଜ୍ୟର ସବୁଠୁ ଉତ୍ତପ୍ତ ସହର

ପ୍ରଚଣ୍ଡ ଖରା, ଅସହ୍ୟ ଝାଞ୍ଜିପବନ । ପାଣିପାଗ ବିଭାଗ ରିପୋର୍ଟ ଅନୁଯାୟୀ ଆଜି ରାଜ୍ୟର ୨୨ଟି ସହରରେ ତାପମାତ୍ରା ୩୫ ଡିଗ୍ରୀ ଉପରେ ରହିଥିଲା । ୩୯.୫ ଡିଗ୍ରୀ ସହ ବୌଦ୍ଧ ଥିଲା ରାଜ୍ୟର ସର୍ବାଧିକ ଉତ୍ତପ୍ତ ସହର । ଝାରସୁଗୁଡ଼ା…

କାଲି ବିଧାନସଭା ବୟକଟ୍‌ କରିବ କଂଗ୍ରେସ

ବିଧାନସଭା ଭଳି ଏକ ପବିତ୍ର ଗୃହରେ ଆଜି ବାଚସ୍ପତିଙ୍କ ମାଇକ୍ରୋଫୋନ ଭାଙ୍ଗିବା ଏବଂ ପରେ ତିନି ଦଳର ବିଧାୟକ ମାନେ ହାତାହାତି ହେବା ଘଟଣାରେ ଜୟପୁରର କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କୁ ସାତ ଦିନ ପାଇଁ ବିଧାନସଭାରୁ ନିଲମ୍ବିତ କରାଯାଇଛି…

ବିବାହ ବନ୍ଧନରେ ବାନ୍ଧିହେଲେ ଅନୁଭବ ମହାନ୍ତି ଏବଂ ଜାଗ୍ରତି ଶୁକ୍ଲା

ବିବାହ ବନ୍ଧନରେ ବାନ୍ଧିହେଲେ ଅନୁଭବ ମହାନ୍ତି, ଜାଗ୍ରତି ଶୁକ୍ଲା । ସାମ୍ନାକୁ ଆସିଲା ବାହାଘର ବେଳର ଫଟୋ । ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଆଜି ଦ୍ଵିତୀୟ ଥର ପାଇଁ ବିବାହ କରିଛନ୍ତି ଓଲିଉଡ ଷ୍ଟାର ଅନୁଭବ ମହାନ୍ତି ।…

ତାରା ବାହିନୀପତିଙ୍କୁ ୭ ଦିନ ପାଇଁ ବିଧାନସଭା ଗୃହରୁ ନିଲମ୍ବିତ କଲେ ବାଚସ୍ପତି

ବିଧାନସଭା ଗୃହରୁ କଂଗ୍ରେସ ବିଧାୟକ ତାରା ବାହିନୀପତିଙ୍କୁ ନିଲମ୍ବିତ କରାଯାଇଛି । ଗୃହରେ ଘଟିଥିବା ବିଶୃଙ୍କଳିତ ଆଚରଣ ପାଇଁ ତାଙ୍କୁ ନିଲମ୍ବନ କରାଯାଇଛି । ବାଚସ୍ପତି ସୁରମା ପାଢୀ ତାଙ୍କୁ ୭ ଦିନ ପାଇଁ ଗୃହରୁ ନିଲମ୍ବନ କରିଛନ୍ତି । ଅନ୍ୟପଟେ…

ଓଡ଼ିଶା ନିର୍ବାଚନ ଗଡ଼ବଡ଼ ପ୍ରସଙ୍ଗ; ଫର୍ମ ୧୭-ସିର ତଥ୍ୟକୁ ସାର୍ବଜନିନ କରିବାକୁ ବିଜେଡିର ଦାବି

ସାଧାରଣ ନିର୍ବାଚନରେ ଗଡ଼ବଡ଼ ପ୍ରସଙ୍ଗକୁ ନେଇ ଦିଲ୍ଲୀରେ ବିଜେଡି ସଂସଦୀୟ ଟିମର ପ୍ରେସମିଟ୍ । ନିର୍ବାଚନ ଗଡ଼଼ବଡ଼ ନେଇ ନିର୍ବାଚନ କମିଶନଙ୍କୁ ଭେଟିବା ପରେ ପ୍ରେସମିଟ୍ ରଖିଲା ବିଜେଡ଼ି । ପ୍ରେସମିଟ୍ ମାଧ୍ୟମରେ ବିଜେଡ଼ି ସୂଚନା ଦେଇ କହିଛି ନିର୍ବାଚନ କମିଶନଙ୍କ…

ଆରୁହା ପାହାଡ଼ ଖଣି ଖାଦାନରେ ଖଣି ବିଭାଗର ରେଡ୍‌

ଯାଜପୁର ଜିଲ୍ଲା ଧର୍ମଶାଳାର ଆରୁହା ପାହାଡ଼ ଖଣି ଖାଦାନରେ ଖଣି ବିଭାଗର ରେଡ୍‌ । ବେଆଇନ ଖଣି ଖନନ ଅଭିଯୋଗରେ ରେଡ୍‌ କରାଯାଇଥିବା ସୂଚନା । ଏହି ଚଢାଉରେ ୭ ଜେସିବି, ୬ କମ୍ପ୍ରେସର, ୨ଟି ହାଇୱା ଜବତ ହୋଇଛି। ଏହା…