Category: ରାଜ୍ୟ

Diwali Holiday: ଦୀପାବଳି ପାଇଁ ଅକ୍ଟୋବର ୨୦ ରେ ସମସ୍ତ ସ୍କୁଲ ଓ କଲେଜ ଛୁଟି ଘୋଷଣା

ଆସନ୍ତା ୨୦ ତାରିଖ ଅର୍ଥାତ ସୋମବାରକୁ ଦୀପାବଳି ପାଇଁ ଅତିରିକ୍ତ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର । ଏହି ପରିପ୍ରେକ୍ଷୀରେ ଆସନ୍ତା ସୋମବାର ଦିନ ରାଜ୍ୟର ସମସ୍ତ ସରକାରୀ, ଅନୁଦାନପ୍ରାପ୍ତ ଓ ଘରୋଇ ବିଦ୍ୟାଳୟଗୁଡ଼ିକ ବନ୍ଦ ରହିବ । ତେବେ…

Nuapada By-Election: ନୂଆପଡ଼ା ଉପନିର୍ବାଚନ ପାଇଁ ନାମାଙ୍କନ ଭରିଲେ କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ

ନୂଆପଡ଼ା ଉପନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ ଆଜି ନାମାଙ୍କନ ଦାଖଲ କରିଛନ୍ତି । ପିସିସି ସଭାପତି ତଥା କଂଗ୍ରେସର ବରିଷ୍ଠ ନେତାଙ୍କ ଗହଣରେ, ବିରାଟ ରାଲିରେ ଆସି ଉପଜିଲ୍ଲାପାଳ ଅଫିସରେ ନାମାଙ୍କନ ଦାଖଲ କରିଥିଲେ ଘାସିରାମ । ଜିଲ୍ଲା…

Nuapada Bypoll: ନୂଆପଡ଼ା ଉପନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ଜୟ ଢୋଲକିଆ

ହଜାର ହଜାର ସମର୍ଥକଙ୍କ ସହ ଏକ ବିରାଟ ଶୋଭାଯାତ୍ରାରେ ଆସି ଦିବଂଗତ ନୂଆପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସ୍ୱର୍ଗତଃ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଓ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ନିଜର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ସ୍ୱର୍ଗତଃ ରାଜେନ୍ଦ୍ର…

Nuapada Bypoll; ନୂଆପଡାରେ ସ୍ନେହାଙ୍ଗିନୀଙ୍କ ପାଇଁ ପ୍ରଚାର କରିବେ ନବୀନ ପଟ୍ଟନାୟକ

ବିଜୁ ଜନତା ଦଳ ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ଲାଗି ଦୁଇ ଥର ପ୍ରଚାର ମୈଦାନକୁ ଓହ୍ଲାଇବେ ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ । ନୂଆପଡା ଷ୍ଟାର କ୍ୟାମ୍ପେନର ତଥା ଜୁନାଗଡ଼ ବିଜେଡ଼ି ବିଧାୟକ ଦିବ୍ୟ ଶଙ୍କର ମିଶ୍ର ଏହି…

Diwali Holiday: ଆସନ୍ତା ୨୦ ତାରିଖ ଦୀପାବଳି ପର୍ବ ଉପଲକ୍ଷେ ଅତିରିକ୍ତ ଛୁଟି ଘୋଷଣା

ପବିତ୍ର ଦୀପାବଳି ନିମନ୍ତେ ୨୦ ଅକ୍ଟୋବର (ସୋମବାର)କୁ ଅତିରିକ୍ତ ଛୁଟି ଦିବସ ଭାବରେ ଘୋଷଣା କରିଛନ୍ତି ରାଜ୍ୟ ସରକାର । ନୂଆପଡ଼ା ଜିଲ୍ଲା ବ୍ୟତୀତ ଅନ୍ୟ ସବୁଠି ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର । ସମସ୍ତ ସରକାରୀ କାର୍ଯ୍ୟାଳୟ ତଥା…

Minor Girl raped in Bhubaneswar: ରାଜଧାନୀରେ ନାବାଳିକାଙ୍କୁ ଧର୍ଷଣ ଅଭିଯୋଗ

ରାଜଧାନୀରେ ଲଜ୍ଜା । ରାଜଧାନୀରେ ପୁଣି ଜଣେ ନାବାଳିକା ଧର୍ଷଣର ଶିକାର ହୋଇଥିବା ଅଭିଯୋଗ ହୋଇଛି । କ୍ୟାପିଟାଲ ଥାନା ଅଧିନ ଅଶୋକ ନଗର ଅଞ୍ଚଳରେ ଏହି ଘଟଣା ଘଟିଛି । ସୂଚନା ଅନୁଯାୟୀ, ନାବାଳିକା ଗୁରୁତର ଅବସ୍ଥାରେ କ୍ୟାପିଟାଲ ହସ୍ପିଟାଲର…

Dhanteras 2025: ଆଜି ପବିତ୍ର ଧନତେରସ, ଜାଣନ୍ତୁ ଏହାର ବିଶେଷତା

ଆଜି ପବିତ୍ର ପର୍ବ ଧନତେରସ । ପ୍ରତିବର୍ଷ ଦୀପାବଳିର ଦୁଇ ଦିନ ପୂର୍ବରୁ ଧନତେରସ ପାଳନ କରାଯାଏ । କାର୍ତ୍ତିକ ମାସ କୃଷ୍ଣପକ୍ଷ ତ୍ରୟୋଦଶୀ ତିଥିରେ ଭଗବାନ ଧନ୍ଵନ୍ତରୀଙ୍କ ଜନ୍ମ ହୋଇଥିଲା । ତେଣୁ ଆଜିର ଦିନକୁ ଧନତେରସ ପର୍ବ ଭାବରେ…

Odisha adopts ‘No Gift’ Policy: ପର୍ବପର୍ବାଣୀ ପାଇଁ ‘ନୋ ଗିଫ୍ଟ୍‌ ପଲିସି’ ନୀତି ଆପଣାଇଛି ଓଡିଶା

ପର୍ବପର୍ବାଣୀ ପାଇଁ ‘ନୋ ଗିଫ୍ଟ୍‌ ପଲିସି’ ନୀତି ଆପଣାଇଛି ଓଡିଶା । ପର୍ବପର୍ବାଣୀ ସମୟରେ ଭାରତ ସରକାରଙ୍କ ‘ନୋ ଗିଫ୍ଟ୍‌ ପଲିସି’ ଆଧାରରେ ରାଜ୍ୟ ସରକାର ମଧ୍ୟ ସମାନ ନୀତି ଆପଣାଇଛନ୍ତି । ଦିପାବଳୀରେ ଗିଫ୍ଟ ନେଇ ଅଫିସ୍‌ ଆସିବାକୁ ବାରଣ…

Durgapur Gang Rape Case: ଦୁର୍ଗାପୁର ହସ୍ପିଟାଲ୍‌ରୁ ଡିସଚାର୍ଜ ହେଲେ ମେଡିକାଲ୍‌ ଛାତ୍ରୀ

ପଶ୍ଚିମବଙ୍ଗ ଦୁର୍ଗାପୁର ହସ୍ପିଟାଲରୁ ଓଡ଼ିଆ ଡାକ୍ତରୀ ଛାତ୍ରୀ ଆଜି ଡିସଚାର୍ଜ ହୋଇଛନ୍ତି । ଗଣଧର୍ଷଣ ପୀଡ଼ିତାଙ୍କ ଡିସଚାର୍ଜ ନେଇ ଶୁକ୍ରବାର ଦିନ ମେଡିକାଲ୍ ପକ୍ଷରୁ ସୂଚନା ଦିଆଯାଇଛି । କହିରଖୁଛୁ ଯେ, ଗଣଧର୍ଷଣର ଶିକାର ପରେ ଗତ ଶୁକ୍ରବାରରୁସେ ହସ୍ପିଟାଲରେ ଭର୍ତ୍ତି…

Congress Star Campaigners: ନୂଆପଡା ଉପନିର୍ବାଚନ, ୪୦ ଜଣିଆ ଷ୍ଟାର ପ୍ରଚାରକ ଘୋଷଣା କଲା କଂଗ୍ରେସ

ନୂଆପଡ଼ା ଉପନିର୍ବାଚନ ପାଇଁ ଅଖିଳ ଭାରତ କଂଗ୍ରେସ କମିଟି (AICC) ୪୦ ଜଣିଆ ଷ୍ଟାର ପ୍ରଚାରକଙ୍କ ତାଲିକା ଘୋଷଣା କରିଛି । ପ୍ରଚାର ଦଳରେ ପ୍ରମୁଖ ନାମ ମଧ୍ୟରେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ, ପୂର୍ବତନ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ,…