ତାଜା ଖବର ରାଜ୍ୟ ମେଡିକାଲ୍ କଲେଜ୍ ସିଟ୍ ବିକ୍ରି ଘଟଣାରେ ୪ ଦଲାଲଙ୍କୁ ଗିରଫ କରିଛି କମିଶନରେଟ ପୋଲିସ May 3, 2025 Nirvay ଆସନ୍ତାକାଲି ନିଟ୍ ପରୀକ୍ଷା ଥିବାବେଳେ ଆଜି ମେଡିକାଲ୍ କଲେଜ୍ ସିଟ୍ ବିକ୍ରି ନେଇ ଆନ୍ତଃରାଜ୍ୟ ଗ୍ୟାଙ୍ଗ୍ର ପର୍ଦ୍ଦାଫାସ୍ କରିଛି କମିଶନରେଟ ପୋଲିସ । ଭୁବନେଶ୍ୱର ପାତ୍ରପଡା ଅଞ୍ଚଳରେ ମେଡିକାଲ୍ କଲେଜ୍ ସିଟ୍ ବିକ୍ରି ଘଟଣାରେ ୪ ଦଲାଲଙ୍କୁ ଗିରଫ କରିଛି ସ୍ପେଶାଲ…
ରାଜ୍ୟ ବିଶ୍ୱରେ ଗୋଟିଏ ଜଗନ୍ନାଥ ଧାମ, ସେ ହେଉଛି ପୁରୀ: ସମ୍ବିତ ପାତ୍ର May 3, 2025 Nirvay ପଶ୍ଚିମବଙ୍ଗର ଦୀଘାରେ ଶ୍ରୀଜଗନ୍ନାଥ ମନ୍ଦିରକୁ ‘ଜଗନ୍ନାଥ ଧାମ’ କହିବା ବିବାଦକୁ ନେଇ ପ୍ରତିକ୍ରିୟା ରଖି ପୁରୀ ସାଂସଦ ସମ୍ବିତ ପାତ୍ର ଦୃଢ଼ ପ୍ରତିବାଦ କରିଛନ୍ତି । ସେ କହିଛନ୍ତି ଯେ ସାରା ବିଶ୍ୱରେ ଗୋଟିଏ ଜଗନ୍ନାଥ ଧାମ ରହିଛି । ଜଗନ୍ନାଥ…
ରାଜ୍ୟ ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣ ମାମଲା: ଜୁନ୍ ୧୭ ସୁଦ୍ଧା ଆସିବ ଚୂଡ଼ାନ୍ତ ରାୟ May 3, 2025 Nirvay ଜୁନ୍ ୧୭ ସୁଦ୍ଧା ଆସିବ ବହୁ ଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ଚୂଡ଼ାନ୍ତ ରାୟ । ଆଜି ପୁଞ୍ଜିଲାଲଙ୍କ ସପକ୍ଷରେ ପଡ଼ୋଶୀ ଜିତେନ୍ ପଟେଲଙ୍କ ସାକ୍ଷ୍ୟଗ୍ରହଣ ହୋଇଥିବାବେଳେ ଆସନ୍ତା ୫ ତାରିଖରେ ପ୍ରତିପକ୍ଷଙ୍କ ସାକ୍ଷ୍ୟଗ୍ରହଣ ନେଇ ଶୁଣାଣି ହେବ…
ରାଜନୀତି ରାଜ୍ୟ ରାଜା ଚକ୍ରଙ୍କ ଓକିଲଙ୍କ ନାଁରେ ମାନହାନି ମୋକଦ୍ଦମା ଦାୟର କଲେ ମନମୋହନ ସାମଲ May 3, 2025 Nirvay ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ବିଜେଡି ନେତା ରାଜା ଚକ୍ରଙ୍କ ଓକିଲ ସୀତାଂଶୁ ଦ୍ୱିବେଦୀଙ୍କ ନାଁରେ ବାଲେଶ୍ୱର ଏସ୍ଡିଜିଏମ୍ଙ୍କ କୋର୍ଟରେ ମାନହାନି ମୋକଦ୍ଦମା ଦାୟର କରିଛନ୍ତି । ଆର୍ଥିକ ଅନିୟମିତତା ମାମଲାରେ କ୍ରାଇମ୍ବ୍ରାଞ୍ଚ ଇଓଡବ୍ଲ୍ୟୁ ଦ୍ବାରା ଗିରଫ ହୋଇ ବିଚାର…
ଦେଶ ରାଜ୍ୟ ଦୀଘା ଜଗନ୍ନାଥ ମନ୍ଦିର ବିବାଦ: ଅପରାହ୍ନରେ ବୈଠକ ଡାକିଛି ଶ୍ରୀମନ୍ଦିର ପ୍ରଶାସନ May 3, 2025 Nirvay ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଙ୍କ ଚିଠିପରେ ଆକ୍ସନ ମୋଡରେ ଶ୍ରୀମନ୍ଦିର ପ୍ରଶାସନ । ଦୀଘା ଜଗନ୍ନାଥ ମନ୍ଦିରକୁ ନେଇ ବିବାଦ ପରେ ଆଜି ଅପରାହ୍ନ ୫ଟାରେ ଶ୍ରୀମନ୍ଦିର ପ୍ରଶାସନ ବୈଠକ ଡାକିଛି । ଏହି ବୈଠକରେ ଶ୍ରୀମନ୍ଦିର ପ୍ରଶାସନ ସହ…
ରାଜ୍ୟ କିଟ୍ ଛାତ୍ରୀ ମୃତ୍ୟୁ ଘଟଣାରେ ମୁଖ୍ୟ ଶାସନ ସଚିବ ଓ ଡିଜିଙ୍କୁ NHRCର ନୋଟିସ୍ May 2, 2025 Nirvay କିଟ୍ ଛାତ୍ରୀ ମୃତ୍ୟୁ ଘଟଣାରେ ମୁଖ୍ୟ ଶାସନ ସଚିବ ଓ ଡିଜିଙ୍କୁ ନୋଟିସ୍ ଜାରି କରିଛି NHRC । କିଟ୍ ବିଶ୍ୱବିଦ୍ୟାଳୟରେ ପୁଣି ଜଣେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁ ଘଟଣାକୁ ଗମ୍ଭୀରତାର ସହ ନେଇଛି ଜାତୀୟ ମାନବାଧିକାର କମିଶନ୍ । ପୀଡ଼ିତାଙ୍କ…
ରାଜ୍ୟ IAS ନିକୁଞ୍ଜ ଧଳଙ୍କୁ ହଠାତ୍ ଦାୟିତ୍ୱ ମୁକ୍ତ କଲେ ରାଜ୍ୟ ସରକାର May 2, 2025 Nirvay ସଂସଦୀୟ ବ୍ୟାପାର ମନ୍ତ୍ରଣାଳୟର ସ୍ୱତନ୍ତ୍ର ଦାୟିତ୍ୱରେ ଯୋଗ ଦେବା ପାଇଁ ବରିଷ୍ଠ ଆଇଏଏସ୍ ଅଧିକାରୀ ନିକୁଞ୍ଜ ବିହାରୀ ଧଳଙ୍କୁ ହଠାତ୍ ରାଜ୍ୟ ସରକାର ଦାୟିତ୍ୱ ମୁକ୍ତ କରିଛନ୍ତି । ୧୯୯୩ ବ୍ୟାଚର ଓଡ଼ିଶା କ୍ୟାଡର ଆଇଏଏସ ଅଧିକାରୀ ନିକୁଞ୍ଜ ବର୍ତ୍ତମାନ ମୁଖ୍ୟମନ୍ତ୍ରୀଙ୍କ…
ରାଜ୍ୟ ନେପାଳୀ ଛାତ୍ରୀ ମୃତ୍ୟୁକୁ ନେଇ ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ କଲା UGC May 2, 2025 Nirvay କିଟ୍ ବିଶ୍ୱ ବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣାକୁ ନେଇ ଉଦବେଗ ପ୍ରକାଶ କରିଛି ୟୁଜିସି । ଭାରତର ସର୍ବୋଚ୍ଚ ଉଚ୍ଚଶିକ୍ଷା ନିୟାମକ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC), କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡଷ୍ଟ୍ରିଆଲ୍ ଟେକ୍ନୋଲୋଜି (KIIT) କ୍ୟାମ୍ପସରେ ପୁଣି ଥରେ ଜଣେ…
ତାଜା ଖବର ରାଜ୍ୟ ଦୀଘା ମନ୍ଦିର ବିବାଦ: ତଦନ୍ତ ନିର୍ଦ୍ଦେଶ ଦେଲେ ଆଇନ ମନ୍ତ୍ରୀ May 2, 2025 Papirani ଦୀଘା ଜଗନ୍ନାଥ ମନ୍ଦିର ବିବାଦର ତଦନ୍ତ ନିର୍ଦ୍ଦେଶ ଦେଲେ ରାଜ୍ୟ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଶ୍ରୀମନ୍ଦିର ପ୍ରଶାସନକୁ ଅନ୍ତରୀଣ ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଆଇନ ମନ୍ତ୍ରୀ । ସେ କହିଛନ୍ତି ଏ ମାମଲାରେ ତଦନ୍ତ କରାଯାଇ ସତ୍ୟାସତ୍ୟ…
ତାଜା ଖବର ରାଜ୍ୟ ୧୦ ତାରିଖରେ ଓଡ଼ିଶା ଆସିବେ ଗୃହ ମନ୍ତ୍ରୀ ଅମିତ ଶାହ May 2, 2025 Papirani ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଗୃହ ମନ୍ତ୍ରୀ ଅମିତ ଶାହ ।ଆସନ୍ତା ୧୦ରେ ଦୁଇଦିନିଆ ଗସ୍ତରେ ଆସୁଛନ୍ତି ଅମିତ ଶାହ । ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ସେ କହିଛନ୍ତି ଗୃହ…