ତାଜା ଖବର ରାଜ୍ୟ ୩ ବର୍ଷରେ ପାଣିରେ ବୁଡ଼ି ୨୦୬୪ ଜଣଙ୍କ ମୃତ୍ୟୁ: ମୁଖ୍ୟମନ୍ତ୍ରୀ March 10, 2025 Papirani ଆଜି ବିଧାନସଭା ଗୃହରେ ବିଧାୟକ ଓମ୍ ପ୍ରକାଶ ମିଶ୍ରଙ୍କ ପ୍ରଶ୍ନ ରାଜ୍ୟରେ ବିଗତ ତିନି ବର୍ଷରେ କେଉଁ ଜିଲ୍ଲାର କେଉଁ ନଦୀର କେଉଁ ଘାଟ, କେଉଁ ସମୁଦ୍ର ବେଳାଭୂମି ଓ ପୋଖରୀରେ ବୁଡି କେତେଜଣ ମୃତ୍ୟୁବରଣ କରିଛନ୍ତି ? ଏହାର ଉତ୍ତରରେ…
ତାଜା ଖବର ରାଜ୍ୟ ଓଡ଼ିଶାରେ ଚିହ୍ନଟ ହୋଇଛନ୍ତି ୩୭୩୮ ବାଂଲାଦେଶୀ ଅନୁପ୍ରବେଶକାରୀ: ମୁଖ୍ୟମନ୍ତ୍ରୀ March 10, 2025 Papirani ଆଜି ବିଧାସଭା ଗୃହରେ ବିଧାୟକ ମାନସ ଦତ୍ତଙ୍କ ପ୍ରଶ୍ନର ଉତ୍ତରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି ଓଡ଼ିଶାରେ ୩୭୩୮ ବାଂଲାଦେଶୀ ଅନୁପ୍ରବେଶକାରୀ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ସର୍ବାଧିକ କେନ୍ଦ୍ରାପଡ଼ାରେ ୧୬୪୯, ଜଗତସିଂପୁରରେ ୧୧୧୨, ମାଲକାନଗିରିରେ ୬୫୫, ଭଦ୍ରକରେ ୧୯୯, ନବରଙ୍ଗପୁରରେ…
ତାଜା ଖବର ରାଜ୍ୟ ବଜେଟ ଅଧିବେଶନ ଆରମ୍ଭରୁ କମ୍ପିଲା ବିଧାନସଭା; ୧୨ଟା ୯ ମିନିଟ୍ ଯାଏଁ ମୁଲତବୀ March 10, 2025 Papirani ଦୁଇ ଦିନର ବିରତି ପରେ ଆଜି ପୁଣି ଥରେ କମ୍ପିଲା ବିଧାନସଭା । ୨ୟ ପର୍ଯ୍ୟାୟ ବଜେଟ ଅଧିବେଶନ ପାଇଁ ସରଗରମ ହୋଇଛି ବିଧାନସଭା । ଏବେ ଅଧିବେଶନ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ ଏବଂ ନାରାବାଜି ଦେଖିବାକୁ ମିଳିଛି । ହଙ୍ଗାମା…
ତାଜା ଖବର ରାଜ୍ୟ ପୁରୀ ରଥଯାତ୍ରାକୁ ଖୁବଶୀଘ୍ର ମିଳିପାରେ ବିଶ୍ୱ ଐତିହ୍ୟ ମାନ୍ୟତା; ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକ୍ରିୟା ଆରମ୍ଭ March 9, 2025 Papirani ରଥଯାତ୍ରାକୁ ବିଶ୍ୱ ସାଂସ୍କୃତିକ ଐତିହ୍ୟ (Intangible Cultural Heritage) ମାନ୍ୟତା ପ୍ରଦାନ ନେଇ ଆରମ୍ଭ ହୋଇଛି ପ୍ରକ୍ରିୟା। ୟୁନେସ୍କୋ ଦ୍ବାରା ମାନ୍ୟତା ନେଇ ପ୍ରକ୍ରିୟା ଆରମ୍ଭ କଲା ଶ୍ରୀମନ୍ଦିର ପ୍ରଶାସନ। ଏନେଇ ଖୁବଶୀଘ୍ର ନାମାଙ୍କନପତ୍ର ଦାଖଲ କରାଯିବ। ଅନ୍ୟପଟେ ଶ୍ରୀମନ୍ଦିର ମୁଖ୍ୟ…
ତାଜା ଖବର ରାଜ୍ୟ ରାଜ୍ୟରେ ଅଚଳ ନଳକୂପକୁ ସଚଳ କରିବାକୁ ମନ୍ତ୍ରୀ ରବି ନାଏକଙ୍କ ନିର୍ଦ୍ଦେଶ March 9, 2025 Papirani ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ହେଲାଣି। ପ୍ରବଳ ତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି। ଏହି ସମୟରେ ରାଜ୍ୟରେ ସମସ୍ତ ଅଚଳ ନଳକୂପକୁ ସଚଳ କରିବାକୁ ନିର୍ଦ୍ଦେଶ ଦେଲେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗୀୟ ମନ୍ତ୍ରୀ ରବି ନାଏକ…
ତାଜା ଖବର ରାଜ୍ୟ ବରିଷ୍ଠନେତା ତଥା ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ March 9, 2025 Papirani ଓଡ଼ିଶା ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଶ୍ରୀ ଅନନ୍ତ ଦାସ(୮୬)ଙ୍କ ବର୍ଷ ବୟସରେ ପରଲୋକ ଘଟିଛି । ସେ ଦୀର୍ଘ ଦିନ ଧରି ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ହୋଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ । ସେ…
ତାଜା ଖବର ରାଜ୍ୟ ରାଜଧାନୀରେ ଆନ୍ତରାଜ୍ୟ ଏଟିଏମ୍ ଲୁଟେରାକୁ ଏନକାଉଣ୍ଟର; ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି March 9, 2025 Papirani ଶନିବାର ବିଳମ୍ବିତ ରାତିରେ ରାଜଧାନୀ ଭୁବନେଶ୍ବରର ବଡଗଡ ଥାନା ଅଞ୍ଚଳରେ ଏଟିଏମ ଲୁଟ୍ ବେଳେ ଏନକାଉଣ୍ଟରରେ । ଏନକାଉଣ୍ଟରରେ ଏଟିଏମ୍ ଲୁଟ୍ କରୁଥିବା ବିହାରର ଦୀପକ କୁମାର ଗୁରୁତର। ଗୁଳି ମାଡ଼ କରି ଖସି ପଳାଇବାକୁ ଉଦ୍ୟମ କରୁଥିଲା ବେଳେ ପୋଲିସ…
ତାଜା ଖବର ରାଜ୍ୟ ଜୟା ହୋଟେଲରେ ଗୋ ମାଂସ ରନ୍ଧା ଯାଇଥିବା ମାମଲା: ଲାଗୁ ହେଲା ୧୬୩ ଧାରା March 9, 2025 Papirani ପୁରୀ ଜିଲ୍ଲା ସତ୍ୟବାଦୀଠାରେ ଥିବା ବିବାଦୀୟ ଜୟା ହୋଟେଲରେ ମଟନ୍ ନାଁରେ ଗୋମାଂସ ରନ୍ଧା ଯାଉଥିବା ମାମଲାରେ ଅପ୍ରିତିକର ପରିସ୍ଥିତି ସୃଷ୍ଟି ନ ହେବା ପାଇଁ ପ୍ରଶାସନ ପକ୍ଷରୁ ନିଆଯାଇଛି କାର୍ଯ୍ୟାନୁଷ୍ଠାନ। ବିବାଦୀୟ ଜୟା ଢ଼ାବା ନିକଟରେ ୧୬୩ ଧାରା ଜାରି…
ତାଜା ଖବର ରାଜନୀତି ରାଜ୍ୟ ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ନବୀନ ପଟ୍ଟନାୟକ March 9, 2025 Papirani ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ବିୟୋଗରେ ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ସ୍ବର୍ଗତ ଦାସଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇ ନବୀନ ପଟ୍ଟନାୟକ କହିଛନ୍ତି ଯେ ସ୍ବର୍ଗତ ଦାସ ଜଣେ ଦକ୍ଷ…
ତାଜା ଖବର ରାଜନୀତି ରାଜ୍ୟ ପରଲୋକରେ ପୂର୍ବତନ ବିଧାୟକ ଅନନ୍ତ ଦାସ March 9, 2025 Papirani ପରଲୋକରେ ଭୋଗରାଇର ପୂର୍ବତନ ବିଧାୟକ ଅନନ୍ତ ଦାସ । ଭୋର ସାଢେ ୩ଟା ସମୟରେ ଭୁବନେଶ୍ୱରସ୍ଥିତ ବାସଭବନରେ ପରଲୋକ ଘଟିଥିବା ନେଇ ପରିବାର ପକ୍ଷରୂ ସୂଚନା ମିଳିଛି ।ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ହୋଇଥିଲା । ସେ ଦୀର୍ଘ ଦିନ…